"ମିଶାଣ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
୩ କ ଧାଡ଼ି: ୩ କ ଧାଡ଼ି:
'''ଯୋଗ''' ଯାହାକି ପ୍ରାୟତଃ ଯୁକ୍ତ ଚିହ୍ନଦ୍ୱାରା ଲେଖାଯାଏ, [[ଗଣିତ]]<nowiki/>ର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୋଟିଏ; ଅନ୍ୟଗୁଡ଼ିକ ହେଲା ବିୟୋଗ, [[ଗୁଣନ]] ଏବଂ [[ହରଣ (ଗଣିତ)|ହରଣ]] । ଦୁଇଟି ସଂଖ୍ୟାକୁ ମିଶାଇଲେ ତାହାର ମିଶାଣ ଫଳ କୁ ହିଁ ଯୋଗ କୁହାଯାଏ । <ref name="nios">{{cite book|title=ସଂଖ୍ୟା ଏବଂ ସଂଖ୍ୟାରେ ସଂକ୍ରିୟା|publisher=National Institute of Open Schooling|page=12|pages=|url=http://mooc.nios.ac.in/mooc/pluginfile.php?file=/13875/course/summary/504%20Unit%20-%205%20A%20FINAL.pdf}}</ref>ଯେପରିକି ଡାହାଣପଟ ଛବିରେ ଦୁଇଟି ଏବଂ ତିନୋଟି ସେଉ ଅଛି, ସବୁ ସେଓକୁ ମିଶାଇଲେ ସମୁଦାୟ ପାଞ୍ଚଟି ସେଉ ହେବ । ଯେପରିକି ଗାଣିତିକ ଭାଷାରେ '''୩ + ୨ = ୫'''

==ମିଶାଣ ପ୍ରକ୍ରିୟାର ଗାଣିତିକ ଧର୍ମ ==
==ମିଶାଣ ପ୍ରକ୍ରିୟାର ଗାଣିତିକ ଧର୍ମ ==
* ମିଶାଣ ପ୍ରକ୍ରିୟାରେ ଶୁନ ବା ୦ ହେଉଛି ଏପରି ଏକ ସଂଖ୍ୟା ଏହାକୁ ଯୋଗ କରିବା ଦ୍ଵାରା ମୂଳ ସଂଖ୍ୟାର ମୂଲ୍ୟରେ ପରିବର୍ତ୍ତନ ଅହୁଏ ନାହିଁ । ତେଣୂ ଶୁନ (୦) କୁ '''ଯୋଗାତ୍ମକ ଅଭେଦ''' ମଧ୍ୟ କୁହାଯାଏ ।
* ମିଶାଣ ପ୍ରକ୍ରିୟାରେ ଶୁନ ବା ୦ ହେଉଛି ଏପରି ଏକ ସଂଖ୍ୟା ଏହାକୁ ଯୋଗ କରିବା ଦ୍ଵାରା ମୂଳ ସଂଖ୍ୟାର ମୂଲ୍ୟରେ ପରିବର୍ତ୍ତନ ହୁଏ ନାହିଁ । ତେଣୂ ଶୁନ (୦) କୁ '''ଯୋଗାତ୍ମକ ଅଭେଦ''' ମଧ୍ୟ କୁହାଯାଏ ।

== Notes ==
== Notes ==

୧୨:୦୬, ୧୨ ଜୁନ ୨୦୧୮ ଅନୁସାରେ କରାଯାଇଥିବା ବଦଳ

୩ + ୨ = ୫ with ସେଉ, ପାଠ ବହିରେ ଦେଖିବାକୁ ମିଳେ। 

ଯୋଗ ଯାହାକି ପ୍ରାୟତଃ ଯୁକ୍ତ ଚିହ୍ନଦ୍ୱାରା ଲେଖାଯାଏ, ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୋଟିଏ; ଅନ୍ୟଗୁଡ଼ିକ ହେଲା ବିୟୋଗ, ଗୁଣନ ଏବଂ ହରଣ । ଦୁଇଟି ସଂଖ୍ୟାକୁ ମିଶାଇଲେ ତାହାର ମିଶାଣ ଫଳ କୁ ହିଁ ଯୋଗ କୁହାଯାଏ । [୧]ଯେପରିକି ଡାହାଣପଟ ଛବିରେ ଦୁଇଟି ଏବଂ ତିନୋଟି ସେଉ ଅଛି, ସବୁ ସେଓକୁ ମିଶାଇଲେ ସମୁଦାୟ ପାଞ୍ଚଟି ସେଉ ହେବ । ଯେପରିକି ଗାଣିତିକ ଭାଷାରେ ୩ + ୨ = ୫

ମିଶାଣ ପ୍ରକ୍ରିୟାର ଗାଣିତିକ ଧର୍ମ

  • ମିଶାଣ ପ୍ରକ୍ରିୟାରେ ଶୁନ ବା ୦ ହେଉଛି ଏପରି ଏକ ସଂଖ୍ୟା ଏହାକୁ ଯୋଗ କରିବା ଦ୍ଵାରା ମୂଳ ସଂଖ୍ୟାର ମୂଲ୍ୟରେ ପରିବର୍ତ୍ତନ ହୁଏ ନାହିଁ । ତେଣୂ ଶୁନ (୦) କୁ ଯୋଗାତ୍ମକ ଅଭେଦ ମଧ୍ୟ କୁହାଯାଏ ।

Notes

Footnotes

  1. ସଂଖ୍ୟା ଏବଂ ସଂଖ୍ୟାରେ ସଂକ୍ରିୟା (PDF). National Institute of Open Schooling. p. 12.