"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
ଅନେକ ବନାନ ସୁଧାର ଆବଶ୍ୟକ
୧୪ କ ଧାଡ଼ି: ୧୪ କ ଧାଡ଼ି:
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ
}}
}}
'''ପାଲା''' ଏକ ପାରମ୍ପାରିକ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳାଏହା ଏକ ଅତି ପୁରାତନ ଲୋକନାଟ୍ୟପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ ।
'''ପାଲା''' [[ଓଡ଼ିଶା]]ର ଏକ ପାରମ୍ପାରିକ, ପୁରାତନ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତି-ଲୋକନାଟ୍ୟପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ ।


== ଇତିହାସ ==
== ଇତିହାସ ==
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । [[ଓଡ଼ିଶା]]ର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।
[[ଓଡ଼ିଶା]]ର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।


== ବିଶେଷତା ==
== ବିଶେଷତା ==
ପାଲା ହିନ୍ଦୁ ଓ [[ମୁସଲମାନ]] ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।
ପାଲା ହିନ୍ଦୁ ଓ [[ମୁସଲମାନ]] ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।

<!--
==ଷୋଳ ପାଲା==
==ଷୋଳ ପାଲା==
ବଙ୍ଗ ଦେଶରେ ଏ ୟୁଗରେ ରଚିତ ଏବଂ ବଙ୍ଗ— ଦେଶରୁ ଓଡ଼ିଶାକୁ ଆନୀତ ଦରଖଣ୍ଡିଆ ବଙ୍ଗୋତ୍କଳ ଭାଷାରେ ବଙ୍ଗ ଭାଷାନଭିଜ୍ଞ ଓଡ଼ିଆଙ୍କଦ୍ବାରା ପୋଥି ଧରି ବୋଲାୟିବା (ପୋଥିପୂଚ୍ଛା) ଓ ନୃତ୍ୟଗୀତାଦି ସହିତ ବୋଲାୟିବା (ଠିଆପୂଜା) ପଦ୍ଯାତ୍ମକ 16ଟି ଗଳ୍ପ ବା ପାଲା । ଆଧୁନିକ ବଙ୍ଗୀଯମାନେ ସତ୍ୟ— ନାରାଯଣ ବ୍ରତର 4 ଗୋଟି କଥା ସ୍ଥାନରେ 16 ଗୋଟି କଥା ସୃଷ୍ଟି କରିଅଛନ୍ତି ସେହି 16 ଟି କଥା ମଧ୍ଯରୁ ଉକ୍ତ 4 ଗୋଟି ପୁରାଣରେ ଅଛି, ଅନ୍ଯ 12 ଗୋଟି ନାହିଁ ସେମାନଙ୍କର ନାମ ନିମ୍ନରେ ଦିଆଗଲା ଏ ସବୁ କବିକର୍ଣ୍ଣଙ୍କ କପୋଳକଳ୍ପିତ ରଚନା; ଏବଂ ପୀର, କୋରାନ, ଦରିଆ, ବାଦସାହା ଆଦି କେତେକ ଫାରସୀ ଶବ୍ଦର ପ୍ରଯୋଗ ଏ ସବୁ କଥାରେ ଅଛି ଏହାଙ୍କ ଦେଖାଦେଖି ବଙ୍ଗଳାରେ ଭୃଗୁରାମ ନାମକ ଜଣେ କବି ଓ ଓଡ଼ିଶାର କେତେକ ବ୍ଯକ୍ତି ବଙ୍ଗଳା ଛାନ୍ଦରେ ମଧ୍ଯ ପାଲା ରଚନା କରିଅଛନ୍ତି ସାଧାରଣତଃ କବକର୍ଣ୍ଣଙ୍କ ସରଚିତ ନିମ୍ନଲିଖିତ 16 ଟି ଗଳ୍ପାତ୍ମକ ପଦ୍ଯକୁ ଷୋଳ ପାଲା ବୋଲାଯାଏ ୟଥା:
ବଙ୍ଗ ଦେଶରେ ଏ ଯୁଗରେ ରଚିତ ଏବଂ ବଙ୍ଗ ଦେଶରୁ ଓଡ଼ିଶାକୁ ଆନୀତ ଦରଖଣ୍ଡିଆ ବଙ୍ଗୋତ୍କଳ ଭାଷାରେ ବଙ୍ଗ ଭାଷାନଭିଜ୍ଞ ଓଡ଼ିଆଙ୍କଦ୍ୱରା ପୋଥି ଧରି ବୋଲାୟିବା (ପୋଥିପୂଚ୍ଛା) ଓ ନୃତ୍ୟଗୀତାଦି ସହିତ ବୋଲାୟିବା (ଠିଆପୂଜା) ପଦ୍ଯା୍ୟତ୍ମକ ୧୬ଟି ଗଳ୍ପ ବା ପାଲା । ଆଧୁନିକ ବଙ୍ଗୀୟମାନେ ସତ୍ୟ ନାରାୟଣ ବ୍ରତର ଗୋଟି କଥା ସ୍ଥାନରେ ୧୬ ଗୋଟି କଥା ସୃଷ୍ଟି କରିଅଛନ୍ତି ସେହି ୧୬ ଟି କଥା ମଧ୍ୟରୁ ଉକ୍ତ ଗୋଟି ପୁରାଣରେ ଅଛି, ୍ୟ ୧୨ ଗୋଟି ନାହିଁ ସେମାନଙ୍କର ନାମ ନିମ୍ନରେ ଦିଆଗଲା ଏ ସବୁ କବିକର୍ଣ୍ଣଙ୍କ କପୋଳକଳ୍ପିତ ରଚନା; ଏବଂ ପୀର, କୋରାନ, ଦରିଆ, ବାଦସାହା ଆଦି କେତେକ ଫାରସୀ ଶବ୍ଦର ପ୍ରଯୋଗ ଏ ସବୁ କଥାରେ ଅଛି ଏହାଙ୍କ ଦେଖାଦେଖି ବଙ୍ଗଳାରେ ଭୃଗୁରାମ ନାମକ ଜଣେ କବି ଓ ଓଡ଼ିଶାର କେତେକ ବ୍ୟକ୍ତି ବଙ୍ଗଳା ଛାନ୍ଦରେ ମଧ୍ୟ ପାଲା ରଚନା କରିଅଛନ୍ତି ସାଧାରଣତଃ କବକର୍ଣ୍ଣଙ୍କ ସରଚିତ ନିମ୍ନଲିଖିତ ୧୬ ଟି ଗଳ୍ପାତ୍ମକ ୍ୟକୁ ଷୋଳ ପାଲା ବୋଲାଯାଏ ୟଥା:
# ଜନ୍ମପାଲା—ଏକ ବାଦାଶାହକନ୍ଯାଙ୍କ ଗର୍ଭରେ ସତ୍ୟପୀରଙ୍କର, ଅବତାର ମୃତ ବାଳକର ପୂନର୍ଜୀବନଲାଭ
# ଜନ୍ମପାଲା: ଏକ ବାଦାଶାହକନ୍ଯା୍ୟଙ୍କ ଗର୍ଭରେ ସତ୍ୟପୀରଙ୍କର, ଅବତାର ମୃତ ବାଳକର ପୂନର୍ଜୀବନଲାଭ
# ପଦ୍ନଲୋଚନ ପାଲା—ପଦ୍ମ ଲୋଚନ ନାମକ ଏକ ଅପୁତ୍ରକ ରାଜାଙ୍କର ସତ୍ୟନାରାଯଣଙ୍କ କୃପାରୁ ପୁତ୍ର— ଲାଭ
# ପଦ୍ନଲୋଚନ ପାଲା: ପଦ୍ମ ଲୋଚନ ନାମକ ଏକ ଅପୁତ୍ରକ ରାଜାଙ୍କର ସତ୍ୟନାରାୟଣଙ୍କ କୃପାରୁ ପୁତ୍ର: ଲାଭ
# ମର୍ଦ୍ଦଗାନି ଜନ୍ମ ପାଲା— ଅଭିମନ୍ଯୁ ସୁତ ଅପୁତ୍ରକ ପରୀକ୍ଷିତ ରାଜାଙ୍କର ଫାକୀରବେଶଧାରୀ ସତ୍ୟପୀରଙ୍କ କୃପାରୁ ପୁତ୍ରଲାଭ
# ମର୍ଦ୍ଦଗାନି ଜନ୍ମ ପାଲା: ଅଭି୍ୟ ସୁତ ଅପୁତ୍ରକ ପରୀକ୍ଷିତ ରାଜାଙ୍କର ଫାକୀରବେଶଧାରୀ ସତ୍ୟପୀରଙ୍କ କୃପାରୁ ପୁତ୍ରଲାଭ
# ମର୍ଦ୍ଦଗାଜି ବିଭା ପାଲା—ଗଜେନ୍ଦ୍ର ନାମକ ରାଜାଙ୍କର ଏକ ମାତ୍ର ପୁତ୍ର ମର୍ଦ୍ଦଗାଜିର ବିଦେଶ ଗମନ ଓ ବିବାହ
# ମର୍ଦ୍ଦଗାଜି ବିଭା ପାଲା: ଗଜେନ୍ଦ୍ର ନାମକ ରାଜାଙ୍କର ଏକ ମାତ୍ର ପୁତ୍ର ମର୍ଦ୍ଦଗାଜିର ବିଦେଶ ଗମନ ଓ ବିବାହ
# ବିଦ୍ଯାଧର ପାଲା—ଭୈରବ ଦେଶର ନୃସିଂହ ରାଜାଙ୍କ ଗଳ୍ପ
# ବିଦ୍ଯା୍ୟଧର ପାଲା: ଭୈରବ ଦେଶର ନୃସିଂହ ରାଜାଙ୍କ ଗଳ୍ପ
# ମଦନସୁନ୍ଦର ପାଲା—ରତ୍ନାକର ନାମକ ରାଜାଙ୍କର ଓ ଦୁଇଟି ବଣିକ ସାନନ୍ଦ ଓ ବିନୋଦଙ୍କ ସାନ ଭାଇ ମଦନ ସୁନ୍ଦରତ ଗଳ୍ପ
# ମଦନସୁନ୍ଦର ପାଲା: ରତ୍ନାକର ନାମକ ରାଜାଙ୍କର ଓ ଦୁଇଟି ବଣିକ ସାନନ୍ଦ ଓ ବିନୋଦଙ୍କ ସାନ ଭାଇ ମଦନ ସୁନ୍ଦରତ ଗଳ୍ପ
# ସଦାନନ୍ଦ ସୌଦାଗର ପାଲା ବା ଧନୀ ସୌଦାଗର ପାଲା—ଉକ୍ତ ମନନ୍ଦ ସୁନ୍ଦରର ଗଳ୍ପ
# ସଦାନନ୍ଦ ସୌଦାଗର ପାଲା ବା ଧନୀ ସୌଦାଗର ପାଲା: ଉକ୍ତ ମନନ୍ଦ ସୁନ୍ଦରର ଗଳ୍ପ
# ଶ୍ବେତ ବସନ୍ତ ପାଲା—ନୀଳଧ୍ବଜ ରାଜାଙ୍କ ପୁତ୍ର ଶ୍ବେତ ବସନ୍ତର ଗଳ୍ପ ବା ଫାସିଆରା ବା ମନୋହର ଫାସିଆରା ପାଲା—ଏକ ଡକାଇତ ହସ୍ତରୁ ରାଜପୁତ୍ରର ପ୍ରାଣରକ୍ଷା
# ଶ୍ୱେତ ବସନ୍ତ ପାଲା: ନୀଳଧ୍ବଜ ରାଜାଙ୍କ ପୁତ୍ର ଶ୍ୱେତ ବସନ୍ତର ଗଳ୍ପ ବା ଫାସିଆରା ବା ମନୋହର ଫାସିଆରା ପାଲା: ଏକ ଡକାଇତ ହସ୍ତରୁ ରାଜପୁତ୍ରର ପ୍ରାଣରକ୍ଷା
# ଶବ୍ଦର ଗୁଡ଼ିଆ ପାଲା—କାଞ୍ଚିନପୁର ବାସୀ ଶଙ୍କର ନାମକ ଜଣେ ନାସ୍ତିକ ଗୁଡ଼ିଆର ଓ ତାହାର ଛଅ ପୁତ୍ରଙ୍କର ଗଳ୍ପ
# ଶବ୍ଦର ଗୁଡ଼ିଆ ପାଲା: କାଞ୍ଚିନପୁର ବାସୀ ଶଙ୍କର ନାମକ ଜଣେ ନାସ୍ତିକ ଗୁଡ଼ିଆର ଓ ତାହାର ଛଅ ପୁତ୍ରଙ୍କର ଗଳ୍ପ
# ଦୁର୍ଜନସିଂହ ପାଲା ବା ଚନ୍ଦ୍ରାଜିତ୍ ପାଲା— ଅମ୍ବିକା ନଗରର ଦୁର୍ଜନ ନାମକ ନାସ୍ତିକ ରାଜାଙ୍କର ଗଳ୍ପ
# ଦୁର୍ଜନସିଂହ ପାଲା ବା ଚନ୍ଦ୍ରାଜିତ୍ ପାଲା: ଅମ୍ବିକା ନଗରର ଦୁର୍ଜନ ନାମକ ନାସ୍ତିକ ରାଜାଙ୍କର ଗଳ୍ପ
# ହାରାଚାନ୍ଦ ପାଲା—ମାଣିକ ସହରର ଅପୁତ୍ରକ ରାଜା ସନାତନର ଗଳ୍ପ
# ହାରାଚାନ୍ଦ ପାଲା: ମାଣିକ ସହରର ଅପୁତ୍ରକ ରାଜା ସନାତନର ଗଳ୍ପ
# ହରି ଅର୍ଜୁନ ପାଲା—ସନାତନ ନାମକ ଜଣେ ଅପତ୍ରୂକ ରାଜା ଓ ତାଙ୍କର ଦୁଇରାଣୀଙ୍କ ଗଳ୍ପ ମୃତ କୁମାରର ପୁନ ର୍ଜୀବନ ଲାଭ ବା ଉଗ୍ରତାରା ପାଲା
# ହରି ଅର୍ଜୁନ ପାଲା: ସନାତନ ନାମକ ଜଣେ ଅପୁତ୍ରିକ ରାଜା ଓ ତାଙ୍କର ଦୁଇରାଣୀଙ୍କ ଗଳ୍ପ ମୃତ କୁମାରର ପୁନ ର୍ଜୀବନ ଲାଭ ବା ଉଗ୍ରତାରା ପାଲା
# କାଠୁରିଆ ପାଲା—ସତ୍ୟ ନାରାଯଣ ପୂଜକ ଗୋଟିଏ ଗରିବ ବ୍ରାହ୍ମଣ କୃଷ୍ଣଦାସର ପୂଜା ଦେଖି ଜଣେ କାଠୁରିଆର ଉକ୍ତବ ତ ପାଳନ ଓ ବିଭବଲାଭ
# କାଠୁରିଆ ପାଲା: ସତ୍ୟ ନାରାୟଣ ପୂଜକ ଗୋଟିଏ ଗରିବ ବ୍ରାହ୍ମଣ କୃଷ୍ଣଦାସର ପୂଜା ଦେଖି ଜଣେ କାଠୁରିଆର ଉକ୍ତବ୍ରତ ପାଳନ ଓ ବିଭବଲାଭ
# ଲକ୍ଷ୍ମଣକୁମାର ପାଲା—ବିନାଯକ ଦେଶର ଶିଲପ ରାଜାଙ୍କ ଗଳ୍ପ
# ଲକ୍ଷ୍ମଣକୁମାର ପାଲା: ବିନାଯକ ଦେଶର ଶିଲପ ରାଜାଙ୍କ ଗଳ୍ପ
# ଅଭିନ୍ନମଦନ ପାଲା ବା ଚନ୍ଦ୍ରାଜିତ ପାଲା— ବୀରସିଂହ ନାମକ ଜଣେ ରାଜାଙ୍କ ଗଳ୍ପ
# ଅଭିନ୍ନମଦନ ପାଲା ବା ଚନ୍ଦ୍ରାଜିତ ପାଲା: ବୀରସିଂହ ନାମକ ଜଣେ ରାଜାଙ୍କ ଗଳ୍ପ
# ସ୍ଵର୍ଗାରୋଗଣ ପାଲା—ବରୁଣ ସହରର ରାଜା ପଦ୍ମଲୋଚନଙ୍କ ଗଳ୍ପ (ଏଥିରେ କବିକର୍ଣ୍ଣ ବିରଚିତ 16ଟି ପାଲାର ନାମ ଦିଆଯାଇ ଅଛି]
# ସ୍ଵର୍ଗାରୋଗଣ ପାଲା: ବରୁଣ ସହରର ରାଜା ପଦ୍ମଲୋଚନଙ୍କ ଗଳ୍ପ (ଏଥିରେ କବିକର୍ଣ୍ଣ ବିରଚିତ ୧୬ଟି ପାଲାର ନାମ ଦିଆଯାଇ ଅଛି]

