"ଏଚ.ଡି. ଦେବଗୌଡ଼ା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
୧୭ କ ଧାଡ଼ି: ୧୭ କ ଧାଡ଼ି:


== ରାଜନୈତିକ ଜୀବନ ==
== ରାଜନୈତିକ ଜୀବନ ==
ଗୌଡ଼ା ୧୯୫୩ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ|ଭାରତୀୟ‌ କଂଗ୍ରେସରେ]] ଯୋଗ ଦେଇଥିଲେ ଓ ୧୯୬୨ ଯାଏଁ କଂଗ୍ରେସର ସଦସ୍ୟ ଥିଲେ।<ref name="pmindia">[http://pmindia.nic.in/pm_gowda.htm Home Minister's Office]</ref> ୧୯୬୨ ମସିହାରେ ଗୌଡ଼ା ହୋଲେନରସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପାର୍ଥୀ ଭାବେ କର୍ଣାଟକ ବିଧାନସଭାର ସଦସ୍ୟ ହେଇଥିଲେ। ପରେ, ଗୌଡ଼ା ୬ଥର ଯାଏଁ ସେହି ମଣ୍ଡଳୀରୁ ନିର୍ବାଚିତ ହେଇଥିଲେ।କଂଗ୍ରେସର ବିଭାଜନ ପରେ ଗୌଡ଼ା କଂଗ୍ରେସ(ଅନ୍ୟ) ରେ ଯୋଗ ଦେଇଥିଲେ ଓ ମାର୍ଚ୍ଚ ୧୯୭୨ ରୁ ମାର୍ଚ୍ଚ ୧୯୭୬ ଯାଏଁ ଓ ପରେ ଡିସ୍ୱମ୍ବର ୧୯୭୭ ଯାଏଁ ବିରୋଧୀ ଦଳର ନେତା ଥିଲେ।<ref>{{Cite web}}</ref> ଆପାତ୍ତକାଳିନ ସ୍ଥିତିରେ ଗୌଡା ୧୯୭୫-୭୭ ଯାଏଁ ଜେଲରେ ବନ୍ଦୀ ଥିଲେ।ଦେବଗୌଡ଼ା ଦୁଇଥର ଯାଏଁ  [[ଜନତା ପାର୍ଟି|ଜନତା]] ପାର୍ଟିର ସଭାପତି ଥିଲେ।ପରେ ଡିସେମ୍ବର ୧୯୯୪ ମସିହାରେ ସେ କର୍ଣାଟକର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ସପଥ ଗ୍ରହଣ କରିଥିଲେ।
ଗୌଡ଼ା ୧୯୫୩ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ|ଭାରତୀୟ‌ କଂଗ୍ରେସରେ]] ଯୋଗ ଦେଇଥିଲେ ଓ ୧୯୬୨ ଯାଏଁ କଂଗ୍ରେସର ସଦସ୍ୟ ଥିଲେ।<ref name="pmindia">[http://pmindia.nic.in/pm_gowda.htm Home Minister's Office]</ref> ୧୯୬୨ ମସିହାରେ ଗୌଡ଼ା ହୋଲେନରସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପାର୍ଥୀ ଭାବେ କର୍ଣାଟକ ବିଧାନସଭାର ସଦସ୍ୟ ହେଇଥିଲେ ପରେ, ଗୌଡ଼ା ୬ଥର ଯାଏଁ ସେହି ମଣ୍ଡଳୀରୁ ନିର୍ବାଚିତ ହେଇଥିଲେ।
କଂଗ୍ରେସର ବିଭାଜନ ପରେ ଗୌଡ଼ା କଂଗ୍ରେସ(ଅନ୍ୟ) ରେ ଯୋଗ ଦେଇଥିଲେ ଓ ମାର୍ଚ୍ଚ ୧୯୭୨ ରୁ ମାର୍ଚ୍ଚ ୧୯୭୬ ଯାଏଁ ଓ ପରେ ଡିସ୍ୱମ୍ବର ୧୯୭୭ ଯାଏଁ ବିରୋଧୀ ଦଳର ନେତା ଥିଲେ।<ref>{{Cite web}}</ref> ଆପାତ୍ତକାଳିନ ସ୍ଥିତିରେ ଗୌଡା ୧୯୭୫-୭୭ ଯାଏଁ ଜେଲରେ ବନ୍ଦୀ ଥିଲେ।ଦେବଗୌଡ଼ା ଦୁଇଥର ଯାଏଁ  [[ଜନତା ପାର୍ଟି|ଜନତା]] ପାର୍ଟିର ସଭାପତି ଥିଲେ।ପରେ ଡିସେମ୍ବର ୧୯୯୪ ମସିହାରେ ସେ କର୍ଣାଟକର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ସପଥ ଗ୍ରହଣ କରିଥିଲେ।


