"ରମଣୀ ରଞ୍ଜନ ଜେନା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
ଟିକେ ବ/ୱ ଫଳା ବଦଳ |
||
୩୩ କ ଧାଡ଼ି: | ୩୩ କ ଧାଡ଼ି: | ||
| home_town = |
| home_town = |
||
| spouse = |
| spouse = |
||
| children = |
| children = ବିଶ୍ୱରଞ୍ଜନ, ରଶ୍ମି ରଞ୍ଜନ (ପୁତ୍ର), ଇତିଶ୍ରୀ ଜେନା (ପୁତ୍ରବଧୂ) |
||
| parents = ଘନଶ୍ୟାମ ଜେନା, ସାଧବାଣୀ ଜେନା<ref>{{cite web|last=ବେହେରା|first=ସୁକେଶ|title=ଓଡ଼ିଶୀ ନୃତ୍ୟର ସୂକ୍ଷ୍ମତା ନଷ୍ଟ ହେଉଛି|url=http://www.dharitri.com/epaper/090414/p11.htm|publisher=ଧରିତ୍ରୀ|accessdate=28 April 2016|page=୧୧}}</ref> |

| relatives = ତରଣୀ ରଞ୍ଜନ (ଭାଇ) |
| relatives = ତରଣୀ ରଞ୍ଜନ (ଭାଇ) |
||
୪୬ କ ଧାଡ଼ି: | ୪୬ କ ଧାଡ଼ି: | ||
'''ରମଣୀ ରଞ୍ଜନ ଜେନା''' (୧୫ ଅଗଷ୍ଟ ୧୯୪୧- ୨୬ ମାର୍ଚ୍ଚ ୨୦୧୬) ଜଣେ [[ଓଡ଼ିଶୀ]] ନୃତ୍ୟ ଶିଳ୍ପୀ ଏବଂ ନୃତ୍ୟ ଗୁରୁ । <ref name="Massey2014">{{cite book|author=Mr. Reginald Massey|title=India's Dances Their History Technique & Repertoire|url=http://books.google.com/books?id=LxV7AgAAQBAJ&pg=PA273|date=4 January 2014|publisher=Abhinav Publications|pages=273–|id=GGKEY:7HZYQ0H4C22}}</ref> |

ରମଣୀ ରଞ୍ଜନ, ୧୯୪୧ ମସିହା ଅଗଷ୍ଟ ୧୫ ତାରିଖରେ |
ରମଣୀ ରଞ୍ଜନ, ୧୯୪୧ ମସିହା ଅଗଷ୍ଟ ୧୫ ତାରିଖରେ ବାଲେଶ୍ୱର ଜିଲ୍ଲାର, [[ରେମୁଣା]] ନିକଟସ୍ଥ ଉଡ଼ମ୍ବର ଗ୍ରାମର ଏକ କୃଷକ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପିଲାଟି ଦିନରୁ ନୃତ୍ୟ ସଙ୍ଗୀତ ପ୍ରତି ତାଙ୍କର ଦୁର୍ବଳତା ରହିଥିଲା । ନିଜେ ଗଢିଥିବା, ଯାତ୍ରାଦଳରେ ଅଭିନୟ ଆରମ୍ଭ କରି,ସେ କଟକର ଜନତା ରଙ୍ଗମଞ୍ଚରେ ଯୋଗଦାନ କରିଥିଲେ । ୧୧ ବର୍ଷ ବୟସରୁ, ନୃତ୍ୟ ଶିକ୍ଷା ଆରମ୍ଭ କରିଥିବା ରମଣୀ ରଞ୍ଜନ, ଗୁରୁ ଗୟାଧର ପଣ୍ଡା, ରାମସ୍ୱାମୀ, ରାମଗୋପାଳ ମିଶ୍ର, ରଘୁନାଥ ଦତ୍ତ ଓ ମାୟାଧର ରାଉତଙ୍କଠାରୁ ବିଭିନ୍ନ ସମୟରେ ନୃତ୍ୟ ଶିକ୍ଷାଲାଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ଗୁରୁ [[କେଳୁଚରଣ ମହାପାତ୍ର]]ଙ୍କ ସଂସ୍ପର୍ଶରେ ଆସି, କଟକର କଳାବିକାଶ କେନ୍ଦ୍ରରେ ଯୋଗଦାନ କରିଥିଲେ ଏବଂ ଏହିଠାରେ ତାଙ୍କର ଓଡ଼ିଶୀ ନୃତ୍ୟଶିକ୍ଷାର ମୂଳଦୂଆ ପଡ଼ିଥିଲା । ଏହି କେନ୍ଦ୍ରରୁ ସେ [[କଥକ]] ନୃତ୍ୟରେ ମଧ୍ୟ ସ୍ନାତକତା ଲାଭକରିଥିଲେ । |
