"ମହାତ୍ମା ଗାନ୍ଧୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ r2.7.2) (Robot: Adding tk:Mahatma Gandi
ଟିକେ ରୋବଟ୍‌: ପ୍ରସାଧନ ବଦଳ
୩୦ କ ଧାଡ଼ି: ୩୦ କ ଧାଡ଼ି:

'''ମୋହନଦାସ କରମଚାନ୍ଦ ଗାନ୍ଧୀ''' (୨ ଅକଟୋବର ୧୮୬୯ - ୩୦ ଜାନୁଆରି ୧୯୪୮) ଭାରତୀୟ ସ୍ଵାଧିନତା ଆନ୍ଦୋଳନର ଜଣେ ମହାନ ନେତା । ଅହିଁସା ଓ ସତ୍ୟାଗ୍ରହ ଆନ୍ଦୋଳନ ଦେଇ ପରାଧିନ ଭାରତର ଆନ୍ଦୋଳନରେ ମୁଖ୍ୟ ପୁରୋଧାର କାମ ନିଭାଇଥିଲେ । ତାଙ୍କୁ ଜାତିର ପିତା ଓ ବାପୁଜି ବୋଲି ଆଦରରେ କୁହାଯାଏ ।

==ଓଡ଼ିଶାରେ ଗାନ୍ଧୀ<ref>ପ୍ରଫେସର ଅନନ୍ତଚରଣ ସାହୁ, ଗାନ୍ଧିଜୀଙ୍କ ଓଡ଼ିଶା ପରିଦର୍ଶନ ପୃଷ୍ଠଭୂମିରେ ଉତ୍କଳମଣିଙ୍କ ପ୍ରେରଣା, [[ସମାଜ (ଖବରକାଗଜ)|ସମାଜ]], ୨ ଅକ୍ଟୋବର ୨୦୧୧, ପୃଷ୍ଠା: ୦୬</ref>==
== ଓଡ଼ିଶାରେ ଗାନ୍ଧୀ<ref>ପ୍ରଫେସର ଅନନ୍ତଚରଣ ସାହୁ, ଗାନ୍ଧିଜୀଙ୍କ ଓଡ଼ିଶା ପରିଦର୍ଶନ ପୃଷ୍ଠଭୂମିରେ ଉତ୍କଳମଣିଙ୍କ ପ୍ରେରଣା, [[ସମାଜ (ଖବରକାଗଜ)|ସମାଜ]], ୨ ଅକ୍ଟୋବର ୨୦୧୧, ପୃଷ୍ଠା: ୦୬</ref> ==

===ପ୍ରଥମ ଗସ୍ତ: ୧୯୨୩ ମାର୍ଚ୍ଚ ୨୩, କଟକ ===
=== ପ୍ରଥମ ଗସ୍ତ: ୧୯୨୩ ମାର୍ଚ୍ଚ ୨୩, କଟକ ===
[[ଗୋପବନ୍ଧୁ ଦାସ|ଗୋପବନ୍ଧୁଙ୍କ]] ନିମନ୍ତ୍ରଣକୁ ସାଦରେ ଗ୍ରହଣ କରି ଗାନ୍ଧୀଜୀ ୨୩ ମାର୍ଚ୍ଚ ୧୯୨୩ ପ୍ରତ୍ୟୁଷରୁ ପତ୍ନୀ କସ୍ତୁରବା, କନିଷ୍ଠପୁତ୍ର ଦେବଦାସ ଓ ଅନ୍ୟ କେତେଜଣ ଅନୁଚରଙ୍କ ସହ [[କଟକ]] ରେଳ ଷ୍ଟେସନରେ ପହଞ୍ଚିଥିଲେ । ଉତ୍କଳମଣି ଗୋପବନ୍ଧୁଙ୍କ ସମେତ କଟକର ବହୁ ବିଶିଷ୍ଟ ବ୍ୟକ୍ତି ଓ କର୍ମୀମାନେ ଗାନ୍ଧିଜୀଙ୍କୁ ଏକ ପୁରୁଣା ଫୋର୍ଡ଼ ମୋଟର କାରରେ କଟକର ସ୍ଵରାଜ ଆଶ୍ରମକୁ ଘେନି ଯାଇଥିଲେ । ସେହିଦିନ ସନ୍ଧ୍ୟାରେ କଟକ [[କାଠଯୋଡ଼ି ନଦୀ|କାଠଯୋଡ଼ି ନଦୀର]] ଗଣେଶଘାଟ ନିକଟସ୍ଥ ବାଲିଶଯ୍ୟା ଉପରେ ଗୋପବନ୍ଧୁଙ୍କ ଉଦ୍ୟମରେ କଟକବାସୀଙ୍କ ତରଫରୁ ଗାନ୍ଧିଜୀଙ୍କ ଅଭ୍ୟର୍ଥନା ଉଦ୍ଦେଶ୍ୟରେ ଏକ ବିରାଟ ସାଧାରଣ ସଭା ଆୟୋଜିତ ହୋଇଥିଲା । ସେହି ସାଧାରଣ ସଭାରେ ଗାନ୍ଧୀଜୀଙ୍କ ବାଣୀକୁ ଗ୍ରହଣ କରି ବହୁଛାତ୍ର [[ଅସହଯୋଗ ଆନ୍ଦୋଳନ|ଅସହଯୋଗ ଆନ୍ଦୋଳନରେ]] ଯୋଗ ଦେଇଥିଲେ । ଏହି କ୍ରମରେ ଗାନ୍ଧୀଜୀ ମାର୍ଚ୍ଚ ୨୬ତାରିଖରେ [[ପୁରୀ|ପୁରୀରେ]] ପହଞ୍ଚି, ସମୁଦ୍ର ବାଲିରେ ଏକ ବିରାଟ ସାଧାରଣ ସଭାରେ ଉଦ୍‌ବୋଧନ ଦେବାପରେ, ୨୭ ତାରିଖ ଦିନ ଗୋପବନ୍ଧୁଙ୍କ ଗହଣରେ [[ପୁରୀ ଜିଲ୍ଲା|ପୁରୀ ଜିଲ୍ଲାର]] କେତେକ ଦୁର୍ଭିକ୍ଷ ପ୍ରପୀଡ଼ିତ ଅଞ୍ଚଳ ଗସ୍ତ କରିଥିଲେ ।

===ଦ୍ଵିତୀୟ ଗସ୍ତ: ୧୯୨୫ ଅଗଷ୍ଟ ୧୯, କଟକ===
=== ଦ୍ଵିତୀୟ ଗସ୍ତ: ୧୯୨୫ ଅଗଷ୍ଟ ୧୯, କଟକ ===
[[ମଧୁସୂଦନ ଦାସ|ଉତ୍କଳଗୌରବ ମଧୁସୂଦନଙ୍କ]] ନିମନ୍ତ୍ରଣ କ୍ରମେ ୧୯୨୫ ଅଗଷ୍ଟ ୧୯ତାରିଖରେ ଗାନ୍ଧୀଜୀ ପୁନର୍ବାର କଟକରେ ପଦାର୍ପଣ କରିଥିଲେ । ଏହି ଅବସରରେ ମଧୁବାବୁଙ୍କ ପ୍ରତିଷ୍ଠିତ ଉତ୍କଳ ଟାନେରୀ ନାମକ ଜୋତା କାରଖାନାଟି ପରିଦର୍ଶନ କରି ମୁଗ୍ଧ ହୋଇଥିଲେ ଓ [[ଅହମଦାବାଦ|ଅହମ୍ମଦାବାଦସ୍ଥିତ]] ସାବରମତୀ ଆଶ୍ରମରେ ଏଭଳି ଏକ କାରଖାନା ପ୍ରତିଷ୍ଠା ପାଇଁ ମନସ୍ଥ କରିଥିଲେ । ଏହି ଅବସରରେ କଟକ ଉପକଣ୍ଠରେ ଅବସ୍ଥିତ ଏକ କୁଷ୍ଠାଶ୍ରମ ପରିଦର୍ଶନ ପାଇଁ ଆଗ୍ରହ ପ୍ରକାଶ କରିଥିଲେ୤

