"ଲକ୍ଷ୍ମୀନାରାୟଣ ସାହୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଜୀବନୀ ଓ ରଚନାବଳୀ
୨ କ ଧାଡ଼ି: ୨ କ ଧାଡ଼ି:
{{Infobox person
{{Infobox person
| name = ଲକ୍ଷ୍ମୀନାରାୟଣ ସାହୁ
| name = ଲକ୍ଷ୍ମୀନାରାୟଣ ସାହୁ
| image =
| image = ଲକ୍ଷ୍ମୀନାରାୟଣ ସାହୁ.jpeg
| image_size = 250px
| image_size = 250px
| alt =
| alt =
୪୯ କ ଧାଡ଼ି: ୪୯ କ ଧାଡ଼ି:

'''ଲକ୍ଷ୍ମୀନାରାୟଣ ସାହୁ''' (୩ ଅକ୍ଟୋବର ୧୮୯୦ - ୮ ଜାନୁଆରୀ ୧୯୬୩) ଜଣେ [[ଓଡ଼ିଆ ଲୋକ|ଓଡ଼ିଆ]] ଲେଖକ, କବି, ସାମ୍ଵାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ <ref name=a>{{cite book|title=Eminent Indians who was who, 1900-1980, also annual diary of events|year=1985|page=286|url=http://books.google.co.in/books?id=bLEZAAAAYAAJ&q=LAXMINARAYAN+SAHU+ORISSA+PADMASHREE&dq=LAXMINARAYAN+SAHU+ORISSA+PADMASHREE&hl=en&sa=X&ei=9fbfT_W8N82rrAe3582YDQ&ved=0CEkQ6AEwAw}}</ref><ref name=c/>।

[[ବାଲେଶ୍ଵର]] ନିକଟସ୍ଥ ମଣିଖମ୍ଵ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ <ref name=c/>। ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ <ref name=a/>। [[ପୁରୀ]]ର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । <ref name=c/>। ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ଵର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ <ref>{{cite book|title=Midwest folklore , Volumes 10-11|year=1960|publisher=Indiana University|page=191|url=http://books.google.co.in/books?id=i4YZAAAAMAAJ&q=LAXMINARAYAN+SAHU+ORISSA+PADMASHREE&dq=LAXMINARAYAN+SAHU+ORISSA+PADMASHREE&hl=en&sa=X&ei=9fbfT_W8N82rrAe3582YDQ&ved=0CEQQ6AEwAg}}</ref>। ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ଵ ନିମନ୍ତେ କାମ କରିଥିଲେ <ref name=b>{{cite book|title=Six acres and a half: Oriya novel: Chhamana atha guntha|year=1967|publisher=Ministry of Information and Broadcasting, Govt. of India|page=5|url=http://books.google.co.in/books?id=GtRHAAAAMAAJ&q=LAXMINARAYAN+SAHU+ORISSA+PADMASHREE&dq=LAXMINARAYAN+SAHU+ORISSA+PADMASHREE&hl=en&sa=X&ei=9fbfT_W8N82rrAe3582YDQ&ved=0CEAQ6AEwAQ}}</ref>। ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ <ref name=c>[http://baleswar.nic.in/lakshinarayan.htm Laxminarayan Sahu] Balasore Official Website</ref>। [[ଅସ୍ପୃଶ୍ୟପ୍ରଥା]] ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ ।

[[ବାଲେଶ୍ଵର]] ନିକଟସ୍ଥ ମଣିଖମ୍ଵ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ <ref name=c/>। ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ <ref name=a/>। [[ପୁରୀ]]ର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । <ref name=c/>। ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ଵର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ <ref>{{cite book|title=Midwest folklore , Volumes 10-11|year=1960|publisher=Indiana University|page=191|url=http://books.google.co.in/books?id=i4YZAAAAMAAJ&q=LAXMINARAYAN+SAHU+ORISSA+PADMASHREE&dq=LAXMINARAYAN+SAHU+ORISSA+PADMASHREE&hl=en&sa=X&ei=9fbfT_W8N82rrAe3582YDQ&ved=0CEQQ6AEwAg}}</ref>।
ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ଵ ନିମନ୍ତେ କାମ କରିଥିଲେ <ref name=b>{{cite book|title=Six acres and a half: Oriya novel: Chhamana atha guntha|year=1967|publisher=Ministry of Information and Broadcasting, Govt. of India|page=5|url=http://books.google.co.in/books?id=GtRHAAAAMAAJ&q=LAXMINARAYAN+SAHU+ORISSA+PADMASHREE&dq=LAXMINARAYAN+SAHU+ORISSA+PADMASHREE&hl=en&sa=X&ei=9fbfT_W8N82rrAe3582YDQ&ved=0CEAQ6AEwAQ}}</ref>। ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ <ref name=c>[http://baleswar.nic.in/lakshinarayan.htm Laxminarayan Sahu] Balasore Official Website</ref>। [[ଅସ୍ପୃଶ୍ୟପ୍ରଥା]] ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ ।

ସେ ଓଡ଼ିଶା ଆସେମ୍ଵ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍‌ସ୍ଟିଚୁଏଣ୍ଟ ଆସେମ୍ଵ୍ଲିର ସେ ସଭ୍ୟ ଥିଲେ <ref name=a/><ref>{{cite web|url=http://164.100.47.132/LssNew/constituent/vol9p15.html |title=Debates of The Constituent Assembly of India |publisher=164.100.47.132 |date= |accessdate=2012-06-19}}</ref>। ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ଵାରା ଭାରତର ସମ୍ଵିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ଓ ଏହି ଯୁକ୍ତିକୁ [[ଭୀମରାଓ ରାମଜୀ ଆମ୍ବେଦକର|ବି. ଆର୍. ଆମ୍ଵେଦକର]] ମଧ୍ୟ ମାନିଥିଲେ <ref name=d>{{cite web|url=http://orissamatters.com/2011/06/06/3950/ |title=It is Time for Indian Patriotic Intelligentsia to Wake up « Orissa Matters |publisher=Orissamatters.com |date=2011-06-06 |accessdate=2012-06-19}}</ref>।

ମାନବ ସେବାକୁ ସେ ନିଜର ବଞ୍ଚିବାର ମାଧ୍ୟମ ବୋଲି ଗ୍ରହଣ କରି ନେଇଥିଲେ । ଛାତ୍ରାବସ୍ଥାରୁ ଜାତିପ୍ରଥା ବିରୋଧରେ ସ୍ଵର ଉତ୍ତୋଳନ କରିଥିଲେ । ସମାଜ ସଂସ୍କାର କ୍ଷେତ୍ରରେ ବହୁ କାର୍ଯ୍ୟ କରିଥିଲେ । ପଇତାକୁ ଏପରି ବାଖ୍ୟା କରିଥିଲେ ଯେ : "ପଇତାର ଛଅ ଖିଅ, ଛଅଟି ଗୁଣର ପ୍ରତୀକ । ତାହା ହେଲା ଯଜନ, ଯାଜନ, ଅଧ୍ୟୟନ, ଅଧ୍ୟାପନା, ଦାନ ଓ ପ୍ରତିଗ୍ରାହ । ଯାହାର ଏହି ଗୁଣ ଥିବ, ସେ ପଇତା ପକେଇ ପାରିବ ।"

୭୧ କ ଧାଡ଼ି: ୭୩ କ ଧାଡ଼ି:
== ସମ୍ମାନ ଓ ପୁରସ୍କାର ==
== ସମ୍ମାନ ଓ ପୁରସ୍କାର ==
* [[ପଦ୍ମ ଶ୍ରୀ]] - ୧୯୫୫<ref>{{cite news|title=ଜନ ସେବକ 'ଲକ୍ଷ୍ମୀନାରାୟଣ'|url=http://sambadepaper.com/Details.aspx?id=225196&boxid=23212644|accessdate=18 January 2016|newspaper=ସମ୍ବାଦ ୧୮/୦୧/୨୦୧୬ ଭୁବନେଶ୍ଵର ସଂସ୍କରଣ ପୃଷ୍ଠା ୨}}</ref>

== ଆଧାର ==
== ଆଧାର ==
୭୯ କ ଧାଡ଼ି: ୮୦ କ ଧାଡ଼ି:
[[ଶ୍ରେଣୀ:୧୮୯୦ ଜନ୍ମ]]
[[ଶ୍ରେଣୀ:୧୮୯୦ ଜନ୍ମ]]
[[ଶ୍ରେଣୀ:୧୯୬୩ ମୃତ୍ୟୁ]]
[[ଶ୍ରେଣୀ:୧୯୬୩ ମୃତ୍ୟୁ]]
[[ଶ୍ରେଣୀ:ବାଲେଶ୍ଵର ଜିଲ୍ଲାର ଲୋକ]]
[[ଶ୍ରେଣୀ:ପଦ୍ମ ଶ୍ରୀ ସମ୍ମାନିତ]]
[[ଶ୍ରେଣୀ:ପଦ୍ମ ଶ୍ରୀ ସମ୍ମାନିତ]]

୧୭:୦୨, ୧୯ ଜାନୁଆରୀ ୨୦୧୬ ଅନୁସାରେ କରାଯାଇଥିବା ବଦଳ

ଲକ୍ଷ୍ମୀନାରାୟଣ ସାହୁ
Born(1890-10-03)୩ ଅକ୍ଟୋବର ୧୮୯୦
ମଣିଖମ୍ଵ, ବାଲେଶ୍ୱର
Died୮ ଜାନୁଆରୀ ୧୯୬୩(1963-01-08) (ବୟସ ୭୨)
Nationalityଭାରତୀୟ
Occupationଶିକ୍ଷକତା
Parentକ୍ଷେତ୍ରମୋହନ ସାହୁ

ଲକ୍ଷ୍ମୀନାରାୟଣ ସାହୁ (୩ ଅକ୍ଟୋବର ୧୮୯୦ - ୮ ଜାନୁଆରୀ ୧୯୬୩) ଜଣେ ଓଡ଼ିଆ ଲେଖକ, କବି, ସାମ୍ଵାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ [୧][୨]
ବାଲେଶ୍ଵର ନିକଟସ୍ଥ ମଣିଖମ୍ଵ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ [୨]। ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ [୧]ପୁରୀର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । [୨]। ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ଵର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ [୩]

ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ଵ ନିମନ୍ତେ କାମ କରିଥିଲେ [୪]। ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ [୨]ଅସ୍ପୃଶ୍ୟପ୍ରଥା ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ ।
ସେ ଓଡ଼ିଶା ଆସେମ୍ଵ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍‌ସ୍ଟିଚୁଏଣ୍ଟ ଆସେମ୍ଵ୍ଲିର ସେ ସଭ୍ୟ ଥିଲେ [୧][୫]। ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ଵାରା ଭାରତର ସମ୍ଵିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ଓ ଏହି ଯୁକ୍ତିକୁ ବି. ଆର୍. ଆମ୍ଵେଦକର ମଧ୍ୟ ମାନିଥିଲେ [୬]
ମାନବ ସେବାକୁ ସେ ନିଜର ବଞ୍ଚିବାର ମାଧ୍ୟମ ବୋଲି ଗ୍ରହଣ କରି ନେଇଥିଲେ । ଛାତ୍ରାବସ୍ଥାରୁ ଜାତିପ୍ରଥା ବିରୋଧରେ ସ୍ଵର ଉତ୍ତୋଳନ କରିଥିଲେ । ସମାଜ ସଂସ୍କାର କ୍ଷେତ୍ରରେ ବହୁ କାର୍ଯ୍ୟ କରିଥିଲେ । ପଇତାକୁ ଏପରି ବାଖ୍ୟା କରିଥିଲେ ଯେ : "ପଇତାର ଛଅ ଖିଅ, ଛଅଟି ଗୁଣର ପ୍ରତୀକ । ତାହା ହେଲା ଯଜନ, ଯାଜନ, ଅଧ୍ୟୟନ, ଅଧ୍ୟାପନା, ଦାନ ଓ ପ୍ରତିଗ୍ରାହ । ଯାହାର ଏହି ଗୁଣ ଥିବ, ସେ ପଇତା ପକେଇ ପାରିବ ।"

ସନ ୧୯୫୫ ମସିହାରେ ସାହିତ୍ୟ ଓ ଶିକ୍ଷା ବିଷୟରେ ତାଙ୍କର ଦାନ ନିମନ୍ତେ ତାଙ୍କୁ ପଦ୍ମଶ୍ରୀ ଉପାଧିରେ ସମ୍ମାନିତ କରାଯାଇଥିଲା । ଓଡ଼ିଶା ଇତିହାସ ଉପରେ ତାଙ୍କର କାମ ନିମନ୍ତେ ତାଙ୍କୁ ଇତିହାସ ରଥ କୁହାଯାଉଥିଲା । ସେ ଏସିଆଟିକ୍ ସୋସାଇଟିର ସଭ୍ୟ, ଓଡ଼ିଆ ସାହିତ୍ୟ ଏକାଡେମିର ସଭାପତି ଓ ସର୍ଭାଣ୍ଟ ଅଫ ଇଣ୍ଡିଆ ସୋସାଇଟିର ସଭ୍ୟ ଥିଲେ ।
କଟକରେ ତାଙ୍କ ନାମରେ ଲକ୍ଷ୍ମୀନାରାୟଣ ସାହୁ ମହାବିଦ୍ୟାଳୟ ସ୍ଥାପିତ ହୋଇଛି [୭]

ରଚନାବଳୀ

ଗଳ୍ପ

• ବୀଣା
• ସୁଲତା
• କଣ୍ଟ୍ରୋଲ ରୁମ୍
• ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍

କବିତା

• ପଶର

ଉପନ୍ୟାସ

• ବୀଣା

ଆତ୍ମଚରିତ

• ବାରବୁଲାର କାହାଣୀ

ଅନ୍ୟାନ୍ୟ

• ଲକ୍ଷ୍ମୀନାରାୟଣ ସାହୁ ଜାତିରେ ପାଣ

ସମ୍ମାନ ଓ ପୁରସ୍କାର

ଆଧାର

1. ୧.୦ ୧.୧ ୧.୨ Eminent Indians who was who, 1900-1980, also annual diary of events. 1985. p. 286.
2. ୨.୦ ୨.୧ ୨.୨ ୨.୩ Laxminarayan Sahu Balasore Official Website
3. Midwest folklore , Volumes 10-11. Indiana University. 1960. p. 191.
4. Six acres and a half: Oriya novel: Chhamana atha guntha. Ministry of Information and Broadcasting, Govt. of India. 1967. p. 5.
5. "Debates of The Constituent Assembly of India". 164.100.47.132. Retrieved 2012-06-19.
6. "It is Time for Indian Patriotic Intelligentsia to Wake up « Orissa Matters". Orissamatters.com. 2011-06-06. Retrieved 2012-06-19.
7. "Lakshmi Narayan Sahu Mahavidyalaya". Lnsmahavidyalaya.org. 2009-03-08. Retrieved 2012-06-19.
8. "ଜନ ସେବକ 'ଲକ୍ଷ୍ମୀନାରାୟଣ'". ସମ୍ବାଦ ୧୮/୦୧/୨୦୧୬ ଭୁବନେଶ୍ଵର ସଂସ୍କରଣ ପୃଷ୍ଠା ୨. Retrieved 18 January 2016.