"ଭାରତର ରାଷ୍ଟ୍ରପତି" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
remove interwiki, as wikidata has been deployed |
Aditya Mahar (ଆଲୋଚନା | ଅବଦାନ) →ରାଷ୍ଟ୍ରପତି ନିର୍ବାଚନ: କ୍ଷମତା |
||
୪୨ କ ଧାଡ଼ି: | ୪୨ କ ଧାଡ଼ି: | ||
ଯଦି ମୃତ୍ୟୁ,ଇସ୍ତଫା ଓ ମହାଅଭିଯୋଗ କାରଣରୁ ରାଷ୍ଟ୍ରପତି ପଦ ଖାଲି ପଡେ,ତେବେ ଉପରାଷ୍ଟ୍ରପତି ସର୍ବାଧିକ ଛଅ ମାସ ପାଇଁ ଅସ୍ଥାୟୀ ରାଷ୍ଟ୍ରପତି ଭାବେ କାର୍ଯ୍ୟ କରନ୍ତି ଏହି ଛଅ ମାସ ମଧ୍ୟରେ ନୂତନ ରାଷ୍ଟ୍ରପତି ନିର୍ବାଚିତ ହୋଇଥାନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ପାଞ୍ଚ ବର୍ଷରୁ ଅଧିକ ସମୟ ବୃଦ୍ଧି କରାଯାଇପାରିବ ନାହିଁ । |
ଯଦି ମୃତ୍ୟୁ,ଇସ୍ତଫା ଓ ମହାଅଭିଯୋଗ କାରଣରୁ ରାଷ୍ଟ୍ରପତି ପଦ ଖାଲି ପଡେ,ତେବେ ଉପରାଷ୍ଟ୍ରପତି ସର୍ବାଧିକ ଛଅ ମାସ ପାଇଁ ଅସ୍ଥାୟୀ ରାଷ୍ଟ୍ରପତି ଭାବେ କାର୍ଯ୍ୟ କରନ୍ତି ଏହି ଛଅ ମାସ ମଧ୍ୟରେ ନୂତନ ରାଷ୍ଟ୍ରପତି ନିର୍ବାଚିତ ହୋଇଥାନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ପାଞ୍ଚ ବର୍ଷରୁ ଅଧିକ ସମୟ ବୃଦ୍ଧି କରାଯାଇପାରିବ ନାହିଁ । |
||
*ପଦଚ୍ୟୁତି ବା ମହାଭିଯୋଗ ପ୍ରସ୍ତାବ : |
|||
ମହାଭିଯୋଗ ପ୍ରସ୍ତାବ ମାଧ୍ୟମରେ ସମ୍ଭିଧାନ ଉଲ୍ଲଂଘନ ଅଭିଯୋଗ ପାଇଁ ରାଷ୍ଟ୍ରପତି ପଦଚ୍ୟୁତ ହୁଅନ୍ତି । ଏହି ମହାଭିଯୋଗ ପ୍ରସ୍ତାବ ସଂସଦର ଯେ କୈଣସି ଗୃହରେ ରାଷ୍ଟ୍ରପତିଙ୍କ ବିରୁଦ୍ଧରେ ଆଗତ କରାଯାଇଥାଏ । ମହାଭିଯୋଗ ପ୍ରସ୍ତାବଟି ସଂସଦର ପ୍ରତି ସଦନରେ ସର୍ବମୋଟ ସଭ୍ୟସଂଖ୍ୟାର ଦୁଇ-ତୃତୀୟାଂଶ ସମର୍ଥନ ପାଇ ଗୃହିତ ହେଲେ,ରାଷ୍ଟ୍ରପତି ପଦଚ୍ୟୁତ ହୁଅନ୍ତି । |
ମହାଭିଯୋଗ ପ୍ରସ୍ତାବ ମାଧ୍ୟମରେ ସମ୍ଭିଧାନ ଉଲ୍ଲଂଘନ ଅଭିଯୋଗ ପାଇଁ ରାଷ୍ଟ୍ରପତି ପଦଚ୍ୟୁତ ହୁଅନ୍ତି । ଏହି ମହାଭିଯୋଗ ପ୍ରସ୍ତାବ ସଂସଦର ଯେ କୈଣସି ଗୃହରେ ରାଷ୍ଟ୍ରପତିଙ୍କ ବିରୁଦ୍ଧରେ ଆଗତ କରାଯାଇଥାଏ । ମହାଭିଯୋଗ ପ୍ରସ୍ତାବଟି ସଂସଦର ପ୍ରତି ସଦନରେ ସର୍ବମୋଟ ସଭ୍ୟସଂଖ୍ୟାର ଦୁଇ-ତୃତୀୟାଂଶ ସମର୍ଥନ ପାଇ ଗୃହିତ ହେଲେ,ରାଷ୍ଟ୍ରପତି ପଦଚ୍ୟୁତ ହୁଅନ୍ତି । |
