"ବିଶ୍ୱନାଥ ପ୍ରତାପ ସିଂହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
୮ କ ଧାଡ଼ି: ୮ କ ଧାଡ଼ି:
== ପାରିବାରିକ ଜୀବନ ==
== ପାରିବାରିକ ଜୀବନ ==
୨୫ ମଇ ୧୯୫୫ରେ ସିଂହ ରାଜସ୍ଥାନର ଦେଉଗଡ଼ର ରାଜକୁମାରି ଶିତା କୁମାରିଙ୍କୁ ବିବାହ କରିଥିଲେ।<ref>{{Cite book|url=https://books.google.com/books?id=lyq-wdNuXe4C&pg=PT48&lpg=PT48&dq=V.+P.+Singh+marriage&source=bl&ots=nR0KahqS75&sig=b-7EbhWxK7ZGBbI5qjdFG8QFh1I&hl=en&sa=X&ei=LJ38U92pNIKOuASYoIDIBw&ved=0CGUQ6AEwDQ#v=onepage&q=V.%20P.%20Singh%20marriage&f=false|title=Malicious Gossip|last=Singh|first=Khushwant|date=11 April 2013|publisher=HarperCollins Publishers India|chapter=Plane to Pakistan|access-date=26 August 2014}}</ref>

== ପ୍ରଧାନମନ୍ତ୍ରୀ ପଦ ==
୧୯୮୯ ମସିହା ଭାରତୀୟ ନିର୍ବାଚ୍ଚନରେ ବିଶ୍ୱନାଥ ପ୍ରତାପ ସିଂହଙ୍କ ରାଷ୍ଟ୍ରୀୟ ମୋର୍ଚ୍ଚା ୧୪୬ଟି ଆସନ ପ୍ରାପ୍ତ କରିଥିଲେ। ଭାଜପାର ୮୬ଟି ଆସନ ଓ ବାମ ଦଳର ୫୨ଟି ଆସନର ସାହାୟତାରେ ଭି।ପି। ସିଂହ ପ୍ରଧାନମନ୍ତ୍ରୀ ହେଇଥିଲେ। ସେ ପ୍ରଧାନମନ୍ତ୍ରୀ ହେଲା ପରେ ମଣ୍ଡଳ କମିସନ ଆନ୍ଦୋଳନ ଯୋଗୁ ଚର୍ଚ୍ଚାରେ ଆସିଥିଲେ।

== ଆଧାର ==
== ଆଧାର ==

୨୧:୩୪, ୨ ଅକ୍ଟୋବର ୨୦୧୬ ଅନୁସାରେ କରାଯାଇଥିବା ବଦଳ

ବିଶ୍ୱନାଥ ପ୍ରତାପ ସିଂହ (୨୫ ଜୁନ ୧୯୩୧ - ୨୭ ନଭେମ୍ବର ୨୦୦୮), ଜଣେ ଭାରତୀୟ ରାଜନେତା ଓ ଭାରତର ପ୍ରଧାନମନ୍ତ୍ରୀ ଥିଲେ(୧୯୮୯-୯୦)। ସେ ମଣ୍ଡ ଶାସନ(ରାଜ୍ୟ)ର ୪୧ତମ ଶାସକ ମଧ୍ୟ ଥଲେ।

ପ୍ରାରମ୍ଭିକ ଜୀବନ

ସିଂହ, ୧୯୩୧ ମସିହାରେ ମଣ୍ଡ ଶାସନର ଏକ ରାଜପୁତ ଜମିଦାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ।[୧]ସେ ନିଜର ଶିକ୍ଷା ଡେହରାଡୁନ ସ୍ଥିତ କର୍ଣେଲ ବ୍ରାଉନ କ୍ୟାମ୍ବ୍ରିଜ ବିଦ୍ୟାଳୟରେ ଆରମ୍ଭ କରିଥିଲେ,ପରେ ପୁଣେ ଓ ଆଲ୍ହାବାଦ ବିଶ୍ୱବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଗ୍ରହଣ କରିଥଲେ।[୨]

୧୯୬୯ ମସିହାରେ ସିଂହ କଂଗ୍ରେସ ଦଳରୁ ଉତ୍ତର ପ୍ରଦେଶ ବିଧାନସଭା ପାଇଁ ନିର୍ବାଚିତ ହେଇଥିଲେ।୧୯୭୧ ମସିହାରେ ସିଂହ ଲୋକସଭା ଆସନ ଜିତିଥିଲେ ଓ ଇନ୍ଦିରା ଗାନ୍ଧୀଙ୍କ ସରକାରରେ ଉପ ବାଣିଜ୍ୟ ମନ୍ତ୍ରୀ ଭାବେ ଯୋଦ ଦେଇଥିଲେ। ବିଶ୍ୱନାଥ ସିଂହ ୧୯୭୬-୭୭ ଯାଏଁ ଭାରତର ବାଣିଜ୍ୟ ମନ୍ତ୍ରୀ ଥିଲେ।[୩]

ପାରିବାରିକ ଜୀବନ

୨୫ ମଇ ୧୯୫୫ରେ ସିଂହ ରାଜସ୍ଥାନର ଦେଉଗଡ଼ର ରାଜକୁମାରି ଶିତା କୁମାରିଙ୍କୁ ବିବାହ କରିଥିଲେ।[୪]

ପ୍ରଧାନମନ୍ତ୍ରୀ ପଦ

୧୯୮୯ ମସିହା ଭାରତୀୟ ନିର୍ବାଚ୍ଚନରେ ବିଶ୍ୱନାଥ ପ୍ରତାପ ସିଂହଙ୍କ ରାଷ୍ଟ୍ରୀୟ ମୋର୍ଚ୍ଚା ୧୪୬ଟି ଆସନ ପ୍ରାପ୍ତ କରିଥିଲେ। ଭାଜପାର ୮୬ଟି ଆସନ ଓ ବାମ ଦଳର ୫୨ଟି ଆସନର ସାହାୟତାରେ ଭି।ପି। ସିଂହ ପ୍ରଧାନମନ୍ତ୍ରୀ ହେଇଥିଲେ। ସେ ପ୍ରଧାନମନ୍ତ୍ରୀ ହେଲା ପରେ ମଣ୍ଡଳ କମିସନ ଆନ୍ଦୋଳନ ଯୋଗୁ ଚର୍ଚ୍ଚାରେ ଆସିଥିଲେ।

ଆଧାର

  1. Community Warriors: State, Peasants and Caste Armies in Bihar Ashwani Kumar Anthem Press, 2008 [୧]
  2. "V.P. Singh".
  3. "V.P. Singh".
  4. Singh, Khushwant (11 April 2013). "Plane to Pakistan". Malicious Gossip. HarperCollins Publishers India. Retrieved 26 August 2014.