"ଧଉଳି" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
ଟିକେ ବ/ୱ ଫଳା ବଦଳ |
||
୭ କ ଧାଡ଼ି: | ୭ କ ଧାଡ଼ି: | ||
== ଇତିହାସ == |
== ଇତିହାସ == |
||
ଏଠାରେ ଥିବା ୬କ ଶିଳାଲେଖରେ [[ଅଶୋକ]] ପୁରା ପୃଥିବୀର ମଙ୍ଗଳ ପାଇଁ ହାତକୁ ନେଇଥିବା ସବୁ କାମ ଉପରେ ଲେଖାଯାଇଛି । ପଥରରେ ତିଆରି କରାଯାଇଥିବା ହାତୀ ଯାହା ଏହି ଶିଳାଲେଖ ଉପରେ ଅଛି ତାହା ଅନେକ ଦିନ ଆଗରୁ ତିଆରି କରାଯାଇଥିବା [[ଓଡ଼ିଶା]]ର ବୌଦ୍ଧ କୀର୍ତ୍ତି । ଏହାର ବିଶେଷତା ହେଉଛି, ଏହି ହାତୀ [[ଗୌତମ ବୁଦ୍ଧ|ବୁଦ୍ଧ]]ଙ୍କ ଶିଷ୍ୟମାନଙ୍କ ପାଇଁ ଖୋଦ ବୁଦ୍ଧଙ୍କୁ ହିଁ ସୂଚାଏ । ଅଶୋକ ଏହି ଜାଗାରେ କଳିଙ୍ଗ ଯୁଦ୍ଧ ଲଢ଼ିବା ପରେ ହଜାର ହଜାର ଲୋକଙ୍କ ମରଣ ତାଙ୍କୁ ଶାନ୍ତି ଆଡ଼କୁ ବାଟଦେଖାଇଥିଲା ବୋଲି |
ଏଠାରେ ଥିବା ୬କ ଶିଳାଲେଖରେ [[ଅଶୋକ]] ପୁରା ପୃଥିବୀର ମଙ୍ଗଳ ପାଇଁ ହାତକୁ ନେଇଥିବା ସବୁ କାମ ଉପରେ ଲେଖାଯାଇଛି । ପଥରରେ ତିଆରି କରାଯାଇଥିବା ହାତୀ ଯାହା ଏହି ଶିଳାଲେଖ ଉପରେ ଅଛି ତାହା ଅନେକ ଦିନ ଆଗରୁ ତିଆରି କରାଯାଇଥିବା [[ଓଡ଼ିଶା]]ର ବୌଦ୍ଧ କୀର୍ତ୍ତି । ଏହାର ବିଶେଷତା ହେଉଛି, ଏହି ହାତୀ [[ଗୌତମ ବୁଦ୍ଧ|ବୁଦ୍ଧ]]ଙ୍କ ଶିଷ୍ୟମାନଙ୍କ ପାଇଁ ଖୋଦ ବୁଦ୍ଧଙ୍କୁ ହିଁ ସୂଚାଏ । ଅଶୋକ ଏହି ଜାଗାରେ କଳିଙ୍ଗ ଯୁଦ୍ଧ ଲଢ଼ିବା ପରେ ହଜାର ହଜାର ଲୋକଙ୍କ ମରଣ ତାଙ୍କୁ ଶାନ୍ତି ଆଡ଼କୁ ବାଟଦେଖାଇଥିଲା ବୋଲି ବିଶ୍ୱାସ କରାଯାଏ । ତେବେ ଏହା ଏବେ ବି ସବୁ ଗବେଷକମାନଙ୍କ ଦେଇ ଗ୍ରହଣ କରାଯାଇନାହିଁ, କିଛି ଗବେଷକ ଅଶୋକଙ୍କ ସମୟରେ ହୋଇଥିବା କଳିଙ୍ଗ ଯୁଦ୍ଧ ତାଙ୍କୁ ପ୍ରଭାବିତ କରିନଥିଲା ବୋଲି ଯୁକ୍ତି ବାଢ଼ନ୍ତି । |
||
<ref>[http://www.indiavideo.org/text/maurya-dynasty-kalinga-war-ashoka-49.php କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ]</ref> |
<ref>[http://www.indiavideo.org/text/maurya-dynasty-kalinga-war-ashoka-49.php କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ]</ref> |
||
। ସେ [[ବୌଦ୍ଧ ଧର୍ମ]]ରେ ନିଜକୁ ବଦଳାଇବା ପରେ ଅନେକ ବୌଦ୍ଧ ସ୍ତୁପ, ସ୍ତମ୍ଭ ଗଢ଼ାଇଥିଲେ |
। ସେ [[ବୌଦ୍ଧ ଧର୍ମ]]ରେ ନିଜକୁ ବଦଳାଇବା ପରେ ଅନେକ ବୌଦ୍ଧ ସ୍ତୁପ, ସ୍ତମ୍ଭ ଗଢ଼ାଇଥିଲେ |
||
୧୩ କ ଧାଡ଼ି: | ୧୩ କ ଧାଡ଼ି: | ||
। ସାଧାରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ୧୯୭୦ରେ ଜାପାନ ବୁଦ୍ଧ ସଙ୍ଘ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ଼ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଥିଲା, ଯାହା ଗବେଷକମାନଙ୍କ ପାଇଁ ଏକ ବିଶେଷ ଜାଗା । |
। ସାଧାରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ୧୯୭୦ରେ ଜାପାନ ବୁଦ୍ଧ ସଙ୍ଘ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ଼ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଥିଲା, ଯାହା ଗବେଷକମାନଙ୍କ ପାଇଁ ଏକ ବିଶେଷ ଜାଗା । |
||
[[ଫାଇଲ:Santi Stupa 3.JPG|thumb|250px|right| ଶାନ୍ତି ସ୍ତୁପ, ଧଉଳିଗିରି]] |
[[ଫାଇଲ:Santi Stupa 3.JPG|thumb|250px|right| ଶାନ୍ତି ସ୍ତୁପ, ଧଉଳିଗିରି]] |
||
ଏକଦା ଧଉଳି ପାହାଡ଼ ସୁରଭିଗିରି ନାମରେ ଐତିହାସିକ |
ଏକଦା ଧଉଳି ପାହାଡ଼ ସୁରଭିଗିରି ନାମରେ ଐତିହାସିକ ସ୍ୱାକ୍ଷର ବହନ କରିଥିଲା । ଏହାର ଶିଖର ଦେଶରେ ଏକ ଭେଷଜ ଉପବନ ଓ ପ୍ରମୋଦ ଉଦ୍ୟାନ ମଧ୍ୟ ଥିଲା । [[ଅଶୋକ]]ଙ୍କ ଧର୍ମାନୁଶାସନ ବହନ କରିଥିବା ଦକ୍ଷିଣ ସୀମାନ୍ତବର୍ତ୍ତୀ ପାହାଡରେ ପ୍ରିୟଦର୍ଶୀ ରାଜତ୍ୱର ମୂକସାକ୍ଷୀ ରୂପେ ବିଦ୍ୟମାନ ଶିଳାହସ୍ତୀକୁ [[ମହାଭାରତ]] ସମୟର ଅଶ୍ୱତ୍ଥାମା ହସ୍ତୀ ନାମରେ ଓ ପାହାଡ଼ଟିକୁ ଅଶ୍ୱତ୍ଥାମା ପାହାଡ଼ ନାମରେ ନାମିତ କରାଯାଇଛି । ଜତୁଗୃହରୁ ଆତ୍ମରକ୍ଷା ପାଇଁ ମାତା [[କୁନ୍ତୀ]]ଙ୍କ ସହ [[ପାଣ୍ଡବ|ପଞ୍ଚୁପାଣ୍ଡବ]] ଏଠାରେ ରହିଥିବାରୁ ଏହାର ଗୁମ୍ଫା ସମୁହକୁ [[ପାଣ୍ଡବ|ପଞ୍ଚୁପାଣ୍ଡବ]] ଗୁମ୍ଫା ନାମରେ ନାମିତ କରାଯାଇଛି । |
||