===ତୃତୀୟ ଗସ୍ତ: ୧୯୨୭ ଡିସେମ୍ବର ୨୧, କଟକ===
=== ତୃତୀୟ ଗସ୍ତ: ୧୯୨୭ ଡିସେମ୍ବର ୨୧, କଟକ ===
ତୃତୀୟ ଥର ନିମନ୍ତେ ଓଡ଼ିଶା ପରିଦର୍ଶନରେ ଆସି କଟକଠାରେ ଭାଷାକୋଶବିତ [[ଗୋପାଳ ଚନ୍ଦ୍ର ପ୍ରହରାଜ|ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ]] ଆମନ୍ତ୍ରଣ କ୍ରମେ ତାଙ୍କ ଗୃହରେ କିଛି ସମୟ କଟାଇଥିଲେ । ପ୍ରହରାଜ ମହୋଦୟଙ୍କ ଅଧ୍ୟବସାୟ ତଥା ବ୍ୟକ୍ତିଗତ ପ୍ରଚେଷ୍ଟାରେ [[ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ]] ଭଳି ଏକ ବିରାଟ ଗ୍ରନ୍ଥ-ପ୍ରକଳ୍ପ ସଂକଳନକୁ ଗାନ୍ଧୀଜୀ ଭୂୟସୀ ପ୍ରଶଂସା କରିଥିଲେ । ଏହି ଅବସରରେ ପୂର୍ବୋକ୍ତ କୁଷ୍ଠାଶ୍ରମଟି ଦେଖି ଆଶ୍ରମବାସୀଙ୍କୁ ଗୋଟିଏ ସେବତୀଫୁଲ ତୋଡ଼ା ଓ ଏକ ଟୋକେଇପୂର୍ଣ୍ଣ କମଳାଲେମ୍ବୁ ଉପହାର ପ୍ରଦାନ କରିଥିଲେ ।

===ଚତୁର୍ଥ ଗସ୍ତ: ୧୯୨୮===
=== ଚତୁର୍ଥ ଗସ୍ତ: ୧୯୨୮ ===
୧୯୨୮ର ଦାରୁଣ ବନ୍ୟା ସମୟରେ ଗାନ୍ଧୀଜୀ ଚତୁର୍ଥ ଥର ନିମନ୍ତେ ଓଡ଼ିଶା ଆସିବା ବେଳକୁ ତାଙ୍କର ସହକର୍ମୀ ଗୋପବନ୍ଧୁଙ୍କର ଦେହାନ୍ତ ହୋଇସାରିଥିଲା । ଗୋପବନ୍ଧୁଙ୍କର ନିଃସ୍ଵାର୍ଥ ଜନସେବା, ଦରିଦ୍ର-ନାରାୟଣଙ୍କ ପ୍ରତି ଗଭୀର ସମବେଦନାକୁ ସ୍ମରଣ କରି ସେହି ମହାନ ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳୀ ଅର୍ପଣ ପୂର୍ବକ ଗାନ୍ଧୀଜୀ ତାଙ୍କର ୟଙ୍ଗ ଇଣ୍ଡିଆ ପତ୍ରିକାରେ ବର୍ଣ୍ଣନା କରିଥିଲେ । [[ବାଲେଶ୍ଵର ଜିଲ୍ଲା|ବାଲେଶ୍ଵର]] ଗସ୍ତକାଳରେ ଗାନ୍ଧୀଜୀ ବହୁ ବନ୍ୟାଞ୍ଚଳ ଗସ୍ତ କରିଥିଲେ । ଏହି ଗସ୍ତକାଳରେ ଗାନ୍ଧୀଜୀଙ୍କ ଇଂରେଜ ବନ୍ଧୁ ଏସ. ଏଫ. ଆଣ୍ଡୃଜ ତାଙ୍କ ଅନୁରୋଧ କ୍ରମେ ଓଡ଼ିଶାର ବିସ୍ତୀର୍ଣ୍ଣ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ପରିଦର୍ଶନ କରି ତାଙ୍କ ଲିଖିତ ‘ଇଣ୍ଡିଆ ଆଣ୍ଡ ସାଇମନ କମିଶନ ରିପୋର୍ଟ’ରେ ଏହି ବନ୍ୟାର କରୁଣ ଚିତ୍ର ମର୍ମସ୍ପର୍ଶୀ ଭାଷାରେ ବର୍ଣ୍ଣନା କରିଥିଲେ, ଯାହା ଫଳରେ ସେ କାଳର ବିହାର-ଓଡ଼ିଶା ସରକାର ବାଧ୍ୟ ହୋଇ ଓଡ଼ିଶାକୁ ତୁରନ୍ତ ରିଲିଫ ସାମଗ୍ରୀ ପଠାଇଥିଲେ ।

