"ଗରୁଡ଼" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
No edit summary
୧ କ ଧାଡ଼ି: ୧ କ ଧାଡ଼ି:
ଗରୁଡ
ଗରୁଡ

''ଗରୁଡ'''''ବୋଲ୍‌ଡ (Bold) ଲେଖା''' ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । ହିନ୍ଦୁ ଓ ବୌଦ୍ଧ ଧର୍ମଗ୍ରନ୍ଥ ରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ ବିଷ୍ଣୁଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା ନାଗସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ଵର, କାମାୟୁଷ, କାଶ୍ୟପି,ଖଗେଶ୍ଵର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ '''ପକ୍ଷୀରାଜ''' ବୋଲି ଆଖ୍ୟା ଦେଇଥିଲେ ।
'''ଗରୁଡ''' ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । ହିନ୍ଦୁ ଓ ବୌଦ୍ଧ ଧର୍ମଗ୍ରନ୍ଥ ରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ ବିଷ୍ଣୁଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା ନାଗସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ଵର, କାମାୟୁଷ, କାଶ୍ୟପି,ଖଗେଶ୍ଵର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ '''ପକ୍ଷୀରାଜ''' ବୋଲି ଆଖ୍ୟା ଦେଇଥିଲେ ।<ref name="ଗରୁଡ ପୁରାଣ">{{cite web|title=ଗରୁଡ ପୁରାଣ|url=http://sacred-texts.com/hin/gpu/index.htm|publisher=S.V. Subrahmanyam|accessdate=5 September 2015}}</ref>

ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ହିନ୍ଦୁଧର୍ମ ଗ୍ରନ୍ଥ ଓ ପୁରାଣ ଇତ୍ୟଦିରେ ଗରୁଡକୁ ଏକ୍ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଆତି ନିଖୁଣ ଭାବେ ବର୍ଣନା କରାଯାଇଛି ।
ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ ପୁରାଣ ଇତ୍ୟଦିରେ ଗରୁଡକୁ ଏକ୍ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ ବର୍ଣନା କରାଯାଇଛି । <ref name=Garuda>{{cite web|title=ଗରୁଡ|url=http://hindunet.org/god/animal_deities/garuda/|publisher=The Hindu Universe|accessdate=5 September 2015}}</ref>

