"ଇଣ୍ଟସସେପସନ (ମେଡିକାଲ ବେମାରି)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଇନ୍ଟସସେପସନ ବିଷୟ ଲେଖାଗଲା
(କିଛି ବଦଳିନାହିଁ)

୦୯:୩୬, ୨୫ ସେପ୍ଟେମ୍ବର ୨୦୧୭ ଅନୁସାରେ କରାଯାଇଥିବା ବଦଳ

Intussusception
An intussuception as seen on CT
ବିଭାଗPediatrics, general surgery
ଲକ୍ଷଣAbdominal pain, vomiting, bloody stool[୧]
ଆକ୍ରାନ୍ତ ସମୟOver days to weeks in a 6 to 18 month old[୧]
କାରଣUnknown, lead point[୧]
ରୋଗ ନିର୍ଣ୍ଣୟ ପଦ୍ଧତିMedical imaging[୧]
ସଠିକ ରୋଗ ନିର୍ଣ୍ଣୟPyloric stenosis[୧]
ଚିକିତ୍ସାEnema, surgery[୧]

ଇନ୍ଟସସେପସନ (ଇଂରାଜୀ ଭାଷାରେ Intussusception) ଏକ ବେମାରୀ ଯେଉଁଥିରେ ଅନ୍ତନଳୀର (intestine) କିଛି ଅଂଶ ତା' ପରବର୍ତ୍ତି ଅଂଶ ଭିତରକୁ ପଶିଯାଏ (folds into) । ଏହା ସାଧାରଣତଃ କ୍ଷୁଦ୍ରାନ୍ତ୍ରରେ (small bowel) ହୁଏ, କ୍ୱଚିତ ବୃହଦନ୍ତ୍ରରେ (large bowel) ହୁଏ । ଏହି ରୋଗରେ ପେଟରେ ବାରମ୍ବାର ଯନ୍ତ୍ରଣା ହୁଏ ଓ ବନ୍ଦ ହୋଇଯାଏ, ବାନ୍ତି, ପେଟ ଫୁଲା, ଓ ରକ୍ତମିଶା ଝାଡ଼ା ହୁଏ । ଏହା ଫଳରେ କ୍ଷୁଦ୍ରାନ୍ତ୍ର ଅବରୋଧ (small bowel obstruction) ହୋଇଯାଏ । ଅନ୍ୟ ଜଟିଳତା ମଧ୍ୟରେ ପେରିଟୋନାଇଟିସ (peritonitis) ବା ଅନ୍ତନଳୀ ଛିଦ୍ର (bowel perforation) ହୋଇଯାଏ ।[୧]

ଆଧାର

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ Marsicovetere, P; Ivatury, SJ; White, B; Holubar, SD (February 2017). "Intestinal Intussusception: Etiology, Diagnosis, and Treatment". Clinics in colon and rectal surgery. 30 (1): 30–39. PMID 28144210.