"ପେଚା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ added Category:ପକ୍ଷୀ using HotCat
ଟିକେ Bot: Automated text replacement (- ର +ର )
୨୫ କ ଧାଡ଼ି: ୨୫ କ ଧାଡ଼ି:
*ଟାଇଟୋଡାଏ(Tytonidae ) ।
*ଟାଇଟୋଡାଏ(Tytonidae ) ।
==ବିବରଣୀ==
==ବିବରଣୀ==
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣ ରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟ ରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡ କୁ ୨୭୦o କୋଣ ରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ ଟି ଥାଏ ଯେଉଁଠାରେ ମନୁଷ୍ୟ ର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣ ରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହ ରେ କୌଣସି ଅସୁବିଧା ହୁଏନାହିଁ ।
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣ ରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟ ରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡ କୁ ୨୭୦o କୋଣ ରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ ଟି ଥାଏ ଯେଉଁଠାରେ ମନୁଷ୍ୟର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣ ରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହ ରେ କୌଣସି ଅସୁବିଧା ହୁଏନାହିଁ ।

===Burrowing owl (Athene cunicularia)===
===Burrowing owl (Athene cunicularia)===
ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ ଦୁଇକାନ ର ସଂସ୍ପର୍ଶ ରେ ନ ଆସେ ସେମାନେ ଶବ୍ଦ କୁ ସଠିକ ରୂପେ ବୁଝିପାରନ୍ତି ନାଇଁ ।ପେଚାମାନଙ୍କ କର୍ଣ ଓ ଚକ୍ଷୁ ଉନ୍ନତ ନ ହେଇଥିଲେ ମଧ୍ୟ ତାଙ୍କ ଚଞ୍ଚୁ ଏକ କାରିଗରୀ ଅସ୍ତ୍ର ରୂପେ ବିବେଚିତ ହୁଏ । ପେଚମାନଙ୍କ ଚଞ୍ଚୁ ମୁହଁ ର ତଳ ଆଡକୁ ଥାଏ ଓ ଏହା ଏକ ଧାରୁଆ କରତ ପରି କାମ କରେ । ଚଞ୍ଚୁ ର ଏପରି ତଳ ଆଡ଼କୁ ଗଠନ ଯାହାକି ପେଚାକୁ ଦେଖିବାରେ କୌଣସି ବାଧା କରେନାହିଁ । ପେଚା ମାନେ ଉଡ଼ିବାରେ କୌଣସି ଶବ୍ଦ ହୁଏନି ହଁ ପବନ ଗତିର ଏକ ଶବ୍ଦ ଆସେ କିନ୍ତୁ ପେଚାର ଡେଣା ରୁ କୌଣସି ଶବ୍ଦ ଆସେ ନାହିଁ । ଅଧିକାଂଶ ପେଚା ରାତ୍ରିକାଳରେ ସକ୍ରିୟ ରୁହନ୍ତି ଏବଂ କିଛି ପ୍ରଜାତି ଦିନ ସମୟରେ ମଧ୍ୟ ସକ୍ରିୟ ରହିବାରେ ପରିଲକ୍ଷିତ ହୋଇଛି ।
ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ ଦୁଇକାନର ସଂସ୍ପର୍ଶ ରେ ନ ଆସେ ସେମାନେ ଶବ୍ଦ କୁ ସଠିକ ରୂପେ ବୁଝିପାରନ୍ତି ନାଇଁ ।ପେଚାମାନଙ୍କ କର୍ଣ ଓ ଚକ୍ଷୁ ଉନ୍ନତ ନ ହେଇଥିଲେ ମଧ୍ୟ ତାଙ୍କ ଚଞ୍ଚୁ ଏକ କାରିଗରୀ ଅସ୍ତ୍ର ରୂପେ ବିବେଚିତ ହୁଏ । ପେଚମାନଙ୍କ ଚଞ୍ଚୁ ମୁହଁର ତଳ ଆଡକୁ ଥାଏ ଓ ଏହା ଏକ ଧାରୁଆ କରତ ପରି କାମ କରେ । ଚଞ୍ଚୁର ଏପରି ତଳ ଆଡ଼କୁ ଗଠନ ଯାହାକି ପେଚାକୁ ଦେଖିବାରେ କୌଣସି ବାଧା କରେନାହିଁ । ପେଚା ମାନେ ଉଡ଼ିବାରେ କୌଣସି ଶବ୍ଦ ହୁଏନି ହଁ ପବନ ଗତିର ଏକ ଶବ୍ଦ ଆସେ କିନ୍ତୁ ପେଚାର ଡେଣା ରୁ କୌଣସି ଶବ୍ଦ ଆସେ ନାହିଁ । ଅଧିକାଂଶ ପେଚା ରାତ୍ରିକାଳରେ ସକ୍ରିୟ ରୁହନ୍ତି ଏବଂ କିଛି ପ୍ରଜାତି ଦିନ ସମୟରେ ମଧ୍ୟ ସକ୍ରିୟ ରହିବାରେ ପରିଲକ୍ଷିତ ହୋଇଛି ।

