"ମାଟିର ମଣିଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧୪ କ ଧାଡ଼ି: ୧୪ କ ଧାଡ଼ି:
| narrator =
| narrator =
| starring = [[ସୁଜାତା ଆନନ୍ଦ]], [[ଧୀର ବିଶ୍ୱାଳ]], [[ଭାନୁମତୀ ଦେବୀ]], [[ପ୍ରଶାନ୍ତ ନନ୍ଦ]], [[ଶରତ ପୂଜାରୀ]]
| starring = [[ସୁଜାତା ଆନନ୍ଦ]], [[ଧୀର ବିଶ୍ୱାଳ]], [[ଭାନୁମତୀ ଦେବୀ]], [[ପ୍ରଶାନ୍ତ ନନ୍ଦ]], [[ଶରତ ପୂଜାରୀ]]
| music = [[ଭୁବନେଶ୍ଵର ମିଶ୍ର]]
| music = [[ଭୁବନେଶ୍ବର ମିଶ୍ର]]
| cinematography = ଶୈଳଜା ଚାଟାର୍ଜୀ
| cinematography = ଶୈଳଜା ଚାଟାର୍ଜୀ
| editing =
| editing =
୨୯ କ ଧାଡ଼ି: ୨୯ କ ଧାଡ଼ି:
'''ମାଟିର ମଣିଷ''', ୧୯୬୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।<ref>{{cite web|title=Matira Manisha (Two Brothers)|url=http://mrinalsen.org/matira_manisha.htm|publisher=mrinalsen.org|accessdate=8 July 2016}}</ref> ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାବୁଲାଲ ଦୋଶୀ । ଏହି କଥାଚିତ୍ରଟି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଉପନ୍ୟାସ "ମାଟିର ମଣିଷ" ଉପରେ ନିର୍ମାଣ କରାଯାଇଥିଲା । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । [[ମୃଣାଳ ସେନ]] ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।<ref>{{cite journal |last1=ହାଲି |first1=ଦିଲୀପ |title=୭୦ ବର୍ଷର ଓଡ଼ିଆ ଚଳଚ୍ଚିତ୍ରର ଏକ ପର୍ଯ୍ୟାଲୋଚନା |journal=ଉତ୍କଳ ପ୍ରସଙ୍ଗ |date=1 August 2006 |url=http://magazines.odisha.gov.in/utkalprasanga/August2006/oriyapdf/63-65.pdf |accessdate=28 August 2018}}</ref><ref>{{cite journal |last1=ହାଲି |first1=ଦିଲୀପ |title=ଓଡ଼ିଆ ଚଳଚ୍ଚିତ୍ରର ଭବିଷ୍ୟତ |journal=ଉତ୍କଳ ପ୍ରସଙ୍ଗ |date=1 January 2008 |url=http://magazines.odisha.gov.in/utkalprasanga/2008/jan-2008/oriyapdf/22-24.pdf |accessdate=28 August 2018}}</ref>

[[ପ୍ରଶାନ୍ତ ନନ୍ଦ]], [[ଶରତ ପୂଜାରୀ]], [[ଧୀର ବିଶ୍ୱାଳ]], [[ଦୁଃଖୀରାମ ସ୍ଵାଇଁ]], [[ଭୀମ ସିଂ]], [[କାର୍ତ୍ତିକ ଘୋଷ]], ରାମ ମାଣିଆ, [[ସୁଜାତା ଆନନ୍ଦ]], [[ଭାନୁମତୀ ଦେବୀ]], ସ୍ନେହଲତା, ମିତା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
[[ପ୍ରଶାନ୍ତ ନନ୍ଦ]], [[ଶରତ ପୂଜାରୀ]], [[ଧୀର ବିଶ୍ୱାଳ]], [[ଦୁଃଖୀରାମ ସ୍ବାଇଁ]], [[ଭୀମ ସିଂ]], [[କାର୍ତ୍ତିକ ଘୋଷ]], ରାମ ମାଣିଆ, [[ସୁଜାତା ଆନନ୍ଦ]], [[ଭାନୁମତୀ ଦେବୀ]], ସ୍ନେହଲତା, ମିତା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