||
*ଶପଥ ପାଠ : |
|||
ନବ-ନିର୍ବାଚିତ ରାଷ୍ଟ୍ରପତି ଈଶ୍ଵରଙ୍କ ନାମରେ ବା ଦୃଢ଼ ସଂକଳ୍ପ କରି ସମ୍ବିଧାନକୁ ମାନି ଚଳିବାକୁ ଓ ସମ୍ବିଧାନର ସୁରକ୍ଷା ପାଇଁ ଭାରତର ମୂଖ୍ୟ ବିଚାରପତିଙ୍କ ନିକଟରେ ଶପଥ ପାଠ କରିବା ପୂର୍ବକ ନୂତନ ଦାୟିତ୍ଵ ଗ୍ରହଣ କରନ୍ତି । |
|||
===ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ=== |
|||
==କ୍ଷମତା== |
|||
ରାଷ୍ଟ୍ରପତିଙ୍କୁ ସାମ୍ବିଧାନିକ ସ୍ଵୀକୃତି ମିଳିଥିବା ପାଞ୍ଚଟି କ୍ଷମତାଗୁଡିକ ହେଲା : |
|||
#କାର୍ଯ୍ୟପାଳିକା କ୍ଷମତା : |
|||
କେନ୍ଦ୍ରସରକାର ସମସ୍ତ କାର୍ଯ୍ୟପାଳିକା ଦାୟିତ୍ଵ ରାଷ୍ଟ୍ରପତିଙ୍କ ହାତରେ ସମ୍ବିଧାନ ପ୍ରଦାନ କରିଛି । ପ୍ରଧାନମନ୍ତ୍ରୀ ଓ ମନ୍ତ୍ରୀ ପରିଷଦର ଅନ୍ୟ ମନ୍ତ୍ରୀ ମାନଙ୍କୁ ରାଷ୍ଟ୍ରପତି ନିଯୁକ୍ତ କରନ୍ତି । ଲୋକ ସଭାରେ ସଂଖ୍ୟା ଗରିଷ୍ଠ ଆସନ ପାଇଥିବା ଦଳର ନେତାଙ୍କୁ ରାଷ୍ଟ୍ରପତି ପ୍ରଥମେ ପ୍ରଧାନମନ୍ତ୍ରୀ ପଦରେ ନିଯୁକ୍ତ କରନ୍ତି । ପରେ ପରେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକ୍ରମେ ମନ୍ତ୍ରୀପରିଷଦରେ ଥିବା ତିନି ଶ୍ରେଣୀର ମନ୍ତ୍ରୀ, ଯଥା: କ୍ୟାବିନେଟ ପାହ୍ୟା ମନ୍ତ୍ରୀ ,ରାଷ୍ଟ୍ରମନ୍ତ୍ରୀ ଓ ଉପମନ୍ତ୍ରୀଙ୍କୁ ସେ ନିଯୁକ୍ତ ପ୍ରଦାନ କରନ୍ତି ଓ ସମସ୍ତଙ୍କ ପଦ ଓ ଗୋପନୀୟତାର ଶପଥ ଦିଅନ୍ତି । ସେହିପରି ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକ୍ରମେ ସେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରନ୍ତି । |
|||
#ବ୍ୟବ୍ସ୍ଥାପିକା ବା ବୈଧାନିକ କ୍ଷମତା |
|||
#ନ୍ୟାୟପାଳିକ କ୍ଷମତା |
|||
#ଜରୁରୀକାଳୀନ କ୍ଷମତା |
|||
== ଆଧାର == |
== ଆଧାର == |
୧୬:୩୦, ୧୫ ମାର୍ଚ୍ଚ ୨୦୧୩ ଅନୁସାରେ କରାଯାଇଥିବା ବଦଳ
