"ପେଚା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ Bot: Automated text replacement (- ର +ର ) |
ଟିକେ Bot: Automated text replacement (- ରେ +ରେ ) |
||
୨୫ କ ଧାଡ଼ି: | ୨୫ କ ଧାଡ଼ି: | ||
*ଟାଇଟୋଡାଏ(Tytonidae ) । |
*ଟାଇଟୋଡାଏ(Tytonidae ) । |
||
==ବିବରଣୀ== |
==ବିବରଣୀ== |
||
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର |
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡ କୁ ୨୭୦o କୋଣରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ ଟି ଥାଏ ଯେଉଁଠାରେ ମନୁଷ୍ୟର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହରେ କୌଣସି ଅସୁବିଧା ହୁଏନାହିଁ । |
||
===Burrowing owl (Athene cunicularia)=== |
===Burrowing owl (Athene cunicularia)=== |
||
ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ ଦୁଇକାନର |
ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ ଦୁଇକାନର ସଂସ୍ପର୍ଶରେ ନ ଆସେ ସେମାନେ ଶବ୍ଦ କୁ ସଠିକ ରୂପେ ବୁଝିପାରନ୍ତି ନାଇଁ ।ପେଚାମାନଙ୍କ କର୍ଣ ଓ ଚକ୍ଷୁ ଉନ୍ନତ ନ ହେଇଥିଲେ ମଧ୍ୟ ତାଙ୍କ ଚଞ୍ଚୁ ଏକ କାରିଗରୀ ଅସ୍ତ୍ର ରୂପେ ବିବେଚିତ ହୁଏ । ପେଚମାନଙ୍କ ଚଞ୍ଚୁ ମୁହଁର ତଳ ଆଡକୁ ଥାଏ ଓ ଏହା ଏକ ଧାରୁଆ କରତ ପରି କାମ କରେ । ଚଞ୍ଚୁର ଏପରି ତଳ ଆଡ଼କୁ ଗଠନ ଯାହାକି ପେଚାକୁ ଦେଖିବାରେ କୌଣସି ବାଧା କରେନାହିଁ । ପେଚା ମାନେ ଉଡ଼ିବାରେ କୌଣସି ଶବ୍ଦ ହୁଏନି ହଁ ପବନ ଗତିର ଏକ ଶବ୍ଦ ଆସେ କିନ୍ତୁ ପେଚାର ଡେଣା ରୁ କୌଣସି ଶବ୍ଦ ଆସେ ନାହିଁ । ଅଧିକାଂଶ ପେଚା ରାତ୍ରିକାଳରେ ସକ୍ରିୟ ରୁହନ୍ତି ଏବଂ କିଛି ପ୍ରଜାତି ଦିନ ସମୟରେ ମଧ୍ୟ ସକ୍ରିୟ ରହିବାରେ ପରିଲକ୍ଷିତ ହୋଇଛି । |
||
==ପ୍ରଜନନ== |
==ପ୍ରଜନନ== |
୧୧:୪୨, ୨୬ ଅଗଷ୍ଟ ୨୦୧୭ ଅନୁସାରେ କରାଯାଇଥିବା ବଦଳ
colspan=2 style="text-align: center; background-color: transparent; text-align:center; border: 1px solid red;" | ପେଚା | |
---|---|
Little owl (Athene noctua) | |
Otus jolandae call | |
colspan=2 style="min-width:15em; text-align: center; background-color: transparent; text-align:center; border: 1px solid red;" | ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ | |
colspan=2 style="text-align: center; background-color: transparent; text-align:center; border: 1px solid red;" | Families | |
Strigidae | |
Range of the owl, all species. | |
colspan=2 style="text-align: center; background-color: transparent; text-align:center; border: 1px solid red;" | Synonyms | |
