"ଗୁଣପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Coordinates: 19°05′N 83°49′E / 19.08°N 83.82°E / 19.08; 83.82
ଉଇକିପିଡ଼ିଆ‌ରୁ
Content deleted Content added
No edit summary
୩୯ କ ଧାଡ଼ି: ୩୯ କ ଧାଡ଼ି:
* ବଡନାଳ ଡ୍ୟାମ
* ବଡନାଳ ଡ୍ୟାମ
* ଗୁଣପୁର ଜଗନ୍ନାଥ ମନ୍ଦିର ଏବଂ ନିକଟସ୍ଥ ପିକନିକ ଜାଗା
* ଗୁଣପୁର ଜଗନ୍ନାଥ ମନ୍ଦିର ଏବଂ ନିକଟସ୍ଥ ପିକନିକ ଜାଗା
* ନିକଟସ୍ଥ ଭିମପୁରରେ ଥିବା [[ଭୀମଶଙ୍କର ଜ୍ୟୋତିର୍ଲିଙ୍ଗ(ଡାକିନ୍ୟାଂ), ଭୀମପୁର|ଭୀମଶଙ୍କର ଜ୍ୟୋତିର୍ଲିଙ୍ଗ(ଡାକିନ୍ୟାଂ) ମନ୍ଦିର]] ।
* ନିକଟସ୍ଥ ଭୀମପୁରରେ ଥିବା [[ଭୀମଶଙ୍କର ଜ୍ୟୋତିର୍ଲିଙ୍ଗ(ଡାକିନ୍ୟାଂ), ଭୀମପୁର|ଭୀମଶଙ୍କର ଜ୍ୟୋତିର୍ଲିଙ୍ଗ (ଡାକିନ୍ୟାଂ) ମନ୍ଦିର]] ।


== ଆଧାର ==
== ଆଧାର ==

୦୧:୩୯, ୨ ଡିସେମ୍ବର ୨୦୧୪ ଅନୁସାରେ କରାଯାଇଥିବା ବଦଳ

ଗୁଣୁପୁର
—  ସହର  —
ଗୁଣୁପୁର
ଗୁଣୁପୁରର ଅବସ୍ଥାନ
ଓଡ଼ିଶାରେ ଓ ଭାରତ
ଦିଗବାରେଣି 19°05′N 83°49′E / 19.08°N 83.82°E / 19.08; 83.82
ଦେଶ ଭାରତ
ରାଜ୍ୟ ଓଡ଼ିଶା
ଭାରତର ଜିଲାସବୁ ରାୟଗଡ଼ା
ଲୋକସଂଖ୍ୟା ୨୪,୭୦୬ (2011)
ସମୟ ଜୋନ ଆ.ଏସ.ଟି (ୟୁଟିସି +୫.୩୦)
ପରିସୀମା

ସମୁଦ୍ର ପତ୍ତନଠାରୁ ଉଚ୍ଚତା


83 metres (272 ft)

କୋଡ଼

ଗୁଣୁପୁର,ରାୟଗଡ଼ା ଜିଲ୍ଲାର ଏକ ପ୍ରମୁଖ ସହର ଓ ଗୁଣୁପୁର ଉପଖଣ୍ଡର (ସବ୍‌ ଡିଭିଜନ୍) ସଦର ମହକୁମା ଅଟେ ।

ଇତିହାସ

ଗୁଣପୁର ସହରଟି ପ୍ରଥମେ ଛୋଟ ଏକ ଗାଁ କାମ୍ପଗୁଡା ନାମରେ ପରିଚିତ ଥିଲା । ବର୍ତ୍ତମାନ ସହରରେ ସଂଖ୍ୟାଧିକ ଲୋକ ମୂଖ୍ୟତଃ ଓଡିଆ ଏବଂ ତେଲୁଗୁ କହନ୍ତି । ଆଦିବାସୀ ସଂପ୍ରଦାୟ ସୌରା ଏବଂ କୁଇ ଭାଷା ବ୍ୟବହାର କରନ୍ତି । ଗୂଣପୁରର ସରକାରୀ ହାଇସ୍କୁଲ ଟି ଜିଲ୍ଲାର ସର୍ବପ୍ରାଚୀନ ଉଚ୍ଚ ବିଦ୍ୟାଳୟ ମଧ୍ୟରୁ ଅନ୍ୟତମ । ସ୍ଥାନୀୟ ଗୁଣୁପୁର ମହାବିଦ୍ୟାଳୟ ୧୯୭୩ ମସିହାରେ ପ୍ରତିଷ୍ଠା ହୋଇଥିଲା ।

ଭୂଗୋଳ

ଗୁଣପୁରର ଭୌଗୋଳିକ ଅବସ୍ଥିତି ହେଉଛି ଦ୍ରା: 19.08°N , ଅ: 83.82°E ।[୧] ସମୁଦ୍ର ପତ୍ତନରୁ ଏହାର ଉଚ୍ଚତା 83 ମିଟର(272 ft)। ବଂଶଧାରା ନଦୀ କୁଳରେ ଅବସ୍ଥିତ ଏହି ସହରଟି ସମତଳ ଓ ପାହାଡିଆ ଅଞ୍ଚଳକୁ ନେଇ ଗଠିତ । ରାଜ୍ୟ ସଡକପଥ SH-17 ଦ୍ବାରା ଏହି ସହର ରାଜ୍ୟର ଅନ୍ୟାନ୍ୟ ସହର ସହ ସଂଯୁକ୍ତ । ପୂର୍ବତଟ ରେଳପଥ, ଏକ ୯୦ କି:ମି:ର ବ୍ରଡଗେଜ ଲାଇନରେ ଗୂଣପୁର ଏବଂ ପଲାସାକୁ ସଂଯୋଗ କରୁଅଛି ।

ଦର୍ଶନୀୟ ସ୍ଥାନ

ଜଗନ୍ନାଥ ମନ୍ଦିର, ଗୁଣୁପୁର

ଗୁଣପୁର ନିକଟରେ ଥିବା ପଦ୍ମପୁରର ଶିବ ମନ୍ଦିର ଏକ ଦର୍ଶନୀୟ ସ୍ଥାନ ଅଟେ । କ: ନାଗଭୁଷଣ ପଟନାୟକ ଗୁଣପୁ୍ରରେ ଶେଷ ଜୀବନ ଅତିବାହିତ କରିଥିଲେ । ଅନ୍ୟାନ୍ୟ ଦର୍ଶନୀୟ ସ୍ଥାନ ଗୁଡିକ ହେଲା :-

ଆଧାର

ବାହାର ଲିଙ୍କ