"ଅମାବାସ୍ୟା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ଅଲଗା ଭାଷାର ସଂଯୋଗ ହଟାଗଲା (ଉଇକିଡାଟା ତଥ୍ୟ ଅଛି)
ଟିକେ ରୋବଟ୍‌: ପ୍ରସାଧନ ବଦଳ
୧ କ ଧାଡ଼ି: ୧ କ ଧାଡ଼ି:
{{ଛୋଟ|Amavasya}}
{{ଛୋଟ|Amavasya}}
କୃଷ୍ଣପକ୍ଷର ଶେଷ ଦିନ (ପଞ୍ଚଦଶୀ ତିଥି) କୁ ଅମାବାସ୍ୟା କୁହାଯାଏ । ଅମାବାସ୍ୟା ପରଦିନଠାରୁ ଶୁକ୍ଳପକ୍ଷ ଆରମ୍ଭ ହୁଏ ।
କୃଷ୍ଣପକ୍ଷର ଶେଷ ଦିନ (ପଞ୍ଚଦଶୀ ତିଥି) କୁ ଅମାବାସ୍ୟା କୁହାଯାଏ । ଅମାବାସ୍ୟା ପରଦିନଠାରୁ ଶୁକ୍ଳପକ୍ଷ ଆରମ୍ଭ ହୁଏ ।
==ପର୍ବପର୍ବାଣୀ==
== ପର୍ବପର୍ବାଣୀ ==
* [[ବୈଶାଖ]] ଅମାବାସ୍ୟା:ରୁକ୍ମିଣୀ ଅମାବାସ୍ୟା
* [[ବୈଶାଖ]] ଅମାବାସ୍ୟା:ରୁକ୍ମିଣୀ ଅମାବାସ୍ୟା
* [[ଜ୍ୟୈଷ୍ଠ]] ଅମାବାସ୍ୟା: ସାବିତ୍ରୀ ଅମାବାସ୍ୟା: [[ସାବିତ୍ରୀ ଓଷା]]।
* [[ଜ୍ୟୈଷ୍ଠ]] ଅମାବାସ୍ୟା: ସାବିତ୍ରୀ ଅମାବାସ୍ୟା: [[ସାବିତ୍ରୀ ଓଷା]]।
୧୮ କ ଧାଡ଼ି: ୧୮ କ ଧାଡ଼ି:
{{ଆଧାର}}
{{ଆଧାର}}
{{ପକ୍ଷ}}
{{ପକ୍ଷ}}
{{ଅଧାଗଢା}}


[[ଶ୍ରେଣୀ:ଜ୍ୟୋତିଷୀ]]
[[ଶ୍ରେଣୀ:ଜ୍ୟୋତିଷୀ]]
[[ଶ୍ରେଣୀ:ପକ୍ଷ]]
[[ଶ୍ରେଣୀ:ପକ୍ଷ]]

{{ଅଧାଗଢା}}

୨୩:୪୬, ୧୧ ମଇ ୨୦୧୩ ଅନୁସାରେ କରାଯାଇଥିବା ବଦଳ

କୃଷ୍ଣପକ୍ଷର ଶେଷ ଦିନ (ପଞ୍ଚଦଶୀ ତିଥି) କୁ ଅମାବାସ୍ୟା କୁହାଯାଏ । ଅମାବାସ୍ୟା ପରଦିନଠାରୁ ଶୁକ୍ଳପକ୍ଷ ଆରମ୍ଭ ହୁଏ ।

ପର୍ବପର୍ବାଣୀ

  • ବୈଶାଖ ଅମାବାସ୍ୟା:ରୁକ୍ମିଣୀ ଅମାବାସ୍ୟା
  • ଜ୍ୟୈଷ୍ଠ ଅମାବାସ୍ୟା: ସାବିତ୍ରୀ ଅମାବାସ୍ୟା: ସାବିତ୍ରୀ ଓଷା
  • ଆଷାଢ଼ ଅମାବାସ୍ୟା: ବିଜୟ(ଉଭା) ଅମାବାସ୍ୟା ।
  • ଶ୍ରାବଣ ଅମାବାସ୍ୟା: ଚିତାଲାଗି (ଚିତଉ) ଅମାବାସ୍ୟା ।
  • ଭାଦ୍ରବ ଅମାବାସ୍ୟା: ସପ୍ତପୁରୀ (ସାତପୁରୀ) ଅମାବାସ୍ୟା ।
  • ଆଶ୍ୱିନ ଅମାବାସ୍ୟା: ମହାଳୟା (ଫୁଲ୍ଲୋରି, ଫୁଲୁରି,ସର୍ବପିତୃ ) ଅମାବାସ୍ୟା ।
  • କାର୍ତ୍ତିକ ଅମାବାସ୍ୟା: ପ୍ରଦୀପ (ପୟା) ଅମାବାସ୍ୟା ବା ପୂପେଇ/ପିପେଇ ଅମାବାସ୍ୟା ।
ଏ ଦିନ ସନ୍ଧ୍ୟା ପରେ ପିଣ୍ଡବର୍ଜିତ ମହାଳୟା ଶ୍ରାଦ୍ଧ କରାଯାଏ ଓ ପିତୃଲୋକଙ୍କୁ ପୂପ ଦୀପ ଅର୍ଥାତ ପିଠା ଉପରେ ଦୀପ ପୋତି ଦାନ କରାଯାଏ ଓ ବଡ଼ ବଡୁଆଙ୍କୁ ନିଆଁ ହୁଳା ଦେଖାଇ ଡକାଯାଏ –“ବଡ଼ ବଡ଼ୁଆଏ ହେ ଅନ୍ଧାରରେ ଆସ, ଆଲୁଅରେ ଯାଅ, ବାଇଶି ପାହାଚରେ ଗଡ଼ଗଡ଼ାଉଥାଅ ୤ ”

ଆଧାର