"ଲୁମ୍ବିନୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Coordinates: 27°28′02″N 83°16′30″E / 27.467155°N 83.274908°E / 27.467155; 83.274908
ଉଇକିପିଡ଼ିଆ‌ରୁ
Content deleted Content added
ଟିକେ r2.7.3) (Robot: Adding ne:लुम्बिनी
୨୪ କ ଧାଡ଼ି: ୨୪ କ ଧାଡ଼ି:
== ବାହାର ଆଧାର ==
== ବାହାର ଆଧାର ==
{{Commons category|Lumbini}}
{{Commons category|Lumbini}}
* {{Wikivoyage-inline|Lumbini}}
* {{wikitravel}}
* [http://nepal.tv/watch/lumbini Video guide to Lumbini Nepal]
* [http://nepal.tv/watch/lumbini Video guide to Lumbini Nepal]
* [http://www.palikanon.com/english/pali_names/l/lumbini.htm Entry on '''Lumbini''' in the Dictionary of Pali Proper Names]
* [http://www.palikanon.com/english/pali_names/l/lumbini.htm Entry on '''Lumbini''' in the Dictionary of Pali Proper Names]

୦୬:୦୦, ୧୦ ମାର୍ଚ୍ଚ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ଲୁମ୍ବିନୀ,ନେପାଳ,ଏଠାରେ ବୁଦ୍ଧ ଜନ୍ମ ନେଇଥିଲେ ବିଶ୍ବାସ କରାଯାଇଥାଏ*
ଇଉନେସ୍କୋ ସ୍ଥଳୀ

ରାଜ୍ୟ ଦଳ ନେପାଳ
ପ୍ରକାର Cultural
ନିୟମ iii, vi
ଆଧାର 666
ଅଞ୍ଚଳ** Asia-Pacific
ଲେଖ ଇତିହାସ
ଲେଖ 1997  (21st ଭାଗ)
* ବିଶ୍ଵ ଐତିହ୍ୟ ସ୍ଥଳୀରେ ଥିବା ନାଆଁ
** ଇଉନେସ୍କୋ ଦେଇ ବିଭାଗିତ ନାଆଁ

ଲୁମ୍ବିନୀ ବିଶ୍ଵର ଏକ ପ୍ରମୁଖ ବୌଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଧର୍ମସ୍ଥଳୀ। ସିଦ୍ଧାର୍ଥ ଗୌତମ (ଭଗବାନ ବୁଦ୍ଧ) ଖ୍ରୀଷ୍ଟପୂର୍ବ ୬୨୩ରେ ପ୍ରସିଦ୍ଧ ଲୁମ୍ବିନୀ ବଗିଚାରେ ଜନ୍ମ ଗ୍ରହଣ କରିଥିଲେ। ଲୁମ୍ବିନୀ ନେପାଳର ଉତ୍ତର ପଶ୍ଚିମାଞ୍ଚଳ ରୁପନଦେହୀ ଜିଲ୍ଲାରେ ଅବସ୍ଥିତ । କପିଳବସ୍ତୁ ପୌରପରିଷଦ ଅଞ୍ଚଳରେ ପୂର୍ବରେ ୨୫କି.ମି ଦୂରରେ ଏହା ରହିଛି। ଇହୁଦୀଙ୍କ ଜେରୁଜେଲମ ଓ ମୁସଲିମଙ୍କ ପାଇଁ ମକ୍କା ଯେଭଳି ପ୍ରସିଦ୍ଧ ସେହିଭଳି ବୌଦ୍ଧ ଧର୍ମାବଲମ୍ବୀଙ୍କ ପାଇଁ ଲୁମ୍ବିନୀ ପ୍ରସିଦ୍ଧ। ବୁଦ୍ଧଙ୍କ ତ୍ୟାଗ ଓ ଆଦର୍ଶ ସହିତ ସଂଶ୍ଲିଷ୍ଠ ୪ଟି ସ୍ଥଳୀ ମଧ୍ୟରୁ ଲୁମ୍ବିନୀ ଅନ୍ୟତମ। ଅନ୍ୟ ୩ଟି ସ୍ଥଳୀ ହେଉଛି କୁଶିନଗର,ବୋଧ ଗୟାସାରନାଥ[୧]

ଲୁମ୍ବିନୀରେ ରହିଛି ମାୟାଦେବୀ ମନ୍ଦିର,ପୁଷ୍କରିଣୀ, ଓ ପାର୍କ ।ବୁଦ୍ଧଙ୍କୁ ଜନ୍ମ ଦେବା ପୂର୍ବରୁ ଏଠାରେ ଥିବା ପୁଷ୍କରିଣୀରେ ମାଆ ମାୟାଦେବୀ ଗାଧୋଇଥିଲେ ବୋଲି କୁହାଯାଏ । ବଗିଚାର ସୌନ୍ଦର୍ଯ୍ୟ ଉପଭୋଗ କରୁଥିବା ବେଳେ ସେ ପ୍ରସବ ବେଦନା ପାଇଥିଲେ ଏବଂ ଏକ ଶାଳଗଛ ମୂଳେ ଶିଶୁ ବୁଦ୍ଧଙ୍କୁ ଜନ୍ମ ଦେଇଥିଲେ ।[୨][୩]

ଖ୍ରୀଷ୍ଟପୂର୍ବ ୨୪୯ରେ ସମ୍ରାଟ ଅଶୋକ ଲୁମ୍ବିନୀ ପରିଦର୍ଶନ ରେ ଆସିଥିବା ସମୟରେ ୪ଟି ସ୍ତୁପ ଓ ଏକ ସ୍ତମ୍ଭ ନିର୍ମାଣ କରିଥିଲେ । ସ୍ତମ୍ଭ ଉପରେ ଏକ ଘୋଡାର ମୂର୍ତ୍ତି ରହିଥିଲା । ପଥରରେ ନିର୍ମିତ ଏହି ସ୍ତମ୍ଭରେ ଖୋଦେଇହେଇ କେତେକ ତଥ୍ୟ ରହିଛି ।[୪]୧୮୯୫ରେ ଜର୍ମାନୀରେ ପ୍ରତ୍ନତ୍ତ୍ବତବିତ ଫ୍ୟୁରର ଚୁରିଆ ରେଞ୍ଜରେ ଘୁରି ବୁଲୁଥିବା ବେଳେ ଅଶୋକ ନିର୍ମାଣ କରିଥିବା କେତେକ ସ୍ତୁପ ଓ ସ୍ତମ୍ଭ ଆବିଷ୍କାର କରିଥିଲେ । ପରେ ସମ୍ପୃକ୍ତ ଅଞ୍ଚଳରେ ଖନନ କରାଯିବା ଦ୍ବାରା ସେଠାରୁ ପ୍ରାଚୀନ ମନ୍ଦିର ଓ କିର୍ତ୍ତିରାଜି ମିଳିଥିଲା।୧୯୯୭ରେ ୟୁନେସ୍କୋ ପକ୍ଷରୁ ଏହାକୁ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ମିଳିଥିଲା ।[୫]

ଆହୁରି ଦେଖନ୍ତୁ

ଆଧାର

ବାହାର ଆଧାର

27°28′02″N 83°16′30″E / 27.467155°N 83.274908°E / 27.467155; 83.274908