"ଜଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ r2.7.3) (Robot: Adding bi:Wota
ଟିକେ ରୋବଟ୍‌: ପ୍ରସାଧନ ବଦଳ
୩ କ ଧାଡ଼ି: ୩ କ ଧାଡ଼ି:
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।<ref>{{Cite journal |last=Henniker |first=J. C. |title=The Depth of the Surface Zone of a Liquid |year=1949 |publisher=[[Reviews of Modern Physics]] |doi=10.1103/RevModPhys.21.322 |journal=Reviews of Modern Physics |volume=21 |issue=2 |pages=322–341}}</ref><ref>{{cite web |url=http://faculty.washington.edu/ghp/researcthemes/water-science |title=Water Science |author=Pollack, Gerald |publisher=[[University of Washington]], Pollack Laboratory |accessdate=2011-02-05 |quote=Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.}}</ref>

ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
[[ଫାଇଲ:Water drop animation.gif|thumb|right|200 px|କଳରୁ ପଡୁଥିବା ପାଣି ଟୋପା]]
[[ଫାଇଲ:Water drop animation.gif|thumb|right|200 px|କଳରୁ ପଡୁଥିବା ପାଣି ଟୋପା]]

== ଜଳର ବ୍ୟବହାର ==
== ଜଳର ବ୍ୟବହାର ==
ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି ଶରୀରର ଆଭ୍ୟନ୍ତରୀଣ ରାସାୟନିକ ପ୍ରତିକ୍ରିୟା ଓ ରକ୍ତର ପ୍ରମୁଖ ଅଂଶ ଭାବେ କାମ କରେ ଜଳ ଝାଳ ରୂପରେ ବାହାରି ଶରୀରକୁ ଥଣ୍ଡା ରଖେ । ପୋଷକତତ୍ତ୍ୱକୁ ପାକସ୍ଥଳୀରୁ ଶରୀରର ଅନ୍ୟାନ୍ୟ ଅଙ୍ଗକୁ ପହଞ୍ଚାଇବାରେ ଜଳ ସାହାଯ୍ୟ କରେ ଫୁସ୍‌ଫୁସ୍‌ରୁ ଶରୀରକୁ ଅମ୍ଳଜାନ ପରିବହନ କରିବାରେ ମଧ୍ୟ ଜଳ ସାହାଯ୍ୟ କରେ ଲାଳ ମଣିଷ ଓ ପ୍ରାଣୀମାନଙ୍କୁ ଖାଦ୍ୟ ହଜମ କରିବାରେ ଭୂମିକା ଗ୍ରହଣ କରେ ଜଳ ପରିସ୍ରା ତିଆରି କରେ ପରିସ୍ରା ଶରୀରର ଦୂଷିତ ପଦାର୍ଥକୁ ନିଷ୍କାସନ କରିଥାଏ ମଣିଷ ଶରୀର ୬୦-୭୦% ଜଳରେ ଗଠିତ
ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି । ଶରୀରର ଆଭ୍ୟନ୍ତରୀଣ ରାସାୟନିକ ପ୍ରତିକ୍ରିୟା ଓ ରକ୍ତର ପ୍ରମୁଖ ଅଂଶ ଭାବେ କାମ କରେ । ଜଳ ଝାଳ ରୂପରେ ବାହାରି ଶରୀରକୁ ଥଣ୍ଡା ରଖେ । ପୋଷକତତ୍ତ୍ୱକୁ ପାକସ୍ଥଳୀରୁ ଶରୀରର ଅନ୍ୟାନ୍ୟ ଅଙ୍ଗକୁ ପହଞ୍ଚାଇବାରେ ଜଳ ସାହାଯ୍ୟ କରେ । ଫୁସ୍‌ଫୁସ୍‌ରୁ ଶରୀରକୁ ଅମ୍ଳଜାନ ପରିବହନ କରିବାରେ ମଧ୍ୟ ଜଳ ସାହାଯ୍ୟ କରେ । ଲାଳ ମଣିଷ ଓ ପ୍ରାଣୀମାନଙ୍କୁ ଖାଦ୍ୟ ହଜମ କରିବାରେ ଭୂମିକା ଗ୍ରହଣ କରେ । ଜଳ ପରିସ୍ରା ତିଆରି କରେ । ପରିସ୍ରା ଶରୀରର ଦୂଷିତ ପଦାର୍ଥକୁ ନିଷ୍କାସନ କରିଥାଏ । ମଣିଷ ଶରୀର ୬୦-୭୦% ଜଳରେ ଗଠିତ ।

ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ ପ୍ରତ୍ୟେକ ପ୍ରକାରର ପାନୀୟରେ ଜଳ ବ୍ୟତୀତ ବାସ୍ନା, ପୋଷକତତ୍ତ୍ୱ ଯେମିତି ସର୍କରା, ଫଳ ଇତ୍ୟାଦି ଥାଏ ପିଇବା ଯୋଗ୍ୟ ଜଳକୁ ଆମେ ପାନୀୟ ଜଳ ବୋଲି କହୁ ମହାସାଗରର ଜଳ ଲୁଣିଆ ହୋଇଥିବା ସ୍ଥଳେ ହ୍ରଦ ଓ ନଦୀର ଜଳ ମଧୁର ହୋଇଥାଏ ପୃଥିବୀପୃଷ୍ଠରେ ମାତ୍ର ୩% ମଧୁର ଜଳ ଅଛି, ବାକି ସବୁ ଲୁଣିଆ
ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ । ପ୍ରତ୍ୟେକ ପ୍ରକାରର ପାନୀୟରେ ଜଳ ବ୍ୟତୀତ ବାସ୍ନା, ପୋଷକତତ୍ତ୍ୱ ଯେମିତି ସର୍କରା, ଫଳ ଇତ୍ୟାଦି ଥାଏ । ପିଇବା ଯୋଗ୍ୟ ଜଳକୁ ଆମେ ପାନୀୟ ଜଳ ବୋଲି କହୁ । ମହାସାଗରର ଜଳ ଲୁଣିଆ ହୋଇଥିବା ସ୍ଥଳେ ହ୍ରଦ ଓ ନଦୀର ଜଳ ମଧୁର ହୋଇଥାଏ । ପୃଥିବୀପୃଷ୍ଠରେ ମାତ୍ର ୩% ମଧୁର ଜଳ ଅଛି, ବାକି ସବୁ ଲୁଣିଆ ।

== ଜଳର ଗଠନ ==
== ଜଳର ଗଠନ ==
ଗୋଟିଏ ଜଳ ଅଣୁ ୨ଟି ଉଦଜାନ ପରମାଣୁ ଓ ଗୋଟିଏ ଅମ୍ଳଜାନ ପରମାଣୁରୁ ତିଆରି ଏହାର ରାସାୟନିକ ସୂତ୍ର ହେଉଛି H<sub>2</sub>O.
ଗୋଟିଏ ଜଳ ଅଣୁ ୨ଟି ଉଦଜାନ ପରମାଣୁ ଓ ଗୋଟିଏ ଅମ୍ଳଜାନ ପରମାଣୁରୁ ତିଆରି । ଏହାର ରାସାୟନିକ ସୂତ୍ର ହେଉଛି H<sub>2</sub>O.

ଜଳକୁ ରୋମାନ ଭାଷାରେ ଆକୁଆ କୁହାଯାଏ
ଜଳକୁ ରୋମାନ ଭାଷାରେ ଆକୁଆ କୁହାଯାଏ ।
ଆମୋଦପ୍ରମୋଦ ପାଇଁ ମଧ୍ୟ ଜଳ ବ୍ୟବହୃତ ହୋଇଥାଏ । ମଣିଷ ଖାଦ୍ୟ ବିନା ସପ୍ତାହେ ପର୍ଯ୍ୟନ୍ତ ବଞ୍ଚିପାରୁଥିଲେ ମଧ୍ୟ ଜଳ ବିନା ଦୁଇ ଦିନରୁ ଅଧିକ ବଞ୍ଚି ପାରିବ ନାହିଁ ଜଳ ହିଁ ଜୀବନ ଅଟେ
ଆମୋଦପ୍ରମୋଦ ପାଇଁ ମଧ୍ୟ ଜଳ ବ୍ୟବହୃତ ହୋଇଥାଏ । ମଣିଷ ଖାଦ୍ୟ ବିନା ସପ୍ତାହେ ପର୍ଯ୍ୟନ୍ତ ବଞ୍ଚିପାରୁଥିଲେ ମଧ୍ୟ ଜଳ ବିନା ଦୁଇ ଦିନରୁ ଅଧିକ ବଞ୍ଚି ପାରିବ ନାହିଁ । ଜଳ ହିଁ ଜୀବନ ଅଟେ ।

== ସମ୍ପର୍କିତ ପୃଷ୍ଟା ==
== ସମ୍ପର୍କିତ ପୃଷ୍ଟା ==
୨୮ କ ଧାଡ଼ି: ୨୮ କ ଧାଡ଼ି:
== ଆଧାର ==
== ଆଧାର ==
{{ଆଧାର}}
{{ଆଧାର}}
==ଅଧିକ ତଥ୍ୟ==
== ଅଧିକ ତଥ୍ୟ ==
{{Sisterlinks|water}}
{{Sisterlinks|water}}
* [http://stats.oecd.org/wbos/Index.aspx?DataSetCode=ENV_WAT OECD Water statistics]
* [http://stats.oecd.org/wbos/Index.aspx?DataSetCode=ENV_WAT OECD Water statistics]