ଏହି ପୃଷ୍ଠାଟି ଏବେ ତିଆରି ଚାଲିଛି ଓ ଏକ ନୂଆ ଉଇକିପିଡ଼ିଆ ଲେଖା ଭାବରେ ବ୍ୟବହାର ଓ ବଦଳ କରାଯାଉଅଛି । ଯଦି ଲେଖକ ଜଣକ ବଦଳ ଦ୍ଵନ୍ଦ, ଅଦରକାରୀ ପ୍ରକ୍ରିୟା, ବିପଥଗାମୀ ଚେଷ୍ଟା ଓ ଅନ୍ୟାନ୍ୟ ଦ୍ଵନ୍ଦକୁ ଏଡ଼ାଇବା ନିମନ୍ତେ କେଉଁଠି ସମ୍ଭବ ବୋଲି ପଚାରି ଥାନ୍ତି, ତେବେ ପୃଷ୍ଠାଟିରେ କିଛି ବଦଳାନ୍ତୁ ନାହିଁ ବା ତାହାକୁ ଲିଭାଇବା ପାଇଁ ବାଛନ୍ତୁ ନାହିଁ ଯେହେତୁ ଏହା ଲେଖାର ଆରମ୍ଭ ଅବସ୍ଥାରେ ଅଛି । ଯଦି ଲେଖାଟି କେଇ ଘଣ୍ଟାଧରି ବଦଳା ଯାଇନାହିଁ ତେବେ ଏହି ଛାଞ୍ଚଟିକୁ ବାହାର କରିଦିଅନ୍ତୁ |
ରାଷ୍ଟ୍ରପତି of ଭାରତ
ଭାରତର ରାଷ୍ଟ୍ରପତି | |
---|---|
Style | Hon'ble President (Within India) His Excellency (Outside India)[୧] |
Residence | ରାଷ୍ଟ୍ରପତି ଭବନ |
Term length | Five years (renewable) |
Inaugural holder | Rajendra Prasad 26 January 1950 |
Formation | Indian Constitution 26 January 1950 |
Salary | 1.5 lakh (US$୩,୩୦୦) (monthly)[୨] |
Website | President of India |
ରାଷ୍ଟ୍ରପତି ହେଉଛନ୍ତି ଭାରତର ନିର୍ବାଚନ ସର୍ବୋଚ୍ଚ ସାମ୍ବିଧାନିକ ଶାସନମୁଖ୍ୟ। ସମ୍ବିଧାନ ତାଙ୍କ ହାତରେ କେନ୍ଦ୍ର ସରକାରର କାର୍ଯ୍ୟପାଳିକ କ୍ଷମତା ନ୍ୟସ୍ତ କରିଛି । ସେ ହେଉଛନ୍ତି ସମଗ୍ର ଦେଶର ଐକ୍ୟର ପ୍ରତୀକ ଓ ସମ୍ମାନାସ୍ପଦ ପ୍ରଥମ ନାଗରିକ ।
ରାଷ୍ଟ୍ରପତି ନିର୍ବାଚନ
ଭାରତର ରାଷ୍ଟ୍ରପତି ଲୋକମାନଙ୍କ ଦ୍ଵାରା ପରୋକ୍ଷ ଭାବରେ ନିର୍ବାଚିତ ହୁଅନ୍ତି। ସଂସଦ ଓ ରାଜ୍ୟ ବିଧାନସଭାର ସମସ୍ତ ନିର୍ବାଚିତ ସଦସ୍ୟଙ୍କୁ ନେଇ ନିର୍ବାଚକ ମଣ୍ଡଳୀ ଦ୍ଵାରା ଆନୁପାତିକ ପ୍ରତିନିଧିତ୍ଵ ଓ ଏକକ ହସ୍ତାନ୍ତରୀୟ ଗୋପନୀୟ ପସନ୍ଦ ଭୋଟଦାନ ପ୍ରଣାଳୀରେ ରାଷ୍ଟ୍ରପତି ନିର୍ବାଚିତ ହୁଅନ୍ତି ।
ରାଷ୍ଟ୍ରପତି ନିର୍ବାଚନରେ ଜୟଲାଭ କରିବା ପାଇଁ ପ୍ରାର୍ଥୀ ନିର୍ଦ୍ଦିଷ୍ଟ ସଂଖ୍ୟକ (କୋଟା) ବା ମିଳିଥିବା ସମସ୍ତ ସଠିକ ଭୋଟର ୫୦ ପ୍ରତିଶତରୁ ଏକ ଅଧିକ (୫୦%+୧) ସମର୍ଥନ ପାଇବା ବାଞ୍ଛନୀୟ ।
ଯୋଗ୍ୟତା
- ପ୍ରାର୍ଥୀ ଜଣେ ଭାରତୀୟ ନାଗରିକ ହୋଇଥିଲେ ।
- ତାଙ୍କୁ ଅନ୍ୟୁନ ୩୫ ବର୍ଷ ବୟସ ହୋଇଥିବ ।
- ସେ କେନ୍ଦ୍ର ବା ରାଜ୍ୟ ସରକାର ବା ସେହି ସରକାର ଅଧୀନରେ ଥିବା କୈଣସି ସଂସ୍ଥାରେ ଲାଭଜନକ ପଦବୀରେ ଅଧୀଷ୍ଠିତ ହୋଇନଥିବେ ।
