"ଋତୁସ୍ରାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
→‎ସମ୍ୟକ ଦୃଷ୍ଟିପାତ: ଶାରୀରିକ ଅନୁଭୁତି ଲେଖାଗଲା
୭ କ ଧାଡ଼ି: ୭ କ ଧାଡ଼ି:
[[File:MenstrualCycle2 en.svg|thumb|right|350px|[[Menstrual cycle]]]]
[[File:MenstrualCycle2 en.svg|thumb|right|350px|[[Menstrual cycle]]]]
ନିୟମିତ ଋତୁସ୍ରାବ ପ୍ରାୟ ୩ ରୁ ୫ ଦିନ ପର୍ଯ୍ୟନ୍ତ ହୁଏ କିନ୍ତୁ ୨ ରୁ ୭ ଦିନ ପର୍ଯ୍ୟନ୍ତ ସାଧାରଣ<ref name="US-typical">{{cite web|title=Menstruation and the Menstrual Cycle|url=http://www.4woman.gov/faq/menstru.htm#4|accessdate=11 June 2005|publisher=Womenshealth.gov|date=November 2002|archiveurl=http://web.archive.org/web/20070302205256/http://www.4woman.gov/faq/menstru.htm|archivedate=2 Mar 2007}}</ref> ବୋଲି ଧରାଯାଏ । ଋତୁସ୍ରାବର ପ୍ରଥମ ଦିନଠାରୁ ଆରମ୍ଭ କରି ପରବର୍ତ୍ତୀ ଋତୁସ୍ରାବ ଆରମ୍ଭ ପର୍ଯ୍ୟନ୍ତ ସମୟକୁ ଋତୁ ଚକ୍ର (Menstrual cycle) କୁହାଯାଏ । ଏହା ୨୮ ଦିନ ସମୟ ନିଏ କିନ୍ତୁ ୨୧ ରୁ ୩୫ ଦିନ ସମୟକୁ ସାଧାରଣ (Normal) <ref>{{cite web|last=American Congress of Obstetricians and Gynecologists|title=Menstruation in girls and adolescents: Using the menstrual cycle as a vital sign|url=http://www.acog.org/Resources_And_Publications/Committee_Opinions/Committee_on_Adolescent_Health_Care/Menstruation_in_Girls_and_Adolescents_-_Using_the_Menstrual_Cycle_as_a_Vital_Sign|publisher=ACOG}}</ref> ବୋଲି ଧରାଯାଏ । କୁଆଁରୀ ସମୟରେ ୨୧ ରୁ ୪୫ ଦିନ ପର୍ଯ୍ୟନ୍ତ ଋତୁ ଚକ୍ର ହୋଇ ପାରେ । ଋତୁସ୍ରାବ ପୂର୍ବରୁ ସ୍ତନ ପୀଡ଼ା ଫୁଲା ଓ ବ୍ରଣ ଇତ୍ୟଦି ଲକ୍ଷଣମାନଙ୍କୁ ଋତୁସ୍ରାବ ପୂର୍ବ ମୋଲିମିନା (Premenstrual '''molimina''')<ref>https://en.wiktionary.org/wiki/molimina</ref> କୁହାଯାଏ । <br />

ସାଧାରଣତଃ ଋତୁସ୍ରାବ ପରିମାଣ ୩୫ ମିଲି.ଲି (ବଡ଼ ଚା ଚାମଚରେ ୨.୪ ଚାମଚ) ହୋଇଥିଲେ ମଧ୍ୟ ୧୦ ରୁ ୮୦ ମିଲି.ଲି ପରିମାଣକୁ ନର୍ମାଲ ବା ସାଧାରଣ ବୋଲି ଧରାଯାଏ । ଏହି ସ୍ରାବକୁ ଋତୁ ତରଳ ପଦାର୍ଥ କହିବା ଅଧିକ ସମିଚୀନ ହେବ । ଏହି ପଦାର୍ଥରେ କିଛି ପରିମାଣ ରକ୍ତ, ଜରାୟୁ ମୂଖର ଝିଲ୍ଲୀ, ଜୋନୀପଥ ସ୍ରାବ, ଓ ଜରାୟୁର ଭିତର ଆସ୍ତରଣର ତନ୍ତୁ ଥାଏ । ଏହି ସ୍ରାବର ରଙ୍ଗ ବ୍ରାଉନ ଲାଲ ହୁଏ, ଶୀରା ରକ୍ତଠାରୁ ଟିକିଏ ଗାଢ଼ ।

