"ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ clean up, replaced: ମାନଙ୍କ → ମାନଙ୍କ (3), ଅଳ୍ପସଂଖ୍ୟକମାନଙ୍କ → ଅଳ୍ପସଂଖ୍ୟକଙ୍କ using AWB
୧୦ କ ଧାଡ଼ି: ୧୦ କ ଧାଡ଼ି:
| death_date =
| death_date =
| death_place =
| death_place =
| office = [[ଓଡ଼ିଶାର ରାଜ୍ୟପାଳ ମାନଙ୍କର ତାଲିକା|ରାଜ୍ୟପାଳ, ଓଡ଼ିଶା]]
| office = [[ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା|ରାଜ୍ୟପାଳ, ଓଡ଼ିଶା]]
| constituency =
| constituency =
| term = ୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩
| term = ୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩
୩୩ କ ଧାଡ଼ି: ୩୩ କ ଧାଡ଼ି:
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, [[ଓଡ଼ିଶା|ଓଡ଼ିଶାର]] ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । <ref>http://www.thehindu.com/todays-paper/tp-national/tp-otherstates/bhandare-accorded-ceremonial-farewell/article4521098.ece</ref> ସେ, [[ଭାରତୀୟ ଜାତୀୟ କଂଗ୍ରେସ]] ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ [[ସୁପ୍ରିମ କୋର୍ଟ]]ରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି ।

ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକ ମାନଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ [[ୟୁନେସ୍କୋ]]ର ଆପିଲସ୍ ବଡ଼ିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।<ref>http://www.orissadiary.com/Shownews.asp?id=4056</ref>
ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ [[ୟୁନେସ୍କୋ]]ର ଆପିଲସ୍ ବଡ଼ିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।<ref>http://www.orissadiary.com/Shownews.asp?id=4056</ref>

== ସମାଜ ସେବା ==
== ସମାଜ ସେବା ==
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମ ମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।<ref>http://www.ouat.ac.in/Home/governer%20biodata.htm</ref>
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।<ref>http://www.ouat.ac.in/Home/governer%20biodata.htm</ref>

ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।<ref>http://www.indianetzone.com/8/murlidhar_chandrakant_bhandare.htm</ref>

୧୮:୫୦, ୨୪ ଅଗଷ୍ଟ ୨୦୧୫ ଅନୁସାରେ କରାଯାଇଥିବା ବଦଳ

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ
ରାଜ୍ୟପାଳ, ଓଡ଼ିଶା
କାର୍ଯ୍ୟକାଳ
୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩
ପୂର୍ବ ଅଧିକାରୀରାମେଶ୍ଵର ଠାକୁର
ପର ଅଧିକାରୀଏସ. ସି. ଜମିର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1928-12-10) ୧୦ ଡିସେମ୍ବର ୧୯୨୮ (ବୟସ ୯୫)
ମୁମ୍ବାଇ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉଚନ୍ଦ୍ରକାନ୍ତ ଲକ୍ଷ୍ମୀକାନ୍ତ ଭଣ୍ଡାରେ
ସୁନନ୍ଦା ଭଣ୍ଡାରେ
ଶିକ୍ଷାସ୍ନାତକ (ବିଜ୍ଞାନ), ସ୍ନାତକ (ଆଇନ)

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ(ଜନ୍ମ ଡିସେମ୍ବର ୧୦, ୧୯୨୮ ମୁମ୍ବାଇ ରେ) ଜଣେ ଭାରତୀୟ ରାଜନେତା । [୧]

ରାଜନୈତିକ ଜୀବନ

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ଓଡ଼ିଶାର ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । [୨] ସେ, ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ ସୁପ୍ରିମ କୋର୍ଟରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି ।

ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ ୟୁନେସ୍କୋର ଆପିଲସ୍ ବଡ଼ିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।[୩]

ସମାଜ ସେବା

ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, ଭାରତକୁ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।[୪]

ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।[୫]

ଗାଲେରୀ

ଆଧାର