- ସେ ଜଣେ ବିକୃତ ମସ୍ତିଷ୍କ ଏବଂ ଦେବାଳିଆ ବ୍ୟକ୍ତି ହୋଇନଥିବେ ।
- ସଂସଦ ବା କୈଣସି ରାଜ୍ୟ ବିଧାନମଣ୍ଡଳର ସେ ସଦସ୍ୟ ନ ଥିବେ । ଯଦି ବା ସେ ସଦସ୍ୟ ହୋଇଥିବେ, ତେବେ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପୂର୍ବରୁ ସେହି ସଦସ୍ୟ ପଦ ତ୍ୟାଗ କରିବେ । [୩][୪]
- ନିର୍ବାଚନ ମଣ୍ଡଳୀ :
- ହସ୍ତାନ୍ତରୀୟ ଗୋପନୀୟ ଭୋଟଦାନ ବ୍ୟବସ୍ଥା :
ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ
ରାଷ୍ଟ୍ରପତି ପାଞ୍ଚ ବର୍ଷ ପାଇଁ ନିର୍ବାଚିତ ହୁଅନ୍ତି । ସେହି ପଦବୀରେ ସେ ପୁନଃ ନିର୍ବାଚିତ ହେବାର କୈଣସି ସାମ୍ବିଧାନିକ ବାଧା ନାହିଁ । ତେବେ ଆମର ପ୍ରଥମ ରାଷ୍ଟ୍ରପରି ରାଜେନ୍ଦ୍ର ପ୍ରସାଦଙ୍କ ବ୍ୟତିତ ଅନ୍ୟ କୈଣସି ରାଷ୍ଟ୍ରପତି ଏ ଅବଧି ପୁନଃ ନିର୍ବାଚିତ ହୋଇନାହାନ୍ତି ।
ପାଞ୍ଚ ବର୍ଷ କାର୍ଯ୍ୟକାଳ ପୂରଣ ହେବା ପୂର୍ବରୁ ରାଷ୍ଟ୍ରପତି ଇଛା କଲେ, ଉପରାଷ୍ଟ୍ରପତିଙ୍କୁ ସମ୍ବୋଧନ କରି ନିଜର ଇସ୍ତଫା ଜରିଆରେ ନିଜ ପଦବୀରୁ ଅବ୍ୟାହତ ନେଇପାରିବେ ।
ଯଦି ମୃତ୍ୟୁ,ଇସ୍ତଫା ଓ ମହାଅଭିଯୋଗ କାରଣରୁ ରାଷ୍ଟ୍ରପତି ପଦ ଖାଲି ପଡେ,ତେବେ ଉପରାଷ୍ଟ୍ରପତି ସର୍ବାଧିକ ଛଅ ମାସ ପାଇଁ ଅସ୍ଥାୟୀ ରାଷ୍ଟ୍ରପତି ଭାବେ କାର୍ଯ୍ୟ କରନ୍ତି ଏହି ଛଅ ମାସ ମଧ୍ୟରେ ନୂତନ ରାଷ୍ଟ୍ରପତି ନିର୍ବାଚିତ ହୋଇଥାନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ପାଞ୍ଚ ବର୍ଷରୁ ଅଧିକ ସମୟ ବୃଦ୍ଧି କରାଯାଇପାରିବ ନାହିଁ ।
- ପଦଚ୍ୟୁତି ବା ମହାଭିଯୋଗ ପ୍ରସ୍ତାବ :
ମହାଭିଯୋଗ ପ୍ରସ୍ତାବ ମାଧ୍ୟମରେ ସମ୍ଭିଧାନ ଉଲ୍ଲଂଘନ ଅଭିଯୋଗ ପାଇଁ ରାଷ୍ଟ୍ରପତି ପଦଚ୍ୟୁତ ହୁଅନ୍ତି । ଏହି ମହାଭିଯୋଗ ପ୍ରସ୍ତାବ ସଂସଦର ଯେ କୈଣସି ଗୃହରେ ରାଷ୍ଟ୍ରପତିଙ୍କ ବିରୁଦ୍ଧରେ ଆଗତ କରାଯାଇଥାଏ । ମହାଭିଯୋଗ ପ୍ରସ୍ତାବଟି ସଂସଦର ପ୍ରତି ସଦନରେ ସର୍ବମୋଟ ସଭ୍ୟସଂଖ୍ୟାର ଦୁଇ-ତୃତୀୟାଂଶ ସମର୍ଥନ ପାଇ ଗୃହିତ ହେଲେ,ରାଷ୍ଟ୍ରପତି ପଦଚ୍ୟୁତ ହୁଅନ୍ତି ।
- ଶପଥ ପାଠ :
