"ଅମାବାସ୍ୟା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ଅନ୍ୟ ଉଇକିପ୍ରସଙ୍ଗ ସହ ସଂଯୋଗ |
SantoshBot (ଆଲୋଚନା | ଅବଦାନ) ଟିକେ r2.7.3) (Robot: Adding mr:अमावास्या |
||
୨୪ କ ଧାଡ଼ି: | ୨୪ କ ଧାଡ଼ି: | ||
{{ମୁଣ୍ଡିଆ}} |
{{ମୁଣ୍ଡିଆ}} |
||
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ--> |
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ--> |
||
[[en:Amavasya]] |
[[en:Amavasya]] |
||
[[es:Amavasha]] |
[[es:Amavasha]] |
||
[[hi:अमावस्या]] |
[[hi:अमावस्या]] |
||
[[mr:अमावास्या]] |
|||
[[pl:Amawasja]] |
[[pl:Amawasja]] |
||
[[ru:Амавасья]] |
[[ru:Амавасья]] |
୧୧:୧୯, ୨୫ ଜାନୁଆରୀ ୨୦୧୩ ଅନୁସାରେ କରାଯାଇଥିବା ବଦଳ
କୃଷ୍ଣପକ୍ଷର ଶେଷ ଦିନ (ପଞ୍ଚଦଶୀ ତିଥି) କୁ ଅମାବାସ୍ୟା କୁହାଯାଏ । ଅମାବାସ୍ୟା ପରଦିନଠାରୁ ଶୁକ୍ଳପକ୍ଷ ଆରମ୍ଭ ହୁଏ ।
- ବୈଶାଖ ଅମାବାସ୍ୟା:ରୁକ୍ମିଣୀ ଅମାବାସ୍ୟା
- ଜ୍ୟୈଷ୍ଠ ଅମାବାସ୍ୟା: ସାବିତ୍ରୀ ଅମାବାସ୍ୟା: ସାବିତ୍ରୀ ଓଷା।
- ଆଷାଢ଼ ଅମାବାସ୍ୟା: ବିଜୟ(ଉଭା) ଅମାବାସ୍ୟା ।
- ଶ୍ରାବଣ ଅମାବାସ୍ୟା: ଚିତାଲାଗି (ଚିତଉ) ଅମାବାସ୍ୟା ।
- ଭାଦ୍ରବ ଅମାବାସ୍ୟା: ସପ୍ତପୁରୀ (ସାତପୁରୀ) ଅମାବାସ୍ୟା ।
- ଆଶ୍ୱିନ ଅମାବାସ୍ୟା: ମହାଳୟା (ଫୁଲ୍ଲୋରି, ଫୁଲୁରି,ସର୍ବପିତୃ ) ଅମାବାସ୍ୟା ।
- କାର୍ତ୍ତିକ ଅମାବାସ୍ୟା: ପ୍ରଦୀପ (ପୟା) ଅମାବାସ୍ୟା ବା ପୂପେଇ/ପିପେଇ ଅମାବାସ୍ୟା ।
- ଏ ଦିନ ସନ୍ଧ୍ୟା ପରେ ପିଣ୍ଡବର୍ଜିତ ମହାଳୟା ଶ୍ରାଦ୍ଧ କରାଯାଏ ଓ ପିତୃଲୋକଙ୍କୁ ପୂପ ଦୀପ ଅର୍ଥାତ ପିଠା ଉପରେ ଦୀପ ପୋତି ଦାନ କରାଯାଏ ଓ ବଡ଼ ବଡୁଆଙ୍କୁ ନିଆଁ ହୁଳା ଦେଖାଇ ଡକାଯାଏ –“ବଡ଼ ବଡ଼ୁଆଏ ହେ ଅନ୍ଧାରରେ ଆସ, ଆଲୁଅରେ ଯାଅ, ବାଇଶି ପାହାଚରେ ଗଡ଼ଗଡ଼ାଉଥାଅ ”
- ମାର୍ଗଶୀର ଅମାବାସ୍ୟା: ମହୋଦଧି ଅମାବାସ୍ୟା ।
- ପୌଷ ଅମାବାସ୍ୟା: ବଉଳ ଅମାବାସ୍ୟା ବା ବକୁଳ ଅମାବାସ୍ୟା : ବରାହ ଜନ୍ମ ।
- ମାଘ ଅମାବାସ୍ୟା: ତ୍ରିବେଣୀ(ବିରଜା,ମୌନୀ) ଅମାବାସ୍ୟା ।
- ଫାଲ୍ଗୁନ ଅମାବାସ୍ୟା: ଉଜ୍ଜାଗରଣ (ଜାଗର) ଅମାବାସ୍ୟା ।
- ଚୈତ୍ର ଅମାବାସ୍ୟା: ନିମକୋଳି(ମଧୁ) ଅମାବାସ୍ୟା ।
ଆଧାର
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |