"ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ତଥ୍ୟ ପେଡ଼ି-ଅଦ୍ୟତନ
ଟିକେ ରୋବଟ୍‌: ପ୍ରସାଧନ ବଦଳ
୧୮ କ ଧାଡ଼ି: ୧୮ କ ଧାଡ଼ି:
| religion = [[ହିନ୍ଦୁ]]
| religion = [[ହିନ୍ଦୁ]]
|education = ସ୍ନାତକ (ବିଜ୍ଞାନ), ସ୍ନାତକ (ଆଇନ)
|education = ସ୍ନାତକ (ବିଜ୍ଞାନ), ସ୍ନାତକ (ଆଇନ)
|parents = ଚନ୍ଦ୍ରକାନ୍ତ ଲକ୍ଷ୍ମୀକାନ୍ତ ଭଣ୍ଡାରେ <br> ସୁନନ୍ଦା ଭଣ୍ଡାରେ
|parents = ଚନ୍ଦ୍ରକାନ୍ତ ଲକ୍ଷ୍ମୀକାନ୍ତ ଭଣ୍ଡାରେ <br /> ସୁନନ୍ଦା ଭଣ୍ଡାରେ
| spouse =
| spouse =
| children =
| children =
୨୮ କ ଧାଡ଼ି: ୨୮ କ ଧାଡ଼ି:
}}
}}

'''ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ'''(ଜନ୍ମ ଡିସେମ୍ବର ୧୦, ୧୯୨୮ ମୁମ୍ବାଇ ରେ) ଜଣେ ଭାରତୀୟ ରାଜନେତା । <ref>http://www.in.com/murlidhar-chandrakant-bhandare/biography-203367.html</ref>
'''ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ'''(ଜନ୍ମ ଡିସେମ୍ବର ୧୦, ୧୯୨୮ ମୁମ୍ବାଇ ରେ) ଜଣେ ଭାରତୀୟ ରାଜନେତା । <ref>http://www.in.com/murlidhar-chandrakant-bhandare/biography-203367.html</ref>

== ରାଜନୈତିକ ଜୀବନ==
== ରାଜନୈତିକ ଜୀବନ ==
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, [[ଓଡ଼ିଶା|ଓଡ଼ିଶାର]] ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । <ref>http://www.thehindu.com/todays-paper/tp-national/tp-otherstates/bhandare-accorded-ceremonial-farewell/article4521098.ece</ref>ସେ, [[ଭାରତୀୟ ଜାତୀୟ କଂଗ୍ରେସ]] ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ [[ସୁପ୍ରିମ କୋର୍ଟ]]ରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି ।

ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକ ମାନଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ [[ୟୁନେସ୍କୋ]]ର ଆପିଲସ୍ ବଡିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।<ref>http://www.orissadiary.com/Shownews.asp?id=4056</ref>
ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକ ମାନଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ [[ୟୁନେସ୍କୋ]]ର ଆପିଲସ୍ ବଡିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।<ref>http://www.orissadiary.com/Shownews.asp?id=4056</ref>

==ସମାଜ ସେବା==
== ସମାଜ ସେବା ==
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମ ମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।<ref>http://www.ouat.ac.in/Home/governer%20biodata.htm</ref>

ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।<ref>http://www.indianetzone.com/8/murlidhar_chandrakant_bhandare.htm</ref>

== ଗାଲେରୀ ==
== ଗାଲେରୀ ==

୧୫:୪୭, ୧୨ ମଇ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ
ରାଜ୍ୟପାଳ, ଓଡ଼ିଶା
କାର୍ଯ୍ୟକାଳ
୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩
ପୂର୍ବ ଅଧିକାରୀରାମେଶ୍ଵର ଠାକୁର
ପର ଅଧିକାରୀଏସ. ସି. ଜମିର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1928-12-10) ୧୦ ଡିସେମ୍ବର ୧୯୨୮ (ବୟସ ୯୫)
ମୁମ୍ବାଇ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉଚନ୍ଦ୍ରକାନ୍ତ ଲକ୍ଷ୍ମୀକାନ୍ତ ଭଣ୍ଡାରେ
ସୁନନ୍ଦା ଭଣ୍ଡାରେ
ଶିକ୍ଷାସ୍ନାତକ (ବିଜ୍ଞାନ), ସ୍ନାତକ (ଆଇନ)

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ(ଜନ୍ମ ଡିସେମ୍ବର ୧୦, ୧୯୨୮ ମୁମ୍ବାଇ ରେ) ଜଣେ ଭାରତୀୟ ରାଜନେତା । [୧]

ରାଜନୈତିକ ଜୀବନ

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ଓଡ଼ିଶାର ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । [୨]ସେ, ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ ସୁପ୍ରିମ କୋର୍ଟରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି ।

ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକ ମାନଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ ୟୁନେସ୍କୋର ଆପିଲସ୍ ବଡିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।[୩]

ସମାଜ ସେବା

ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, ଭାରତକୁ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମ ମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।[୪]

ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।[୫]

ଗାଲେରୀ

ଆଧାର