== ଶାରୀରିକ ଅନୁଭୁତି ==
ମହିଳାମାନଙ୍କର ଋତୁଚକ୍ର ସମୟରେ ହରମୋନ କମ ବେଶି ହେବା ଯୋଗୁ କେତେକ ଶାରୀରିକ ଲକ୍ଷଣ ଦେଖାଯାଏ । [[ଋତୁସ୍ରାବ]] ସମୟରେ ଓ ପୂର୍ବରୁ [[ଜରାୟୁ]]ର ମାଂସପେଶୀ ସଙ୍କୋଚନ ହେତୁ [[କ୍ରାମ୍ପ]] ହୁଏ ଓ ଯନ୍ତ୍ରଣା ହୁଏ । କେତେକ ମହିଳା ଥକ୍କା ଅନୁଭବ କରନ୍ତି, ସ୍ତନ ଦରଜ ହୁଏ, ବାନ୍ତି ଲାଗେ ଓ ଯୌନ ଇଚ୍ଛାରେ ପରିବର୍ତ୍ତନ ହୁଏ । ଜଳୀୟ ଅଂଶ ଅଧିକ ହେବାରୁ ସ୍ତନ ଫୁଲି ଯାଏ ଓ ଅଶ୍ଵସ୍ତି ଲାଗେ । ଏହି ଅନୁଭୁତି ଗୁଡ଼ିକ ବହୁତ କମ ହୁଏ । କମ ପରିମାଣର ଲୁଣ, କେଫିନ ଓ ମଦ୍ୟପାନ କରିବା ସହ ସ୍ଵାସ୍ଥ୍ୟପ୍ରଦ ଖାଦ୍ୟ ଖାଇବା ଦ୍ଵାରାଏହି ଲକ୍ଷଣ କମିଯାଏ <ref>{{cite web|title=Water retention: Relieve this premenstrual symptom|url=http://www.mayoclinic.com/health/water-retention/WO00130|publisher=Mayo Clinic|accessdate=20 September 2011}}</ref>। ଏହି ଲକ୍ଷଣ ସମୁହ ସବୁ ଋତୁସ୍ରାବ ସମୟରେ ସମାନ ଅନୁଭୁତ ହୁଏ ନାହିଁ ଓ ସବୁ ମହିଳାଙ୍କର ସମାନ ଅନୁଭୁତି ହୁଏ ନାହିଁ । ଏହା ଯୋଗୁ ଦୈନନ୍ଦିନ କାର୍ଯ୍ୟରେ ବାଧା ହେଲେ ତାହାକୁ [[ପ୍ରିମେନସ୍ଟ୍ରୁଆଲ ଡିସଫୋରିକ ଡିଜଅର୍ଡର]] ([[ premenstrual dysphoric disorder]]) କହନ୍ତି । <br />
=== ଯନ୍ତ୍ରଣାଦାୟକ କ୍ରାମ୍ପ ===

== ଆଧାର ==
== ଆଧାର ==
{{ଆଧାର}}
{{ଆଧାର}}

୧୯:୫୯, ୧୨ ଡିସେମ୍ବର ୨୦୧୩ ଅନୁସାରେ କରାଯାଇଥିବା ବଦଳ

ଏହି ବିଷୟ ମାନବ ମହିଳାଙ୍କର ଋତୁସ୍ରାବ ସମ୍ବନ୍ଧରେ ଲିଖିତ । ମନୁଷ୍ୟ ବ୍ୟତୀତ ଅନ୍ୟ ସ୍ତନ୍ୟପାୟୀଙ୍କର ଋତୁସ୍ରାବ ବିଷୟରେ ପଢ଼ିବା ନିମନ୍ତେ ଋତୁସ୍ରାବ (ସ୍ତନ୍ୟପାୟି) ଦେଖନ୍ତୁ ।
ପ୍ରତିଶବ୍ଦ - ମାସିକିଆ, ପିରିଅଡ଼; ଇଂରାଜୀରେ monthly, period[୧][୨] ଋତୁସ୍ରାବ (Menstruation) ଅର୍ଥ ମହିଳାଙ୍କର ଜରାୟୁରୁ ବିର୍ଗତ ଯୋନିପଥ ଦେଇ ବାହାରୁଥିବା ମାସିକିଆ ଜରାୟୁ ଝିଲ୍ଲି ଓ ରକ୍ତସ୍ରାବକୁ ବୁଝାଏ । ଏହା ପ୍ରଥମ ଯୌନ ପୂର୍ଣ୍ଣତା ପ୍ରାପ୍ତ ସମୟରୁ ଋତୁସ୍ରାବ ଆରମ୍ଭ ହୋଇ ଋତୁ ବିରତି ପର୍ଯ୍ୟନ୍ତ ଚାଲୁ ରହେ । ଋତୁ ବିରତି ହେଲେ ପ୍ରଜନନ କ୍ଷମତାର ଅନ୍ତ ହେବ ଧରାଯାଏ ।
ମହିଳାଙ୍କର ଗର୍ଭାଧାନ ସମୟରେ ଓ ଛୁଆକୁ ସ୍ତନ୍ୟପାନ କରେଇବା ସମୟରେ ଋତୁସ୍ରାବ ବନ୍ଦ ରହେ । ଏହି ସମସ୍ତ ଅଭାବରେ ଯଦି ଋତୁସ୍ରାବ ୯୦ ଦିନରୁ ବେଶୀ ସମୟ ଧରି ନ ହୁଏ ତେବେ ଡାକ୍ତରୀ ପରୀକ୍ଷା ଆବଶ୍ୟକ ହୁଏ କାରଣ ଅନେକ କିସମର ସ୍ଵାସ୍ଥ୍ୟଗତ ସମସ୍ୟା ଉପୁଜେ ।

ସମ୍ୟକ ଦୃଷ୍ଟିପାତ

Menstrual cycle

ନିୟମିତ ଋତୁସ୍ରାବ ପ୍ରାୟ ୩ ରୁ ୫ ଦିନ ପର୍ଯ୍ୟନ୍ତ ହୁଏ କିନ୍ତୁ ୨ ରୁ ୭ ଦିନ ପର୍ଯ୍ୟନ୍ତ ସାଧାରଣ[୩] ବୋଲି ଧରାଯାଏ । ଋତୁସ୍ରାବର ପ୍ରଥମ ଦିନଠାରୁ ଆରମ୍ଭ କରି ପରବର୍ତ୍ତୀ ଋତୁସ୍ରାବ ଆରମ୍ଭ ପର୍ଯ୍ୟନ୍ତ ସମୟକୁ ଋତୁ ଚକ୍ର (Menstrual cycle) କୁହାଯାଏ । ଏହା ୨୮ ଦିନ ସମୟ ନିଏ କିନ୍ତୁ ୨୧ ରୁ ୩୫ ଦିନ ସମୟକୁ ସାଧାରଣ (Normal) [୪] ବୋଲି ଧରାଯାଏ । କୁଆଁରୀ ସମୟରେ ୨୧ ରୁ ୪୫ ଦିନ ପର୍ଯ୍ୟନ୍ତ ଋତୁ ଚକ୍ର ହୋଇ ପାରେ । ଋତୁସ୍ରାବ ପୂର୍ବରୁ ସ୍ତନ ପୀଡ଼ା ଫୁଲା ଓ ବ୍ରଣ ଇତ୍ୟଦି ଲକ୍ଷଣମାନଙ୍କୁ ଋତୁସ୍ରାବ ପୂର୍ବ ମୋଲିମିନା (Premenstrual molimina)[୫] କୁହାଯାଏ ।
ସାଧାରଣତଃ ଋତୁସ୍ରାବ ପରିମାଣ ୩୫ ମିଲି.ଲି (ବଡ଼ ଚା ଚାମଚରେ ୨.୪ ଚାମଚ) ହୋଇଥିଲେ ମଧ୍ୟ ୧୦ ରୁ ୮୦ ମିଲି.ଲି ପରିମାଣକୁ ନର୍ମାଲ ବା ସାଧାରଣ ବୋଲି ଧରାଯାଏ । ଏହି ସ୍ରାବକୁ ଋତୁ ତରଳ ପଦାର୍ଥ କହିବା ଅଧିକ ସମିଚୀନ ହେବ । ଏହି ପଦାର୍ଥରେ କିଛି ପରିମାଣ ରକ୍ତ, ଜରାୟୁ ମୂଖର ଝିଲ୍ଲୀ, ଜୋନୀପଥ ସ୍ରାବ, ଓ ଜରାୟୁର ଭିତର ଆସ୍ତରଣର ତନ୍ତୁ ଥାଏ । ଏହି ସ୍ରାବର ରଙ୍ଗ ବ୍ରାଉନ ଲାଲ ହୁଏ, ଶୀରା ରକ୍ତଠାରୁ ଟିକିଏ ଗାଢ଼ ।

