"ଚାଣକ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
"ଚାଣକ୍ୟ (ଖ୍ରୀ.ପୂ. 370- ଖ୍ରୀ.ପୂ.2831) ଜଣେ ଭାରତୀୟ ଶିକ୍ଷକ,..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
(କିଛି ବଦଳିନାହିଁ)

୧୦:୪୨, ୧୧ ଡିସେମ୍ବର ୨୦୧୨ ଅନୁସାରେ କରାଯାଇଥିବା ବଦଳ

ଚାଣକ୍ୟ (ଖ୍ରୀ.ପୂ. 370- ଖ୍ରୀ.ପୂ.2831) ଜଣେ ଭାରତୀୟ ଶିକ୍ଷକ, ଦାର୍ଶନିକ ଏବଂ ରାଜଗୁରୁ ଥିଲେ ।

ପ୍ରକୃତରେ ସେ ପୂରାତନ ତକ୍ଷଶିଳା ବିଶ୍ୱବିଦ୍ୟାଳୟରେ ଅର୍ଥଶାସ୍ତ୍ର ଓ ରାଜନିତୀ ବିଜ୍ଞାନର ଜଣେ ପ୍ରାଧ୍ୟାପକ ଥିଲେ । ଚାଣକ୍ୟ ମୌର୍ଯ୍ୟ ସାମ୍ରାଜ୍ୟ ସ୍ଥାପନରେ ମୂଖ୍ୟ ଭୂମିକା ଗ୍ରହଣ କରିଥିଲେ । ଏହି ସାମ୍ରାଜ୍ୟ ଇତିହାସ ର ପ୍ରଥମ ସାମ୍ରାଜ୍ୟ ଭାବେ ଭାରତବର୍ଷର ଅନେକ ଅଂଶ ଦଖଲ କରିଥିଲା । ସେ ପ୍ରଥମ ମୌର୍ଯ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ଏବଂ ତାଙ୍କ ପୁତ୍ର ବିନ୍ଦୁସାରଙ୍କ ମୁଖ୍ୟ ପରାମର୍ଶଦାତା ଥିଲେ ।

ଚାଣକ୍ୟ ମଧ୍ୟ କୌଟିଲ୍ୟ ଓ ବିଷ୍ଣୁ ଗୁପ୍ତ ନାମରେ ପରିଚିତ ଥିଲେ, ଯେକି ଅର୍ଥଶାସ୍ତ୍ର ନାମକ ପୂରାତନ ଭାରତର ରାଜନିତୀ ଉପରେ ଆଧାରିତ ପୁସ୍ତକର ରଚନା କରିଥିଲେ ।