==ସତ୍ୟନାରାଯଣ ପାଲା==
ସତ୍ୟନାରାଯଣଙ୍କ ମାହାତ୍ମ୍ୟ ବର୍ଣ୍ଣନାପୂର୍ବକ 16 ଗୋଟି ପାଲା ବା ଗଳ୍ପକୁ ଗୀତ ଦ୍ବାରା ବର୍ଣ୍ଣନ । ଓଡ଼ିଶାରେ ବୋଲା ଯାଉଥିବା 'ପାଲା' ମାନ 'କବିକର୍ଣ୍ଣ' ବିରଚିତ ବଙ୍ଗଳା ପାଞ୍ଚାଳ ଛନ୍ଦରେ ରଚିତ ବଙ୍ଗଳା ଗୀତର ବିକୃତି ମାତ୍ର ସଂ. ପାଳି, ଓ ପାଳି ବଂ. ପାଲା ଶବ୍ଦର ଅର୍ଥ ପର୍ୟ୍ଯାଯ ବା କ୍ରମ ପାଲାଶବ୍ଦ ବଙ୍ଗଳା ଭାଷାରୁ ଆନୀତ ଜଣେ 'ଗାଯକ' ଗୀତ ବୋଲନ୍ତି ଓ ତାଙ୍କ ସଙ୍ଗେ ଆଉ ଜଣେ ବାଦ୍ଯ ବଜାନ୍ତି ଓ କେତେ ଗୁଡ଼ିଏ ଲୋକ ପାଳି ଧରନ୍ତି ବୋଲି ଏହାର ନାମ ପାଲା ହୋଇଅଛି 'ଗାଯକ' ଗୀତ ବୋଲନ୍ତ 'ବାଯକ' ମୃଦଙ୍ଗ ବଜାନ୍ତି ଗାଯକ ଏକୁଟିଆ ଗୀତର ପ୍ରସଙ୍ଗରେ ଗଲେ ତାଙ୍କୁ ସାହାୟ୍ଯ କରିବାକୁ କିମ୍ବା ଗୀତର ପ୍ରସଙ୍ଗରେ କଥୋପକଥନଛଳରେଗାଯକଙ୍କୁ ଉତ୍ତର ଦେବାକୁ ଗାଯକଙ୍କ ସଙ୍ଗେ 'ଶିରୀ ପାଳିଆ' ବା 'ଡାହାଣ ପାଳିଆ' ବା 'ଶ୍ରୀ ପାଳିଆ' ଥାଆନ୍ତି ଗାଯକଙ୍କତ ଡାହାଣ ହାତରେ 'ମନ୍ଦିରା ବା ଗିନି ବନ୍ଧା ହୋଇଥାଏ ଓ କାଖରେ ଚଅଁର ମୁଠା ଥାଏ ଶ୍ରୀପାଳିଆ ଝାଞ୍ଜ ଧରିଥାଆନ୍ତି କିନ୍ତୁ ଗାଯକ ଗୀତ ବୋଲିବା ବେଳେ ଶ୍ରୀପାଳିଆ ଝାଞ୍ଜ ବଜାନ୍ତି ନାହିଁ ପାଳିଆମାନେ ପାଳି ଧରିବା ବେଳେ ଶ୍ରୀପାଳିଆ ଅନ୍ଯ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାଯକ ଗାଯକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗ ମୃଦଙ୍ଗ ବଜାନ୍ତି ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?p.40:156.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last=ପ୍ରହରାଜ |work=dsal.uchicago.edu |quote=ଶ୍ରୀପାଳିଆ ଅନ୍ଯ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାଯକ ଗାଯକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗ ମୃଦଙ୍ଗ ବଜାନ୍ତି |accessdate=17 April 2013}}</ref>

ଗୋଟିଏ ପାଲାଦଳ ଦୁଇଟି ପଞ୍ଝାରେ ବିଭକ୍ତ ଗାଯକଙ୍କ ବୋଲିବା ଗୀତର ପାଳି ଧରିବାକୁ 2 ଜଣ 'ପାଳିଆ' ଆଥାନ୍ତି ଗାଯକଙ୍କ ଗୀତର ଶେଷାଂଶ ବା ଢୁଆ ବା ଘୋଷାକୁ ଏମାନେ ବୋଲନ୍ତି ଓ ଝାଞ୍ଜ ବଜାନ୍ତି

ପାଲାବାଲାମାନେ ନାନାପ୍ରକାର ବେଶରେ (ଅର୍ଥାତ୍ ମୁଣ୍ଡରେ ପଗଡ଼ି, ଦେହରେ ଚପ୍କନ୍ ପରି ବଡ଼ କୁର୍ତ୍ତା ଅଣ୍ଟାରେ ଘାଗରା ଓ ଗୋଡ଼ରେ ବଳା ବା ଘାଙ୍ଗୁର ପିନ୍ଧି ନାଚନ୍ତି

ପୁସ୍ତକ ସାହାୟ୍ଯରେ ୟେଉଁ ପାଲା ବୋଲାଯାଏ ଓ ପୂଜା କରାଯାଏ ତାକୁ ପୋଥିପାଲା ବା ପୋଥିପୂଜା ବୋଲାଯାଏ । ପୁସ୍ତକର ବିନା ସାହାୟ୍ଯରେ ଗାଯକ ଓ ନର୍ତ୍ତକମାନେ ବାଜା ବଜାଇ ଯାହାକୁ ବୋଲି ଅଭିନଯ କରନ୍ତି ତାକୁ ଠିଆପୂଜା ବା ଠିଆପାଲା ବୋଲାଯାଏ