||
ଓଡ଼ିଶୀ ଅଭିନୟରେ ନିପୂଣ, ରମଣୀ ରଞ୍ଜନ ପରବର୍ତ୍ତୀ ସମୟରେ, ଦେଶବିଦେଶର ଓଡ଼ିଶୀ ନୃତ୍ୟ ପରିବେଷଣ କରି, ଏହି କ୍ଷେତ୍ରରେ ଜଣେ ପ୍ରତିଷ୍ଠିତ ଶିଳ୍ପୀର ମର୍ଯ୍ୟଦା ଲାଭକରିଥିଲେ । କଟକର କଳାବିକାଶ କେନ୍ଦ୍ରରେ, ସେ ୬ ବର୍ଷ କାଳ ନୃତ୍ୟ ଶିକ୍ଷା ପ୍ରଦାନ କରିଥିଲେ । ୧୯୭୩ ମସିହାରେ ସେ, ରୁକ୍ମିଣୀ ଦେବୀ ଅରୁନ୍ଦଲେ କଳାକ୍ଷେତ୍ରରେ ଓଡ଼ିଶୀ ନୃତ୍ୟଗୁରୁ ଭାବରେ ଯୋଗଦାନ କରିଥିଲେ ଓ ଏଠାରେ ୪ ବର୍ଷ ଶିକ୍ଷାଦାନକରିବା ପରେ, ପୁଣି କଟକ ଫେରିଆସିଥିଲେ । ୧୯୮୩ ମସିହାରେ, କଟକରେ ସେ ନିଜର ନୃତ୍ୟଶିକ୍ଷା ଅନୁଷ୍ଠାନ, ''କମଳା କଳାପୀଠ'' ପ୍ରତିଷ୍ଠା କରିଥିଲେ । ପରବର୍ତ୍ତୀ ସମୟରେ, ସେ [[ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର]]ରେ ମଧ୍ୟ ଶିକ୍ଷାଦାନ କରିଥିଲେ । ୧୯୮୯ ମସିହାରେ, ସେ [[ଦିଲ୍ଲୀ]]ଯାଇ, ପ୍ରଥମେ ସେଠାର ଜଗନ୍ନାଥ ମନ୍ଦିର ଓ ପରେ ତ୍ରିବେଣୀ କଳା ସଙ୍ଗମରେ ଓଡ଼ିଶୀ ନୃତ୍ୟ ଶିକ୍ଷା ପ୍ରଦାନ କରିଥିଲେ । ସେ [[ବେଙ୍ଗାଳୁରୁ]]ସ୍ଥିତ ପ୍ରତିମା ବେଦୀଙ୍କ ''ନୃତ୍ୟଗ୍ରାମ''ରେ ମଧ୍ୟ ଶିକ୍ଷାଦାନ କରିଛନ୍ତି । |

୭୧ କ ଧାଡ଼ି: | ୭୧ କ ଧାଡ଼ି: | ||
* ଗୁରୁ ରଘୁନାଥ ଦତ୍ତ ସମ୍ମାନ - ୨୦୧୪<ref>{{cite web|title=ରମଣୀରଞ୍ଜନ ଜେନାଙ୍କୁ ଗୁରୁ ରଘୁନାଥ ଦତ୍ତ ସମ୍ମାନ|url=http://www.dharitri.com/Bhubaneswar/301214/p12.htm|publisher=ଧରିତ୍ରୀ|accessdate=28 April 2016|page=୧୨}}</ref> |

୨୦୧୬ ମସିହା ମାର୍ଚ୍ଚ ୨୬ ତାରିଖରେ ରମଣୀ ରଞ୍ଜନଙ୍କର ମୃତ୍ୟୁ ଘଟିଥିଲା । <ref>{{cite news|url=http://sambadepaper.com/Details.aspx?id=242482&boxid=23735434|accessdate=28 March 2016|newspaper=ସମ୍ବାଦ ୨୮/୦୩/୨୦୧୬ |
୨୦୧୬ ମସିହା ମାର୍ଚ୍ଚ ୨୬ ତାରିଖରେ ରମଣୀ ରଞ୍ଜନଙ୍କର ମୃତ୍ୟୁ ଘଟିଥିଲା । <ref>{{cite news|url=http://sambadepaper.com/Details.aspx?id=242482&boxid=23735434|accessdate=28 March 2016|newspaper=ସମ୍ବାଦ ୨୮/୦୩/୨୦୧୬ ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୬}}</ref> |