==ଆଧାର==
== ଆଧାର ==
{{ଆଧାର}}
{{ଆଧାର}}

==ଅଧିକ ତଥ୍ୟ==
== ଅଧିକ ତଥ୍ୟ ==
{{Sister project links|wikt=no|q=Mohandas K. Gandhi|v=no|commons=Category:Mohandas K. Gandhi|n=no|b=no|author=yes|s=Author:Mohandas Karamchand Gandhi}}
{{Sister project links|wikt=no|q=Mohandas K. Gandhi|v=no|commons=Category:Mohandas K. Gandhi|n=no|b=no|author=yes|s=Author:Mohandas Karamchand Gandhi}}
*[http://www.gandhismriti.gov.in/indexb.asp Gandhi Smriti&nbsp;— Government of India website]
* [http://www.gandhismriti.gov.in/indexb.asp Gandhi Smriti&nbsp;— Government of India website]
*[http://www.gandhi-manibhavan.org/ Mani Bhavan Gandhi Sangrahalaya Gandhi Museum & Library]
* [http://www.gandhi-manibhavan.org/ Mani Bhavan Gandhi Sangrahalaya Gandhi Museum & Library]
*[http://www.gandhifoundation.net/ Gandhi Research Foundation - One-Stop info on Gandhi]
* [http://www.gandhifoundation.net/ Gandhi Research Foundation - One-Stop info on Gandhi]
* {{worldcat id|id=lccn-n79-41626}}
* {{worldcat id|id=lccn-n79-41626}}
*[http://www.saadigitalarchive.org/subject/mk-gandhi Mohandas K. Ghadhi materials in the South Asian American Digital Archive (SAADA)]
* [http://www.saadigitalarchive.org/subject/mk-gandhi Mohandas K. Ghadhi materials in the South Asian American Digital Archive (SAADA)]
{{ମୁଣ୍ଡିଆ}}
{{ମୁଣ୍ଡିଆ}}