== ଅଭିନୟ ==
== ଅଭିନୟ ==
୩୫ କ ଧାଡ଼ି: ୩୫ କ ଧାଡ଼ି:
* [[ଶରତ ପୂଜାରୀ]]
* [[ଶରତ ପୂଜାରୀ]]
* [[ଧୀର ବିଶ୍ୱାଳ]]
* [[ଧୀର ବିଶ୍ୱାଳ]]
* [[ଦୁଃଖୀରାମ ସ୍ଵାଇଁ]]
* [[ଦୁଃଖୀରାମ ସ୍ବାଇଁ]]
* [[ଭୀମ ସିଂ]]
* [[ଭୀମ ସିଂ]]
* [[କାର୍ତ୍ତିକ ଘୋଷ]]
* [[କାର୍ତ୍ତିକ ଘୋଷ]]
୪୮ କ ଧାଡ଼ି: ୪୮ କ ଧାଡ଼ି:

== ଗୀତ ଓ ସଙ୍ଗୀତ ==
== ଗୀତ ଓ ସଙ୍ଗୀତ ==
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ [[ଭୁବନେଶ୍ଵର ମିଶ୍ର]] ।
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ [[ଭୁବନେଶ୍ବର ମିଶ୍ର]] ।

== ଆଧାର ==
== ଆଧାର ==

୧୧:୫୬, ୧୧ ଡିସେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ

ମାଟିର ମଣିଷ
ନିର୍ଦ୍ଦେଶକମୃଣାଳ ସେନ
ପ୍ରଯୋଜକବାବୁଲାଲ ଦୋଶୀ
ଚିତ୍ରନାଟ୍ୟଗୋପାଳ ଛୋଟରାୟ
କାହାଣୀପଦ୍ମଭୂଷଣ କାଳିନ୍ଦୀ ଚରଣ ପାଣିଗ୍ରାହୀ
ମୂଳ ଆଧାରମାଟିର ମଣିଷ (ଉପନ୍ୟାସ)
କଳାକାରସୁଜାତା ଆନନ୍ଦ, ଧୀର ବିଶ୍ୱାଳ, ଭାନୁମତୀ ଦେବୀ, ପ୍ରଶାନ୍ତ ନନ୍ଦ, ଶରତ ପୂଜାରୀ
ସଙ୍ଗୀତଭୁବନେଶ୍ବର ମିଶ୍ର
ଚିତ୍ରଗ୍ରହଣଶୈଳଜା ଚାଟାର୍ଜୀ
ମୁକ୍ତିଲାଭ ତାରିଖ
୧୯୬୬
କଥାଚିତ୍ରର ସମୟ
୧୧୩ ମିନଟ
ଦେଶ ଭାରତ
ଭାଷାଓଡ଼ିଆ

ମାଟିର ମଣିଷ, ୧୯୬୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାବୁଲାଲ ଦୋଶୀ । ଏହି କଥାଚିତ୍ରଟି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଉପନ୍ୟାସ "ମାଟିର ମଣିଷ" ଉପରେ ନିର୍ମାଣ କରାଯାଇଥିଲା । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ମୃଣାଳ ସେନ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୨][୩]

ପ୍ରଶାନ୍ତ ନନ୍ଦ, ଶରତ ପୂଜାରୀ, ଧୀର ବିଶ୍ୱାଳ, ଦୁଃଖୀରାମ ସ୍ବାଇଁ, ଭୀମ ସିଂ, କାର୍ତ୍ତିକ ଘୋଷ, ରାମ ମାଣିଆ, ସୁଜାତା ଆନନ୍ଦ, ଭାନୁମତୀ ଦେବୀ, ସ୍ନେହଲତା, ମିତା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ

ସଂକ୍ଷିପ୍ତ କାହାଣୀ

ଶ୍ୟାମ ପ୍ରଧାନଙ୍କର ଦୁଇ ପୁଅ ବରଜୁ ପ୍ରଧାନ (ଶରତ ପୂଜାରୀ) ଓ ଛକଡ଼ି ପ୍ରଧାନ (ପ୍ରଶାନ୍ତ ନନ୍ଦ) । ବରଜୁ ବିବାହିତ, ୩ଟି ସନ୍ତାନର ପିତା, ଦାୟିତ୍ୱବାନ, କିନ୍ତୁ ଛକଡ଼ି ଫୁଲାଫାଙ୍କିଆ । ଛକଡ଼ିକୁ ବାଟକୁ ଆଣିବା ପାଇଁ ଶ୍ୟାମ ପ୍ରଧାନ, ନେତ୍ରମଣି (ସୁଜାତା ଆନନ୍ଦ) ସହିତ ବିବାହ କରେଇ ଦିଅନ୍ତି । କିନ୍ତୁ ଦୁଇ ଜାଆଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦୁଇ ଭାଇଙ୍କ ମଧ୍ୟରେ ଭୁଲ୍ ବୁଝାମଣା ସୃଷ୍ଟି କରେ । ସାହୁକାର ହରି ମିଶ୍ର (ଦୁଃଖୀରାମ ସ୍ୱାଇଁ) ମଧ୍ୟ ଛକଡ଼ିକୁ ଭାଇଠାରୁ ଅଲଗା ହେବା ପାଇଁ ଉସୁକାଏ, ଯା ଫଳରେ ସେ ଅଧିକ ଲାଭବାନ ହୋଇ ପାରିବ । ବରଜୁ ଛକଡ଼ିକୁ ବୁଝେଇବାକୁ ଯାଇ ଗୋଟେ ଚାପୁଡ଼ା ମାରେ । ଛକଡ଼ି ଏ କଥାକୁ ଆଧାର କରି, ହରି ମିଶ୍ରର ସାହାଯ୍ୟ ନେଇ ପୁଲିସ୍ ଡାକେ ଓ ଭିନ୍ନେ ହେବା ପାଇଁ ଦାବି କରେ । ବରଜୁ, ଛକଡ଼ିକୁ ସବୁ ସମ୍ପତିର ମାଲିକାନା ଦେଇ ନିଜ ସ୍ତ୍ରୀ ପିଲାଙ୍କୁ ନେଇ ଗାଁଆ ଛାଡ଼ି ଚାଲି ଯିବାର ଦୃଢ଼ ନିଷ୍ପତି ନିଏ । ଶେଷରେ ଛକଡ଼ି ଓ ନେତ୍ରମଣି ନିଜର ଭୁଲ୍ ବୁଝି ପାରନ୍ତି ଓ ବରଜୁକୁ ଫେରାଇ ଆଣନ୍ତି ।[୪]

ଗୀତ ଓ ସଙ୍ଗୀତ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଭୁବନେଶ୍ବର ମିଶ୍ର

ଆଧାର

  1. "Matira Manisha (Two Brothers)". mrinalsen.org. Retrieved 8 July 2016.
  2. ହାଲି, ଦିଲୀପ (1 August 2006). "୭୦ ବର୍ଷର ଓଡ଼ିଆ ଚଳଚ୍ଚିତ୍ରର ଏକ ପର୍ଯ୍ୟାଲୋଚନା" (PDF). ଉତ୍କଳ ପ୍ରସଙ୍ଗ. Retrieved 28 August 2018.
  3. ହାଲି, ଦିଲୀପ (1 January 2008). "ଓଡ଼ିଆ ଚଳଚ୍ଚିତ୍ରର ଭବିଷ୍ୟତ" (PDF). ଉତ୍କଳ ପ୍ରସଙ୍ଗ. Retrieved 28 August 2018.
  4. Jitendra Narayan Patnaik. "Four Major Modern Oriya Novelists" (PDF). Orissar Review (Nov 2008). Retrieved 8 July 2016.

ଅଧିକ ତଥ୍ୟ