ଏକ ଦଳ ପାଲାବାଲା ପାଲା ଅଭିନଯ କଲେ ତାକୁ 'ଗୋଟିକିଆ ପାଲା' କହନ୍ତି । ଦୁଇଦଳ ପ୍ରତିଦ୍ବନ୍ଦୀ ହୋଇ ପାଲା ଅଭିନଯ କଲେ ତାକୁ 'ଜାଉଁଳି ପାଲା' ବା ' ଜାଉଳି ପୂଜା' କହନ୍ତି ଏକାଧିକ ଦଳ ପ୍ରତିଦ୍ଵନ୍ଦୀ ହୋଇ ପାଲା କଲେ ତାକୁ 'ବାଦୀ ପାଲା' ବହା 'ଲଢ଼େଇ ପାଲା' ବୋଲାଯାଏ

ପାଲା ଅଭିନଯକାରୀମାନଙ୍କ ମଧ୍ଯରେ ଜଣେ 'ଗାଯକ', ଜଣେ 'ଗାଯକ', ଜଣେ 'ଶିରପାଳିଆ' ଓ ଦୁଇ ବା 3 ଜଣ 'ପାଳିଆ' ଥାଆନ୍ତି

କବିକର୍ଣ୍ଣଙ୍କ ରଚିତ 'ପାଲା'ମାନଙ୍କ ଭାଷା ବଙ୍ଗଳା ଓ ଉକ୍ତ ଭାଷାରେ ଫାରସୀ ଶବ୍ଦର ବହୁଳତା (ୟଥା—ବାଦସା, ଉବୀର, କାଲାମ, ମୋଲାକାତ, ସଲାମ, ହକିକତ, ଦିଲଖୋସ ଓ ହାସିଲ ଇତ୍ଯାଦି ଶବ୍ଦ) ଦେଖାଯାଏ ଓ ବେଳେ ବେଳେ ଫାରସୀ ଭାଷାରେ ବାକ୍ଯ ମଧ୍ଯ ଦେଖାଯାଏ କବିକର୍ଣ୍ଣଙ୍କ ବିରଚିତ ପାଲା ବଙ୍ଗାଳା ଓ ଉର୍ଦ୍ଦୁ ଭାଷାର 'ଖେଚାଡ଼ି'; ତାହା ପୁଣି ବଙ୍ଗଳା ଅନଭିଜ୍ଞ ଓଡ଼ିଆଙ୍କ ମୁହଁରେ ବଙ୍ଗଳା, ଉର୍ଦ୍ଦୁ ଓ ଓଡ଼ିଆ ମିଶା 'ପଲାଉ' ହୁଏ ତହିଁରୁ କେତେକଗୁଡ଼ିଏ ଧାଡ଼ିର ଉଦାହରଣ ନିମ୍ନରେ ଦିଆଗଲା

ଶୁନ ସର୍ବେ ବିରାଦରେ ପୀରେର କାଲାମ୍ ନିଯତ ହାସଲ୍ ହୁଏ, ଫତେ ହୁଏ କାମ୍ ଇଯାର୍ ପିଯାର୍ ଭାଇ ସକଲେ ଶୁନତ ୟେଉଁ ରୂପେ ଶ୍ବେତ ବସନ୍ତ ପାଲା ହକିକତ ହରି ହରି ବୋଲ ଦିଅ ସବୁ ସଭଜନ ବିପତ୍ତି ପଡ଼ିଲେ ରଖେ ସତ୍ୟ ନାରାଯନ

ଯାର ଘରେ ହୁଏ ପୂଜା ସାହେବେର ନାମ୍ ବଢ଼ାଏ ଦୌଲତ ତାର ଫତେ କରେ କାମ ଶ୍ରୀ କବି ବର୍ଣ୍ଣେତେ ଗାଏ ନାରାଯନରେ ପାଯ୍ ହରି ହରି ବୋଲ ସର୍ବେ ପାଲା ହଇଲ ସାଯ୍ ସାଧାରଣତଃ 'ପାଲା ଗୀତ' ପ୍ରତ୍ୟେକ 14 ଅକ୍ଷର ୟୁକ୍ତ ଦୁଇଟି ଧାଡ଼ିରେ ରଚିତ, କିନ୍ତୁ ମଝିରେ ମଝିରେ ଏକାଦାଣ୍ଡିଆ (monotony) ଭାଙ୍ଗିବା ପାଇଁ—

'ରଜନୀର ଅବଶେଷେ ଗ୍ରାମର ଭିତରେ ପଶେ ଚନ୍ଦ୍ର ହାସ ରାଜାର କୁମାର' 8 ଅକ୍ଷରିଆ 2 ପାଦ ଓ 1 ଅକ୍ଷରିଆ ଏକପାଦ ୟୁକ୍ତ 'ତ୍ରିପଦୀ' ଦ୍ବଯ ସମ୍ବଳିତ ଗୀତ ମଧ୍ଯ ବୋଲାଯାଏ


