"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୧ କ ଧାଡ଼ି: ୧ କ ଧାଡ଼ି:
{{ଛୋଟ|Biswanath Das}}
{{ଛୋଟ|Biswanath Das}}
{{Infobox Indian politician
{{Infobox Indian politician
|name = ବିଶ୍ବନାଥ ଦାସ
|name = ବିଶ୍ୱନାଥ ଦାସ
|image = Biswanath-Das.jpg
|image = Biswanath-Das.jpg
|office = [[ଓଡ଼ିଶାର ମୁଖ୍ୟମନ୍ତ୍ରୀ ମାନଙ୍କର ତାଲିକା|ମୁଖ୍ୟମନ୍ତ୍ରୀ, ଓଡ଼ିଶା]]
|office = [[ଓଡ଼ିଶାର ମୁଖ୍ୟମନ୍ତ୍ରୀ ମାନଙ୍କର ତାଲିକା|ମୁଖ୍ୟମନ୍ତ୍ରୀ, ଓଡ଼ିଶା]]
୨୬ କ ଧାଡ଼ି: ୨୬ କ ଧାଡ଼ି:
|otherparty = ସଂଯୁକ୍ତ ସାମ୍ମୁଖ୍ୟ
|otherparty = ସଂଯୁକ୍ତ ସାମ୍ମୁଖ୍ୟ
|spouse =
|spouse =
|alma_mater = [[ରେଭେନ୍ସା ବିଶ୍ବବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]<br />[[କଲିକତା ବିଶ୍ୱବିଦ୍ୟାଳୟ]]
|alma_mater = [[ରେଭେନ୍ସା ବିଶ୍ୱବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]<br />[[କଲିକତା ବିଶ୍ୱବିଦ୍ୟାଳୟ]]
|website =
|website =
}}
}}


'''ବିଶ୍ବନାଥ ଦାସ''' (୧୮୮୯ - ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ବାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡ଼ିଶା]] ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ [[ଉତ୍ତର ପ୍ରଦେଶ|ଉତ୍ତର ପ୍ରଦେଶର]] [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର [[ମୁଖ୍ୟମନ୍ତ୍ରୀ]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref>
'''ବିଶ୍ୱନାଥ ଦାସ''' (୧୮୮୯ - ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡ଼ିଶା]] ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ [[ଉତ୍ତର ପ୍ରଦେଶ|ଉତ୍ତର ପ୍ରଦେଶର]] [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର [[ମୁଖ୍ୟମନ୍ତ୍ରୀ]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref>


== ପ୍ରାରମ୍ଭିକ ଜୀବନ ==
== ପ୍ରାରମ୍ଭିକ ଜୀବନ ==
ବିଶ୍ବନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]]ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ବବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ବବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]]ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ ।
ବିଶ୍ୱନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]]ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ୱବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ୱବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]]ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ବପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]]ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]]ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।


== ରାଜନୀତି ==
== ରାଜନୀତି ==
ବିଶ୍ବନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଂଗ୍ରାମରେରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ବିତୀୟ ବିଶ୍ବଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ ସମ୍ବିଧାନ]] ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ସଭାପତି ଥିଲେ । ପରେ ୧୯୭୧-୧୯୭୨ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।
ବିଶ୍ୱନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ୱାଧିନତା ସଂଗ୍ରାମରେରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ୱିତୀୟ ବିଶ୍ୱଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ ସମ୍ବିଧାନ]] ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ସଭାପତି ଥିଲେ । ପରେ ୧୯୭୧-୧୯୭୨ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।


== ଶେଷ ଜୀବନ ==
== ଶେଷ ଜୀବନ ==

୦୦:୩୧, ୧୬ ଡିସେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ

ବିଶ୍ୱନାଥ ଦାସ
ମୁଖ୍ୟମନ୍ତ୍ରୀ, ଓଡ଼ିଶା
କାର୍ଯ୍ୟକାଳ
୩ ଅପ୍ରେଲ ୧୯୭୧ – ୧୪ ଜୁନ ୧୯୭୨
ପୂର୍ବ ଅଧିକାରୀରାଷ୍ଟ୍ରପତି ଶାସନ
ପର ଅଧିକାରୀନନ୍ଦିନୀ ଶତପଥୀ
ରାଜ୍ୟପାଳ, ଉତ୍ତର ପ୍ରଦେଶ
କାର୍ଯ୍ୟକାଳ
୧୬ ଅପ୍ରେଲ ୧୯୬୨ – ୩୦ ଅପ୍ରେଲ ୧୯୬୭
ପୂର୍ବ ଅଧିକାରୀବୁରଗୁଲା ରାମକୃଷ୍ଣ ରାଓ
ପର ଅଧିକାରୀବେଜଉଆଡା ଗୋପାଳ ରେଡ୍ଡୀ
ପ୍ରଧାନମନ୍ତ୍ରୀ, ଓଡ଼ିଶା
କାର୍ଯ୍ୟକାଳ
୧୯ ଜୁଲାଇ ୧୯୩୭ – ୪ ନଭେମ୍ବର ୧୯୩୯
ପୂର୍ବ ଅଧିକାରୀକୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ
ପର ଅଧିକାରୀକୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1889-03-08)୮ ମାର୍ଚ୍ଚ ୧୮୮୯
ବେଲଗାଁ ଗଞ୍ଜାମ ଜିଲ୍ଲା
ମୃତ୍ୟୁ୨ ଜୁନ ୧୯୮୪(1984-06-02) (ବୟସ ୯୫)
କଟକ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସଂଯୁକ୍ତ ସାମ୍ମୁଖ୍ୟ
ଘରକାଜି ବଜାର ,କଟକ
ଶିକ୍ଷାନୁଷ୍ଠାନରେଭେନ୍ସା ମହାବିଦ୍ୟାଳୟ
କଲିକତା ବିଶ୍ୱବିଦ୍ୟାଳୟ

ବିଶ୍ୱନାଥ ଦାସ (୧୮୮୯ - ୧୯୮୪) ଏକା ଧାରାରେ ଜଣେ ଭାରତୀୟ ରାଜନେତା, ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ ଓଡ଼ିଶା ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ ଉତ୍ତର ପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ ।[୧]

ପ୍ରାରମ୍ଭିକ ଜୀବନ

ବିଶ୍ୱନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ କଲିକତା ବିଶ୍ୱବିଦ୍ୟାଳୟରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । ମାଡ୍ରାସଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର ଛତ୍ରପୁର ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ଅବଦାନ ଥିବା ଲୋକ ସେବକ ମଣ୍ଡଳର ଆଜୀବନ ସଦସ୍ୟ ମଧ୍ୟ ଥିଲେ।

ରାଜନୀତି

ବିଶ୍ୱନାଥ ଦାସ ମାଡ୍ରାସ କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ୱାଧିନତା ସଂଗ୍ରାମରେରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ୱିତୀୟ ବିଶ୍ୱଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ରୁ ୧୯୫୨ ପର୍ଯ୍ୟନ୍ତ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

ଶେଷ ଜୀବନ

ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ରେ ଇହଲୀଳା ସମ୍ବରଣ କରିଥିଲେ ।

ଆଧାର