==ପ୍ରଜନନ==
==ପ୍ରଜନନ==
ପେଚାମାନଙ୍କ ଅଣ୍ଡା ବୃତ୍ତାକାର ଓ ଧଳା ଏବଂ ଏମାନେ ଏକାଧିକ ଅଣ୍ଡା ଦେଇଥା’ନ୍ତି । ଅଣ୍ଡା ଦେବାରେ ଏମାନେ ୧ରୁ ୩ ଦିନ ସମୟ ନିଅନ୍ତି ଯାହାଫଳରେ ଅଣ୍ଡା ଫୁଟିବାସମୟ ପୃଥକ ପୃଥକ ହୋଇଥାଏ ।
ପେଚାମାନଙ୍କ ଅଣ୍ଡା ବୃତ୍ତାକାର ଓ ଧଳା ଏବଂ ଏମାନେ ଏକାଧିକ ଅଣ୍ଡା ଦେଇଥା’ନ୍ତି । ଅଣ୍ଡା ଦେବାରେ ଏମାନେ ୧ରୁ ୩ ଦିନ ସମୟ ନିଅନ୍ତି ଯାହାଫଳରେ ଅଣ୍ଡା ଫୁଟିବାସମୟ ପୃଥକ ପୃଥକ ହୋଇଥାଏ ।
==ମନୁଷ୍ୟ ଓ ପେଚା==
==ମନୁଷ୍ୟ ଓ ପେଚା==
ପେଚା କୁ ନେଇ ଅନେକ ଅନ୍ଧ ବିଶ୍ଵାସ ରହିଅଛି ଯେପରିକି ହିନ୍ଦୁ ଧର୍ମରେ ଧଳାପେଚା କୁ ଲକ୍ଷ୍ମୀ ଙ୍କ ବାହାନ ଓ ଶୁଭ ବୋଲି ମଣିନିଆଯାଏ ମାଟିଆ ପେଚାକୁ ମୃତ୍ୟୁ ର ପ୍ରତୀକ ବା ଅଶୁଭ ମଣିନିଆଯାଏ । ଏତଦବ୍ୟତୀତ ଆମେରିକା,ଆଫ୍ରିକା ଓ ଆରବ ପରିଦେଶମାନଙ୍କରେ ମଧ୍ୟ ପେଚାକୁ ମୃତ୍ୟୁ ର ପ୍ରତୀକ ବା ଅଶୁଭ ବୋଲି ଧରାଯାଏ । ଫ୍ରାନସ,ବେଲ୍ଜିୟମ,ନେଦରଲ୍ୟାଣ୍ଡ ଆଦି ଦେଶରେ ବୁଦ୍ଦିମାନ ର ପ୍ରତୀକ ବୋଲି ବିବେଚିତ କରାଯାଏ । ପେଚା ର କର୍ଣ ଓ ଚକ୍ଷୁ ର ଗଠନ ଅନୁଯାଇ ଏପରି ନାମକରଣ କରାଯାଇଛି ଯାହାର ଅର୍ଥ ବୋକା ବା ନିର୍ବୋଧ ।
ପେଚା କୁ ନେଇ ଅନେକ ଅନ୍ଧ ବିଶ୍ଵାସ ରହିଅଛି ଯେପରିକି ହିନ୍ଦୁ ଧର୍ମରେ ଧଳାପେଚା କୁ ଲକ୍ଷ୍ମୀ ଙ୍କ ବାହାନ ଓ ଶୁଭ ବୋଲି ମଣିନିଆଯାଏ ମାଟିଆ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ମଣିନିଆଯାଏ । ଏତଦବ୍ୟତୀତ ଆମେରିକା,ଆଫ୍ରିକା ଓ ଆରବ ପରିଦେଶମାନଙ୍କରେ ମଧ୍ୟ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ବୋଲି ଧରାଯାଏ । ଫ୍ରାନସ,ବେଲ୍ଜିୟମ,ନେଦରଲ୍ୟାଣ୍ଡ ଆଦି ଦେଶରେ ବୁଦ୍ଦିମାନର ପ୍ରତୀକ ବୋଲି ବିବେଚିତ କରାଯାଏ । ପେଚାର କର୍ଣ ଓ ଚକ୍ଷୁର ଗଠନ ଅନୁଯାଇ ଏପରି ନାମକରଣ କରାଯାଇଛି ଯାହାର ଅର୍ଥ ବୋକା ବା ନିର୍ବୋଧ ।

[[ଶ୍ରେଣୀ:ପକ୍ଷୀ]]
[[ଶ୍ରେଣୀ:ପକ୍ଷୀ]]

୦୩:୩୦, ୨୬ ଅଗଷ୍ଟ ୨୦୧୭ ଅନୁସାରେ କରାଯାଇଥିବା ବଦଳ

colspan=2 style="text-align: center; background-color: transparent; text-align:center; border: 1px solid red;" | ପେଚା
ଜୀବାଶ୍ମ କାଳ: Late Paleocene–Recent
Little owl (Athene noctua)
Otus jolandae call
colspan=2 style="min-width:15em; text-align: center; background-color: transparent; text-align:center; border: 1px solid red;" | ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ
colspan=2 style="text-align: center; background-color: transparent; text-align:center; border: 1px solid red;" | Families

Strigidae
Tytonidae
Ogygoptyngidae (fossil)
Palaeoglaucidae (fossil)
Protostrigidae (fossil)
Sophiornithidae (fossil)

Range of the owl, all species.
colspan=2 style="text-align: center; background-color: transparent; text-align:center; border: 1px solid red;" | Synonyms

Strigidae sensu Sibley & Ahlquist

ପେଚା ଏକ ନିଶାଚର ପକ୍ଷୀ ଓ ଅନ୍ୟ ପକ୍ଷୀଙ୍କ ତୁଳନାରେ ପେଚାର ମସ୍ତିଷ୍କ ଏବଂ ଆଖି ସାମନାକୁ ଥାଏ,ଠେକୁଆ ପରି କର୍ଣଦ୍ୱୟ ଠିଆ ହୋଇ ରହିଥାଏ । ଏମାନେ ଆଣ୍ଟାର୍କଟିକା ବ୍ୟତୀତ ସବୁସ୍ଥାନରେ ଦେଖିବାକୁ ମିଳନ୍ତି ଓ ଏମାନଙ୍କର ପାଖାପାଖି ୨୦୦ ପ୍ରଜାତି ଅଛନ୍ତି । ପେଚା ମାନେ ଦୂର –ଦର୍ଶୀ ଅଟନ୍ତି ଅର୍ଥାତ ଆଖିର ନିକଟତର ଜିନିଷ ଦେଖିପାରନ୍ତି ନାହିଂ ଏତଦବ୍ୟତୀତ ଦ୍ଵିତ-କର୍ଣୀ ଅର୍ଥାତ କୌଣସି ଶବ୍ଦକୁ ବୁଝିବା ବା ଦିଗ ନିର୍ଣୟ କରିବାପାଇଁ ଦୁଇକର୍ଣ ଏକ ସାଙ୍ଗରେ ବ୍ୟବହାର କରନ୍ତି । ପେଚାମାନଙ୍କୁ ୨ଟି ପରିବାରରେ ବିଭକ୍ତ କରାଯାଇଅଛି ପ୍ରକୃତ ପେଚା(True Owl) :

