"ଗାମୁଛା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Hellohappy (ଆଲୋଚନା | ଅବଦାନ) ସଜାଣି |
Hellohappy (ଆଲୋଚନା | ଅବଦାନ) ଆଧାର |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
{{ଛୋଟ|Gamucha}} |
{{ଛୋଟ|Gamucha}} |
||
[[ଫାଇଲ:GAMUCHA.jpg|thumb|ଗାମୁଛା]] |
[[ଫାଇଲ:GAMUCHA.jpg|thumb|ଗାମୁଛା]] |
||
ଗାମୁଛା ଏକ ଛୋଟ ନିତ୍ୟ ବ୍ୟବହାର୍ଯ୍ୟ ବସ୍ତ୍ର । <ref>http://www.orissa.gov.in/people/dress.htm</ref>ଏହା ର ଲମ୍ବ ସାଧାରଣତଃ ୧.୫ମି ରୁ ୨.୫ମି ଭିତରେ ହୋଇଥାଏ । ଏହା ସାଧାରଣତଃ ଗେରୁଆ ରଙ୍ଗର ହୋଇଥାଏ । ଏହାକୁ [[ଓଡ଼ିଶା]], [[ଆସାମ]], [[ପଶ୍ଚିମବଙ୍ଗ]] ଏବଂ [[ବିହାର]]ରେ ବହୁଳ ଭାବ ରେ ବ୍ୟବହାର କରାଯାଏ । ଆସାମ ରେ ଏହା ଗାମୋସା ବା ଗାମୋଛା ନାମରେ ପରିଚିତ । <ref>http://assamgovt.nic.in/culture.asp</ref>ଶସ୍ତା ତଥା ସୁଲଭ ହୋଇଥିବାରୁ ଏହା ଖୁବ ଲୋକପ୍ରିୟ । ହିନ୍ଦୁ ପୂଜା ପଦ୍ଧତି ରେ ଗାମୁଛା ର ପ୍ରମୁଖ ଭୁମିକା ରହିଛି । [[ପୂଜା (ଉପାସନା)|ପୂଜା]] କରିବା ସମୟ ରେ ମଧ୍ୟ ଏହା କୁ ପରିଧାନ କରାଯାଏ । ଗାମୁଛା ତିଆରି ପାଇଁ [[ଓଡ଼ିଶା]] ର [[ଖୋର୍ଦ୍ଧା ଜିଲ୍ଲା]] ପୃଥିବୀ ପ୍ରସିଦ୍ଧ । <ref>http://www.ordistricts.nic.in/district_profile/history.php</ref> ଆଜିକାଲି ଗାମୁଛା ଉପରେ ବିଭିନ୍ନ ପ୍ରୟୋଗ କରାଯାଇ ଏହାକୁ ଏକ ଫେଶନ ସାମଗ୍ରୀ ରୂପରେ ମଧ୍ୟ ବ୍ୟବହାର କରାଗଲାଣି । ଆସାମ ଗାମୋଛା ବିଶ୍ଵ ରେକର୍ଡ଼ ପ୍ରତିଷ୍ଠା କରିସାରିଲାଣି ।<ref>http://timesofindia.indiatimes.com/india/Assamese-gamocha-makes-it-to-Guinness/articleshow/19451759.cms</ref> ଅଧୁନା ହାତବୁଣା ଗାମୁଛାର ଉତ୍ପାଦନ କମିଯାଇଛି ।<ref name="Dash1995">{{cite book|author=Satya Narayan Dash|title=Handloom Industry in India|url=http://books.google.com/books?id=a5xjc73xzqAC&pg=PA195|accessdate=5 June 2012|year=1995|publisher=Mittal Publications|isbn=978-81-7099-599-9|pages=195–}}</ref> |