ହିନ୍ଦୁ ଧର୍ମଗ୍ରନ୍ଥ ମହାଭାରତରେ ଗରୁଡର ଜନ୍ମ ଓ କର୍ମ ବିଷୟରେ ସବିଶେଷ ବ୍ୟାଖ୍ୟା କରାଯାଇଛି । ଉକ୍ତ ଗ୍ରନ୍ଥରେ ଥିବା ବର୍ଣନା ଅନୁଯାୟି କାଶ୍ୟପ ୠଷିଙ୍କୁ ଗରୁଡଙ୍କ ପିତା ଭାବେ ବର୍ଣନା କରାଯାଇଛି । ପ୍ରଜାପତି ଦକ୍ଷଙ୍କ ଦୁଇ କନ୍ୟା '''ବିନତା''' ଏବଂ '''କଦରୁ'''ଙ୍କୁ ସେ ବିବାହ କରିଥିଲେ । କାଶ୍ୟପ ଋଷି ନିଜର ଦୁଇ ପତ୍ନୀଙ୍କୁ ସେମାନଙ୍କ ଇଚ୍ଛା ମୁତାବକ, ବିନତାଙ୍କୁ ଦୁଇଟି ପୁତ୍ର ଓ କଦୁରୁଙ୍କୁ ଶହେଗୋଟି ସର୍ପ ଜାତୀୟ ପୁତ୍ର ପ୍ରାପ୍ତ ନିମନ୍ତେ ବରଦାନ କରିଥିଲେ । ଫଳସ୍ଵରୁପ ବିନତାଙ୍କ ଗର୍ଭରୁ ଯେଉଁ ଶିଶୁଟି ଜନ୍ମ ଲାଭ କଲା ସେ ଦେଖିବାକୁ ଉଭୟ ମନୁଷ୍ୟ ଓ ପକ୍ଷୀ ଜାତୀୟ ମିଶ୍ରଣ ପ୍ରାଣୀ ସ୍ଵରୁପ, ଏବଂ ତହାର ନାମ ଗରୁଡ ଥିଲା
ହିନ୍ଦୁ ଧର୍ମଗ୍ରନ୍ଥ ମହାଭାରତରେ ଗରୁଡର ଜନ୍ମ ଓ କର୍ମ ବିଷୟରେ ସବିଶେଷ ବ୍ୟାଖ୍ୟା କରାଯାଇଛି । ଉକ୍ତ ଗ୍ରନ୍ଥରେ ଥିବା ବର୍ଣନା ଅନୁଯାୟୀ '''କାଶ୍ୟପ''' ୠଷିଙ୍କୁ ଗରୁଡଙ୍କ ପିତା ଭାବେ ବର୍ଣନା କରାଯାଇଛି । '''ପ୍ରଜାପତି ଦକ୍ଷଙ୍କ''' ଦୁଇ କନ୍ୟା '''ବିନତା''' ଏବଂ '''କଦରୁ'''ଙ୍କୁ ସେ ବିବାହ କରିଥିଲେ । କାଶ୍ୟପ ଋଷି ନିଜର ଦୁଇ ପତ୍ନୀଙ୍କୁ ସେମାନଙ୍କ ଇଚ୍ଛା ମୁତାବକ, ବିନତାଙ୍କୁ ଦୁଇଟି ପୁତ୍ର ଓ କଦୁରୁଙ୍କୁ ଶହେଗୋଟି ସର୍ପ ଜାତୀୟ ପୁତ୍ର ପ୍ରାପ୍ତ ନିମନ୍ତେ ବରଦାନ କରିଥିଲେ । ଫଳସ୍ଵରୁପ ବିନତାଙ୍କ ଗର୍ଭରୁ ଯେଉଁ ଶିଶୁଟି ଜନ୍ମ ଲାଭ କଲା ସେ ଦେଖିବାକୁ ଉଭୟ ମନୁଷ୍ୟ ଓ ପକ୍ଷୀ ଜାତୀୟ ମିଶ୍ରଣ ପ୍ରାଣୀ ସ୍ଵରୁପ ଏକ ବିରଳ ଶିଶୁ ଥିଲା, ଏବଂ ଯାହାକୁ ଗରୁଡ ଗରୁଡ ନାମରେ ନାମକରଣ କରାଯାଇଥିଲା<ref name="Garuda story">{{cite web|title=ଗରୁଡ କାହାଣୀ|url=https://www.youtube.com/watch?v=TdXp7vzgyrg|publisher=Youtube|accessdate=5 September 2015}}</ref>

ଗରୁଡ ଭଗବାନ ବିଷ୍ଣୁଙ୍କ ବାହାନ ହୋଇଥିବା ଯୋଗୁଁ ହିନ୍ଦୁଧର୍ମର ବୈଷ୍ଣବ ଧର୍ମାନୁଷ୍ଠାନ ଓ ମନ୍ଦିର ସମ୍ମୁଖରେ ଗରୁଡ ସ୍ତମ୍ବ ଅଥବା ଗରୁଡ ପ୍ରତିମୁର୍ତ୍ତି ପୂଜାପାଇଥାଏ । ଏପରିକି ମହାଭାରତରେ ବର୍ଣିତ ତଥ୍ୟ ଅନୁଯାୟୀ ଗୁରୁ ଦ୍ରୋଣାଚାର୍ଯ୍ୟ ନିଜର ସେନାବାହିନୀକୁ ଗରୁଡ ସେନା ନାମରେ ନାମିତ କରିଥିଲେ ଓ ପ୍ରଭୁ ଶ୍ରୀ କୃଷ୍ଣ ନିଜର ନନ୍ଦିଘୋଷ ରଥର ପତାକରେ ଗରୁଡ ଚିହ୍ନକୁ ସ୍ଥାନ ଦେଇଥିଲେ । ପୁରୀ ରଥ ଯାତ୍ରା ସମୟରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ପତାକରେ ମଧ୍ୟ ଗରୁଡ ଚିହ୍ନ ପ୍ରତୀୟମାନ ହୁଏ ।