==ସତ୍ୟନାରାୟଣ ପାଲା==
ଗଳ୍ପର ପ୍ରସଙ୍ଗ ଓ ଅବସର କ୍ରମେ ପାଇଲାମାନେ ଏଥିରେ ୟମକ, ଅନୁପ୍ରାସ, ବ୍ଯାଘ୍ରଗତି, ମେଷ ୟୁଦ୍ଧ ଅବନା ଆଦି ଶବ୍ଦ ଅବରସ୍ ପୂର୍ଣ୍ଣ ପ୍ରାଚୀନ ଓ ବନ୍ଯ ସଙ୍ଗୀତ, ଚଉପଦୀ, ଡାହିକା, ଭଜନ, ବନ୍ଦନା ଆଦି ଲଗାଇ 'ପାଲାକୁ' ଜମକ୍ କରନ୍ତି ଓ କେତେକ ଗାଯକଙ୍କର ଅଭିଧାନ, ଅଳଙ୍କାର କାବ୍ଯନାଟକ, ଚମ୍ପୂ ଆଦିରେ ଅସାଧାରଣ ପାଣ୍ଡିତ୍ୟ ଦେଖାଯାଏ ଓ କେତେକଙ୍କଠାରେ ଆଶୁକବିତ୍ଵ ମଧ୍ଯ ଲକ୍ଷିତ ହୁଏ ।
ସତ୍ୟନାରାୟଣଙ୍କ ମାହାତ୍ମ୍ୟ ବର୍ଣ୍ଣନାପୂର୍ବକ ୧୬ ଗୋଟି ପାଲା ବା ଗଳ୍ପକୁ ଗୀତ ଦ୍ବାଦ୍ୱରା ବର୍ଣ୍ଣନ । ଓଡ଼ିଶାରେ ବୋଲା ଯାଉଥିବା 'ପାଲା' ମାନ 'କବିକର୍ଣ୍ଣ' ବିରଚିତ ବଙ୍ଗଳା ପାଞ୍ଚାଳ ଛନ୍ଦରେ ରଚିତ ବଙ୍ଗଳା ଗୀତର ବିକୃତି ମାତ୍ର ସଂ. ପାଳି, ଓ ପାଳି ବଂ. ପାଲା ଶବ୍ଦର ଅର୍ଥ ପର୍୍ୟଯାଯ ବା କ୍ରମ ପାଲାଶବ୍ଦ ବଙ୍ଗଳା ଭାଷାରୁ ଆନୀତ ଜଣେ 'ଗାୟକ' ଗୀତ ବୋଲନ୍ତି ଓ ତାଙ୍କ ସଙ୍ଗେ ଆଉ ଜଣେ ବା୍ୟ ବଜାନ୍ତି ଓ କେତେ ଗୁଡ଼ିଏ ଲୋକ ପାଳି ଧରନ୍ତି ବୋଲି ଏହାର ନାମ ପାଲା ହୋଇଅଛି 'ଗାୟକ' ଗୀତ ବୋଲନ୍ତ 'ବାୟକ' ମୃଦଙ୍ଗ ବଜାନ୍ତି ଗାୟକ ଏକୁଟିଆ ଗୀତର ପ୍ରସଙ୍ଗରେ ଗଲେ ତାଙ୍କୁ ସାହାୟ୍୍ୟ କରିବାକୁ କିମ୍ବା ଗୀତର ପ୍ରସଙ୍ଗରେ କଥୋପକଥନଛଳରେଗାୟକଙ୍କୁ ଉତ୍ତର ଦେବାକୁ ଗାୟକଙ୍କ ସଙ୍ଗେ 'ଶିରୀ ପାଳିଆ' ବା 'ଡାହାଣ ପାଳିଆ' ବା 'ଶ୍ରୀ ପାଳିଆ' ଥାଆନ୍ତି ଗାୟକଙ୍କତ ଡାହାଣ ହାତରେ 'ମନ୍ଦିରା' ବା ଗିନି ବନ୍ଧା ହୋଇଥାଏ ଓ କାଖରେ ଚଅଁର ମୁଠାଥାଏ ଅନେଶ୍ରୀପାଳିଆ ଝାଞ୍ଜ ଧରିଥାଆନ୍ତି କିନ୍ତୁ ଗାୟକ ଗୀତ ବୋଲିବା ବେଳେ ଶ୍ରୀପାଳିଆ ଝାଞ୍ଜ ବଜାନ୍ତି ନାହିଁ ପାଳିଆମାନେ ପାଳି ଧରିବା ବେଳେ ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗେ ମୃଦଙ୍ଗ ବଜାନ୍ତି ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?p.୪0:156.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last=ପ୍ରହରାଜ |work=dsal.uchicago.edu |quote=ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗ ମୃଦଙ୍ଗ ବଜାନ୍ତି |accessdate=17 April 2013}}</ref>
-->
ଗୋଟିଏ ପାଲାଦଳ ଦୁଇଟି ପଞ୍ଝାରେ ବିଭକ୍ତ ଗାୟକଙ୍କ ବୋଲିବା ଗୀତର ପାଳି ଧରିବାକୁ 2 ଜଣ 'ପାଳିଆ' ଆଥାନ୍ତି ଗାୟକଙ୍କ ଗୀତର ଶେଷାଂଶ ବା ଢୁଆ ବା ଘୋଷାକୁ ଏମାନେ ବୋଲନ୍ତି ଓ ଝାଞ୍ଜ ବଜାଇଥାନ୍ତି । ପାଲାବାଲାମାନେ ନାନାପ୍ରକାର ବେଶରେ (ଅର୍ଥାତ୍ ମୁଣ୍ଡରେ ପଗଡ଼ି, ଦେହରେ ଚପ୍କନ୍ ପରି ବଡ଼ କୁର୍ତ୍ତା ଅଣ୍ଟାରେ ଘାଗରା ଓ ଗୋଡ଼ରେ ବଳା ବା ଘାଙ୍ଗୁର ପିନ୍ଧି ନାଚିଥାନ୍ତି । ପୁସ୍ତକ ସାହା୍ୟଯରେ ୟେଉଁ ପାଲା ବୋଲାଯାଏ ଓ ପୂଜା କରାଯାଏ ତାକୁ ପୋଥିପାଲା ବା ପୋଥିପୂଜା ବୋଲାଯାଏ । ପୁସ୍ତକର ବିନା ସାହା୍ୟଯରେ ଗାୟକ ଓ ନର୍ତ୍ତକମାନେ ବାଜା ବଜାଇ ଯାହାକୁ ବୋଲି ଅଭିନଯ କରନ୍ତି ତାକୁ ଠିଆପୂଜା ବା ଠିଆପାଲା ବୋଲାଯାଏ । ଏକ ଦଳ ପାଲାବାଲା ପାଲା ଅଭିନଯ କଲେ ତାକୁ 'ଗୋଟିକିଆ ପାଲା' କହନ୍ତି । ଦୁଇଦଳ ପ୍ରଦ୍ୱନ୍ଦୀ ହୋଇ ପାଲା ଅଭିନଯ କଲେ ତାକୁ 'ଜାଉଁଳି ପାଲା' ବା ' ଜାଉଳି ପୂଜା' କହନ୍ତି ଏକାଧିକ ଦଳ ପ୍ରତିଦ୍ଵନ୍ଦୀ ହୋଇ ପାଲା କଲେ ତାକୁ 'ବାଦୀ ପାଲା' ବହା 'ଲଢ଼େଇ ପାଲା' ବୋଲାଯାଏ । ପାଲା ଅଭିନୟକାରୀମାନଙ୍କ ମଧ୍ୟରେ ଜଣେ 'ଗାୟକ', ଜଣେ 'ଗାୟକ', ଜଣେ 'ଶିରପାଳିଆ' ଓ ଦୁଇ ବା ୩ ଜଣ 'ପାଳିଆ' ଥାଆନ୍ତି । କବିକର୍ଣ୍ଣଙ୍କ ରଚିତ 'ପାଲା'ମାନଙ୍କ ଭାଷା ବଙ୍ଗଳା ଓ ଉକ୍ତ ଭାଷାରେ ଫାରସୀ ଶବ୍ଦର ବହୁଳତା (ୟଥା: ବାଦସା, ଉବୀର, କାଲାମ, ମୋଲାକାତ, ସଲାମ, ହକିକତ, ଦିଲଖୋସ ଓ ହାସିଲ ୍ୟଦି ଶବ୍ଦ) ଦେଖାଯାଏ ଓ ବେଳେ ବେଳେ ଫାରସୀ ଭାଷାରେ ବାକ୍ଯ୍ୟମଧ୍ୟ ଦେଖାଯାଏ କବିକର୍ଣ୍ଣଙ୍କ ବିରଚିତ ପାଲା ବଙ୍ଗାଳା ଓ ଉର୍ଦ୍ଦୁ ଭାଷାର 'ଖେଚାଡ଼ି'; ତାହା ପୁଣି ବଙ୍ଗଳା ଅନଭିଜ୍ଞ ଓଡ଼ିଆଙ୍କ ମୁହଁରେ ବଙ୍ଗଳା, ଉର୍ଦ୍ଦୁ ଓ ଓଡ଼ିଆ ମିଶା 'ପଲାଉ' ହୁଏ ତହିଁରୁ କେତେକଗୁଡ଼ିଏ ଧାଡ଼ିର ଉଦାହରଣ ନିମ୍ନରେ ଲିଖିତ:
<poem>
ଶୁନ ସର୍ବେ ବିରାଦରେ ପୀରେର କାଲାମ୍ ନିଯତ ହାସଲ୍ ହୁଏ,
ଫତେ ହୁଏ କାମ୍ ଇଯାର୍ ପିଯାର୍ ଭାଇ ସକଲେ ଶୁନତ ୟେଉଁ ରୂପେ ଶ୍ୱେତ ବସନ୍ତ ପାଲା ହକିକତ ହରି ହରି ବୋଲ ଦିଅ ସବୁ ସଭଜନ ବିପତ୍ତି ପଡ଼ିଲେ ରଖେ ସତ୍ୟ ନାରାୟନ
ଯାର ଘରେ ହୁଏ ପୂଜା ସାହେବେର ନାମ୍ ବଢ଼ାଏ ଦୌଲତ ତାର ଫତେ କରେ କାମ ଶ୍ରୀ କବି ବର୍ଣ୍ଣେତେ ଗାଏ ନାରାୟଣରେ ପାୟ ହରି ହରି ବୋଲ ସର୍ବେ ପାଲା ହଇଲ ସାୟ </poem>ସାଧାରଣତଃ 'ପାଲା ଗୀତ' ପ୍ରତ୍ୟେକ 1୪ ଅକ୍ଷର ୟୁକ୍ତ ଦୁଇଟି ଧାଡ଼ିରେ ରଚିତ, କିନ୍ତୁ ମଝିରେ ମଝିରେ ଏକାଦାଣ୍ଡିଆ (monotony) ଭାଙ୍ଗିବା ପାଇଁ:
<poem>
"ରଜନୀର ଅବଶେଷେ ଗ୍ରାମର
ଭିତରେ ପଶେ ଚନ୍ଦ୍ର ହାସ ରାଜାର କୁମାର"
</poem>
୮ ଅକ୍ଷରିଆ ୨ ପାଦ ଓ ୧ ଅକ୍ଷରିଆ ଏକପାଦ ୟୁକ୍ତ 'ତ୍ରିପଦୀ' ଦ୍ୱଯ ସମ୍ବଳିତ ଗୀତ ମଧ୍ୟ ବୋଲାଯାଏ । ଗଳ୍ପର ପ୍ରସଙ୍ଗ ଓ ଅବସର କ୍ରମେ ପାଇଲାମାନେ ଏଥିରେ ଯମକ, ଅନୁପ୍ରାସ, ବ୍ୟାଘ୍ରଗତି, ମେଷ ୟୁଦ୍ଧ ଅବନା ଆଦି ଶବ୍ଦ ଅବରସ୍ ପୂର୍ଣ୍ଣ ପ୍ରାଚୀନ ସଙ୍ଗୀତ, ଚଉପଦୀ, ଡାହିକା, ଭଜନ, ବନ୍ଦନା ଆଦି ଲଗାଇ 'ପାଲାକୁ' ଜମକ୍ କରନ୍ତି ଓ କେତେକ ଗାୟକଙ୍କର ଅଭିଧାନ, ଅଳଙ୍କାର କାବ୍ୟନାଟକ, ଚମ୍ପୁ ଆଦିରେ ଅସାଧାରଣ ପାଣ୍ଡିତ୍ୟ ଦେଖାଯାଏ ଓ କେତେକଙ୍କଠାରେ ଆଶୁକବିତ୍ଵ ମଧ୍ୟ ଲକ୍ଷିତ ହୁଏ ।


