ବିପିନ ବିହାରୀ ଦାଶ
ଦେଖଣା
ବିପିନ ବିହାରୀ ଦାଶ | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ଅଭିମନ୍ୟୁ ରଣସିଂହ |
ପର ଅଧିକାରୀ | କିରଣ ଲେଖା ମହାନ୍ତି |
ନିର୍ବାଚନ ମଣ୍ଡଳୀ | ପିପିଲି |
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | କିରଣ ଲେଖା ମହାନ୍ତି |
ପର ଅଧିକାରୀ | ପ୍ରଦୀପ ମହାରଥୀ |
ନିର୍ବାଚନ ମଣ୍ଡଳୀ | ପିପିଲି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ମଇ ୧୯୪୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସରସ୍ୱତୀ ଦାଶ |
ବାପା/ବୋଉ | ଅର୍ଜୁନ ଦାଶ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିପିନ ବିହାରୀ ଦାଶ (ଜନ୍ମ: ୨ ମଇ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବିପିନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୭୪ ଓ ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିପିନ ବିହାରୀ ଦାଶ ୧୯୪୯ ମସିହାର ମଇ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଅର୍ଜୁନ ଦାଶ ଓ ପତ୍ନୀଙ୍କ ନାମ ସରସ୍ୱତୀ ଦାଶ ।[୧] ବିପିନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିପିନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]