ଗାମୁଛା ଏକ ଛୋଟ ନିତ୍ୟ ବ୍ୟବହାର୍ଯ୍ୟ ବସ୍ତ୍ର । <ref>http://www.orissa.gov.in/people/dress.htm</ref>ଏହା ର ଲମ୍ବ ସାଧାରଣତଃ ୧.୫ମି ରୁ ୨.୫ମି ଭିତରେ ହୋଇଥାଏ । ଏହା ସାଧାରଣତଃ ଗେରୁଆ ରଙ୍ଗର ହୋଇଥାଏ । ଏହାକୁ [[ଓଡ଼ିଶା]], [[ଆସାମ]], [[ପଶ୍ଚିମବଙ୍ଗ]] ଏବଂ [[ବିହାର]]ରେ ବହୁଳ ଭାବ ରେ ବ୍ୟବହାର କରାଯାଏ । ଆସାମ ରେ ଏହା ଗାମୋସା ବା ଗାମୋଛା ନାମରେ ପରିଚିତ । <ref>http://assamgovt.nic.in/culture.asp</ref>ଶସ୍ତା ତଥା ସୁଲଭ ହୋଇଥିବାରୁ ଏହା ଖୁବ ଲୋକପ୍ରିୟ । ହିନ୍ଦୁ ପୂଜା ପଦ୍ଧତି ରେ ଗାମୁଛା ର ପ୍ରମୁଖ ଭୁମିକା ରହିଛି । [[ପୂଜା (ଉପାସନା)|ପୂଜା]] କରିବା ସମୟ ରେ ମଧ୍ୟ ଏହା କୁ ପରିଧାନ କରାଯାଏ । ଗାମୁଛା ତିଆରି ପାଇଁ [[ଓଡ଼ିଶା]] ର [[ଖୋର୍ଦ୍ଧା ଜିଲ୍ଲା]] ପୃଥିବୀ ପ୍ରସିଦ୍ଧ । <ref>http://www.ordistricts.nic.in/district_profile/history.php</ref> ଆଜିକାଲି ଗାମୁଛା ଉପରେ ବିଭିନ୍ନ ପ୍ରୟୋଗ କରାଯାଇ ଏହାକୁ ଏକ ଫେଶନ ସାମଗ୍ରୀ ରୂପରେ ମଧ୍ୟ ବ୍ୟବହାର କରାଗଲାଣି । ଆସାମ ଗାମୋଛା ବିଶ୍ଵ ରେକର୍ଡ଼ ପ୍ରତିଷ୍ଠା କରିସାରିଲାଣି ।<ref>http://timesofindia.indiatimes.com/india/Assamese-gamocha-makes-it-to-Guinness/articleshow/19451759.cms</ref> ଅଧୁନା ହାତବୁଣା ଗାମୁଛାର ଉତ୍ପାଦନ କମିଯାଇଛି ।<ref name="Dash1995">{{cite book|author=Satya Narayan Dash|title=Handloom Industry in India|url=http://books.google.com/books?id=a5xjc73xzqAC&pg=PA195|accessdate=5 June 2012|year=1995|publisher=Mittal Publications|isbn=978-81-7099-599-9|pages=195–}}</ref><ref>http://www.rourkelacity.com/rest-of-odisha/ranganipatana-shadhi-ebe-swapna/</ref> |
||
==ଓଡି଼ଆ ଢଗ ଢମାଳିରେ ଗାମୁଛା== |
==ଓଡି଼ଆ ଢଗ ଢମାଳିରେ ଗାମୁଛା== |
୧୬:୦୮, ୯ ଅପ୍ରେଲ ୨୦୧୩ ଅନୁସାରେ କରାଯାଇଥିବା ବଦଳ
