"ମେରୀ କ୍ୟୁରୀ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary |
ଟିକେ 202.54.176.14 (ଆଲୋଚନା) ଙ୍କ ଦେଇ କରାଯାଇଥିବା 121202 ସଙ୍କଳନଟି ପଛକୁ ଫେରାଇନିଆଗଲା |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
{{ମୁଣ୍ଡିଆ}} |
|||
ମେରୀ କ୍ୟୁରି (୭ ନଭେମ୍ବର ୧୮୬୭ - ୪ ଜୁଲାଇ ୧୯୩୪) ଜଣେ ପ୍ରସିଦ୍ଧ ଭୌତିକବିଦ ଓ ରସାୟନବିଦ ଥିଲେ । ଦୁଇଟି ନୋବେଲ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓ ଏକମାତ୍ର ବ୍ୟକ୍ତି । [[ଫାଇଲ:Marie Curie c1920.png|thumb|ପାଖାପାଖି ୧୯୨୦ରେ ମେରୀ କ୍ୟୁରି]] |
ମେରୀ କ୍ୟୁରି (୭ ନଭେମ୍ବର ୧୮୬୭ - ୪ ଜୁଲାଇ ୧୯୩୪) ଜଣେ ପ୍ରସିଦ୍ଧ ଭୌତିକବିଦ ଓ ରସାୟନବିଦ ଥିଲେ । ଦୁଇଟି ନୋବେଲ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓ ଏକମାତ୍ର ବ୍ୟକ୍ତି । [[ଫାଇଲ:Marie Curie c1920.png|thumb|ପାଖାପାଖି ୧୯୨୦ରେ ମେରୀ କ୍ୟୁରି]] |
||
ସେ ପ୍ୟାରିସ୍ ବିଶ୍ଵବିଦ୍ୟାଳୟର ପ୍ରଥମ ମହିଳା ପ୍ରଫେସର ଥିଲେ । |
ସେ ପ୍ୟାରିସ୍ ବିଶ୍ଵବିଦ୍ୟାଳୟର ପ୍ରଥମ ମହିଳା ପ୍ରଫେସର ଥିଲେ । |
||
ମେରୀ କ୍ୟୁରି ଵାର୍ସାରେ ଜନ୍ମଗ୍ରହଣ |
ମେରୀ କ୍ୟୁରି ଵାର୍ସାରେ ଜନ୍ମଗ୍ରହଣ କରିଥିଲେ ଯାହା ସେତେବେଳେ ପୋଲାଣ୍ଡ ରାଜ୍ୟ ଅନ୍ତର୍ଭୁକ୍ତ ଥିଲା । ୧୮୯୧ରେ ୨୪ ବର୍ଷ ବୟସରେ ସେ ଉଚ୍ଚତର ଉପାଧି ପାଇଁ ପ୍ୟାରିସ୍ ଗଲେ । ପରବର୍ତ୍ତି ଗବେଷଣା ମଧ୍ୟ ସେଠାରେ କରିଥିଲେ । ୧୯୦୩ ମସିହାରେ ସେ, ତାଙ୍କ ସ୍ଵାମୀ ପିରେ କ୍ୟୁରି ଏବଂ ହେନ୍ରି ବକେରେଲ୍ ଭୌତିକ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଲେ । କିନ୍ତୁ ୧୯୧୧ ରସାୟନ ନୋବେଲ୍ ପୁରସ୍କାର ମେରୀ କ୍ୟୁରି ଏକକ ଭାବେ ପାଇଥିଲେ । ମେରୀ କ୍ୟୁରି ହେଉଛନ୍ତି ନୋବେଲ୍ ପୁରସ୍କାର ପାଇବାରେ ପ୍ରଥମ ମହିଳା, ଦୁଇଟି କ୍ଷେତ୍ରରେ ନୋବେଲ ପାଇବାରେ ଏକମାତ୍ର ମହିଳା ଓ ଏକାଧିକ ବିଜ୍ଞାନରେ ନୋବେଲ୍ ପାଇବାରେ ଏକମାତ୍ର ବ୍ୟକ୍ତି । |
||
==ଆଧାର== |
|||
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା--> |
|||
{{ଆଧାର}} |
|||
ମେରି କୁରି ଙ୍କର ସଫଲତା ରେ |
|||
[[ଶ୍ରେଣୀ:୧୮୬୭ ଜନ୍ମ]] |
[[ଶ୍ରେଣୀ:୧୮୬୭ ଜନ୍ମ]] |
||
[[ଶ୍ରେଣୀ:୧୯୩୪ ମୃତ୍ୟୁ]] |
[[ଶ୍ରେଣୀ:୧୯୩୪ ମୃତ୍ୟୁ]] |
||
{{ଅଧାଗଢା}} |
୧୫:୩୪, ୧୪ ମାର୍ଚ୍ଚ ୨୦୧୩ ଅନୁସାରେ କରାଯାଇଥିବା ବଦଳ
ମେରୀ କ୍ୟୁରି (୭ ନଭେମ୍ବର ୧୮୬୭ - ୪ ଜୁଲାଇ ୧୯୩୪) ଜଣେ ପ୍ରସିଦ୍ଧ ଭୌତିକବିଦ ଓ ରସାୟନବିଦ ଥିଲେ । ଦୁଇଟି ନୋବେଲ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓ ଏକମାତ୍ର ବ୍ୟକ୍ତି ।
ସେ ପ୍ୟାରିସ୍ ବିଶ୍ଵବିଦ୍ୟାଳୟର ପ୍ରଥମ ମହିଳା ପ୍ରଫେସର ଥିଲେ । ମେରୀ କ୍ୟୁରି ଵାର୍ସାରେ ଜନ୍ମଗ୍ରହଣ କରିଥିଲେ ଯାହା ସେତେବେଳେ ପୋଲାଣ୍ଡ ରାଜ୍ୟ ଅନ୍ତର୍ଭୁକ୍ତ ଥିଲା । ୧୮୯୧ରେ ୨୪ ବର୍ଷ ବୟସରେ ସେ ଉଚ୍ଚତର ଉପାଧି ପାଇଁ ପ୍ୟାରିସ୍ ଗଲେ । ପରବର୍ତ୍ତି ଗବେଷଣା ମଧ୍ୟ ସେଠାରେ କରିଥିଲେ । ୧୯୦୩ ମସିହାରେ ସେ, ତାଙ୍କ ସ୍ଵାମୀ ପିରେ କ୍ୟୁରି ଏବଂ ହେନ୍ରି ବକେରେଲ୍ ଭୌତିକ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଲେ । କିନ୍ତୁ ୧୯୧୧ ରସାୟନ ନୋବେଲ୍ ପୁରସ୍କାର ମେରୀ କ୍ୟୁରି ଏକକ ଭାବେ ପାଇଥିଲେ । ମେରୀ କ୍ୟୁରି ହେଉଛନ୍ତି ନୋବେଲ୍ ପୁରସ୍କାର ପାଇବାରେ ପ୍ରଥମ ମହିଳା, ଦୁଇଟି କ୍ଷେତ୍ରରେ ନୋବେଲ ପାଇବାରେ ଏକମାତ୍ର ମହିଳା ଓ ଏକାଧିକ ବିଜ୍ଞାନରେ ନୋବେଲ୍ ପାଇବାରେ ଏକମାତ୍ର ବ୍ୟକ୍ତି ।
ଆଧାର
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |