"ମାଟିର ମଣିଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
୫୧ କ ଧାଡ଼ି: ୫୧ କ ଧାଡ଼ି:
== ଅଧିକ ତଥ୍ୟ ==
== ଅଧିକ ତଥ୍ୟ ==
* {{imdb title|0060679}}
* {{imdb title|0060679}}
* [http://www.citwf.com/film217635.htm ''Review of'' 'Matira Manisha''' in www.citwf.com'']


{{ଓଡ଼ିଆ ସିନେମା}}
{{ଓଡ଼ିଆ ସିନେମା}}

୧୬:୧୪, ୮ ଜୁଲାଇ ୨୦୧୬ ଅନୁସାରେ କରାଯାଇଥିବା ବଦଳ

ମାଟିର ମଣିଷ
ନିର୍ଦ୍ଦେଶକମୃଣାଳ ସେନ
ପ୍ରଯୋଜକବାବୁଲାଲ ଦୋଶୀ
ଚିତ୍ରନାଟ୍ୟଗୋପାଳ ଛୋଟରାୟ
କାହାଣୀପଦ୍ମଭୂଷଣ କାଳିନ୍ଦୀ ଚରଣ ପାଣିଗ୍ରାହୀ
କଳାକାରସୁଜାତା ଆନନ୍ଦ, ଧୀର ବିଶ୍ଵାଳ, ଭାନୁମତୀ ଦେବୀ, ପ୍ରଶାନ୍ତ ନନ୍ଦ, ଶରତ ପୂଜାରୀ
ସଙ୍ଗୀତଭୁବନେଶ୍ଵର ମିଶ୍ର
ଚିତ୍ରଗ୍ରହଣଶୈଳଜା ଚାଟାର୍ଜୀ
ମୁକ୍ତିଲାଭ ତାରିଖ
୧୯୬୬
କଥାଚିତ୍ରର ସମୟ
୧୧୩ ମିନଟ
ଦେଶ ଭାରତ
ଭାଷାଓଡ଼ିଆ

ମୃଣାଳ ସେନଙ୍କ ନିର୍ଦ୍ଦେଶନାରେ ନିର୍ମିତ, ଛାୟାବାଣୀ ପ୍ରତିଷ୍ଠାନର ଓଡ଼ିଆ କଥାଚିତ୍ର ମାଟିର ମଣିଷ, ୧୯୬୬ ମସିହାରେମୁକ୍ତିଲାଭ କରିଥିଲା ।[୧]

ସଂକ୍ଷିପ୍ତ କାହାଣୀ

ଶ୍ୟାମ ପ୍ରଧାନଙ୍କର ଦୁଇ ପୁଅ ବରଜୁ ପ୍ରଧାନ (ଶରତ ପୂଜାରୀ) ଓ ଛକଡ଼ି ପ୍ରଧାନ (ପ୍ରଶାନ୍ତ ନନ୍ଦ) । ବରଜୁ ବିବାହିତ, ୩ଟି ସନ୍ତାନର ପିତା, ଦାୟିତ୍ୱବାନ, କିନ୍ତୁ ଛକଡ଼ି ଫୁଲାଫାଙ୍କିଆ । ଛକଡ଼ିକୁ ବାଟକୁ ଆଣିବା ପାଇଁ ଶ୍ୟାମ ପ୍ରଧାନ, ନେତ୍ରମଣି (ସୁଜାତା ଆନନ୍ଦ) ସହିତ ବିବାହ କରେଇ ଦିଅନ୍ତି । କିନ୍ତୁ ଦୁଇ ଜାଆଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦୁଇ ଭାଇଙ୍କ ମଧ୍ୟରେ ଭୁଲ୍ ବୁଝାମଣା ସୃଷ୍ଟି କରେ । ସାହୁକାର ହରି ମିଶ୍ର (ଦୁଃଖୀରାମ ସ୍ୱାଇଁ) ମଧ୍ୟ ଛକଡ଼ିକୁ ଭାଇଠାରୁ ଅଲଗା ହେବା ପାଇଁ ଉସୁକାଏ, ଯା ଫଳରେ ସେ ଅଧିକ ଲାଭବାନ ହୋଇ ପାରିବ । ବରଜୁ ଛକଡ଼ିକୁ ବୁଝେଇବାକୁ ଯାଇ ଗୋଟେ ଚାପୁଡ଼ା ମାରେ । ଛକଡ଼ି ଏ କଥାକୁ ଆଧାର କରି, ହରି ମିଶ୍ରର ସାହାଯ୍ୟ ନେଇ ପୁଲିସ୍ ଡାକେ ଓ ଭିନ୍ନେ ହେବା ପାଇଁ ଦାବି କରେ । ବରଜୁ, ଛକଡ଼ିକୁ ସବୁ ସମ୍ପତିର ମାଲିକାନା ଦେଇ ନିଜ ସ୍ତ୍ରୀ ପିଲାଙ୍କୁ ନେଇ ଗାଁଆ ଛାଡ଼ି ଚାଲି ଯିବାର ଦୃଢ଼ ନିଷ୍ପତି ନିଏ । ଶେଷରେ ଛକଡ଼ି ଓ ନେତ୍ରମଣି ନିଜର ଭୁଲ୍ ବୁଝି ପାରନ୍ତି ଓ ବରଜୁକୁ ଫେରାଇ ଆଣନ୍ତି ।[୨]

ଅଭିନୟରେ

ଓଡ଼ିଆ କଥାଚିତ୍ର ‘ମାଟିର ମଣିଷ’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ଆଧାର

  1. "Matira Manisha (Two Brothers)". mrinalsen.org. Retrieved 8 July 2016.
  2. Jitendra Narayan Patnaik. "Four Major Modern Oriya Novelists" (PDF). Orissar Review (Nov 2008). Retrieved 8 July 2016.

ଅଧିକ ତଥ୍ୟ