"ରକ୍ତହୀନତା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଏହି ବିଷୟକୁ ଅପଡେଟ କରାଗଲା
୧୪ କ ଧାଡ଼ି: ୧୪ କ ଧାଡ଼ି:
}}
}}
ପ୍ରତିଶବ୍ଦ - ଆନିମିଆ, ରକ୍ତ କ୍ଷୀଣତା<br />
ପ୍ରତିଶବ୍ଦ - ଆନିମିଆ, ରକ୍ତ କ୍ଷୀଣତା<br />
'''ରକ୍ତହୀନତା''' ଶବ୍ଦର ଆକ୍ଷରିକ ଅର୍ଥ ଅଳ୍ପ ରକ୍ତ ହେଲେ ମଧ୍ୟ ପ୍ରକୃତରେ ରକ୍ତରେ ଥିବା [[ଲୋହିତ ରକ୍ତ କଣିକା]] ଅଳ୍ପ ତଥା ତୃଟିଯୁକ୍ତ ଥିଲେ ବା [[ହେମୋଗ୍ଲୋବିନ]] ପରିମାଣ କମ ଥିଲେ ରକ୍ତହୀନତା ରୋଗ ନିର୍ଣ୍ଣୟ କରାଯାଏ<ref name=medterms>[http://www.medterms.com/script/main/art.asp?articlekey=15491 MedicineNet.com --> Definition of Anemia] Last Editorial Review: 12/9/2000 8:31:00 AM</ref><ref name=merriam>[http://www.merriam-webster.com/dictionary/anemia merriam-webster dictionary --> anemia] Retrieved on May 25, 2009</ref> । ହେମୋଗ୍ଲୋବିନର [[ଅମ୍ଳଜାନ]] ଗ୍ରହଣ କରିବା ଶକ୍ତି କମ ଥିଲେ ମଧ୍ୟ ରକ୍ତହୀନତା କୁହାଯାଏ । ଇଂରାଜୀରେ ଏହି ରୋଗକୁ ଆନିମିଆ କହନ୍ତି । ଆନିମିଆ ଶବ୍ଦଟି ପୁରୁଣା [[ଗ୍ରୀକ]] ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood")। ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନ ଫୁସଫୁସରୁ ଅମ୍ଳଜାନ ସଂଗ୍ରହ କରି ସାରା ଶରୀରରେ ଥିବା [[କ୍ୟାପିଲାରି]] ବା [[ଅତି ସୂକ୍ଷ୍ମ ରକ୍ତ ନଳୀ]] (Capillary) ପର୍ଯ୍ୟନ୍ତ ବହନ କରେ ଓ ଦେହର ସମୁଦାୟ ଜୀବକୋଷଙ୍କୁ ବାଣ୍ଟେ । ଏଣୁ ଆନିମିଆ ହେଲେ ହେମୋଗ୍ଲୋବିନ ପରିମାଣ କମିଯାଏ ଯାହାକୁ [[ହାଇପୋକ୍ସିଆ]] କହନ୍ତି । ପ୍ରତ୍ୟେକ ଜୀବକୋଷ ବଞ୍ଚିବା ନିମନ୍ତେ ଅମ୍ଳଜାନ ଆବଶ୍ୟକ କରେ, ଏଣୁ ହେମୋଗ୍ଲୋବିନ ଅଭାବରେ ଅମ୍ଳଜାନ ଅଭାବ ହୁଏ ଓ ଏହାର ଅଭାବ ହେଲେ ଅନେକ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
'''ରକ୍ତହୀନତା''' ଶବ୍ଦର ଆକ୍ଷରିକ ଅର୍ଥ ଅଳ୍ପ ରକ୍ତ ହେଲେ ମଧ୍ୟ ପ୍ରକୃତରେ ରକ୍ତରେ ଥିବା [[ଲୋହିତ ରକ୍ତ କଣିକା]] ଅଳ୍ପ ତଥା ତୃଟିଯୁକ୍ତ ଥିଲେ ବା [[ହେମୋଗ୍ଲୋବିନ]] ପରିମାଣ କମ ଥିଲେ ରକ୍ତହୀନତା ରୋଗ ନିର୍ଣ୍ଣୟ କରାଯାଏ<ref name=medterms>[http://www.medterms.com/script/main/art.asp?articlekey=15491 MedicineNet.com --> Definition of Anemia] Last Editorial Review: 12/9/2000 8:31:00 AM</ref><ref name=merriam>[http://www.merriam-webster.com/dictionary/anemia merriam-webster dictionary --> anemia] Retrieved on May 25, 2009</ref>><ref>{{cite book|title=Stedman's medical dictionary|date=2006|publisher=Lippincott Williams & Wilkins|location=Philadelphia|isbn=9780781733908|page=Anemia|edition=28th ed.}}</ref> । ହେମୋଗ୍ଲୋବିନର [[ଅମ୍ଳଜାନ]] ଗ୍ରହଣ କରିବା ଶକ୍ତି କମ ଥିଲେ ମଧ୍ୟ ରକ୍ତହୀନତା କୁହାଯାଏ ।]].<ref>{{cite book|first1=[edited by] Bernadette F. Rodak|title=Hematology : clinical principles and applications|date=2007|publisher=Saunders|location=Philadelphia|isbn=9781416030065|page=220|edition=3. ed.|url=http://books.google.ca/books?id=6sfacydDNsUC&pg=PA220}}</ref> ଇଂରାଜୀରେ ଏହି ରୋଗକୁ [[ଆନିମିଆ]] କହନ୍ତି । ଆନିମିଆ ଶବ୍ଦଟି ପୁରୁଣା [[ଗ୍ରୀକ]] ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood")। ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନ ଫୁସଫୁସରୁ ଅମ୍ଳଜାନ ସଂଗ୍ରହ କରି ସାରା ଶରୀରରେ ଥିବା [[କ୍ୟାପିଲାରି]] ବା [[ଅତି ସୂକ୍ଷ୍ମ ରକ୍ତ ନଳୀ]] (Capillary) ପର୍ଯ୍ୟନ୍ତ ବହନ କରେ ଓ ଦେହର ସମୁଦାୟ ଜୀବକୋଷଙ୍କୁ ବାଣ୍ଟେ । ଏଣୁ ଆନିମିଆ ହେଲେ ହେମୋଗ୍ଲୋବିନ ପରିମାଣ କମିଯାଏ ଯାହାକୁ [[ହାଇପୋକ୍ସିଆ]] କହନ୍ତି । ପ୍ରତ୍ୟେକ ଜୀବକୋଷ ବଞ୍ଚିବା ନିମନ୍ତେ ଅମ୍ଳଜାନ ଆବଶ୍ୟକ କରେ, ଏଣୁ ହେମୋଗ୍ଲୋବିନ ଅଭାବରେ ଅମ୍ଳଜାନ ଅଭାବ ହୁଏ ଓ ଏହାର ଅଭାବ ହେଲେ ଅନେକ ପ୍ରକାର ଲକ୍ଷଣ ପ୍ରକାଶ ପାଏ । ଆନିମିଆ ଧୀରେ ଧୀରେ ଆସିଲେ ଲକ୍ଷଣ ସଠିକ୍ ଜଣାପଡ଼ି [[ଥକ୍କାଣ]], [[ଦୂର୍ବଳତା]], [[ଛୋଟ ଶ୍ୱାସକ୍ରିୟା]] ବା ବ୍ୟାୟାମ ଅକ୍ଷମତା ଦେଖାଯାଏ । <!-- <ref name=EBM2013/> --> ଶୀଘ୍ର ହେଉଥିବା ଆନିମିଆ ଲକ୍ଷଣ: ଚେତନ ସ୍ତର କମିଯାଏ, ଅଚେତ ହେବା ଭଳି ଲାଗେ ଓ ଅଧିକ ତରଳ ପଦା୍ଥ ପିଇବାକୁ ଇଚ୍ଛା ହୁଏ । <!-- <ref name=EBM2013/> --> [[ଶେତା]] ଦେଖାଯିବା ନିମନ୍ତେ ଅଧିକ ଆନିମିଆ ଆବଶ୍ୟକ । <!-- <ref name=EBM2013/> --> ଅନ୍ତର୍ନିହିତ କାରଣ ଅନୁସାରେ ଅନ୍ୟାନ୍ୟ ଲକ୍ଷଣ ଦେଖାଯାଏ । <ref name=EBM2013>{{cite journal|last1=Janz|first1=TG|last2=Johnson|first2=RL|last3=Rubenstein|first3=SD|title=Anemia in the emergency department: evaluation and treatment.|journal=Emergency medicine practice|date=Nov 2013|volume=15|issue=11|pages=1-15; quiz 15-6|pmid=24716235}}</ref>


<!-- କାରଣ ଓ ରୋଗ ନିର୍ଣ୍ଣୟ -->
ରକ୍ତ ରୋଗମାନଙ୍କ ମଧ୍ୟରେ ରକ୍ତହୀନତା ରୋଗ ଗୋଟିଏ ଅତି ସାଧାରଣ ରୋଗ । ଏହି ରୋଗର ବିଭିନ୍ନ କାରଣ ଥାଏ ଓ ଏହି କାରଣ ଯୋଗୁ ବିଭିନ୍ନ ପ୍ରକାର ରକ୍ତହୀନତା ରୋଗ ଦେଖାଯାଏ । ଏହି ରୋଗକୁ ସୃଷ୍ଟି କରୁଥିବା ବିଭିନ୍ନ କାରଣ ଅନୁସାରେ ଏହାକୁ ବର୍ଗୀକରଣ କଲେ ମଧ୍ୟ ମୂଖ୍ୟତଃ ଏହାର ତିନୋଟି କାରଣ ଅଛି । ସେ ଗୁଡ଼ିକ ହେଲା ଏକା ଥରକେ ଅତ୍ୟଧିକ ରକ୍ତ ସ୍ରାବ ବା ଥରକେ ଅଳ୍ପ ଅଳ୍ପ ହୋଇ ଅଧିକ ଦିନ ଧରି ରକ୍ତ ସ୍ରାବ, ଅତ୍ୟଧିକ ରକ୍ତ କଣିକା ନଷ୍ଟ ଓ ତୃଟି ଯୁକ୍ତ ରକ୍ତ କଣିକା ।
[[ରକ୍ତସ୍ରାବ]], [[ଲୋହିତ ରକ୍ତ କଣିକା]] (ଲୋ.ର.କ.) କମ୍ ତିଆରି ଓ ଅଧିକ ଲୋ.ର.କ. ଭାଙ୍ଗିବା- ଏହି ତିନି କାରଣ ଯୋଗୁ ରୋଗ ହୁଏ । <!-- <ref name=EBM2013/> --> ରକ୍ତକ୍ଷୟର କାରଣ ମଧ୍ୟରେ [[ଆଘାତ]] ଓ [[ଖାଦ୍ୟନଳୀ ରକ୍ତସ୍ରାବ]] ପ୍ରଧାନ । ସ୍ୱଳ୍ପ ତିଆରି କାରଣ ମଧ୍ୟରେ ଦେହରେ ଲୌହ ଅଂଶ ଅଭାବ, [[ଭିଟାମିନ ବି<sub>୧୨</sub>]] ଅଭାବ, ଥାଲାସେମିଆ ଓ ଅନେକ ଅସ୍ଥିମଜ୍ଜା ଅର୍ବୁଦ ପ୍ରଧାନ । <!-- <ref name=EBM2013/> --> ଅଧିକ ଭାଙ୍ଗିବା କାରଣ ମଧ୍ୟରେ [[ମ୍ୟାଲେରିଆ]] ଓ କେତେକ ଅଟୋଇମ୍ମ୍ୟୁନ ରୋଗ ପ୍ରଧାନ । <!-- <ref name=EBM2013/> --> ଲୋ.ର.କ.ର ଆକାର ([[mean corpuscular volume|size of red blood cells]]) ଓ ପ୍ରତି କଣିକାରେ ଥିବା ହେମୋଗ୍ଲୋବିନ ପରିମାଣ ([[mean corpuscular volume|amount of hemoglobin in each cell]]) ଅନୁସାରେ ଏହାକୁ ବର୍ଗୀକରଣ କରାଯାଏ । <!-- <ref name=EBM2013/> --> ଲୋ.ର.କ. ଛୋଟ ହେଲେ [[ମାଇକ୍ରୋସାଇଟିକ ଆନିମିଆ]], ବଡ଼ ହେଲେ [[ମାକ୍ରୋସାଇଟିକ ଆନିମିଆ]] ଓ ଅପରିବର୍ତ୍ତିତ ଥିଲେ [[ନର୍ମୋସାଇଟିକ ଆନିମିଆ]] କୁହାଯାଏ । <!-- <ref name=EBM2013/> --> ଆନିମିଆ ରୋଗ ନିର୍ଣ୍ଣୟ କରିବା ନିମନ୍ତେ ହେମୋଗ୍ଲୋବିନ ପୁରୁଷଙ୍କଠାରେ ୧୩ରୁ୧୪ଗ୍ରା/ଡେ.ଲି. (130 to 140&nbsp;g/L ବା13 to 14&nbsp;g/dL) ଓ ମହିଳାଙ୍କଠାରେ ୧୨ରୁ ୧୩ଗ୍ରା/ଡେ.ଲି. (120 to 130&nbsp;g/L ବା 12 to 13&nbsp;g/dL)ରୁ କମ୍ ହେବା ଆବଶ୍ୟକ । <ref name=EBM2013/><ref name=Smith2010>{{cite journal|last1=Smith RE|first1=Jr|title=The clinical and economic burden of anemia.|journal=The American journal of managed care|date=Mar 2010|volume=16 SupplIssues|pages=S59-66|pmid=20297873}}</ref> Further testing is then required to determine the cause.<ref name=EBM2013/>

<!-- ପତିଷେଧ ଓ ଚିକିତ୍ସା -->
ଗର୍ଭବତୀ ମହିଳା ମାନେ ଲୌହ ବା [[ଆଇରନ ପିଲ୍]] ଖାଇଲେ ଏହାର ପ୍ରତିଷେଧ ହୁଏ । <ref name=EBM2013/><ref>{{cite journal|last1=Bhutta|first1=ZA|last2=Das|first2=JK|last3=Rizvi|first3=A|last4=Gaffey|first4=MF|last5=Walker|first5=N|last6=Horton|first6=S|last7=Webb|first7=P|last8=Lartey|first8=A|last9=Black|first9=RE|last10=Lancet Nutrition Interventions Review|first10=Group|last11=Maternal and Child Nutrition Study|first11=Group|title=Evidence-based interventions for improvement of maternal and child nutrition: what can be done and at what cost?|journal=Lancet|date=Aug 3, 2013|volume=382|issue=9890|pages=452–77|pmid=23746776|doi=10.1016/S0140-6736(13)60996-4}}</ref> ନିର୍ଦ୍ଦିଷ୍ଟ କାରଣ ନ ଥାଇ ଅଧିକ ପୋଷକ ଖାଦ୍ୟ ଦେବା ନିଷେଧ । <!-- <ref name=EBM2013/> --> ଚିହ୍ନ ଓ ଲକ୍ଷଣ ଦେଖି ରକ୍ତ ଟ୍ରାନ୍ସଫ୍ୟୁଜନ ଦିଆଯାଏ । <ref name=EBM2013/> ହେମୋଗ୍ଲୋବିନ ସ୍ତର ୬ରୁ୮ଗ୍ରା/ଡେ.ଲି.(60 to 80&nbsp;g/L ବା 6 to 8&nbsp;g/dL) ରୁ କମ ଥାଇ ଲକ୍ଷଣହୀନ ଥିଲେ ଅଧିକ କିଛି କରିବା ଅନାବଶ୍ୟକ । <ref name=EBM2013/><ref name=Amir2013/> ଆକ୍ୟୁଟ ରକ୍ତସ୍ରାବ ଥିଲେ ମଧ୍ୟ ଏହି ଧାରା ମାନିହେବ । <ref name=EBM2013/> ଅତ୍ୟଧିକ ଆନିମିଆ ଥିଲେ [[ରକ୍ତକଣିକା ସୃଷ୍ଟିକାରୀ ଔଷଧ]] ଦେବାକୁ ପରାମର୍ଶ ଦିଆଯାଏ । <ref name=Amir2013>{{cite journal|last1=Qaseem|first1=A|last2=Humphrey|first2=LL|last3=Fitterman|first3=N|last4=Starkey|first4=M|last5=Shekelle|first5=P|last6=Clinical Guidelines Committee of the American College of|first6=Physicians|title=Treatment of anemia in patients with heart disease: a clinical practice guideline from the American College of Physicians.|journal=Annals of internal medicine|date=Dec 3, 2013|volume=159|issue=11|pages=770–9|pmid=24297193|doi=10.7326/0003-4819-159-11-201312030-00009}}</ref>

<!-- ରୋଗାନୁଶୀଳନ, ସମାଜ ଓ ସଂସ୍କୃତି -->
ଆନିମିଆ ଗୋଟିଏ ଅତି ସାଧାରଣ ରକ୍ତ ରୋଗ ଯାହା ପୃଥିବୀର ଏକ ଚତୁର୍ଥାଂଶ ଲୋକଙ୍କୁ ଆକ୍ରମଣ କରେ । <ref name=EBM2013/> ଲୌହ-ଅଭାବ ଆନିମିଆ ପ୍ରାୟ ଏକ ବିଲିଅନ ଲୋକଙ୍କର ଥାଏ । <ref name=LancetEpi2012>{{cite journal|last1=Vos|first1=T|last2=Flaxman|first2=AD|last3=Naghavi|first3=M|last4=Lozano|first4=R|last5=Michaud|first5=C|last6=Ezzati|first6=M|last7=Shibuya|first7=K|last8=Salomon|first8=JA|last9=Abdalla|first9=S|last10=Aboyans|first10=Victor|last11=Abraham|first11=Jerry|last12=Ackerman|first12=Ilana|last13=Aggarwal|first13=Rakesh|last14=Ahn|first14=Stephanie Y|last15=Ali|first15=Mohammed K|last16=Almazroa|first16=Mohammad A|last17=Alvarado|first17=Miriam|last18=Anderson|first18=H Ross|last19=Anderson|first19=Laurie M|last20=Andrews|first20=Kathryn G|last21=Atkinson|first21=Charles|last22=Baddour|first22=Larry M|last23=Bahalim|first23=Adil N|last24=Barker-Collo|first24=Suzanne|last25=Barrero|first25=Lope H|last26=Bartels|first26=David H|last27=Basáñez|first27=Maria-Gloria|last28=Baxter|first28=Amanda|last29=Bell|first29=Michelle L|last30=Benjamin|first30=Emelia J|title=Years lived with disability (YLDs) for 1160 sequelae of 289 diseases and injuries 1990-2010: a systematic analysis for the Global Burden of Disease Study 2010|journal=Lancet|date=Dec 15, 2012|volume=380|issue=9859|pages=2163–96|pmid=23245607|doi=10.1016/S0140-6736(12)61729-2|display-authors=8}}</ref> ମହିଳାମାନେ ପୁରୁଷଙ୍କ ଅପେକ୍ଷା ଏହି ରୋଗର ଅଧିକ ଶୀକାର ହୁଅନ୍ତି, <ref name=LancetEpi2012/> ପିଲା ବୟସ୍କ ଓ ଗର୍ଭାବତୀ ମହିଳା ମାନଙ୍କଠାରେ ଅଧିକ ଦେଖାଯାଏ । <ref name=EBM2013/> ଆନିମିଆ ଯୋଗୁ ଚିକିତ୍ସା ଖର୍ଚ୍ଚ ବଢ଼େ ଓ କର୍ମଶକ୍ତି କମିବାଯୋଗୁ ଉତ୍ପାଦନ କମେ । <ref name=Smith2010/> ଆନିମିଆ ଶବ୍ଦଟି ପୁରୁଣା ଗ୍ରୀକ ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood") ।<ref>{{cite web|title=anaemia|url=http://dictionary.reference.com/browse/anaemia|website=Dictionary.com|accessdate=7 July 2014}}</ref>


== ଚିହ୍ନ ଓ ଲକ୍ଷଣ ==
== ଚିହ୍ନ ଓ ଲକ୍ଷଣ ==

୧୮:୫୫, ୨୫ ମାର୍ଚ୍ଚ ୨୦୧୫ ଅନୁସାରେ କରାଯାଇଥିବା ବଦଳ

ରକ୍ତହୀନତା
Anemias
Human blood from a case of iron-deficiency anemia
ଶ୍ରେଣୀବିଭାଗ ଓ ବାହାର ସ୍ରୋତ
ସ୍ପେଶାଲିଟିhematology[*]
ଆଇସିଡ଼ି-୧୦D50.-D64.
ଆଇସିଡ଼ି-୯-ସିଏମ୍280-285
ରୋଗ ଡାଟାବେସ663
ମେଡ଼ିସିନ-ପ୍ଲସ000560
ଇ-ମେଡ଼ିସିନmed/132 emerg/808 emerg/734
MeSHD000740

ପ୍ରତିଶବ୍ଦ - ଆନିମିଆ, ରକ୍ତ କ୍ଷୀଣତା
ରକ୍ତହୀନତା ଶବ୍ଦର ଆକ୍ଷରିକ ଅର୍ଥ ଅଳ୍ପ ରକ୍ତ ହେଲେ ମଧ୍ୟ ପ୍ରକୃତରେ ରକ୍ତରେ ଥିବା ଲୋହିତ ରକ୍ତ କଣିକା ଅଳ୍ପ ତଥା ତୃଟିଯୁକ୍ତ ଥିଲେ ବା ହେମୋଗ୍ଲୋବିନ ପରିମାଣ କମ ଥିଲେ ରକ୍ତହୀନତା ରୋଗ ନିର୍ଣ୍ଣୟ କରାଯାଏ[୧][୨]>[୩] । ହେମୋଗ୍ଲୋବିନର ଅମ୍ଳଜାନ ଗ୍ରହଣ କରିବା ଶକ୍ତି କମ ଥିଲେ ମଧ୍ୟ ରକ୍ତହୀନତା କୁହାଯାଏ ।]].[୪] ଇଂରାଜୀରେ ଏହି ରୋଗକୁ ଆନିମିଆ କହନ୍ତି । ଆନିମିଆ ଶବ୍ଦଟି ପୁରୁଣା ଗ୍ରୀକ ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood")। ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନ ଫୁସଫୁସରୁ ଅମ୍ଳଜାନ ସଂଗ୍ରହ କରି ସାରା ଶରୀରରେ ଥିବା କ୍ୟାପିଲାରି ବା ଅତି ସୂକ୍ଷ୍ମ ରକ୍ତ ନଳୀ (Capillary) ପର୍ଯ୍ୟନ୍ତ ବହନ କରେ ଓ ଦେହର ସମୁଦାୟ ଜୀବକୋଷଙ୍କୁ ବାଣ୍ଟେ । ଏଣୁ ଆନିମିଆ ହେଲେ ହେମୋଗ୍ଲୋବିନ ପରିମାଣ କମିଯାଏ ଯାହାକୁ ହାଇପୋକ୍ସିଆ କହନ୍ତି । ପ୍ରତ୍ୟେକ ଜୀବକୋଷ ବଞ୍ଚିବା ନିମନ୍ତେ ଅମ୍ଳଜାନ ଆବଶ୍ୟକ କରେ, ଏଣୁ ହେମୋଗ୍ଲୋବିନ ଅଭାବରେ ଅମ୍ଳଜାନ ଅଭାବ ହୁଏ ଓ ଏହାର ଅଭାବ ହେଲେ ଅନେକ ପ୍ରକାର ଲକ୍ଷଣ ପ୍ରକାଶ ପାଏ । ଆନିମିଆ ଧୀରେ ଧୀରେ ଆସିଲେ ଲକ୍ଷଣ ସଠିକ୍ ଜଣାପଡ଼ି ଥକ୍କାଣ, ଦୂର୍ବଳତା, ଛୋଟ ଶ୍ୱାସକ୍ରିୟା ବା ବ୍ୟାୟାମ ଅକ୍ଷମତା ଦେଖାଯାଏ । ଶୀଘ୍ର ହେଉଥିବା ଆନିମିଆ ଲକ୍ଷଣ: ଚେତନ ସ୍ତର କମିଯାଏ, ଅଚେତ ହେବା ଭଳି ଲାଗେ ଓ ଅଧିକ ତରଳ ପଦା୍ଥ ପିଇବାକୁ ଇଚ୍ଛା ହୁଏ । ଶେତା ଦେଖାଯିବା ନିମନ୍ତେ ଅଧିକ ଆନିମିଆ ଆବଶ୍ୟକ । ଅନ୍ତର୍ନିହିତ କାରଣ ଅନୁସାରେ ଅନ୍ୟାନ୍ୟ ଲକ୍ଷଣ ଦେଖାଯାଏ । [୫]

ରକ୍ତସ୍ରାବ, ଲୋହିତ ରକ୍ତ କଣିକା (ଲୋ.ର.କ.) କମ୍ ତିଆରି ଓ ଅଧିକ ଲୋ.ର.କ. ଭାଙ୍ଗିବା- ଏହି ତିନି କାରଣ ଯୋଗୁ ରୋଗ ହୁଏ । ରକ୍ତକ୍ଷୟର କାରଣ ମଧ୍ୟରେ ଆଘାତଖାଦ୍ୟନଳୀ ରକ୍ତସ୍ରାବ ପ୍ରଧାନ । ସ୍ୱଳ୍ପ ତିଆରି କାରଣ ମଧ୍ୟରେ ଦେହରେ ଲୌହ ଅଂଶ ଅଭାବ, [[ଭିଟାମିନ ବି୧୨]] ଅଭାବ, ଥାଲାସେମିଆ ଓ ଅନେକ ଅସ୍ଥିମଜ୍ଜା ଅର୍ବୁଦ ପ୍ରଧାନ । ଅଧିକ ଭାଙ୍ଗିବା କାରଣ ମଧ୍ୟରେ ମ୍ୟାଲେରିଆ ଓ କେତେକ ଅଟୋଇମ୍ମ୍ୟୁନ ରୋଗ ପ୍ରଧାନ । ଲୋ.ର.କ.ର ଆକାର (size of red blood cells) ଓ ପ୍ରତି କଣିକାରେ ଥିବା ହେମୋଗ୍ଲୋବିନ ପରିମାଣ (amount of hemoglobin in each cell) ଅନୁସାରେ ଏହାକୁ ବର୍ଗୀକରଣ କରାଯାଏ । ଲୋ.ର.କ. ଛୋଟ ହେଲେ ମାଇକ୍ରୋସାଇଟିକ ଆନିମିଆ, ବଡ଼ ହେଲେ ମାକ୍ରୋସାଇଟିକ ଆନିମିଆ ଓ ଅପରିବର୍ତ୍ତିତ ଥିଲେ ନର୍ମୋସାଇଟିକ ଆନିମିଆ କୁହାଯାଏ । ଆନିମିଆ ରୋଗ ନିର୍ଣ୍ଣୟ କରିବା ନିମନ୍ତେ ହେମୋଗ୍ଲୋବିନ ପୁରୁଷଙ୍କଠାରେ ୧୩ରୁ୧୪ଗ୍ରା/ଡେ.ଲି. (130 to 140 g/L ବା13 to 14 g/dL) ଓ ମହିଳାଙ୍କଠାରେ ୧୨ରୁ ୧୩ଗ୍ରା/ଡେ.ଲି. (120 to 130 g/L ବା 12 to 13 g/dL)ରୁ କମ୍ ହେବା ଆବଶ୍ୟକ । [୫][୬] Further testing is then required to determine the cause.[୫]

ଗର୍ଭବତୀ ମହିଳା ମାନେ ଲୌହ ବା ଆଇରନ ପିଲ୍ ଖାଇଲେ ଏହାର ପ୍ରତିଷେଧ ହୁଏ । [୫][୭] ନିର୍ଦ୍ଦିଷ୍ଟ କାରଣ ନ ଥାଇ ଅଧିକ ପୋଷକ ଖାଦ୍ୟ ଦେବା ନିଷେଧ । ଚିହ୍ନ ଓ ଲକ୍ଷଣ ଦେଖି ରକ୍ତ ଟ୍ରାନ୍ସଫ୍ୟୁଜନ ଦିଆଯାଏ । [୫] ହେମୋଗ୍ଲୋବିନ ସ୍ତର ୬ରୁ୮ଗ୍ରା/ଡେ.ଲି.(60 to 80 g/L ବା 6 to 8 g/dL) ରୁ କମ ଥାଇ ଲକ୍ଷଣହୀନ ଥିଲେ ଅଧିକ କିଛି କରିବା ଅନାବଶ୍ୟକ । [୫][୮] ଆକ୍ୟୁଟ ରକ୍ତସ୍ରାବ ଥିଲେ ମଧ୍ୟ ଏହି ଧାରା ମାନିହେବ । [୫] ଅତ୍ୟଧିକ ଆନିମିଆ ଥିଲେ ରକ୍ତକଣିକା ସୃଷ୍ଟିକାରୀ ଔଷଧ ଦେବାକୁ ପରାମର୍ଶ ଦିଆଯାଏ । [୮]

ଆନିମିଆ ଗୋଟିଏ ଅତି ସାଧାରଣ ରକ୍ତ ରୋଗ ଯାହା ପୃଥିବୀର ଏକ ଚତୁର୍ଥାଂଶ ଲୋକଙ୍କୁ ଆକ୍ରମଣ କରେ । [୫] ଲୌହ-ଅଭାବ ଆନିମିଆ ପ୍ରାୟ ଏକ ବିଲିଅନ ଲୋକଙ୍କର ଥାଏ । [୯] ମହିଳାମାନେ ପୁରୁଷଙ୍କ ଅପେକ୍ଷା ଏହି ରୋଗର ଅଧିକ ଶୀକାର ହୁଅନ୍ତି, [୯] ପିଲା ବୟସ୍କ ଓ ଗର୍ଭାବତୀ ମହିଳା ମାନଙ୍କଠାରେ ଅଧିକ ଦେଖାଯାଏ । [୫] ଆନିମିଆ ଯୋଗୁ ଚିକିତ୍ସା ଖର୍ଚ୍ଚ ବଢ଼େ ଓ କର୍ମଶକ୍ତି କମିବାଯୋଗୁ ଉତ୍ପାଦନ କମେ । [୬] ଆନିମିଆ ଶବ୍ଦଟି ପୁରୁଣା ଗ୍ରୀକ ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood") ।[୧୦]

ଚିହ୍ନ ଓ ଲକ୍ଷଣ

Main symptoms that may appear in anemia[୧୧]

ଏହି ରୋଗ ସହଜରେ ଧରା ପଡେ ନାହିଁ । ଏହାର ଲକ୍ଷଣ ଅତି କମ ଥାଏ ବା ଅନିର୍ଦ୍ଦିଷ୍ଟ ଥାଏ । ଏହାର କାରଣ ଅନୁସାରେ ଲକ୍ଷଣ ଦେଖାଯାଏ ବା ରୋଗର ନିଜ ଲକ୍ଷଣ ପ୍ରକାଶ ପାଏ ।
ଦୂର୍ବଳତା, ଥକ୍କା ଲାଗିବା, ଦେହ ଘୋଳି ହେବା, ଓ ମନ ନ ଲାଗିବା ଏହି ରୋଗର ଲକ୍ଷଣ । ଅଳ୍ପ ପରିଶ୍ରମ କଲେ ଅଣନିଶ୍ଵାସି ଲାଗେ । ଅତ୍ୟଧିକ ଆନିମିଆ ଥିଲେ ସ୍ଵଳ୍ପ ଅମ୍ଳଜାନ ବହନ ଶକ୍ତିକୁ ଭରଣା କରିବା ନିମନ୍ତେ ହୃତପିଣ୍ଡ ଅଧିକ ରକ୍ତ ସରବରାହ କରେ । ଏଥି ଯୋଗୁ ଛାତି ଧଡ ଧଡ ହୁଏ, ଆଞ୍ଜିନା ହୁଏ ଓ ହୃଦଘାତ ଲକ୍ଷଣ ପ୍ରକାଶ ପାଏ ।
ଚମ, (Mucosa), ଆଖି ପତାର ଭିତର ପାଖ (Conjunctiva) ଓ ନଖ ଶେତା ଦେଖାଯାଏ । ଲୌହ ଅଭାବ ଜନିତ ଆନିମିଆ ଥିଲେ ନଖରେ କଏଲନିକିଆ ( koilonychia) ଦେଖାଯାଏ । ଅତ୍ୟଧିକ ରକ୍ତ କଣିକା ନଷ୍ଟ ହେଉଥିଲେ ହଳଦିଆ କାମଳ ବା ଜଣ୍ଡିସ ହୁଏ । ସିକ୍ଲ ସେଲ ଆନିମିଆ, ଥାଲାସେମିଆହେମୋଲାଇଟିକ ଆନିମିଆରେ ରକ୍ତ କଣିକା ନଷ୍ଟ ହୋଇ ଜଣ୍ଡିସ ହୁଏ ।
ଅତ୍ୟଧିକ ଆନିମିଆ ଥିଲେ ଦୃତ ହୃତପିଣ୍ଡ ଗତି ହୁଏ, ନାଡୀ ଫୁଲି ଉଠେ, ହୃତପିଣ୍ଡରୁ ମରମର (Murmur, ଏକ ପ୍ରକାର ଶବ୍ଦ) ଶୁଣାଯାଏ, ନିଳୟ ବଡ ହୋଇଯାଏ ଓ ହୃତପିଣ୍ଡ ବନ୍ଦ ହୋଇଯାଏ ।
ପିଲାମାନଙ୍କର ସ୍ଥାୟୀ ଆନିମିଆ ଥିଲେ ସ୍ନାୟୁ ସଠିକ ଭାବେ ତିଆରି ହୋଇ ପାରେ ନାହିଁ, ସ୍କୁଲରେ ଶିକ୍ଷା ଗ୍ରହଣ ଶକ୍ତି କମିଯାଏ ।

କାରଣ

ଆନିମିଆ ହେବାର ମୋଟାମୋଟି ୪ଟି କାରଣ ଅଛି : ୧. ତୃଟିଯୁକ୍ତ ଲୋହିତ ରକ୍ତ କଣିକା (ଲୋ.ର.କ)ତିଆରି, ୨. ଅତ୍ୟଧିକ ଲୋହିତ ରକ୍ତ କଣିକା ନଷ୍ଟ (ଯେପରିକି ହେମୋଲାଇଟିକ ଆନିମିଆରେ ହୁଏ ।), ୩. ରକ୍ତ କ୍ଷୟ ଓ ୪. ଅତ୍ୟଧିକ ତରଳ ପଦାର୍ଥ ଶୀରାରେ ପ୍ରବେଶ କରେଇ ଦେବା (Hypervolemia) । ଏମାନଙ୍କ ମଧ୍ୟରୁ କେତେକ କାରଣ ମିଳିମିଶି ମଧ୍ୟ ଆନିମିଆ କରନ୍ତି । ରକ୍ତ କ୍ଷୟ ଜନିତ ଆନିମିଆ ଦୀର୍ଘ ସ୍ଥାୟୀ ନୁହେଁ । ତୃଟିଯୁକ୍ତ ଲୋହିତ ରକ୍ତ କଣିକା (ଯଥା ଲୌହ ଅଭାବ [୧୨]) ଯୋଗୁ ଅଧିକାଂଶ ଆନିମିଆ ହୁଏ ।

ତୃଟିଯୁକ୍ତ ତିଆରି

ଅତ୍ୟଧିକ ନଷ୍ଟ

ଅତ୍ୟଧିକ ଲୋହିତ ରକ୍ତ କଣିକା ନଷ୍ଟ ହୋଇ ଯେଉଁ ଆନିମିଆ ହୁଏ ତାହାକୁ ହେମୋଲାଇଟିକ ଆନିମିଆ କୁହାଯାଏ । ଏହି ଅବସ୍ଥାରେ ଜଣ୍ଡିସ ବା କାମଳ ସହ ଲାକ୍ଟେଟ ଡିହାଡ୍ରୋଜେଜେନ ପରିମାଣ ବୃଦ୍ଧି ପାଏ ।

  • ଲୋହିତ ରକ୍ତ କଣିକା ଆଭ୍ୟନ୍ତରିଣ ଅବ୍ୟବସ୍ଥା[୧୪]: ଏହା ଦ୍ଵାରା କଣିକାଗୁଡିକ ସମୟ ପୂର୍ବରୁ ନଷ୍ଟ ହୋଇଯାଏ । ପାରୋକ୍ସିମାଲ ନୋକ୍ଚରନାଲ ହେମୋଗ୍ଲୋବିନୁରିଆ ବ୍ୟତିତ ଅନ୍ୟ ରୋଗ ସବୁ ବଂଶାନୁକ୍ରମିକ ଜେନେଟିକ ରୋଗ[୧୫]
    • ହେରେଡିଟାରି ସ୍ଫିରୋସାଇଟୋସିସ: ଏହି ରୋଗରେ କଣିକାର ବାହାର ଆସ୍ତରଣ ଠିକ୍ ନ୍ ଥାଏ, ଏଣୁ ପ୍ଲିହା ଦ୍ଵାରା କଣିକା ସମସ୍ତ ନଷ୍ଟ ହୋଇଯାଏ ।
    • ହେରେଡିଟାରି ଏଲିପ୍ଟୋସାଇଟୋସିସ: ଆସ୍ତରଣ ପ୍ରୋଟିନ ଠିକ ନ ଥାଏ ।
    • ଆବିଟାଲାପୋପ୍ରିଟିନେମିଆ: ଆସ୍ତରଣ ଲିପିଡ ଖରାପ ଥାଏ ।
    • ଏଞ୍ଜାଇମ ଅଭାବ
      • ପାଇରୁଭେଟ କାଇନେଜ ଓ ହେକ୍ସୋକାଇନେଜ ଅଭାବ ଯୋଗୁ ଗ୍ଲାଇକୋଲାଇସିସ ହୋଇପାରେ ନାହିଁ ।
      • ଗ୍ଲୁକୋଜ ୬ ଫସଫେଟ ଡିହାଇଡ୍ରୋଜେନେଜ ଅଭାବ ଓ ଗ୍ଲୁଟାଥାୟୋନିନ୍ ସିନଥେଟେଜ୍ ଅଭାବ ଯୋଗୁ ଅକ୍ସିଡେଟିଭ ସ୍ଟ୍ରେସ ଅଧିକ ହୁଏ ।
    • ହେମୋଗ୍ଲୋବିନୋପାଥିଜ
      • ସିକ୍ଲ ସେଲ ଆନିମିଆ
      • ହେମୋଗ୍ଲୋବିନୋପାଥିଜ୍
    • ପାରୋକ୍ସିସମାଲ ନୋକ୍ଚରନାଲ ହେମୋଗ୍ଲିନୁରିଆ

ଆଧାର

  1. MedicineNet.com --> Definition of Anemia Last Editorial Review: 12/9/2000 8:31:00 AM
  2. merriam-webster dictionary --> anemia Retrieved on May 25, 2009
  3. Stedman's medical dictionary (28th ed. ed.). Philadelphia: Lippincott Williams & Wilkins. 2006. p. Anemia. ISBN 9780781733908. {{cite book}}: |edition= has extra text (help)
  4. Hematology : clinical principles and applications (3. ed. ed.). Philadelphia: Saunders. 2007. p. 220. ISBN 9781416030065. {{cite book}}: |edition= has extra text (help); |first1= has generic name (help); |first1= missing |last1= (help)
  5. ୫.୦ ୫.୧ ୫.୨ ୫.୩ ୫.୪ ୫.୫ ୫.୬ ୫.୭ ୫.୮ Janz, TG; Johnson, RL; Rubenstein, SD (Nov 2013). "Anemia in the emergency department: evaluation and treatment". Emergency medicine practice. 15 (11): 1–15, quiz 15-6. PMID 24716235.
  6. ୬.୦ ୬.୧ Smith RE, Jr (Mar 2010). "The clinical and economic burden of anemia". The American journal of managed care. 16 SupplIssues: S59-66. PMID 20297873.
  7. Bhutta, ZA; Das, JK; Rizvi, A; Gaffey, MF; Walker, N; Horton, S; Webb, P; Lartey, A; Black, RE; Lancet Nutrition Interventions Review, Group; Maternal and Child Nutrition Study, Group (Aug 3, 2013). "Evidence-based interventions for improvement of maternal and child nutrition: what can be done and at what cost?". Lancet. 382 (9890): 452–77. doi:10.1016/S0140-6736(13)60996-4. PMID 23746776.
  8. ୮.୦ ୮.୧ Qaseem, A; Humphrey, LL; Fitterman, N; Starkey, M; Shekelle, P; Clinical Guidelines Committee of the American College of, Physicians (Dec 3, 2013). "Treatment of anemia in patients with heart disease: a clinical practice guideline from the American College of Physicians". Annals of internal medicine. 159 (11): 770–9. doi:10.7326/0003-4819-159-11-201312030-00009. PMID 24297193.
  9. ୯.୦ ୯.୧ Vos, T; Flaxman, AD; Naghavi, M; Lozano, R; Michaud, C; Ezzati, M; Shibuya, K; Salomon, JA; et al. (Dec 15, 2012). "Years lived with disability (YLDs) for 1160 sequelae of 289 diseases and injuries 1990-2010: a systematic analysis for the Global Burden of Disease Study 2010". Lancet. 380 (9859): 2163–96. doi:10.1016/S0140-6736(12)61729-2. PMID 23245607.
  10. "anaemia". Dictionary.com. Retrieved 7 July 2014.
  11. eMedicineHealth > anemia article Author: Saimak T. Nabili, MD, MPH. Editor: Melissa Conrad Stöppler, MD. Last Editorial Review: 12/9/2008. Retrieved on 4 April 2009
  12. National Heart Lung and Blood Institute > What Causes Anemia? Retrieved on June 9, 2010
  13. ୧୩.୦ ୧୩.୧ ୧୩.୨ Table 12-1 in: Mitchell, Richard Sheppard; Kumar, Vinay; Abbas, Abul K.; Fausto, Nelson. Robbins Basic Pathology. Philadelphia: Saunders. ISBN 1-4160-2973-7.{{cite book}}: CS1 maint: multiple names: authors list (link) 8th edition.
  14. Jump up to: a b c d e f g h i j k l m n o p q r s t u v w x y z aa Table 12-1 in: Mitchell, Richard Sheppard; Kumar, Vinay; Abbas, Abul K.; Fausto, Nelson. Robbins Basic Pathology. Philadelphia: Saunders. ISBN 1-4160-2973-7. 8th edition.
  15. Kumar, Vinay; Abbas, Abul K.; Fausto, Nelson; & Mitchell, Richard N. (2007). Robbins Basic Pathology (8th ed.). Saunders Elsevier. p. 432 ISBN 978-1-4160-2973-1