ଶାରୀରିକ ଅନୁଭୁତି

ମହିଳାମାନଙ୍କର ଋତୁଚକ୍ର ସମୟରେ ହରମୋନ କମ ବେଶି ହେବା ଯୋଗୁ କେତେକ ଶାରୀରିକ ଲକ୍ଷଣ ଦେଖାଯାଏ । ଋତୁସ୍ରାବ ସମୟରେ ଓ ପୂର୍ବରୁ ଜରାୟୁର ମାଂସପେଶୀ ସଙ୍କୋଚନ ହେତୁ କ୍ରାମ୍ପ ହୁଏ ଓ ଯନ୍ତ୍ରଣା ହୁଏ । କେତେକ ମହିଳା ଥକ୍କା ଅନୁଭବ କରନ୍ତି, ସ୍ତନ ଦରଜ ହୁଏ, ବାନ୍ତି ଲାଗେ ଓ ଯୌନ ଇଚ୍ଛାରେ ପରିବର୍ତ୍ତନ ହୁଏ । ଜଳୀୟ ଅଂଶ ଅଧିକ ହେବାରୁ ସ୍ତନ ଫୁଲି ଯାଏ ଓ ଅଶ୍ଵସ୍ତି ଲାଗେ । ଏହି ଅନୁଭୁତି ଗୁଡ଼ିକ ବହୁତ କମ ହୁଏ । କମ ପରିମାଣର ଲୁଣ, କେଫିନ ଓ ମଦ୍ୟପାନ କରିବା ସହ ସ୍ଵାସ୍ଥ୍ୟପ୍ରଦ ଖାଦ୍ୟ ଖାଇବା ଦ୍ଵାରାଏହି ଲକ୍ଷଣ କମିଯାଏ [୬]। ଏହି ଲକ୍ଷଣ ସମୁହ ସବୁ ଋତୁସ୍ରାବ ସମୟରେ ସମାନ ଅନୁଭୁତ ହୁଏ ନାହିଁ ଓ ସବୁ ମହିଳାଙ୍କର ସମାନ ଅନୁଭୁତି ହୁଏ ନାହିଁ । ଏହା ଯୋଗୁ ଦୈନନ୍ଦିନ କାର୍ଯ୍ୟରେ ବାଧା ହେଲେ ତାହାକୁ ପ୍ରିମେନସ୍ଟ୍ରୁଆଲ ଡିସଫୋରିକ ଡିଜଅର୍ଡର (premenstrual dysphoric disorder) କହନ୍ତି ।

ଯନ୍ତ୍ରଣାଦାୟକ କ୍ରାମ୍ପ

ଆଧାର

  1. Logan, Carolyn (April 15, 1997). "Take Your Choice". Counterbalance: Gendered Perspectives on Writing and Language. p. 41. ISBN 1551111276. Retrieved February 18, 2013.
  2. Jurgens, Janice J.; Powers, Bethel A. (1992). "An Exploratory Study of the Menstrual Euphemisms, Beliefs and Taboos of Head Start Mothers". In Sampselle, Carolyn M. (ed.). Violence Against Women: Nursing Research, Education, and Practice Issues. p. 37. ISBN 1560322179. Retrieved February 18, 2013.
  3. "Menstruation and the Menstrual Cycle". Womenshealth.gov. November 2002. Archived from the original on 2 Mar 2007. Retrieved 11 June 2005.
  4. American Congress of Obstetricians and Gynecologists. "Menstruation in girls and adolescents: Using the menstrual cycle as a vital sign". ACOG.
  5. https://en.wiktionary.org/wiki/molimina
  6. "Water retention: Relieve this premenstrual symptom". Mayo Clinic. Retrieved 20 September 2011.