== ଆଧାର ==
== ଆଧାର ==

୨୧:୩୧, ୧୫ ଜୁଲାଇ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ପାଲା
ନାଲକୋନଗରଠାରେ ପାଲା ପରିବେଷଣ
ମାଧ୍ୟମଗୀତ-ନାଟ
ସଂସ୍କୃତିଓଡ଼ିଆ ଚଳଣି
ସୃଷ୍ଟିଓଡ଼ିଶା
 ଭାରତ
ଗୀତ-ସଙ୍ଗୀତପାଲା ସଙ୍ଗୀତ
କଳାକାର୬ ଜଣ
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ

ପାଲା ଓଡ଼ିଶାର ଏକ ପାରମ୍ପାରିକ, ପୁରାତନ ଓ ବିଦଗ୍ଧ ଓଡ଼ିଆ ଗୀତି-ଲୋକନାଟ୍ୟ । ପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ । ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ ।

ଇତିହାସ

ଓଡ଼ିଶାର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।

ବିଶେଷତା

ପାଲା ହିନ୍ଦୁ ଓ ମୁସଲମାନ ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।

ଷୋଳ ପାଲା

ବଙ୍ଗ ଦେଶରେ ଏ ଯୁଗରେ ରଚିତ ଏବଂ ବଙ୍ଗ ଦେଶରୁ ଓଡ଼ିଶାକୁ ଆନୀତ ଦରଖଣ୍ଡିଆ ବଙ୍ଗୋତ୍କଳ ଭାଷାରେ ବଙ୍ଗ ଭାଷାନଭିଜ୍ଞ ଓଡ଼ିଆଙ୍କଦ୍ୱରା ପୋଥି ଧରି ବୋଲାୟିବା (ପୋଥିପୂଚ୍ଛା) ଓ ନୃତ୍ୟଗୀତାଦି ସହିତ ବୋଲାୟିବା (ଠିଆପୂଜା) ପଦ୍ଯା୍ୟତ୍ମକ ୧୬ଟି ଗଳ୍ପ ବା ପାଲା । ଆଧୁନିକ ବଙ୍ଗୀୟମାନେ ସତ୍ୟ ନାରାୟଣ ବ୍ରତର ୪ ଗୋଟି କଥା ସ୍ଥାନରେ ୧୬ ଗୋଟି କଥା ସୃଷ୍ଟି କରିଅଛନ୍ତି ସେହି ୧୬ ଟି କଥା ମଧ୍ୟରୁ ଉକ୍ତ ୪ ଗୋଟି ପୁରାଣରେ ଅଛି, ୍ୟ ୧୨ ଗୋଟି ନାହିଁ ସେମାନଙ୍କର ନାମ ନିମ୍ନରେ ଦିଆଗଲା ଏ ସବୁ କବିକର୍ଣ୍ଣଙ୍କ କପୋଳକଳ୍ପିତ ରଚନା; ଏବଂ ପୀର, କୋରାନ, ଦରିଆ, ବାଦସାହା ଆଦି କେତେକ ଫାରସୀ ଶବ୍ଦର ପ୍ରଯୋଗ ଏ ସବୁ କଥାରେ ଅଛି ଏହାଙ୍କ ଦେଖାଦେଖି ବଙ୍ଗଳାରେ ଭୃଗୁରାମ ନାମକ ଜଣେ କବି ଓ ଓଡ଼ିଶାର କେତେକ ବ୍ୟକ୍ତି ବଙ୍ଗଳା ଛାନ୍ଦରେ ମଧ୍ୟ ପାଲା ରଚନା କରିଅଛନ୍ତି ସାଧାରଣତଃ କବକର୍ଣ୍ଣଙ୍କ ସରଚିତ ନିମ୍ନଲିଖିତ ୧୬ ଟି ଗଳ୍ପାତ୍ମକ ୍ୟକୁ ଷୋଳ ପାଲା ବୋଲାଯାଏ ୟଥା:

  1. ଜନ୍ମପାଲା: ଏକ ବାଦାଶାହକନ୍ଯା୍ୟଙ୍କ ଗର୍ଭରେ ସତ୍ୟପୀରଙ୍କର, ଅବତାର ମୃତ ବାଳକର ପୂନର୍ଜୀବନଲାଭ
  2. ପଦ୍ନଲୋଚନ ପାଲା: ପଦ୍ମ ଲୋଚନ ନାମକ ଏକ ଅପୁତ୍ରକ ରାଜାଙ୍କର ସତ୍ୟନାରାୟଣଙ୍କ କୃପାରୁ ପୁତ୍ର: ଲାଭ
  3. ମର୍ଦ୍ଦଗାନି ଜନ୍ମ ପାଲା: ଅଭି୍ୟ ସୁତ ଅପୁତ୍ରକ ପରୀକ୍ଷିତ ରାଜାଙ୍କର ଫାକୀରବେଶଧାରୀ ସତ୍ୟପୀରଙ୍କ କୃପାରୁ ପୁତ୍ରଲାଭ
  4. ମର୍ଦ୍ଦଗାଜି ବିଭା ପାଲା: ଗଜେନ୍ଦ୍ର ନାମକ ରାଜାଙ୍କର ଏକ ମାତ୍ର ପୁତ୍ର ମର୍ଦ୍ଦଗାଜିର ବିଦେଶ ଗମନ ଓ ବିବାହ
  5. ବିଦ୍ଯା୍ୟଧର ପାଲା: ଭୈରବ ଦେଶର ନୃସିଂହ ରାଜାଙ୍କ ଗଳ୍ପ
  6. ମଦନସୁନ୍ଦର ପାଲା: ରତ୍ନାକର ନାମକ ରାଜାଙ୍କର ଓ ଦୁଇଟି ବଣିକ ସାନନ୍ଦ ଓ ବିନୋଦଙ୍କ ସାନ ଭାଇ ମଦନ ସୁନ୍ଦରତ ଗଳ୍ପ
  7. ସଦାନନ୍ଦ ସୌଦାଗର ପାଲା ବା ଧନୀ ସୌଦାଗର ପାଲା: ଉକ୍ତ ମନନ୍ଦ ସୁନ୍ଦରର ଗଳ୍ପ
  8. ଶ୍ୱେତ ବସନ୍ତ ପାଲା: ନୀଳଧ୍ବଜ ରାଜାଙ୍କ ପୁତ୍ର ଶ୍ୱେତ ବସନ୍ତର ଗଳ୍ପ ବା ଫାସିଆରା ବା ମନୋହର ଫାସିଆରା ପାଲା: ଏକ ଡକାଇତ ହସ୍ତରୁ ରାଜପୁତ୍ରର ପ୍ରାଣରକ୍ଷା
  9. ଶବ୍ଦର ଗୁଡ଼ିଆ ପାଲା: କାଞ୍ଚିନପୁର ବାସୀ ଶଙ୍କର ନାମକ ଜଣେ ନାସ୍ତିକ ଗୁଡ଼ିଆର ଓ ତାହାର ଛଅ ପୁତ୍ରଙ୍କର ଗଳ୍ପ
  10. ଦୁର୍ଜନସିଂହ ପାଲା ବା ଚନ୍ଦ୍ରାଜିତ୍ ପାଲା: ଅମ୍ବିକା ନଗରର ଦୁର୍ଜନ ନାମକ ନାସ୍ତିକ ରାଜାଙ୍କର ଗଳ୍ପ
  11. ହାରାଚାନ୍ଦ ପାଲା: ମାଣିକ ସହରର ଅପୁତ୍ରକ ରାଜା ସନାତନର ଗଳ୍ପ
  12. ହରି ଅର୍ଜୁନ ପାଲା: ସନାତନ ନାମକ ଜଣେ ଅପୁତ୍ରିକ ରାଜା ଓ ତାଙ୍କର ଦୁଇରାଣୀଙ୍କ ଗଳ୍ପ ମୃତ କୁମାରର ପୁନ ର୍ଜୀବନ ଲାଭ ବା ଉଗ୍ରତାରା ପାଲା
  13. କାଠୁରିଆ ପାଲା: ସତ୍ୟ ନାରାୟଣ ପୂଜକ ଗୋଟିଏ ଗରିବ ବ୍ରାହ୍ମଣ କୃଷ୍ଣଦାସର ପୂଜା ଦେଖି ଜଣେ କାଠୁରିଆର ଉକ୍ତବ୍ରତ ପାଳନ ଓ ବିଭବଲାଭ
  14. ଲକ୍ଷ୍ମଣକୁମାର ପାଲା: ବିନାଯକ ଦେଶର ଶିଲପ ରାଜାଙ୍କ ଗଳ୍ପ
  15. ଅଭିନ୍ନମଦନ ପାଲା ବା ଚନ୍ଦ୍ରାଜିତ ପାଲା: ବୀରସିଂହ ନାମକ ଜଣେ ରାଜାଙ୍କ ଗଳ୍ପ
  16. ସ୍ଵର୍ଗାରୋଗଣ ପାଲା: ବରୁଣ ସହରର ରାଜା ପଦ୍ମଲୋଚନଙ୍କ ଗଳ୍ପ (ଏଥିରେ କବିକର୍ଣ୍ଣ ବିରଚିତ ୧୬ଟି ପାଲାର ନାମ ଦିଆଯାଇ ଅଛି]