ନବ-ନିର୍ବାଚିତ ରାଷ୍ଟ୍ରପତି ଈଶ୍ଵରଙ୍କ ନାମରେ ବା ଦୃଢ଼ ସଂକଳ୍ପ କରି ସମ୍ବିଧାନକୁ ମାନି ଚଳିବାକୁ ଓ ସମ୍ବିଧାନର ସୁରକ୍ଷା ପାଇଁ ଭାରତର ମୂଖ୍ୟ ବିଚାରପତିଙ୍କ ନିକଟରେ ଶପଥ ପାଠ କରିବା ପୂର୍ବକ ନୂତନ ଦାୟିତ୍ଵ ଗ୍ରହଣ କରନ୍ତି ।
କ୍ଷମତା
ରାଷ୍ଟ୍ରପତିଙ୍କୁ ସାମ୍ବିଧାନିକ ସ୍ଵୀକୃତି ମିଳିଥିବା ପାଞ୍ଚଟି କ୍ଷମତାଗୁଡିକ ହେଲା :
- କାର୍ଯ୍ୟପାଳିକା କ୍ଷମତା :
କେନ୍ଦ୍ରସରକାର ସମସ୍ତ କାର୍ଯ୍ୟପାଳିକା ଦାୟିତ୍ଵ ରାଷ୍ଟ୍ରପତିଙ୍କ ହାତରେ ସମ୍ବିଧାନ ପ୍ରଦାନ କରିଛି । ପ୍ରଧାନମନ୍ତ୍ରୀ ଓ ମନ୍ତ୍ରୀ ପରିଷଦର ଅନ୍ୟ ମନ୍ତ୍ରୀ ମାନଙ୍କୁ ରାଷ୍ଟ୍ରପତି ନିଯୁକ୍ତ କରନ୍ତି । ଲୋକ ସଭାରେ ସଂଖ୍ୟା ଗରିଷ୍ଠ ଆସନ ପାଇଥିବା ଦଳର ନେତାଙ୍କୁ ରାଷ୍ଟ୍ରପତି ପ୍ରଥମେ ପ୍ରଧାନମନ୍ତ୍ରୀ ପଦରେ ନିଯୁକ୍ତ କରନ୍ତି । ପରେ ପରେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକ୍ରମେ ମନ୍ତ୍ରୀପରିଷଦରେ ଥିବା ତିନି ଶ୍ରେଣୀର ମନ୍ତ୍ରୀ, ଯଥା: କ୍ୟାବିନେଟ ପାହ୍ୟା ମନ୍ତ୍ରୀ ,ରାଷ୍ଟ୍ରମନ୍ତ୍ରୀ ଓ ଉପମନ୍ତ୍ରୀଙ୍କୁ ସେ ନିଯୁକ୍ତ ପ୍ରଦାନ କରନ୍ତି ଓ ସମସ୍ତଙ୍କ ପଦ ଓ ଗୋପନୀୟତାର ଶପଥ ଦିଅନ୍ତି । ସେହିପରି ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକ୍ରମେ ସେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରନ୍ତି ।
- ବ୍ୟବ୍ସ୍ଥାପିକା ବା ବୈଧାନିକ କ୍ଷମତା
- ନ୍ୟାୟପାଳିକ କ୍ଷମତା
- ଜରୁରୀକାଳୀନ କ୍ଷମତା
ଆଧାର
- ↑ "'His Excellency' to Go: Prez Approves New Protocol". Outlook India. 9 October 2012. Retrieved 9 October 2012.
- ↑ "President okays her own salary hike by 300 per cent". The Indian Express. 3 January 2009. Retrieved 6 May 2012.
- ↑ "Eligibility for President of India". Retrieved 2 May 2012.
- ↑ Rom8Fsss%289%29.pdf "Article 54 (election of president)" (PDF). Retrieved 2 May 2012.
{{cite web}}
: Check|url=
value (help)