Strigidae sensu Sibley & Ahlquist |
ପେଚା ଏକ ନିଶାଚର ପକ୍ଷୀ ଓ ଅନ୍ୟ ପକ୍ଷୀଙ୍କ ତୁଳନାରେ ପେଚାର ମସ୍ତିଷ୍କ ଏବଂ ଆଖି ସାମନାକୁ ଥାଏ,ଠେକୁଆ ପରି କର୍ଣଦ୍ୱୟ ଠିଆ ହୋଇ ରହିଥାଏ । ଏମାନେ ଆଣ୍ଟାର୍କଟିକା ବ୍ୟତୀତ ସବୁସ୍ଥାନରେ ଦେଖିବାକୁ ମିଳନ୍ତି ଓ ଏମାନଙ୍କର ପାଖାପାଖି ୨୦୦ ପ୍ରଜାତି ଅଛନ୍ତି । ପେଚା ମାନେ ଦୂର –ଦର୍ଶୀ ଅଟନ୍ତି ଅର୍ଥାତ ଆଖିର ନିକଟତର ଜିନିଷ ଦେଖିପାରନ୍ତି ନାହିଂ ଏତଦବ୍ୟତୀତ ଦ୍ଵିତ-କର୍ଣୀ ଅର୍ଥାତ କୌଣସି ଶବ୍ଦକୁ ବୁଝିବା ବା ଦିଗ ନିର୍ଣୟ କରିବାପାଇଁ ଦୁଇକର୍ଣ ଏକ ସାଙ୍ଗରେ ବ୍ୟବହାର କରନ୍ତି । ପେଚାମାନଙ୍କୁ ୨ଟି ପରିବାରରେ ବିଭକ୍ତ କରାଯାଇଅଛି ପ୍ରକୃତ ପେଚା(True Owl) :
- ଷ୍ଟ୍ରିଙ୍ଗିଡାଏ (Strigidae) ଓ ଚୋକଡ ପେଚା(Bran-Owl)
- ଟାଇଟୋଡାଏ(Tytonidae ) ।
ବିବରଣୀ
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡ କୁ ୨୭୦o କୋଣରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ ଟି ଥାଏ ଯେଉଁଠାରେ ମନୁଷ୍ୟର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହରେ କୌଣସି ଅସୁବିଧା ହୁଏନାହିଁ ।
Burrowing owl (Athene cunicularia)
ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ ଦୁଇକାନର ସଂସ୍ପର୍ଶରେ ନ ଆସେ ସେମାନେ ଶବ୍ଦ କୁ ସଠିକ ରୂପେ ବୁଝିପାରନ୍ତି ନାଇଁ ।ପେଚାମାନଙ୍କ କର୍ଣ ଓ ଚକ୍ଷୁ ଉନ୍ନତ ନ ହେଇଥିଲେ ମଧ୍ୟ ତାଙ୍କ ଚଞ୍ଚୁ ଏକ କାରିଗରୀ ଅସ୍ତ୍ର ରୂପେ ବିବେଚିତ ହୁଏ । ପେଚମାନଙ୍କ ଚଞ୍ଚୁ ମୁହଁର ତଳ ଆଡକୁ ଥାଏ ଓ ଏହା ଏକ ଧାରୁଆ କରତ ପରି କାମ କରେ । ଚଞ୍ଚୁର ଏପରି ତଳ ଆଡ଼କୁ ଗଠନ ଯାହାକି ପେଚାକୁ ଦେଖିବାରେ କୌଣସି ବାଧା କରେନାହିଁ । ପେଚା ମାନେ ଉଡ଼ିବାରେ କୌଣସି ଶବ୍ଦ ହୁଏନି ହଁ ପବନ ଗତିର ଏକ ଶବ୍ଦ ଆସେ କିନ୍ତୁ ପେଚାର ଡେଣା ରୁ କୌଣସି ଶବ୍ଦ ଆସେ ନାହିଁ । ଅଧିକାଂଶ ପେଚା ରାତ୍ରିକାଳରେ ସକ୍ରିୟ ରୁହନ୍ତି ଏବଂ କିଛି ପ୍ରଜାତି ଦିନ ସମୟରେ ମଧ୍ୟ ସକ୍ରିୟ ରହିବାରେ ପରିଲକ୍ଷିତ ହୋଇଛି ।
ପ୍ରଜନନ
ପେଚାମାନଙ୍କ ଅଣ୍ଡା ବୃତ୍ତାକାର ଓ ଧଳା ଏବଂ ଏମାନେ ଏକାଧିକ ଅଣ୍ଡା ଦେଇଥା’ନ୍ତି । ଅଣ୍ଡା ଦେବାରେ ଏମାନେ ୧ରୁ ୩ ଦିନ ସମୟ ନିଅନ୍ତି ଯାହାଫଳରେ ଅଣ୍ଡା ଫୁଟିବାସମୟ ପୃଥକ ପୃଥକ ହୋଇଥାଏ ।
ମନୁଷ୍ୟ ଓ ପେଚା
ପେଚା କୁ ନେଇ ଅନେକ ଅନ୍ଧ ବିଶ୍ଵାସ ରହିଅଛି ଯେପରିକି ହିନ୍ଦୁ ଧର୍ମରେ ଧଳାପେଚା କୁ ଲକ୍ଷ୍ମୀ ଙ୍କ ବାହାନ ଓ ଶୁଭ ବୋଲି ମଣିନିଆଯାଏ ମାଟିଆ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ମଣିନିଆଯାଏ । ଏତଦବ୍ୟତୀତ ଆମେରିକା,ଆଫ୍ରିକା ଓ ଆରବ ପରିଦେଶମାନଙ୍କରେ ମଧ୍ୟ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ବୋଲି ଧରାଯାଏ । ଫ୍ରାନସ,ବେଲ୍ଜିୟମ,ନେଦରଲ୍ୟାଣ୍ଡ ଆଦି ଦେଶରେ ବୁଦ୍ଦିମାନର ପ୍ରତୀକ ବୋଲି ବିବେଚିତ କରାଯାଏ । ପେଚାର କର୍ଣ ଓ ଚକ୍ଷୁର ଗଠନ ଅନୁଯାଇ ଏପରି ନାମକରଣ କରାଯାଇଛି ଯାହାର ଅର୍ଥ ବୋକା ବା ନିର୍ବୋଧ ।