୦୮:୪୩, ୮ ଫେବୃଆରୀ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ ।

ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।[୧][୨]

ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।

କଳରୁ ପଡୁଥିବା ପାଣି ଟୋପା

ଜଳର ବ୍ୟବହାର

ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି । ଶରୀରର ଆଭ୍ୟନ୍ତରୀଣ ରାସାୟନିକ ପ୍ରତିକ୍ରିୟା ଓ ରକ୍ତର ପ୍ରମୁଖ ଅଂଶ ଭାବେ କାମ କରେ । ଜଳ ଝାଳ ରୂପରେ ବାହାରି ଶରୀରକୁ ଥଣ୍ଡା ରଖେ । ପୋଷକତତ୍ତ୍ୱକୁ ପାକସ୍ଥଳୀରୁ ଶରୀରର ଅନ୍ୟାନ୍ୟ ଅଙ୍ଗକୁ ପହଞ୍ଚାଇବାରେ ଜଳ ସାହାଯ୍ୟ କରେ । ଫୁସ୍‌ଫୁସ୍‌ରୁ ଶରୀରକୁ ଅମ୍ଳଜାନ ପରିବହନ କରିବାରେ ମଧ୍ୟ ଜଳ ସାହାଯ୍ୟ କରେ । ଲାଳ ମଣିଷ ଓ ପ୍ରାଣୀମାନଙ୍କୁ ଖାଦ୍ୟ ହଜମ କରିବାରେ ଭୂମିକା ଗ୍ରହଣ କରେ । ଜଳ ପରିସ୍ରା ତିଆରି କରେ । ପରିସ୍ରା ଶରୀରର ଦୂଷିତ ପଦାର୍ଥକୁ ନିଷ୍କାସନ କରିଥାଏ । ମଣିଷ ଶରୀର ୬୦-୭୦% ଜଳରେ ଗଠିତ ।

ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ । ପ୍ରତ୍ୟେକ ପ୍ରକାରର ପାନୀୟରେ ଜଳ ବ୍ୟତୀତ ବାସ୍ନା, ପୋଷକତତ୍ତ୍ୱ ଯେମିତି ସର୍କରା, ଫଳ ଇତ୍ୟାଦି ଥାଏ । ପିଇବା ଯୋଗ୍ୟ ଜଳକୁ ଆମେ ପାନୀୟ ଜଳ ବୋଲି କହୁ । ମହାସାଗରର ଜଳ ଲୁଣିଆ ହୋଇଥିବା ସ୍ଥଳେ ହ୍ରଦ ଓ ନଦୀର ଜଳ ମଧୁର ହୋଇଥାଏ । ପୃଥିବୀପୃଷ୍ଠରେ ମାତ୍ର ୩% ମଧୁର ଜଳ ଅଛି, ବାକି ସବୁ ଲୁଣିଆ ।

ଜଳର ଗଠନ

ଗୋଟିଏ ଜଳ ଅଣୁ ୨ଟି ଉଦଜାନ ପରମାଣୁ ଓ ଗୋଟିଏ ଅମ୍ଳଜାନ ପରମାଣୁରୁ ତିଆରି । ଏହାର ରାସାୟନିକ ସୂତ୍ର ହେଉଛି H2O.

ଜଳକୁ ରୋମାନ ଭାଷାରେ ଆକୁଆ କୁହାଯାଏ । ଆମୋଦପ୍ରମୋଦ ପାଇଁ ମଧ୍ୟ ଜଳ ବ୍ୟବହୃତ ହୋଇଥାଏ । ମଣିଷ ଖାଦ୍ୟ ବିନା ସପ୍ତାହେ ପର୍ଯ୍ୟନ୍ତ ବଞ୍ଚିପାରୁଥିଲେ ମଧ୍ୟ ଜଳ ବିନା ଦୁଇ ଦିନରୁ ଅଧିକ ବଞ୍ଚି ପାରିବ ନାହିଁ । ଜଳ ହିଁ ଜୀବନ ଅଟେ ।

ସମ୍ପର୍କିତ ପୃଷ୍ଟା

  • ଜଳପଥ
  • ନଦୀ
  • ସମୁଦ୍ର
  • ନଦୀବନ୍ଧ
  • ବରଫ
  • ଝରଣା
  • ବର୍ଷା
  • ହ୍ରଦ

ଆଧାର

  1. Henniker, J. C. (1949). "The Depth of the Surface Zone of a Liquid". Reviews of Modern Physics. Reviews of Modern Physics. 21 (2): 322–341. doi:10.1103/RevModPhys.21.322.
  2. Pollack, Gerald. "Water Science". University of Washington, Pollack Laboratory. Retrieved 2011-02-05. Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.

ଅଧିକ ତଥ୍ୟ