୧୦ କ ଧାଡ଼ି: ୧୧ କ ଧାଡ଼ି:
ବୌଦ୍ଧଧର୍ମ ଗ୍ରନ୍ଥରେ ଗରୁଡଙ୍କୁ କେତେକ ବିଶିଷ୍ଟ ରାଜ୍ୟର ରାଜା ଓ ତାନ୍ତ୍ରୀକ ଶକ୍ତି ବିଶିଷ୍ଟ ଇଚ୍ଛାଧାରୀ ପୁରୁଷ ରୂପେ ମଧ୍ୟ ବର୍ଣନା କରାଯାଇଛି । ବୌଦ୍ଧ ଧର୍ମଗ୍ରନ୍ଥରେ ଯେଉଁ ଚାରିପ୍ରକାର ଗରୁଡ ରାଜାଙ୍କ ବିଷୟରେ ବର୍ଣନା କରାଯାଇଛି ସେମାନେ ହେଲେ:- ମହା ଶକ୍ତିଶାଳୀ ଗରୁଡ ରାଜା, ବିଶାଳକାୟ ଗରୁଡ ରାଜା, ଇଚ୍ଛାପୂର୍ତ୍ତି ଗରୁଡ ରାଜା ଓ ସ୍ଵ-ଇଚ୍ଛାଧାରୀ ଗରୁଡ ରାଜା ଇତ୍ୟାଦି ।

''ଗରୁଡ ଚିହ୍ନ'''''ବୋଲ୍‌ଡ (Bold) ଲେଖା'''- ଆଧୁନୀକ ଦକ୍ଷିଣ ଏସିଆର ବିଭିନ୍ନ ଦେଶରେ ଗରୁଡ ଚିହ୍ନକୁ ସାଂସ୍କୃତିକ ଓ ଜାତୀୟ ଚିହ୍ନ ଭାବେ ବ୍ୟବହାର କରାଯାଉଛି ।
''ଗରୁଡ ଚିହ୍ନ''- ଆଧୁନିକ ଦକ୍ଷିଣ ଏସିଆର ବିଭିନ୍ନ ଦେଶରେ ଗରୁଡ ଚିହ୍ନକୁ ସାଂସ୍କୃତିକ ଓ ଜାତୀୟ ଚିହ୍ନ ଭାବେ ବ୍ୟବହାର କରାଯାଉଛି । ଯେପରିକି:-

* ଥାଇଲ୍ୟାଣ୍ଡ ଓ ଇଣ୍ଡୋନେସିଆର ଜାତୀୟ ସରକାରୀ ପ୍ରତୀକ ।
* ଥାଇଲ୍ୟାଣ୍ଡ ଓ ଇଣ୍ଡୋନେସିଆର ଜାତୀୟ ସରକାରୀ ପ୍ରତୀକ ।
୧୮ କ ଧାଡ଼ି: ୧୯ କ ଧାଡ଼ି:
* ମଧ୍ୟ ଯୁଗର ହୋୟଂସାଳ ରାଜାଙ୍କ ଅଙ୍ଗରକ୍ଷୀଙ୍କୁ ଗରୁଡ ବୋଲି କୁହାଯାଉଥିଲା ।
* ମଧ୍ୟ ଯୁଗର ହୋୟଂସାଳ ରାଜାଙ୍କ ଅଙ୍ଗରକ୍ଷୀଙ୍କୁ ଗରୁଡ ବୋଲି କୁହାଯାଉଥିଲା ।
* ଭାରତୀୟ ଆକଶ ବାହିନୀର ଗୋଟିଏ ସ୍ଵତନ୍ତ୍ର ବାହିନୀକୁ ''ଗରୁଡ କମଣ୍ଡୋ ଫୋର୍ସ୍'' ନାମରେ ନାମିତ କରାଯାଇଛି, ଯାହ ୨୦୦୪ ମସିହାରେ ଗଠନ କରଯାଇଥିଲା ।
* ଭାରତୀୟ ଆକଶ ବାହିନୀର ଗୋଟିଏ ସ୍ଵତନ୍ତ୍ର ବାହିନୀକୁ ''ଗରୁଡ କମଣ୍ଡୋ ଫୋର୍ସ୍'' ନାମରେ ନାମିତ କରାଯାଇଛି, ଯାହ ୨୦୦୪ ମସିହାରେ ଗଠନ କରଯାଇଥିଲା ।

