"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ Bot: Automated text replacement (- ର +ର ) |
ଟିକେ Bot: Automated text replacement (- ରେ +ରେ ) |
||
୩୩ କ ଧାଡ଼ି: | ୩୩ କ ଧାଡ଼ି: | ||
== ପ୍ରାରମ୍ଭିକ ଜୀବନ == |
== ପ୍ରାରମ୍ଭିକ ଜୀବନ == |
||
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]] |
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]]ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ଵବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]] ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । |
||
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]]ର ଆଜୀବନ ସଦସ୍ୟ ମଧ୍ୟ ଥିଲେ। |
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]]ର ଆଜୀବନ ସଦସ୍ୟ ମଧ୍ୟ ଥିଲେ। |
||
== ରାଜନୀତି == |
== ରାଜନୀତି == |
||
ବିଶ୍ଵନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା |
ବିଶ୍ଵନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଂଗ୍ରାମରେରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ ସମ୍ବିଧାନ]] ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ସଭାପତି ଥିଲେ । ପରେ ୧୯୭୧-୧୯୭୨ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ । |
||
== ଶେଷ ଜୀବନ == |
== ଶେଷ ଜୀବନ == |
||
ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ |
ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ରେ ଇହଲୀଳା ସମ୍ବରଣ କରିଥିଲେ । |
||
== ଆଧାର == |
== ଆଧାର == |
୧୨:୧୭, ୨୬ ଅଗଷ୍ଟ ୨୦୧୭ ଅନୁସାରେ କରାଯାଇଥିବା ବଦଳ
ବିଶ୍ଵନାଥ ଦାସ | |
---|---|
ମୁଖ୍ୟମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୩ ଅପ୍ରେଲ ୧୯୭୧ – ୧୪ ଜୁନ ୧୯୭୨ | |
ପୂର୍ବ ଅଧିକାରୀ | ରାଷ୍ଟ୍ରପତି ଶାସନ |
ପର ଅଧିକାରୀ | ନନ୍ଦିନୀ ଶତପଥୀ |
ରାଜ୍ୟପାଳ, ଉତ୍ତର ପ୍ରଦେଶ | |
କାର୍ଯ୍ୟକାଳ ୧୬ ଅପ୍ରେଲ ୧୯୬୨ – ୩୦ ଅପ୍ରେଲ ୧୯୬୭ | |
ପୂର୍ବ ଅଧିକାରୀ | ବୁରଗୁଲା ରାମକୃଷ୍ଣ ରାଓ |
ପର ଅଧିକାରୀ | ବେଜଉଆଡା ଗୋପାଳ ରେଡ୍ଡୀ |
ପ୍ରଧାନମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୧୯ ଜୁଲାଇ ୧୯୩୭ – ୪ ନଭେମ୍ବର ୧୯୩୯ | |
ପୂର୍ବ ଅଧିକାରୀ | କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ |
ପର ଅଧିକାରୀ | କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ବେଲଗାଁ ଗଞ୍ଜାମ ଜିଲ୍ଲା | ୮ ମାର୍ଚ୍ଚ ୧୮୮୯
ମୃତ୍ୟୁ | ୨ ଜୁନ ୧୯୮୪ କଟକ | (ବୟସ ୯୫)
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ସଂଯୁକ୍ତ ସାମ୍ମୁଖ୍ୟ |
ଘର | କାଜି ବଜାର ,କଟକ |
ଶିକ୍ଷାନୁଷ୍ଠାନ | ରେଭେନ୍ସା ମହାବିଦ୍ୟାଳୟ କଲିକତା ବିଶ୍ୱବିଦ୍ୟାଳୟ |
ବିଶ୍ଵନାଥ ଦାସ (୧୮୮୯ - ୧୯୮୪) ଏକା ଧାରାରେ ଜଣେ ଭାରତୀୟ ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ ଓଡ଼ିଶା ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ ଉତ୍ତର ପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ ।[୧]
ପ୍ରାରମ୍ଭିକ ଜୀବନ
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ କଲିକତା ବିଶ୍ଵବିଦ୍ୟାଳୟରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । ମାଡ୍ରାସ ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର ଛତ୍ରପୁର ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା ଲୋକ ସେବକ ମଣ୍ଡଳର ଆଜୀବନ ସଦସ୍ୟ ମଧ୍ୟ ଥିଲେ।
ରାଜନୀତି
ବିଶ୍ଵନାଥ ଦାସ ମାଡ୍ରାସ କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଂଗ୍ରାମରେରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।
ଶେଷ ଜୀବନ
ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ରେ ଇହଲୀଳା ସମ୍ବରଣ କରିଥିଲେ ।