[[ଫାଇଲ:Santi Stupa 4.jpg|thumb|250px|right| [[ଗୌତମ ବୁଦ୍ଧ|ବୁଦ୍ଧ]] ମୁର୍ତ୍ତି, ଶାନ୍ତି ସ୍ତୁପ, ଧଉଳିଗିରି ]] |
[[ଫାଇଲ:Santi Stupa 4.jpg|thumb|250px|right| [[ଗୌତମ ବୁଦ୍ଧ|ବୁଦ୍ଧ]] ମୁର୍ତ୍ତି, ଶାନ୍ତି ସ୍ତୁପ, ଧଉଳିଗିରି ]] |
||
== ଓଡ଼ିଶାରେ ଥିବା ଅନ୍ୟ ବୌଦ୍ଧ କୀର୍ତ୍ତି == |
== ଓଡ଼ିଶାରେ ଥିବା ଅନ୍ୟ ବୌଦ୍ଧ କୀର୍ତ୍ତି == |
||
# [[ବୌଦ୍ଧ ଜିଲ୍ଲା]]ରେ ଅନେକ ଜାଗାରେ ବୌଦ୍ଧ କୀର୍ତ୍ତିମାନ ଅଛି, |
# [[ବୌଦ୍ଧ ଜିଲ୍ଲା]]ରେ ଅନେକ ଜାଗାରେ ବୌଦ୍ଧ କୀର୍ତ୍ତିମାନ ଅଛି, ବିଶ୍ୱାସ କରାଯାଏ ଯେ ବୁଦ୍ଧଙ୍କ ନାମରୁ [[ବୌଦ୍ଧ ଜିଲ୍ଲା|ବୌଦ୍ଧ]]/ବଉଦ ଏହି ଜିଲ୍ଲାର ନାମ ଦିଆଯାଇଛି । |
||
# [[ଖଣ୍ଡଗିରି]], ଭୁବନେଶ୍ୱର |
# [[ଖଣ୍ଡଗିରି]], ଭୁବନେଶ୍ୱର |
||
# [[ଉଦୟଗିରି]], ଭୁବନେଶ୍ୱର |
# [[ଉଦୟଗିରି]], ଭୁବନେଶ୍ୱର |
||
୪୧ କ ଧାଡ଼ି: | ୪୧ କ ଧାଡ଼ି: | ||
[[ଶ୍ରେଣୀ:ବୌଦ୍ଧ ତୀର୍ଥସ୍ଥଳୀ]] |
[[ଶ୍ରେଣୀ:ବୌଦ୍ଧ ତୀର୍ଥସ୍ଥଳୀ]] |
||
[[ଶ୍ରେଣୀ:ଓଡ଼ିଶାର ଐତିହ୍ୟସ୍ଥଳ]] |
[[ଶ୍ରେଣୀ:ଓଡ଼ିଶାର ଐତିହ୍ୟସ୍ଥଳ]] |
||
[[ଶ୍ରେଣୀ:ବଛା ଲେଖା| |
[[ଶ୍ରେଣୀ:ବଛା ଲେଖା|ଦ୍ୱିତୀୟ; ଅପ୍ରେଲ ୨୦୧୧]] |
୨୨:୦୮, ୧୫ ଡିସେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ
ଧଉଳି ଓଡ଼ିଶାରେ ଥିବା ଏକ ବୌଦ୍ଧ ବିହାର ଓ ସ୍ତୁପ । ଏହା ଦୟା ନଦୀ କୂଳରେ ଧଉଳି ପାହାଡ଼ ଉପରେ ରହିଛି । ଏହି ପାହାଡର ପଥର ଉପରେ ବ୍ରାହ୍ମୀରେ ଅଶୋକଙ୍କ ଶିଳାଲେଖ ଅଛି । ଏଠାରେ କଳିଙ୍ଗ ଯୁଦ୍ଧ ହୋଇଥିଲା ବୋଲି ଐତିହାସିକମାନେ ମତ ଦେଇଥାନ୍ତି ।
ଅବସ୍ଥିତି
ଧଉଳି ଭୁବନେଶ୍ୱର ଠାରୁ ୮ କିମି ଦୁରରେ ରହିଛି ।
ଇତିହାସ
ଏଠାରେ ଥିବା ୬କ ଶିଳାଲେଖରେ ଅଶୋକ ପୁରା ପୃଥିବୀର ମଙ୍ଗଳ ପାଇଁ ହାତକୁ ନେଇଥିବା ସବୁ କାମ ଉପରେ ଲେଖାଯାଇଛି । ପଥରରେ ତିଆରି କରାଯାଇଥିବା ହାତୀ ଯାହା ଏହି ଶିଳାଲେଖ ଉପରେ ଅଛି ତାହା ଅନେକ ଦିନ ଆଗରୁ ତିଆରି କରାଯାଇଥିବା ଓଡ଼ିଶାର ବୌଦ୍ଧ କୀର୍ତ୍ତି । ଏହାର ବିଶେଷତା ହେଉଛି, ଏହି ହାତୀ ବୁଦ୍ଧଙ୍କ ଶିଷ୍ୟମାନଙ୍କ ପାଇଁ ଖୋଦ ବୁଦ୍ଧଙ୍କୁ ହିଁ ସୂଚାଏ । ଅଶୋକ ଏହି ଜାଗାରେ କଳିଙ୍ଗ ଯୁଦ୍ଧ ଲଢ଼ିବା ପରେ ହଜାର ହଜାର ଲୋକଙ୍କ ମରଣ ତାଙ୍କୁ ଶାନ୍ତି ଆଡ଼କୁ ବାଟଦେଖାଇଥିଲା ବୋଲି ବିଶ୍ୱାସ କରାଯାଏ । ତେବେ ଏହା ଏବେ ବି ସବୁ ଗବେଷକମାନଙ୍କ ଦେଇ ଗ୍ରହଣ କରାଯାଇନାହିଁ, କିଛି ଗବେଷକ ଅଶୋକଙ୍କ ସମୟରେ ହୋଇଥିବା କଳିଙ୍ଗ ଯୁଦ୍ଧ ତାଙ୍କୁ ପ୍ରଭାବିତ କରିନଥିଲା ବୋଲି ଯୁକ୍ତି ବାଢ଼ନ୍ତି । [୧] । ସେ ବୌଦ୍ଧ ଧର୍ମରେ ନିଜକୁ ବଦଳାଇବା ପରେ ଅନେକ ବୌଦ୍ଧ ସ୍ତୁପ, ସ୍ତମ୍ଭ ଗଢ଼ାଇଥିଲେ [୨] । ସାଧାରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ୧୯୭୦ରେ ଜାପାନ ବୁଦ୍ଧ ସଙ୍ଘ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ଼ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଥିଲା, ଯାହା ଗବେଷକମାନଙ୍କ ପାଇଁ ଏକ ବିଶେଷ ଜାଗା ।
ଏକଦା ଧଉଳି ପାହାଡ଼ ସୁରଭିଗିରି ନାମରେ ଐତିହାସିକ ସ୍ୱାକ୍ଷର ବହନ କରିଥିଲା । ଏହାର ଶିଖର ଦେଶରେ ଏକ ଭେଷଜ ଉପବନ ଓ ପ୍ରମୋଦ ଉଦ୍ୟାନ ମଧ୍ୟ ଥିଲା । ଅଶୋକଙ୍କ ଧର୍ମାନୁଶାସନ ବହନ କରିଥିବା ଦକ୍ଷିଣ ସୀମାନ୍ତବର୍ତ୍ତୀ ପାହାଡରେ ପ୍ରିୟଦର୍ଶୀ ରାଜତ୍ୱର ମୂକସାକ୍ଷୀ ରୂପେ ବିଦ୍ୟମାନ ଶିଳାହସ୍ତୀକୁ ମହାଭାରତ ସମୟର ଅଶ୍ୱତ୍ଥାମା ହସ୍ତୀ ନାମରେ ଓ ପାହାଡ଼ଟିକୁ ଅଶ୍ୱତ୍ଥାମା ପାହାଡ଼ ନାମରେ ନାମିତ କରାଯାଇଛି । ଜତୁଗୃହରୁ ଆତ୍ମରକ୍ଷା ପାଇଁ ମାତା କୁନ୍ତୀଙ୍କ ସହ ପଞ୍ଚୁପାଣ୍ଡବ ଏଠାରେ ରହିଥିବାରୁ ଏହାର ଗୁମ୍ଫା ସମୁହକୁ ପଞ୍ଚୁପାଣ୍ଡବ ଗୁମ୍ଫା ନାମରେ ନାମିତ କରାଯାଇଛି ।
ଓଡ଼ିଶାରେ ଥିବା ଅନ୍ୟ ବୌଦ୍ଧ କୀର୍ତ୍ତି
- ବୌଦ୍ଧ ଜିଲ୍ଲାରେ ଅନେକ ଜାଗାରେ ବୌଦ୍ଧ କୀର୍ତ୍ତିମାନ ଅଛି, ବିଶ୍ୱାସ କରାଯାଏ ଯେ ବୁଦ୍ଧଙ୍କ ନାମରୁ ବୌଦ୍ଧ/ବଉଦ ଏହି ଜିଲ୍ଲାର ନାମ ଦିଆଯାଇଛି ।
- ଖଣ୍ଡଗିରି, ଭୁବନେଶ୍ୱର
- ଉଦୟଗିରି, ଭୁବନେଶ୍ୱର
- ରତ୍ନଗିରି, ଯାଜପୁର
- ଲଳିତଗିରି, ଯାଜପୁର
- ଜଉଗଡ଼, ଗଞ୍ଜାମରେ ଥିବା ଅଶୋକଙ୍କ ଶିଳାଲେଖ
ବୌଦ୍ଧ ଧର୍ମ ଶ୍ରେଣୀବିଭାଗ
- ଥେରବାଦ
- ମହାଯାନ
- ବଜ୍ରଯାନ
- ସହଜଯାନ