୧୯୯୬ ନିର୍ବାଚ୍ଚନରେ ଗୌଡ଼ା ଭାରତର ୧୨ତମ ପ୍ରଧାନମନ୍ତ୍ରୀ ହେଇଥିଲେ।
୧୯୯୬ ନିର୍ବାଚ୍ଚନରେ ଗୌଡ଼ା ଭାରତର ୧୨ତମ ପ୍ରଧାନମନ୍ତ୍ରୀ ହେଇଥିଲେ।

୧୨:୪୮, ୩ ଅକ୍ଟୋବର ୨୦୧୬ ଅନୁସାରେ କରାଯାଇଥିବା ବଦଳ

ଏଚ.ଡି. ଦେବଗୌଡ଼ା
H D Deve Gowda
H. D. Deve Gowda
୧୧ ଭାରତର ପ୍ରଧାନମନ୍ତ୍ରୀ
କାର୍ଯ୍ୟକାଳ
୧ ଜୁନ ୧୯୯୬ – ୨୧ ଅପ୍ରିଲ ୧୯୯୭
ରାଷ୍ଟ୍ରପତିଶଙ୍କର ଦୟାଲ ଶର୍ମା
ପୂର୍ବ ଅଧିକାରୀଅଟଳ ବିହାରୀ ବାଜପେୟୀ
ପର ଅଧିକାରୀଇନ୍ଦ୍ର କୁମାର ଗୁଜରାଲ

ହରଦାନହଲ୍ଲୀ ଡୋଡ଼େଗୌଡ଼ା ଦେବଗୌଡ଼ା(ଜନ୍ମ ୧୮ ମଇ ୧୯୩୩)[୧][୨] ଜଣେ ଭାରତୀୟ ରାଜନେତା ଓ ଜୁନ ୧୯୯୬- ଅପ୍ରିଲ ୧୯୯୭ ଯାଁଏ ଭାରତର ପ୍ରଧାନମନ୍ତ୍ରୀ ଥିଲେ।[୩] ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ଗୌଡ଼ା ୧୯୯୪-୧୯୯୬ ଯାଁଏ କର୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ। ଗୌଡ଼ା ୧୬ତମ ଲୋକ ସଭାର ସଦସ୍ୟ ଓ କର୍ଣାଟକର ହସନ ନିର୍ବାଚନ ମଣ୍ଡଳିରୁ ସାଂସଦ। ଗୌଡ଼ା ଜନତା ଦଳ (ସେକ୍ୟୁଲାର)ର ରାଷ୍ଟ୍ରୀୟ ସଭାପତି ମଧ୍ୟ ଅଟନ୍ତି।[୪]

ପ୍ରାରମ୍ଭିକ ଜୀବନ ଓ ଶିକ୍ଷା

ଗୌଡ଼ାଙ୍କ ଜନ୍ମ କର୍ଣାଟକର ହରଦନହଲ୍ଲୀ ଗ୍ରାମରେ ୧୮ ମି ୧୯୩୩ରେ ହେଇଥିଲେ।[୫][୬][୭][୮][୯] ସେ ସିଭିଲ ଇଞ୍ଜିନିୟରିଙ୍ଗରେ ଡିପ୍ଲୋମା ପ୍ରାପ୍ତ କରିଥିଲେ।[୧୦] ସେ ଚେନ୍ନମାଙ୍କୁ ବିବାହ କରିଥିଲେ ଓ ବିବାହ ପରେ ଚାରୋଟି ପୁଅ ଓ ଦୁଇଟି ଝିଅଙ୍କ ବାପା ହେଇଥିଲେ।[୧୧]

ରାଜନୈତିକ ଜୀବନ

ଗୌଡ଼ା ୧୯୫୩ ମସିହାରେ ଭାରତୀୟ‌ କଂଗ୍ରେସରେ ଯୋଗ ଦେଇଥିଲେ ଓ ୧୯୬୨ ଯାଏଁ କଂଗ୍ରେସର ସଦସ୍ୟ ଥିଲେ।[୧୨] ୧୯୬୨ ମସିହାରେ ଗୌଡ଼ା ହୋଲେନରସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପାର୍ଥୀ ଭାବେ କର୍ଣାଟକ ବିଧାନସଭାର ସଦସ୍ୟ ହେଇଥିଲେ ପରେ, ଗୌଡ଼ା ୬ଥର ଯାଏଁ ସେହି ମଣ୍ଡଳୀରୁ ନିର୍ବାଚିତ ହେଇଥିଲେ। କଂଗ୍ରେସର ବିଭାଜନ ପରେ ଗୌଡ଼ା କଂଗ୍ରେସ(ଅନ୍ୟ) ରେ ଯୋଗ ଦେଇଥିଲେ ଓ ମାର୍ଚ୍ଚ ୧୯୭୨ ରୁ ମାର୍ଚ୍ଚ ୧୯୭୬ ଯାଏଁ ଓ ପରେ ଡିସ୍ୱମ୍ବର ୧୯୭୭ ଯାଏଁ ବିରୋଧୀ ଦଳର ନେତା ଥିଲେ।[୧୩] ଆପାତ୍ତକାଳିନ ସ୍ଥିତିରେ ଗୌଡା ୧୯୭୫-୭୭ ଯାଏଁ ଜେଲରେ ବନ୍ଦୀ ଥିଲେ।ଦେବଗୌଡ଼ା ଦୁଇଥର ଯାଏଁ  ଜନତା ପାର୍ଟିର ସଭାପତି ଥିଲେ।ପରେ ଡିସେମ୍ବର ୧୯୯୪ ମସିହାରେ ସେ କର୍ଣାଟକର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ସପଥ ଗ୍ରହଣ କରିଥିଲେ।

୧୯୯୬ ନିର୍ବାଚ୍ଚନରେ ଗୌଡ଼ା ଭାରତର ୧୨ତମ ପ୍ରଧାନମନ୍ତ୍ରୀ ହେଇଥିଲେ।

ପଦ

  • ୧୯୬୨–୮୯ : କର୍ଣାଟକ ବିଧାନସଭା ସଦସ୍ୟ
  • ୧୯୭୨-୭୬ : ବିରୋଧୀ ଦଳ ନେତା।
  • ୧୯୯୧ : ୧୦ମ ଲୋକସଭା ସଦସ୍ୟ।
  • ୧୯୯୪-୯୬ : କର୍ଣାଟକ ର ମୁଖ୍ୟମନ୍ତ୍ରୀ
  • ଜୁନ ୧୯୯୬-ଅପ୍ରିଲ ୧୯୯୭: ଭାରତର ପ୍ରଧାନମନ୍ତ୍ରୀ

ଆଧାର

  1. "Shri H. D. Deve Gowda".
  2. {{cite web}}: Empty citation (help)
  3. {{cite web}}: Empty citation (help)
  4. {{cite web}}: Empty citation (help)
  5. {{cite web}}: Empty citation (help)
  6. {{cite web}}: Empty citation (help)
  7. {{cite web}}: Empty citation (help)
  8. http://www.ndtv.com/india-news/caste-based-politics-has-to-end-in-karnataka-deve-gowda-491714
  9. http://www.rediff.com/news/2008/apr/21spec.htm
  10. {{cite web}}: Empty citation (help)
  11. http://164.100.47.132/LssNew/Members/Biography.aspx?mpsno=3960
  12. Home Minister's Office
  13. {{cite web}}: Empty citation (help)