"ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
"{{ତିଆରି ଚାଲିଛି}} {{Infobox Mandir | name = ସ୍ୱର୍ଣ୍ଣଜଳେଶ୍ୱ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୨୧ କ ଧାଡ଼ି: ୨୧ କ ଧାଡ଼ି:
'''ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର''' ଭୁବନେଶ୍ୱରରେ ଥିବା ଏକ ହିନ୍ଦୁମନ୍ଦିର ଅଟେ । ଏହା ସପ୍ତମ ଶତାବ୍ଦୀରେ ନିର୍ମିତ ଏକ ଭଗ୍ନପ୍ରାୟ ମନ୍ଦିର ।
'''ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର''' ଭୁବନେଶ୍ୱରରେ ଥିବା ଏକ ହିନ୍ଦୁମନ୍ଦିର ଅଟେ । ଏହା ସପ୍ତମ ଶତାବ୍ଦୀରେ ନିର୍ମିତ ଏକ ଭଗ୍ନପ୍ରାୟ ମନ୍ଦିର ।
== ସ୍ଥାପତ୍ୟ ==
== ସ୍ଥାପତ୍ୟ ==
ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର କଳିଙ୍ଗ ସ୍ଥାପତ୍ୟକଳାର ପ୍ରାଥମିକସ୍ଥରର ଏକ ନିଦର୍ଶନ । ଏହି ମନ୍ଦିରଟି ଓଡିଶାର ସର୍ବପୁରାତନ ହିନ୍ଦୁ ମନ୍ଦିରମାନଙ୍କ ମଧ୍ୟରୁ ଅନ୍ୟତମ । ମନ୍ଦିରଟି ଅନ୍ୟଏକ ପୁରାତନ ମନ୍ଦିର ପର୍ଶୁରାମେଶ୍ୱର ମନ୍ଦିରର ପ୍ରତିରୂପ ବୋଲି ଗ୍ରହଣ କରାଯାଏ । ଏହି ମନ୍ଦିରର ଉତ୍ତରପାର୍ଶ୍ୱରେ ଶିବବିବାହର ଦୃଶ୍ୟ ଖୋଦିତ ହୋଇଛି, ଯାହାକି ପର୍ଶୁରାମେଶ୍ୱର ମନ୍ଦିରରେ ମଧ୍ୟ ଦେଖାଯାଏ । ମନ୍ଦିର ଭିତ୍ତିରେ ଥିବା ବିମାନ ([[ରେଖା ଦେଉଳ]]) ଚତୁଃପାର୍ଶ୍ୱରେ ଏକ ସରୁ ଲମ୍ବରେ ପ୍ୟାନେଲରେ ମହାଭାରତ ଏବଂ ରାମାୟଣର ବିଭିନ୍ନ ଦୃଶ୍ୟ ଖୋଦିତ ହୋଇଛି ।<ref>http://www.holidayiq.com/Swarnajaleswar-Temple-Bhubaneswar-Sightseeing-308-9174.html</ref>
ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର କଳିଙ୍ଗ ସ୍ଥାପତ୍ୟକଳାର ପ୍ରାଥମିକସ୍ଥରର ଏକ ନିଦର୍ଶନ । ଏହି ମନ୍ଦିରଟି ଓଡିଶାର ସର୍ବପୁରାତନ ହିନ୍ଦୁ ମନ୍ଦିରମାନଙ୍କ ମଧ୍ୟରୁ ଅନ୍ୟତମ । ମନ୍ଦିରଟି ଅନ୍ୟଏକ ପୁରାତନ ମନ୍ଦିର ପର୍ଶୁରାମେଶ୍ୱର ମନ୍ଦିରର ପ୍ରତିରୂପ ବୋଲି ଗ୍ରହଣ କରାଯାଏ । ଏହି ମନ୍ଦିରର ଉତ୍ତରପାର୍ଶ୍ୱରେ ଶିବବିବାହର ଦୃଶ୍ୟ ଖୋଦିତ ହୋଇଛି, ଯାହାକି ପର୍ଶୁରାମେଶ୍ୱର ମନ୍ଦିରରେ ମଧ୍ୟ ଦେଖାଯାଏ । ମନ୍ଦିର ଭିତ୍ତିରେ ଏକ ସରୁ ଲମ୍ବର ପ୍ୟାନେଲରେ ମହାଭାରତ ଏବଂ ରାମାୟଣର ବିଭିନ୍ନ ଦୃଶ୍ୟ ଖୋଦିତ ହୋଇଛି ।<ref>http://www.holidayiq.com/Swarnajaleswar-Temple-Bhubaneswar-Sightseeing-308-9174.html</ref>
== ଆଧାର ==
== ଆଧାର ==
{{ଆଧାର}}
{{ଆଧାର}}

୨୧:୦୫, ୨୯ ଜୁଲାଇ ୨୦୧୮ ଅନୁସାରେ କରାଯାଇଥିବା ବଦଳ

ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର
Religion
ଅନୁବନ୍ଧଗୁଡ଼ିକହିନ୍ଦୁ ଧର୍ମ
ଦେବାଦେବୀଭଗବାନ ଶିବ
Location
ସ୍ଥାନଭୁବନେଶ୍ୱର
Stateଓଡିଶା
Countryଭାରତ
Architecture
Typeକଳିଙ୍ଗ ସ୍ଥାପତ୍ୟକଳା
Completedସପ୍ତମ ଶତାବ୍ଦୀ
Temple(s)

ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର ଭୁବନେଶ୍ୱରରେ ଥିବା ଏକ ହିନ୍ଦୁମନ୍ଦିର ଅଟେ । ଏହା ସପ୍ତମ ଶତାବ୍ଦୀରେ ନିର୍ମିତ ଏକ ଭଗ୍ନପ୍ରାୟ ମନ୍ଦିର ।

ସ୍ଥାପତ୍ୟ

ସ୍ୱର୍ଣ୍ଣଜଳେଶ୍ୱର ମନ୍ଦିର କଳିଙ୍ଗ ସ୍ଥାପତ୍ୟକଳାର ପ୍ରାଥମିକସ୍ଥରର ଏକ ନିଦର୍ଶନ । ଏହି ମନ୍ଦିରଟି ଓଡିଶାର ସର୍ବପୁରାତନ ହିନ୍ଦୁ ମନ୍ଦିରମାନଙ୍କ ମଧ୍ୟରୁ ଅନ୍ୟତମ । ମନ୍ଦିରଟି ଅନ୍ୟଏକ ପୁରାତନ ମନ୍ଦିର ପର୍ଶୁରାମେଶ୍ୱର ମନ୍ଦିରର ପ୍ରତିରୂପ ବୋଲି ଗ୍ରହଣ କରାଯାଏ । ଏହି ମନ୍ଦିରର ଉତ୍ତରପାର୍ଶ୍ୱରେ ଶିବବିବାହର ଦୃଶ୍ୟ ଖୋଦିତ ହୋଇଛି, ଯାହାକି ପର୍ଶୁରାମେଶ୍ୱର ମନ୍ଦିରରେ ମଧ୍ୟ ଦେଖାଯାଏ । ମନ୍ଦିର ଭିତ୍ତିରେ ଏକ ସରୁ ଲମ୍ବର ପ୍ୟାନେଲରେ ମହାଭାରତ ଏବଂ ରାମାୟଣର ବିଭିନ୍ନ ଦୃଶ୍ୟ ଖୋଦିତ ହୋଇଛି ।[୧]

ଆଧାର