୦୬:୫୫, ୮ ଫେବୃଆରୀ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ମହାତ୍ମା ଗାନ୍ଧୀ
ଜନ୍ମ(1869-10-02)୨ ଅକ୍ଟୋବର ୧୮୬୯
ମୃତ୍ୟୁ୩୦ ଜାନୁଆରୀ ୧୯୪୮(1948-01-30) (ବୟସ ୭୮)
ମୃତ୍ୟୁର କାରଣ୩ଟି ଗୁଳିମାଡ଼ରେ ଦେହଛାଡ଼ିଥିଲେ
ରାଜ ଘାଟ, ଦିଲ୍ଲୀ, ଭାରତ
ଜାତୀୟତା ଭାରତୀୟ
ଅନ୍ୟ ନାମମହାତ୍ମା ଗାନ୍ଧୀ, ବାପୁ
ଶିକ୍ଷାଓକିଲାତି
ଶିକ୍ଷାନୁଷ୍ଠାନଇଉନିଭରସିଟି କଲେଜ, ଲଣ୍ଡନ, ଲଣ୍ଡନ ଇଉନିଭରସିଟି
ପ୍ରସିଦ୍ଧିଭାରତିୟ ସ୍ଵାଧୀନତା ଆନ୍ଦୋଳନର ନେତା
ବୈବାହିକ-ସାଥୀକସ୍ତୁରବା ଗାନ୍ଧୀ
ସନ୍ତାନହରିଲାଲ ଗାନ୍ଧୀ
ମନୀଲାଲ ଗାନ୍ଧୀ
ରାମଦାସ ଗାନ୍ଧୀ
ଦେବଦାସ ଗାନ୍ଧୀ
ପିତାମାତା(s)ପୁତିବାଇ ଗାନ୍ଧୀ (ମା)
କରମଚାନ୍ଦ ଗାନ୍ଧୀ (ବାପା)
ଦସ୍ତଖତ

ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକଟୋବର ୧୮୬୯ - ୩୦ ଜାନୁଆରି ୧୯୪୮) ଭାରତୀୟ ସ୍ଵାଧିନତା ଆନ୍ଦୋଳନର ଜଣେ ମହାନ ନେତା । ଅହିଁସା ଓ ସତ୍ୟାଗ୍ରହ ଆନ୍ଦୋଳନ ଦେଇ ପରାଧିନ ଭାରତର ଆନ୍ଦୋଳନରେ ମୁଖ୍ୟ ପୁରୋଧାର କାମ ନିଭାଇଥିଲେ । ତାଙ୍କୁ ଜାତିର ପିତା ଓ ବାପୁଜି ବୋଲି ଆଦରରେ କୁହାଯାଏ ।

ଓଡ଼ିଶାରେ ଗାନ୍ଧୀ[୧]

ପ୍ରଥମ ଗସ୍ତ: ୧୯୨୩ ମାର୍ଚ୍ଚ ୨୩, କଟକ

ଗୋପବନ୍ଧୁଙ୍କ ନିମନ୍ତ୍ରଣକୁ ସାଦରେ ଗ୍ରହଣ କରି ଗାନ୍ଧୀଜୀ ୨୩ ମାର୍ଚ୍ଚ ୧୯୨୩ ପ୍ରତ୍ୟୁଷରୁ ପତ୍ନୀ କସ୍ତୁରବା, କନିଷ୍ଠପୁତ୍ର ଦେବଦାସ ଓ ଅନ୍ୟ କେତେଜଣ ଅନୁଚରଙ୍କ ସହ କଟକ ରେଳ ଷ୍ଟେସନରେ ପହଞ୍ଚିଥିଲେ । ଉତ୍କଳମଣି ଗୋପବନ୍ଧୁଙ୍କ ସମେତ କଟକର ବହୁ ବିଶିଷ୍ଟ ବ୍ୟକ୍ତି ଓ କର୍ମୀମାନେ ଗାନ୍ଧିଜୀଙ୍କୁ ଏକ ପୁରୁଣା ଫୋର୍ଡ଼ ମୋଟର କାରରେ କଟକର ସ୍ଵରାଜ ଆଶ୍ରମକୁ ଘେନି ଯାଇଥିଲେ । ସେହିଦିନ ସନ୍ଧ୍ୟାରେ କଟକ କାଠଯୋଡ଼ି ନଦୀର ଗଣେଶଘାଟ ନିକଟସ୍ଥ ବାଲିଶଯ୍ୟା ଉପରେ ଗୋପବନ୍ଧୁଙ୍କ ଉଦ୍ୟମରେ କଟକବାସୀଙ୍କ ତରଫରୁ ଗାନ୍ଧିଜୀଙ୍କ ଅଭ୍ୟର୍ଥନା ଉଦ୍ଦେଶ୍ୟରେ ଏକ ବିରାଟ ସାଧାରଣ ସଭା ଆୟୋଜିତ ହୋଇଥିଲା । ସେହି ସାଧାରଣ ସଭାରେ ଗାନ୍ଧୀଜୀଙ୍କ ବାଣୀକୁ ଗ୍ରହଣ କରି ବହୁଛାତ୍ର ଅସହଯୋଗ ଆନ୍ଦୋଳନରେ ଯୋଗ ଦେଇଥିଲେ । ଏହି କ୍ରମରେ ଗାନ୍ଧୀଜୀ ମାର୍ଚ୍ଚ ୨୬ତାରିଖରେ ପୁରୀରେ ପହଞ୍ଚି, ସମୁଦ୍ର ବାଲିରେ ଏକ ବିରାଟ ସାଧାରଣ ସଭାରେ ଉଦ୍‌ବୋଧନ ଦେବାପରେ, ୨୭ ତାରିଖ ଦିନ ଗୋପବନ୍ଧୁଙ୍କ ଗହଣରେ ପୁରୀ ଜିଲ୍ଲାର କେତେକ ଦୁର୍ଭିକ୍ଷ ପ୍ରପୀଡ଼ିତ ଅଞ୍ଚଳ ଗସ୍ତ କରିଥିଲେ ।

