"ଧଉଳି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
No edit summary
୬ କ ଧାଡ଼ି: ୬ କ ଧାଡ଼ି:
<ref>http://www.indiavideo.org/text/maurya-dynasty-kalinga-war-ashoka-49.php </ref>କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ
<ref>http://www.indiavideo.org/text/maurya-dynasty-kalinga-war-ashoka-49.php </ref>କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ
। ସେ ବଉଧ ଧରମକରେ ନିଜକୁ ବଦଳାଇପବା ପରେ ଅନେକ ବ୍ଔଧ ସ୍ତୁପ, ସ୍ତମ୍ଭ ଗଢାଇଥିଲେ
। ସେ ବଉଧ ଧରମକରେ ନିଜକୁ ବଦଳାଇପବା ପରେ ଅନେକ ବ୍ଔଧ ସ୍ତୁପ, ସ୍ତମ୍ଭ ଗଢାଇଥିଲେ
http://www.dhauli.net/ ଧଉଳି, ଓଡ଼ିଶା
<ref>[http://www.dhauli.net/ ଧଉଳି, ଓଡ଼ିଶା]</ref>
। ସାଧରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ଜାପାନ ବୁଦ୍ଧ ସନ୍ଧ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଛି ୧୯୭୦ରେ ଯାହା ଗବେଷକ ମାନଙ୍କ ପାଇଁ ଏକ ବିଶେଷ ଜାଗା ।
। ସାଧରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ଜାପାନ ବୁଦ୍ଧ ସନ୍ଧ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଛି ୧୯୭୦ରେ ଯାହା ଗବେଷକ ମାନଙ୍କ ପାଇଁ ଏକ ବିଶେଷ ଜାଗା ।



୧୫:୩୫, ୫ ଅପ୍ରେଲ ୨୦୧୧ ଅନୁସାରେ କରାଯାଇଥିବା ବଦଳ

ଉଳି ଶାନ୍ତି ସ୍ତୁପ

ଧଉଳି ପାହାଡ ଦୟା ନଇ କୂଳରେ ଅଛି । ଏହା ରାଜଧାନୀ ଭୁବନେଶ୍ୱର ଠାରୁ ୮ କିମି ଦୁରରେ ଅଛି । ଏହି ପାହାଡର ପଥର ଉଓଅରେ ଓଡ଼ିଆ ଭାଷାରେ ଅଶୋକଙ୍କ ଶିଳାଲେଖ ଅଛି । ଏହା ହେଉଛି ସେହି ହଜାଗା ଯେଉଁଠାରେ କଳିଙ୍ଗ ଯୁଦ୍ଧ ହୋଇଥିଲା ।

ଇତିହାସ

ଏଠାରେ ଥିବା ୬କ ଶିଳାଲେଖର ଅଶୋକ ପୁରା ପୃଥିବୀର ମଙ୍ଗଳ ପାଇଁ ସେ ହାତକୁ ନେଇଥିବା ସବୁ କାମ ଉପରେ ଲେଖାଯାଇଛି । ପଥରରେ ତିଆରି କରାଯାଇଥିବା ହାତୀ ଯାହା ଏହି ଶିଳାଲେଖ ଉପରେ ଅଛି ତାହା ତାହା ଅନେକ ଦିନ ଆଗରୁ ତିଆରି କରାଯାଇଥିବା ଓଡ଼ିଶାର ବ୍ଔଧ କୀର୍ତ୍ତି । ଏହାର ବିଶେଷତା ହେଉଛି, ଏହି ହାତୀ ବୁଦ୍ଧଙ୍କ ଶିଷ୍ୟମାନଙ୍କ ପାଇଁ ଖୋଦ ବୁଦ୍ଧଙ୍କୁ ହିଁ ସୂଚାଏ । ଅଶୋକ ଏହି ଜାଗାରେ କଳିଙ୍ଗ ଯୁଦ୍ଧ ଲଢିବା ପରେ ହଜାର ହଜାର ଲୋକଙ୍କ ମରଣ ତାଙ୍କୁ ଶାନ୍ତି ଆଡକୁ ବାଟଦେଖାଇଥିଲା ବୋଲି ବିଶ୍ଵାସ କରାଯାଏ । ତେବେ ଏହା ଏବେ ବି ଏକ ସବୁ ଗବେଷକ ମାନଙ୍କ ଦେଇ ଗ୍ରହଣ କରାଯାଇନାହିଁ, କିଛି ଗବେଷକ ଅଶୋକଙ୍କ ସମୟରେ ହୋଇଥିବା କଳିଙ୍ଗ ଯୁଦ୍ଧ ତାଙ୍କୁ ପ୍ରଭାବିତ କରିନଥିଲା ବୋଲି ଯୁକ୍ତି ବାଢନ୍ତି । [୧]କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ । ସେ ବଉଧ ଧରମକରେ ନିଜକୁ ବଦଳାଇପବା ପରେ ଅନେକ ବ୍ଔଧ ସ୍ତୁପ, ସ୍ତମ୍ଭ ଗଢାଇଥିଲେ [୨] । ସାଧରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ଜାପାନ ବୁଦ୍ଧ ସନ୍ଧ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଛି ୧୯୭୦ରେ ଯାହା ଗବେଷକ ମାନଙ୍କ ପାଇଁ ଏକ ବିଶେଷ ଜାଗା ।

ଓଡ଼ିଶାରେ ଥିବା ବାକି ବଉଧ କୀର୍ତି

ବଉଧ ଜିଲାରେ ଅନେକ ଜାଗାରେ ବଉଧ କୀରତିମାନ ଅଛି, ବିଶ୍ଵାସ କରାଯାଏ ଯେ ବୁଦ୍ଧଙ୍କ ନାଆଁରୁ ବଉଧ/ବଉଦ ଏହି ଜିଲାର ନାଆଁ ଦିଆଯାଇଛି ।

  1. ଖଣ୍ଡଗିରି, ଭୁବନେଶ୍ୱର
  2. ଉଦୟଗିରି, ଭୁବନେଶ୍ୱର
  3. ରତନଗିରି, ଯାଜପୁର
  4. ଲଳିତଗିରି, ଯାଜପୁର
  5. ଜଉଗଡ, ଗଞ୍ଜାମରେ ଥିବା ଅଶୋକଙ୍କ ଶିଳାଲେଖ

ବଉଧ ଧରମର ଶ୍ରେଣିବିଭାଗ

  • ଥେରବାଦ
  • ମହାଯାନ
  • ବଜ୍ରଯାନ
  • ସହଜଯାନ

ରେରେରେନ୍ସ

  1. http://www.indiavideo.org/text/maurya-dynasty-kalinga-war-ashoka-49.php
  2. ଧଉଳି, ଓଡ଼ିଶା

ବାହାର ଲିଙ୍କ

http://www.dhauli.net/ ଧଉଳି, ଓଡ଼ିଶା