"ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୧୩ କ ଧାଡ଼ି: ୧୩ କ ଧାଡ଼ି:
| constituency =
| constituency =
| term = ୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩
| term = ୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩
| predecessor = [[ରାମେଶ୍ବର ଠାକୁର]]
| predecessor = [[ରାମେଶ୍ୱର ଠାକୁର]]
| successor = [[ଏସ. ସି. ଜମିର]]
| successor = [[ଏସ. ସି. ଜମିର]]
| party = [[ଭାରତୀୟ ଜାତୀୟ କଂଗ୍ରେସ]]
| party = [[ଭାରତୀୟ ଜାତୀୟ କଂଗ୍ରେସ]]
୩୬ କ ଧାଡ଼ି: ୩୬ କ ଧାଡ଼ି:


== ସମାଜ ସେବା ==
== ସମାଜ ସେବା ==
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ବ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।<ref>http://www.ouat.ac.in/Home/governer%20biodata.htm</ref>
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ୱ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।<ref>http://www.ouat.ac.in/Home/governer%20biodata.htm</ref>


ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କଦ୍ବାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।<ref>http://www.indianetzone.com/8/murlidhar_chandrakant_bhandare.htm</ref>
ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କଦ୍ୱାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।<ref>http://www.indianetzone.com/8/murlidhar_chandrakant_bhandare.htm</ref>


== ଗାଲେରୀ ==
== ଗାଲେରୀ ==

୦୨:୦୧, ୧୬ ଡିସେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ
ରାଜ୍ୟପାଳ, ଓଡ଼ିଶା
କାର୍ଯ୍ୟକାଳ
୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩
ପୂର୍ବ ଅଧିକାରୀରାମେଶ୍ୱର ଠାକୁର
ପର ଅଧିକାରୀଏସ. ସି. ଜମିର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1928-12-10) ୧୦ ଡିସେମ୍ବର ୧୯୨୮ (ବୟସ ୯୫)
ମୁମ୍ବାଇ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉଚନ୍ଦ୍ରକାନ୍ତ ଲକ୍ଷ୍ମୀକାନ୍ତ ଭଣ୍ଡାରେ
ସୁନନ୍ଦା ଭଣ୍ଡାରେ
ଶିକ୍ଷାସ୍ନାତକ (ବିଜ୍ଞାନ), ସ୍ନାତକ (ଆଇନ)

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ(ଜନ୍ମ ଡିସେମ୍ବର ୧୦, ୧୯୨୮ ମୁମ୍ବାଇ ରେ) ଜଣେ ଭାରତୀୟ ରାଜନେତା । [୧]

ରାଜନୈତିକ ଜୀବନ

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ଓଡ଼ିଶାର ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । [୨] ସେ, ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ ସୁପ୍ରିମ କୋର୍ଟରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି ।

ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ ୟୁନେସ୍କୋର ଆପିଲସ୍ ବଡ଼ିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।[୩]

ସମାଜ ସେବା

ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, ଭାରତକୁ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ୱ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।[୪]

ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କଦ୍ୱାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।[୫]

ଗାଲେରୀ

ଆଧାର