ଦ୍ଵିତୀୟ ଗସ୍ତ: ୧୯୨୫ ଅଗଷ୍ଟ ୧୯, କଟକ

ଉତ୍କଳଗୌରବ ମଧୁସୂଦନଙ୍କ ନିମନ୍ତ୍ରଣ କ୍ରମେ ୧୯୨୫ ଅଗଷ୍ଟ ୧୯ତାରିଖରେ ଗାନ୍ଧୀଜୀ ପୁନର୍ବାର କଟକରେ ପଦାର୍ପଣ କରିଥିଲେ । ଏହି ଅବସରରେ ମଧୁବାବୁଙ୍କ ପ୍ରତିଷ୍ଠିତ ଉତ୍କଳ ଟାନେରୀ ନାମକ ଜୋତା କାରଖାନାଟି ପରିଦର୍ଶନ କରି ମୁଗ୍ଧ ହୋଇଥିଲେ ଓ ଅହମ୍ମଦାବାଦସ୍ଥିତ ସାବରମତୀ ଆଶ୍ରମରେ ଏଭଳି ଏକ କାରଖାନା ପ୍ରତିଷ୍ଠା ପାଇଁ ମନସ୍ଥ କରିଥିଲେ । ଏହି ଅବସରରେ କଟକ ଉପକଣ୍ଠରେ ଅବସ୍ଥିତ ଏକ କୁଷ୍ଠାଶ୍ରମ ପରିଦର୍ଶନ ପାଇଁ ଆଗ୍ରହ ପ୍ରକାଶ କରିଥିଲେ୤

ତୃତୀୟ ଗସ୍ତ: ୧୯୨୭ ଡିସେମ୍ବର ୨୧, କଟକ

ତୃତୀୟ ଥର ନିମନ୍ତେ ଓଡ଼ିଶା ପରିଦର୍ଶନରେ ଆସି କଟକଠାରେ ଭାଷାକୋଶବିତ ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ଆମନ୍ତ୍ରଣ କ୍ରମେ ତାଙ୍କ ଗୃହରେ କିଛି ସମୟ କଟାଇଥିଲେ । ପ୍ରହରାଜ ମହୋଦୟଙ୍କ ଅଧ୍ୟବସାୟ ତଥା ବ୍ୟକ୍ତିଗତ ପ୍ରଚେଷ୍ଟାରେ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଭଳି ଏକ ବିରାଟ ଗ୍ରନ୍ଥ-ପ୍ରକଳ୍ପ ସଂକଳନକୁ ଗାନ୍ଧୀଜୀ ଭୂୟସୀ ପ୍ରଶଂସା କରିଥିଲେ । ଏହି ଅବସରରେ ପୂର୍ବୋକ୍ତ କୁଷ୍ଠାଶ୍ରମଟି ଦେଖି ଆଶ୍ରମବାସୀଙ୍କୁ ଗୋଟିଏ ସେବତୀଫୁଲ ତୋଡ଼ା ଓ ଏକ ଟୋକେଇପୂର୍ଣ୍ଣ କମଳାଲେମ୍ବୁ ଉପହାର ପ୍ରଦାନ କରିଥିଲେ ।

ଚତୁର୍ଥ ଗସ୍ତ: ୧୯୨୮

୧୯୨୮ର ଦାରୁଣ ବନ୍ୟା ସମୟରେ ଗାନ୍ଧୀଜୀ ଚତୁର୍ଥ ଥର ନିମନ୍ତେ ଓଡ଼ିଶା ଆସିବା ବେଳକୁ ତାଙ୍କର ସହକର୍ମୀ ଗୋପବନ୍ଧୁଙ୍କର ଦେହାନ୍ତ ହୋଇସାରିଥିଲା । ଗୋପବନ୍ଧୁଙ୍କର ନିଃସ୍ଵାର୍ଥ ଜନସେବା, ଦରିଦ୍ର-ନାରାୟଣଙ୍କ ପ୍ରତି ଗଭୀର ସମବେଦନାକୁ ସ୍ମରଣ କରି ସେହି ମହାନ ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳୀ ଅର୍ପଣ ପୂର୍ବକ ଗାନ୍ଧୀଜୀ ତାଙ୍କର ୟଙ୍ଗ ଇଣ୍ଡିଆ ପତ୍ରିକାରେ ବର୍ଣ୍ଣନା କରିଥିଲେ । ବାଲେଶ୍ଵର ଗସ୍ତକାଳରେ ଗାନ୍ଧୀଜୀ ବହୁ ବନ୍ୟାଞ୍ଚଳ ଗସ୍ତ କରିଥିଲେ । ଏହି ଗସ୍ତକାଳରେ ଗାନ୍ଧୀଜୀଙ୍କ ଇଂରେଜ ବନ୍ଧୁ ଏସ. ଏଫ. ଆଣ୍ଡୃଜ ତାଙ୍କ ଅନୁରୋଧ କ୍ରମେ ଓଡ଼ିଶାର ବିସ୍ତୀର୍ଣ୍ଣ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ପରିଦର୍ଶନ କରି ତାଙ୍କ ଲିଖିତ ‘ଇଣ୍ଡିଆ ଆଣ୍ଡ ସାଇମନ କମିଶନ ରିପୋର୍ଟ’ରେ ଏହି ବନ୍ୟାର କରୁଣ ଚିତ୍ର ମର୍ମସ୍ପର୍ଶୀ ଭାଷାରେ ବର୍ଣ୍ଣନା କରିଥିଲେ, ଯାହା ଫଳରେ ସେ କାଳର ବିହାର-ଓଡ଼ିଶା ସରକାର ବାଧ୍ୟ ହୋଇ ଓଡ଼ିଶାକୁ ତୁରନ୍ତ ରିଲିଫ ସାମଗ୍ରୀ ପଠାଇଥିଲେ ।

ଆଧାର

  1. ପ୍ରଫେସର ଅନନ୍ତଚରଣ ସାହୁ, ଗାନ୍ଧିଜୀଙ୍କ ଓଡ଼ିଶା ପରିଦର୍ଶନ ପୃଷ୍ଠଭୂମିରେ ଉତ୍କଳମଣିଙ୍କ ପ୍ରେରଣା, ସମାଜ, ୨ ଅକ୍ଟୋବର ୨୦୧୧, ପୃଷ୍ଠା: ୦୬

ଅଧିକ ତଥ୍ୟ