ଗାମୁଛା ଏକ ଛୋଟ ନିତ୍ୟ ବ୍ୟବହାର୍ଯ୍ୟ ବସ୍ତ୍ର । [୧]ଏହା ର ଲମ୍ବ ସାଧାରଣତଃ ୧.୫ମି ରୁ ୨.୫ମି ଭିତରେ ହୋଇଥାଏ । ଏହା ସାଧାରଣତଃ ଗେରୁଆ ରଙ୍ଗର ହୋଇଥାଏ । ଏହାକୁ ଓଡ଼ିଶା, ଆସାମ, ପଶ୍ଚିମବଙ୍ଗ ଏବଂ ବିହାରରେ ବହୁଳ ଭାବ ରେ ବ୍ୟବହାର କରାଯାଏ । ଆସାମ ରେ ଏହା ଗାମୋସା ବା ଗାମୋଛା ନାମରେ ପରିଚିତ । [୨]ଶସ୍ତା ତଥା ସୁଲଭ ହୋଇଥିବାରୁ ଏହା ଖୁବ ଲୋକପ୍ରିୟ । ହିନ୍ଦୁ ପୂଜା ପଦ୍ଧତି ରେ ଗାମୁଛା ର ପ୍ରମୁଖ ଭୁମିକା ରହିଛି । ପୂଜା କରିବା ସମୟ ରେ ମଧ୍ୟ ଏହା କୁ ପରିଧାନ କରାଯାଏ । ଗାମୁଛା ତିଆରି ପାଇଁ ଓଡ଼ିଶା ର ଖୋର୍ଦ୍ଧା ଜିଲ୍ଲା ପୃଥିବୀ ପ୍ରସିଦ୍ଧ । [୩] ଆଜିକାଲି ଗାମୁଛା ଉପରେ ବିଭିନ୍ନ ପ୍ରୟୋଗ କରାଯାଇ ଏହାକୁ ଏକ ଫେଶନ ସାମଗ୍ରୀ ରୂପରେ ମଧ୍ୟ ବ୍ୟବହାର କରାଗଲାଣି । ଆସାମ ଗାମୋଛା ବିଶ୍ଵ ରେକର୍ଡ଼ ପ୍ରତିଷ୍ଠା କରିସାରିଲାଣି ।[୪] ଅଧୁନା ହାତବୁଣା ଗାମୁଛାର ଉତ୍ପାଦନ କମିଯାଇଛି ।[୫][୬]
ଓଡି଼ଆ ଢଗ ଢମାଳିରେ ଗାମୁଛା
ଗାମୁଛା, ଓଡ଼ିଶାର ଜନଜୀବନ ସହିତ ଯେପରି ଅଙ୍ଗାଙ୍ଗୀ ଭାବେ ଜଡିତ, ଓଡି଼ଆ କଥା ସାହିତ୍ୟ, ଢଗ ଢମାଳିରେ ମଧ୍ୟ ସେହିପରି ବ୍ୟବହୃତ । ସେହିପରି କେତୋଟି ଉଦାହରଣ ହେଲା :
ନଖି ନାନି ପୁଅ ଭଗିଆ,
ଶଗଡ଼ ଉପରେ ବଇଚି
ପାନ ଖିଲେ ଖିଲେ ଖାଉଚି,
ନାଲି ଗାମୁଛା କାନ୍ଧରେ ପକାଇ
ଗୀତ ପଦେ ପଦେ ଗାଉଚି ॥
କଳାଚିତି ଯେବେ ମାରେ ଗାମୁଛା
ବ୍ରାହ୍ମଣ ହୋଇ ରଖେ ଗାଲମୁଚା
ଶୁଖିଲା ଭାତକୁ ଖାଆଣ ତୁଛା
ଖେତକୁ ନଯାଇ ବାରତା ପୁଛା
କୁଳନାରୀ ଯେବେ, ନ ମାରେ କଛା
ଯୋଗୀ ହୋଇ ଯାର ରମଣ ଇଛା
କହେ ଦନାଇ ଏ ବଡ ନିକୁଛା ॥
ଆଧାର
- ↑ http://www.orissa.gov.in/people/dress.htm
- ↑ http://assamgovt.nic.in/culture.asp
- ↑ http://www.ordistricts.nic.in/district_profile/history.php
- ↑ http://timesofindia.indiatimes.com/india/Assamese-gamocha-makes-it-to-Guinness/articleshow/19451759.cms
- ↑ Satya Narayan Dash (1995). Handloom Industry in India. Mittal Publications. pp. 195–. ISBN 978-81-7099-599-9. Retrieved 5 June 2012.
- ↑ http://www.rourkelacity.com/rest-of-odisha/ranganipatana-shadhi-ebe-swapna/