==ଆଧାର==
==ଆଧାର==

୨୧:୩୭, ୫ ସେପ୍ଟେମ୍ବର ୨୦୧୫ ଅନୁସାରେ କରାଯାଇଥିବା ବଦଳ

ଗରୁଡ

ଗରୁଡ ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । ହିନ୍ଦୁ ଓ ବୌଦ୍ଧ ଧର୍ମଗ୍ରନ୍ଥ ରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ ବିଷ୍ଣୁଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା ନାଗସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ଵର, କାମାୟୁଷ, କାଶ୍ୟପି,ଖଗେଶ୍ଵର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ ପକ୍ଷୀରାଜ ବୋଲି ଆଖ୍ୟା ଦେଇଥିଲେ ।[୧]

ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ ପୁରାଣ ଇତ୍ୟଦିରେ ଗରୁଡକୁ ଏକ୍ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ ବର୍ଣନା କରାଯାଇଛି । [୨]

ହିନ୍ଦୁ ଧର୍ମଗ୍ରନ୍ଥ ମହାଭାରତରେ ଗରୁଡର ଜନ୍ମ ଓ କର୍ମ ବିଷୟରେ ସବିଶେଷ ବ୍ୟାଖ୍ୟା କରାଯାଇଛି । ଉକ୍ତ ଗ୍ରନ୍ଥରେ ଥିବା ବର୍ଣନା ଅନୁଯାୟୀ କାଶ୍ୟପ ୠଷିଙ୍କୁ ଗରୁଡଙ୍କ ପିତା ଭାବେ ବର୍ଣନା କରାଯାଇଛି । ପ୍ରଜାପତି ଦକ୍ଷଙ୍କ ଦୁଇ କନ୍ୟା ବିନତା ଏବଂ କଦରୁଙ୍କୁ ସେ ବିବାହ କରିଥିଲେ । କାଶ୍ୟପ ଋଷି ନିଜର ଦୁଇ ପତ୍ନୀଙ୍କୁ ସେମାନଙ୍କ ଇଚ୍ଛା ମୁତାବକ, ବିନତାଙ୍କୁ ଦୁଇଟି ପୁତ୍ର ଓ କଦୁରୁଙ୍କୁ ଶହେଗୋଟି ସର୍ପ ଜାତୀୟ ପୁତ୍ର ପ୍ରାପ୍ତ ନିମନ୍ତେ ବରଦାନ କରିଥିଲେ । ଫଳସ୍ଵରୁପ ବିନତାଙ୍କ ଗର୍ଭରୁ ଯେଉଁ ଶିଶୁଟି ଜନ୍ମ ଲାଭ କଲା ସେ ଦେଖିବାକୁ ଉଭୟ ମନୁଷ୍ୟ ଓ ପକ୍ଷୀ ଜାତୀୟ ମିଶ୍ରଣ ପ୍ରାଣୀ ସ୍ଵରୁପ ଏକ ବିରଳ ଶିଶୁ ଥିଲା, ଏବଂ ଯାହାକୁ ଗରୁଡ ଗରୁଡ ନାମରେ ନାମକରଣ କରାଯାଇଥିଲା ।[୩]

ଗରୁଡ ଭଗବାନ ବିଷ୍ଣୁଙ୍କ ବାହାନ ହୋଇଥିବା ଯୋଗୁଁ ହିନ୍ଦୁଧର୍ମର ବୈଷ୍ଣବ ଧର୍ମାନୁଷ୍ଠାନ ଓ ମନ୍ଦିର ସମ୍ମୁଖରେ ଗରୁଡ ସ୍ତମ୍ବ ଅଥବା ଗରୁଡ ପ୍ରତିମୁର୍ତ୍ତି ପୂଜାପାଇଥାଏ । ଏପରିକି ମହାଭାରତରେ ବର୍ଣିତ ତଥ୍ୟ ଅନୁଯାୟୀ ଗୁରୁ ଦ୍ରୋଣାଚାର୍ଯ୍ୟ ନିଜର ସେନାବାହିନୀକୁ ଗରୁଡ ସେନା ନାମରେ ନାମିତ କରିଥିଲେ ଓ ପ୍ରଭୁ ଶ୍ରୀ କୃଷ୍ଣ ନିଜର ନନ୍ଦିଘୋଷ ରଥର ପତାକରେ ଗରୁଡ ଚିହ୍ନକୁ ସ୍ଥାନ ଦେଇଥିଲେ । ପୁରୀ ରଥ ଯାତ୍ରା ସମୟରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ପତାକରେ ମଧ୍ୟ ଗରୁଡ ଚିହ୍ନ ପ୍ରତୀୟମାନ ହୁଏ ।

