ବିନୋଦ ପାତ୍ର
ଦେଖଣା
ବିନୋଦ ପାତ୍ର | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | କୁନ୍ଦୁରୁ କୁଶାଳ |
ପର ଅଧିକାରୀ | ନିରଞ୍ଜନ ପୂଜାରୀ |
ନିର୍ବାଚନ ମଣ୍ଡଳୀ | ସୋନପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୨ ମଇ ୧୯୬୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ବାବାଜୀ ପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିନୋଦ ପାତ୍ର (ଜନ୍ମ: ୨୨ ମଇ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିନୋଦ ପାତ୍ର ୧୯୬୭ ମସିହାର ମଇ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାବାଜୀ ପାତ୍ର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିନୋଦ ପାତ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Binod Patra". odishaassembly.nic.in. Odisha Assembly. Retrieved 22 August 2021.