  • ଷ୍ଟ୍ରିଙ୍ଗିଡାଏ (Strigidae) ଓ ଚୋକଡ ପେଚା(Bran-Owl)
  • ଟାଇଟୋଡାଏ(Tytonidae ) ।

ବିବରଣୀ

ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣ ରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟ ରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡ କୁ ୨୭୦o କୋଣ ରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ ଟି ଥାଏ ଯେଉଁଠାରେ ମନୁଷ୍ୟର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣ ରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହ ରେ କୌଣସି ଅସୁବିଧା ହୁଏନାହିଁ ।

Burrowing owl (Athene cunicularia)

ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ ଦୁଇକାନର ସଂସ୍ପର୍ଶ ରେ ନ ଆସେ ସେମାନେ ଶବ୍ଦ କୁ ସଠିକ ରୂପେ ବୁଝିପାରନ୍ତି ନାଇଁ ।ପେଚାମାନଙ୍କ କର୍ଣ ଓ ଚକ୍ଷୁ ଉନ୍ନତ ନ ହେଇଥିଲେ ମଧ୍ୟ ତାଙ୍କ ଚଞ୍ଚୁ ଏକ କାରିଗରୀ ଅସ୍ତ୍ର ରୂପେ ବିବେଚିତ ହୁଏ । ପେଚମାନଙ୍କ ଚଞ୍ଚୁ ମୁହଁର ତଳ ଆଡକୁ ଥାଏ ଓ ଏହା ଏକ ଧାରୁଆ କରତ ପରି କାମ କରେ । ଚଞ୍ଚୁର ଏପରି ତଳ ଆଡ଼କୁ ଗଠନ ଯାହାକି ପେଚାକୁ ଦେଖିବାରେ କୌଣସି ବାଧା କରେନାହିଁ । ପେଚା ମାନେ ଉଡ଼ିବାରେ କୌଣସି ଶବ୍ଦ ହୁଏନି ହଁ ପବନ ଗତିର ଏକ ଶବ୍ଦ ଆସେ କିନ୍ତୁ ପେଚାର ଡେଣା ରୁ କୌଣସି ଶବ୍ଦ ଆସେ ନାହିଁ । ଅଧିକାଂଶ ପେଚା ରାତ୍ରିକାଳରେ ସକ୍ରିୟ ରୁହନ୍ତି ଏବଂ କିଛି ପ୍ରଜାତି ଦିନ ସମୟରେ ମଧ୍ୟ ସକ୍ରିୟ ରହିବାରେ ପରିଲକ୍ଷିତ ହୋଇଛି ।

ପ୍ରଜନନ

ପେଚାମାନଙ୍କ ଅଣ୍ଡା ବୃତ୍ତାକାର ଓ ଧଳା ଏବଂ ଏମାନେ ଏକାଧିକ ଅଣ୍ଡା ଦେଇଥା’ନ୍ତି । ଅଣ୍ଡା ଦେବାରେ ଏମାନେ ୧ରୁ ୩ ଦିନ ସମୟ ନିଅନ୍ତି ଯାହାଫଳରେ ଅଣ୍ଡା ଫୁଟିବାସମୟ ପୃଥକ ପୃଥକ ହୋଇଥାଏ ।

ମନୁଷ୍ୟ ଓ ପେଚା