ବୌଦ୍ଧଧର୍ମ ଗ୍ରନ୍ଥରେ ଗରୁଡଙ୍କୁ କେତେକ ବିଶିଷ୍ଟ ରାଜ୍ୟର ରାଜା ଓ ତାନ୍ତ୍ରୀକ ଶକ୍ତି ବିଶିଷ୍ଟ ଇଚ୍ଛାଧାରୀ ପୁରୁଷ ରୂପେ ମଧ୍ୟ ବର୍ଣନା କରାଯାଇଛି । ବୌଦ୍ଧ ଧର୍ମଗ୍ରନ୍ଥରେ ଯେଉଁ ଚାରିପ୍ରକାର ଗରୁଡ ରାଜାଙ୍କ ବିଷୟରେ ବର୍ଣନା କରାଯାଇଛି ସେମାନେ ହେଲେ:- ମହା ଶକ୍ତିଶାଳୀ ଗରୁଡ ରାଜା, ବିଶାଳକାୟ ଗରୁଡ ରାଜା, ଇଚ୍ଛାପୂର୍ତ୍ତି ଗରୁଡ ରାଜା ଓ ସ୍ଵ-ଇଚ୍ଛାଧାରୀ ଗରୁଡ ରାଜା ଇତ୍ୟାଦି ।

ଗରୁଡ ଚିହ୍ନ- ଆଧୁନିକ ଦକ୍ଷିଣ ଏସିଆର ବିଭିନ୍ନ ଦେଶରେ ଗରୁଡ ଚିହ୍ନକୁ ସାଂସ୍କୃତିକ ଓ ଜାତୀୟ ଚିହ୍ନ ଭାବେ ବ୍ୟବହାର କରାଯାଉଛି । ଯେପରିକି:-

  • ଥାଇଲ୍ୟାଣ୍ଡ ଓ ଇଣ୍ଡୋନେସିଆର ଜାତୀୟ ସରକାରୀ ପ୍ରତୀକ ।
  • ଇଣ୍ଡୋନେସିଆର ଜାତୀୟ ବିମାନକୁ ଗରୁଡ ଇଣ୍ଡୋନେସିଆ ନାମରେ ନାମିତ କରାଯାଇଛି ।
  • ଇଣ୍ଡୋନେସିଆର ଜାତୀୟ ଫୁଟବଲ୍ ଦଳର ଚିହ୍ନ ହେଉଛି ଗରୁଡ ଚିହ୍ନ ।
  • ବାର୍ଲି ଓ ଜାଭାରେ ଗରୁଡକୁ ସେମାନଙ୍କ ସାଂସ୍କୃତିକ ପ୍ରତୀକ ଭବେ ବ୍ୟବହାର କରାଯାଏ ।
  • ମଧ୍ୟ ଯୁଗର ହୋୟଂସାଳ ରାଜାଙ୍କ ଅଙ୍ଗରକ୍ଷୀଙ୍କୁ ଗରୁଡ ବୋଲି କୁହାଯାଉଥିଲା ।
  • ଭାରତୀୟ ଆକଶ ବାହିନୀର ଗୋଟିଏ ସ୍ଵତନ୍ତ୍ର ବାହିନୀକୁ ଗରୁଡ କମଣ୍ଡୋ ଫୋର୍ସ୍ ନାମରେ ନାମିତ କରାଯାଇଛି, ଯାହ ୨୦୦୪ ମସିହାରେ ଗଠନ କରଯାଇଥିଲା ।

ଆଧାର

  1. "ଗରୁଡ ପୁରାଣ". S.V. Subrahmanyam. Retrieved 5 September 2015.
  2. "ଗରୁଡ". The Hindu Universe. Retrieved 5 September 2015.
  3. "ଗରୁଡ କାହାଣୀ". Youtube. Retrieved 5 September 2015.