ସତ୍ୟନାରାୟଣ ପାଲା

ସତ୍ୟନାରାୟଣଙ୍କ ମାହାତ୍ମ୍ୟ ବର୍ଣ୍ଣନାପୂର୍ବକ ୧୬ ଗୋଟି ପାଲା ବା ଗଳ୍ପକୁ ଗୀତ ଦ୍ବାଦ୍ୱରା ବର୍ଣ୍ଣନ । ଓଡ଼ିଶାରେ ବୋଲା ଯାଉଥିବା 'ପାଲା' ମାନ 'କବିକର୍ଣ୍ଣ' ବିରଚିତ ବଙ୍ଗଳା ପାଞ୍ଚାଳ ଛନ୍ଦରେ ରଚିତ ବଙ୍ଗଳା ଗୀତର ବିକୃତି ମାତ୍ର ସଂ. ପାଳି, ଓ ପାଳି ବଂ. ପାଲା ଶବ୍ଦର ଅର୍ଥ ପର୍୍ୟଯାଯ ବା କ୍ରମ ପାଲାଶବ୍ଦ ବଙ୍ଗଳା ଭାଷାରୁ ଆନୀତ ଜଣେ 'ଗାୟକ' ଗୀତ ବୋଲନ୍ତି ଓ ତାଙ୍କ ସଙ୍ଗେ ଆଉ ଜଣେ ବା୍ୟ ବଜାନ୍ତି ଓ କେତେ ଗୁଡ଼ିଏ ଲୋକ ପାଳି ଧରନ୍ତି ବୋଲି ଏହାର ନାମ ପାଲା ହୋଇଅଛି 'ଗାୟକ' ଗୀତ ବୋଲନ୍ତ 'ବାୟକ' ମୃଦଙ୍ଗ ବଜାନ୍ତି ଗାୟକ ଏକୁଟିଆ ଗୀତର ପ୍ରସଙ୍ଗରେ ଗଲେ ତାଙ୍କୁ ସାହାୟ୍୍ୟ କରିବାକୁ କିମ୍ବା ଗୀତର ପ୍ରସଙ୍ଗରେ କଥୋପକଥନଛଳରେଗାୟକଙ୍କୁ ଉତ୍ତର ଦେବାକୁ ଗାୟକଙ୍କ ସଙ୍ଗେ 'ଶିରୀ ପାଳିଆ' ବା 'ଡାହାଣ ପାଳିଆ' ବା 'ଶ୍ରୀ ପାଳିଆ' ଥାଆନ୍ତି ଗାୟକଙ୍କତ ଡାହାଣ ହାତରେ 'ମନ୍ଦିରା' ବା ଗିନି ବନ୍ଧା ହୋଇଥାଏ ଓ କାଖରେ ଚଅଁର ମୁଠାଥାଏ । ଅନେଶ୍ରୀପାଳିଆ ଝାଞ୍ଜ ଧରିଥାଆନ୍ତି କିନ୍ତୁ ଗାୟକ ଗୀତ ବୋଲିବା ବେଳେ ଶ୍ରୀପାଳିଆ ଝାଞ୍ଜ ବଜାନ୍ତି ନାହିଁ ପାଳିଆମାନେ ପାଳି ଧରିବା ବେଳେ ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗେ ମୃଦଙ୍ଗ ବଜାନ୍ତି ।[୧] ଗୋଟିଏ ପାଲାଦଳ ଦୁଇଟି ପଞ୍ଝାରେ ବିଭକ୍ତ ଗାୟକଙ୍କ ବୋଲିବା ଗୀତର ପାଳି ଧରିବାକୁ 2 ଜଣ 'ପାଳିଆ' ଆଥାନ୍ତି ଗାୟକଙ୍କ ଗୀତର ଶେଷାଂଶ ବା ଢୁଆ ବା ଘୋଷାକୁ ଏମାନେ ବୋଲନ୍ତି ଓ ଝାଞ୍ଜ ବଜାଇଥାନ୍ତି । ପାଲାବାଲାମାନେ ନାନାପ୍ରକାର ବେଶରେ (ଅର୍ଥାତ୍ ମୁଣ୍ଡରେ ପଗଡ଼ି, ଦେହରେ ଚପ୍କନ୍ ପରି ବଡ଼ କୁର୍ତ୍ତା ଅଣ୍ଟାରେ ଘାଗରା ଓ ଗୋଡ଼ରେ ବଳା ବା ଘାଙ୍ଗୁର ପିନ୍ଧି ନାଚିଥାନ୍ତି । ପୁସ୍ତକ ସାହା୍ୟଯରେ ୟେଉଁ ପାଲା ବୋଲାଯାଏ ଓ ପୂଜା କରାଯାଏ ତାକୁ ପୋଥିପାଲା ବା ପୋଥିପୂଜା ବୋଲାଯାଏ । ପୁସ୍ତକର ବିନା ସାହା୍ୟଯରେ ଗାୟକ ଓ ନର୍ତ୍ତକମାନେ ବାଜା ବଜାଇ ଯାହାକୁ ବୋଲି ଅଭିନଯ କରନ୍ତି ତାକୁ ଠିଆପୂଜା ବା ଠିଆପାଲା ବୋଲାଯାଏ । ଏକ ଦଳ ପାଲାବାଲା ପାଲା ଅଭିନଯ କଲେ ତାକୁ 'ଗୋଟିକିଆ ପାଲା' କହନ୍ତି । ଦୁଇଦଳ ପ୍ରଦ୍ୱନ୍ଦୀ ହୋଇ ପାଲା ଅଭିନଯ କଲେ ତାକୁ 'ଜାଉଁଳି ପାଲା' ବା ' ଜାଉଳି ପୂଜା' କହନ୍ତି ଏକାଧିକ ଦଳ ପ୍ରତିଦ୍ଵନ୍ଦୀ ହୋଇ ପାଲା କଲେ ତାକୁ 'ବାଦୀ ପାଲା' ବହା 'ଲଢ଼େଇ ପାଲା' ବୋଲାଯାଏ । ପାଲା ଅଭିନୟକାରୀମାନଙ୍କ ମଧ୍ୟରେ ଜଣେ 'ଗାୟକ', ଜଣେ 'ଗାୟକ', ଜଣେ 'ଶିରପାଳିଆ' ଓ ଦୁଇ ବା ୩ ଜଣ 'ପାଳିଆ' ଥାଆନ୍ତି । କବିକର୍ଣ୍ଣଙ୍କ ରଚିତ 'ପାଲା'ମାନଙ୍କ ଭାଷା ବଙ୍ଗଳା ଓ ଉକ୍ତ ଭାଷାରେ ଫାରସୀ ଶବ୍ଦର ବହୁଳତା (ୟଥା: ବାଦସା, ଉବୀର, କାଲାମ, ମୋଲାକାତ, ସଲାମ, ହକିକତ, ଦିଲଖୋସ ଓ ହାସିଲ ୍ୟଦି ଶବ୍ଦ) ଦେଖାଯାଏ ଓ ବେଳେ ବେଳେ ଫାରସୀ ଭାଷାରେ ବାକ୍ଯ୍ୟମଧ୍ୟ ଦେଖାଯାଏ କବିକର୍ଣ୍ଣଙ୍କ ବିରଚିତ ପାଲା ବଙ୍ଗାଳା ଓ ଉର୍ଦ୍ଦୁ ଭାଷାର 'ଖେଚାଡ଼ି'; ତାହା ପୁଣି ବଙ୍ଗଳା ଅନଭିଜ୍ଞ ଓଡ଼ିଆଙ୍କ ମୁହଁରେ ବଙ୍ଗଳା, ଉର୍ଦ୍ଦୁ ଓ ଓଡ଼ିଆ ମିଶା 'ପଲାଉ' ହୁଏ ତହିଁରୁ କେତେକଗୁଡ଼ିଏ ଧାଡ଼ିର ଉଦାହରଣ ନିମ୍ନରେ ଲିଖିତ:

ଶୁନ ସର୍ବେ ବିରାଦରେ ପୀରେର କାଲାମ୍ ନିଯତ ହାସଲ୍ ହୁଏ,
ଫତେ ହୁଏ କାମ୍ ଇଯାର୍ ପିଯାର୍ ଭାଇ ସକଲେ ଶୁନତ ୟେଉଁ ରୂପେ ଶ୍ୱେତ ବସନ୍ତ ପାଲା ହକିକତ ହରି ହରି ବୋଲ ଦିଅ ସବୁ ସଭଜନ ବିପତ୍ତି ପଡ଼ିଲେ ରଖେ ସତ୍ୟ ନାରାୟନ
ଯାର ଘରେ ହୁଏ ପୂଜା ସାହେବେର ନାମ୍ ବଢ଼ାଏ ଦୌଲତ ତାର ଫତେ କରେ କାମ ଶ୍ରୀ କବି ବର୍ଣ୍ଣେତେ ଗାଏ ନାରାୟଣରେ ପାୟ ହରି ହରି ବୋଲ ସର୍ବେ ପାଲା ହଇଲ ସାୟ

ସାଧାରଣତଃ 'ପାଲା ଗୀତ' ପ୍ରତ୍ୟେକ 1୪ ଅକ୍ଷର ୟୁକ୍ତ ଦୁଇଟି ଧାଡ଼ିରେ ରଚିତ, କିନ୍ତୁ ମଝିରେ ମଝିରେ ଏକାଦାଣ୍ଡିଆ (monotony) ଭାଙ୍ଗିବା ପାଇଁ:

"ରଜନୀର ଅବଶେଷେ ଗ୍ରାମର
ଭିତରେ ପଶେ ଚନ୍ଦ୍ର ହାସ ରାଜାର କୁମାର"

୮ ଅକ୍ଷରିଆ ୨ ପାଦ ଓ ୧ ଅକ୍ଷରିଆ ଏକପାଦ ୟୁକ୍ତ 'ତ୍ରିପଦୀ' ଦ୍ୱଯ ସମ୍ବଳିତ ଗୀତ ମଧ୍ୟ ବୋଲାଯାଏ । ଗଳ୍ପର ପ୍ରସଙ୍ଗ ଓ ଅବସର କ୍ରମେ ପାଇଲାମାନେ ଏଥିରେ ଯମକ, ଅନୁପ୍ରାସ, ବ୍ୟାଘ୍ରଗତି, ମେଷ ୟୁଦ୍ଧ ଅବନା ଆଦି ଶବ୍ଦ ଅବରସ୍ ପୂର୍ଣ୍ଣ ପ୍ରାଚୀନ ସଙ୍ଗୀତ, ଚଉପଦୀ, ଡାହିକା, ଭଜନ, ବନ୍ଦନା ଆଦି ଲଗାଇ 'ପାଲାକୁ' ଜମକ୍ କରନ୍ତି ଓ କେତେକ ଗାୟକଙ୍କର ଅଭିଧାନ, ଅଳଙ୍କାର କାବ୍ୟନାଟକ, ଚମ୍ପୁ ଆଦିରେ ଅସାଧାରଣ ପାଣ୍ଡିତ୍ୟ ଦେଖାଯାଏ ଓ କେତେକଙ୍କଠାରେ ଆଶୁକବିତ୍ଵ ମଧ୍ୟ ଲକ୍ଷିତ ହୁଏ ।

ଆଧାର

  1. ପ୍ରହରାଜ, ଗୋପାଳ ଚନ୍ଦ୍ର. "ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ". dsal.uchicago.edu. Retrieved 17 April 2013. ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗ ମୃଦଙ୍ଗ ବଜାନ୍ତି