"ଚଢ଼େଇଆ ନାଚ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Aditya Mahar (ଆଲୋଚନା | ଅବଦାନ) ଟିକେ removed Category:ଓଡ଼ିଶାର ନାଟ ଓ ସଙ୍ଗୀତ; added Category:ଓଡ଼ିଶାର ନୃତ୍ୟ ଓ ସଙ୍ଗୀତ using HotCat |
Hellohappy (ଆଲୋଚନା | ଅବଦାନ) ନୃତ୍ୟକଳା ବାବଦରେ ଅଧିକ ତଥ୍ୟ |
||
୧୪ କ ଧାଡ଼ି: | ୧୪ କ ଧାଡ଼ି: | ||
| participants = ଚଢ଼େଇଆ, ଚଢ଼େଇଆଣି |
| participants = ଚଢ଼େଇଆ, ଚଢ଼େଇଆଣି |
||
}} |
}} |
||
'''ଚଢ଼େଇଆ ନାଟ''' ବା '''ଚଢ଼େଇଆ ନାଚ''' ଏକ ପାରମ୍ପାରିକ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । |
'''ଚଢ଼େଇଆ ନାଟ''' ବା '''ଚଢ଼େଇଆ ନାଚ''' ଏକ ପାରମ୍ପାରିକ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହି ନୃତ୍ୟକଳାଟି ଦଣ୍ଡ ନାଚର ଏକ ପ୍ରକାରଭେଦ ଓ ମୟୂରଭଞ୍ଜ ଛଉ ନାଚ ସହିତ ଏହାର ବହୁ ସମାନତା ପରିଲେକ୍ଷିତ କରାଯାଏ ।<ref>http://ezccindia.org/orissa.html</ref> ଏହା ବିଶେଷକରି [[ଭଦ୍ରକ ଜିଲ୍ଲା|ଭଦ୍ରକ]], [[ବାଲେଶ୍ଵର ଜିଲା|ବାଲେଶ୍ଵର]] ଓ [[ମୟୂରଭଞ୍ଜ ଜିଲ୍ଲା|ମୟୂରଭଞ୍ଜ]]ର ଗ୍ରାମାଞ୍ଚଳରେ ପରିବେଷଣ କରାଯାଏ । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି । ନାଚ ମାଧ୍ୟମରେ ମଉସା ଓ ଚୌକିଆ ହାସ୍ୟ ଅଭିନୟକରି ଲୋକଙ୍କର ମନୋରଞ୍ଜନ କରିଥାନ୍ତି । ନାଚରେ ହାରମୋନିୟମ, ଢୋ଼ଲ ଓ କୁବୁଜି ଆଦି ବାଦ୍ୟଯନ୍ତ୍ରର ବ୍ୟବହାର କରାଯାଇଥାଏ । ପ୍ରୋସ୍ଚାହନର ଅଭାବ ତଥା ନୂତନ ପିଢିଙ୍କର ଅନାଗ୍ରହ ଏହି ଲୋକନୃତ୍ୟକୁ ବିଲୁପ୍ତପ୍ରାୟ ଅବସ୍ଥାକୁ ଆଣିସାରିଲାଣି । <ref>ସମାଜ ୨୬/୦୩/୨୦୧୪ ପୃଷ୍ଠା ୧୬</ref> |
||
== ଇତିହାସ == |
== ଇତିହାସ == |
୧୦:୫୬, ୨୬ ମାର୍ଚ୍ଚ ୨୦୧୪ ଅନୁସାରେ କରାଯାଇଥିବା ବଦଳ
ଚଢ଼େଇଆ ନାଟ | |
---|---|
ମାଧ୍ୟମ | ଗୀତ-ନାଟ |
ସଂସ୍କୃତି | ଓଡ଼ିଆ ଚଳଣି |
ସୃଷ୍ଟି | ବାଲେଶ୍ଵର, ଓଡ଼ିଶା ଭାରତ |
ଗୀତ-ସଙ୍ଗୀତ | ଚଢ଼େଇଆ ସଙ୍ଗୀତ |
କଳାକାର | ଚଢ଼େଇଆ, ଚଢ଼େଇଆଣି |
ଚଢ଼େଇଆ ନାଟ ବା ଚଢ଼େଇଆ ନାଚ ଏକ ପାରମ୍ପାରିକ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହି ନୃତ୍ୟକଳାଟି ଦଣ୍ଡ ନାଚର ଏକ ପ୍ରକାରଭେଦ ଓ ମୟୂରଭଞ୍ଜ ଛଉ ନାଚ ସହିତ ଏହାର ବହୁ ସମାନତା ପରିଲେକ୍ଷିତ କରାଯାଏ ।[୧] ଏହା ବିଶେଷକରି ଭଦ୍ରକ, ବାଲେଶ୍ଵର ଓ ମୟୂରଭଞ୍ଜର ଗ୍ରାମାଞ୍ଚଳରେ ପରିବେଷଣ କରାଯାଏ । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି । ନାଚ ମାଧ୍ୟମରେ ମଉସା ଓ ଚୌକିଆ ହାସ୍ୟ ଅଭିନୟକରି ଲୋକଙ୍କର ମନୋରଞ୍ଜନ କରିଥାନ୍ତି । ନାଚରେ ହାରମୋନିୟମ, ଢୋ଼ଲ ଓ କୁବୁଜି ଆଦି ବାଦ୍ୟଯନ୍ତ୍ରର ବ୍ୟବହାର କରାଯାଇଥାଏ । ପ୍ରୋସ୍ଚାହନର ଅଭାବ ତଥା ନୂତନ ପିଢିଙ୍କର ଅନାଗ୍ରହ ଏହି ଲୋକନୃତ୍ୟକୁ ବିଲୁପ୍ତପ୍ରାୟ ଅବସ୍ଥାକୁ ଆଣିସାରିଲାଣି । [୨]
ଇତିହାସ
ଚଢ଼େଇଆ ହେଉଛନ୍ତି କେଳା ଓ ଶବର । ସେମାନେ ବଣ ଜଙ୍ଗଲରୁ ଚଢ଼େଇ ଧରି ବିକିବା, ସାପ ଧରି ଗାଁ ଗଣ୍ଡାରେ ସାପ ଖେଳାଇ ଜୀବନ ଚଳାଇଥାନ୍ତି । କେଳୁଣି ବା ଶବରୁଣି ଗାଁ ରେ ବୁଲି ଚିତା କୁଟାଇଥାନ୍ତି । ସେମାନଙ୍କର ଜୀବନ ଜୀବିକା ଚଳଣି ଓ ପରମ୍ପରାକୁ ନେଇ ଚଢ଼େଇଆ ନାଟର ଆରମ୍ଭ ।[୩]
ଚଢ଼େଇଆ ସଙ୍ଗୀତ
ଚଢ଼େଇଆ ନାଟବେଳେ ବୋଲାଯାଉଥିବା ଗୀତକୁ ଚଢ଼େଇଆ ସଙ୍ଗୀତ କୁହାଯାଏ ।
ସୁସଙ୍ଗୀ, ସୁରଙ୍ଗୀ, ସୁରସ, ପ୍ରେମାଂଶ
ଭଙ୍ଗା ସଂଗିନୀ ମୋ ଗଳାର ହାର ରସିକା ରମଣୀ ରସ ବିଲାସିନୀ
ଚାଷୀ-ମୋହିନୀ ମୋ ପ୍ରୀତି ସୁଧାର ॥