"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷରୁ ଅଧିକ ତଥ୍ୟ
ପଟୋ+
୧ କ ଧାଡ଼ି: ୧ କ ଧାଡ଼ି:
{{Infobox Performing Arts
{{Infobox Performing Arts
| name = ପାଲା
| name = ପାଲା
| image =
| image = Odia_pala.jpg
| caption = ପାଲା ପରିବେଷଣ
| caption = [[ନାଲକୋନ‌ଗର]]ଠାରେ ପାଲା ପରିବେଷଣ
| medium = ଗୀତ-ନାଟ
| medium = ଗୀତ-ନାଟ
| types =
| types =

୧୮:୧୧, ୧୪ ଜୁଲାଇ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ପାଲା
ନାଲକୋନ‌ଗରଠାରେ ପାଲା ପରିବେଷଣ
ମାଧ୍ୟମଗୀତ-ନାଟ
ସଂସ୍କୃତିଓଡ଼ିଆ ଚଳଣି
ସୃଷ୍ଟିଓଡ଼ିଶା
 ଭାରତ
ଗୀତ-ସଙ୍ଗୀତପାଲା ସଙ୍ଗୀତ
କଳାକାର୬ ଜଣ
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ

ପାଲା ଏକ ପାରମ୍ପାରିକ ଓ ବିଦଗ୍ଧ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ ।

ଇତିହାସ

ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । ଓଡ଼ିଶାର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।

ବିଶେଷତା

ପାଲା ହିନ୍ଦୁ ଓ ମୁସଲମାନ ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।

ଆଧାର