||
== ଆଧାର == |
== ଆଧାର == |
||
୭୯ କ ଧାଡ଼ି: | ୭୯ କ ଧାଡ଼ି: | ||
[[ଶ୍ରେଣୀ:୧୯୪୧ ଜନ୍ମ]] |
[[ଶ୍ରେଣୀ:୧୯୪୧ ଜନ୍ମ]] |
||
[[ଶ୍ରେଣୀ:୨୦୧୬ ମୃତ୍ୟୁ]] |
[[ଶ୍ରେଣୀ:୨୦୧୬ ମୃତ୍ୟୁ]] |
||
[[ଶ୍ରେଣୀ: |
[[ଶ୍ରେଣୀ:ବାଲେଶ୍ୱର ଜିଲ୍ଲାର ଲୋକ]] |
||
[[ଶ୍ରେଣୀ:ଓଡ଼ିଶୀ ନୃତ୍ୟଶିଳ୍ପୀ]] |
[[ଶ୍ରେଣୀ:ଓଡ଼ିଶୀ ନୃତ୍ୟଶିଳ୍ପୀ]] |
||
[[ଶ୍ରେଣୀ:ଭାରତୀୟ ଶାସ୍ତ୍ରୀୟ ନୃତ୍ୟଗୁରୁ]] |
[[ଶ୍ରେଣୀ:ଭାରତୀୟ ଶାସ୍ତ୍ରୀୟ ନୃତ୍ୟଗୁରୁ]] |
୦୨:୨୮, ୧୬ ଡିସେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ
ରମଣୀ ରଞ୍ଜନ ଜେନା | |
---|---|
Born | |
Died | ୨୬ ମାର୍ଚ୍ଚ ୨୦୧୬ | (ବୟସ ୭୪)
Nationality | ଭାରତୀୟ |
Education | ସ୍ନାତକ(କଥକ ନୃତ୍ୟ) |
Occupation | ଓଡ଼ିଶୀ ନୃତ୍ୟ ଶିଳ୍ପୀ ଓ ନୃତ୍ୟ ଗୁରୁ |
Organization(s) | କମଳା କଳାପୀଠ, ତ୍ରିବେଣୀ କଳା ସଙ୍ଗମ |
Children | ବିଶ୍ୱରଞ୍ଜନ, ରଶ୍ମି ରଞ୍ଜନ (ପୁତ୍ର), ଇତିଶ୍ରୀ ଜେନା (ପୁତ୍ରବଧୂ) |
Parent(s) | ଘନଶ୍ୟାମ ଜେନା, ସାଧବାଣୀ ଜେନା[୧] |
Relatives | ତରଣୀ ରଞ୍ଜନ (ଭାଇ) |
ରମଣୀ ରଞ୍ଜନ ଜେନା (୧୫ ଅଗଷ୍ଟ ୧୯୪୧- ୨୬ ମାର୍ଚ୍ଚ ୨୦୧୬) ଜଣେ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଏବଂ ନୃତ୍ୟ ଗୁରୁ । [୨]
ରମଣୀ ରଞ୍ଜନ, ୧୯୪୧ ମସିହା ଅଗଷ୍ଟ ୧୫ ତାରିଖରେ ବାଲେଶ୍ୱର ଜିଲ୍ଲାର, ରେମୁଣା ନିକଟସ୍ଥ ଉଡ଼ମ୍ବର ଗ୍ରାମର ଏକ କୃଷକ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପିଲାଟି ଦିନରୁ ନୃତ୍ୟ ସଙ୍ଗୀତ ପ୍ରତି ତାଙ୍କର ଦୁର୍ବଳତା ରହିଥିଲା । ନିଜେ ଗଢିଥିବା, ଯାତ୍ରାଦଳରେ ଅଭିନୟ ଆରମ୍ଭ କରି,ସେ କଟକର ଜନତା ରଙ୍ଗମଞ୍ଚରେ ଯୋଗଦାନ କରିଥିଲେ । ୧୧ ବର୍ଷ ବୟସରୁ, ନୃତ୍ୟ ଶିକ୍ଷା ଆରମ୍ଭ କରିଥିବା ରମଣୀ ରଞ୍ଜନ, ଗୁରୁ ଗୟାଧର ପଣ୍ଡା, ରାମସ୍ୱାମୀ, ରାମଗୋପାଳ ମିଶ୍ର, ରଘୁନାଥ ଦତ୍ତ ଓ ମାୟାଧର ରାଉତଙ୍କଠାରୁ ବିଭିନ୍ନ ସମୟରେ ନୃତ୍ୟ ଶିକ୍ଷାଲାଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ଗୁରୁ କେଳୁଚରଣ ମହାପାତ୍ରଙ୍କ ସଂସ୍ପର୍ଶରେ ଆସି, କଟକର କଳାବିକାଶ କେନ୍ଦ୍ରରେ ଯୋଗଦାନ କରିଥିଲେ ଏବଂ ଏହିଠାରେ ତାଙ୍କର ଓଡ଼ିଶୀ ନୃତ୍ୟଶିକ୍ଷାର ମୂଳଦୂଆ ପଡ଼ିଥିଲା । ଏହି କେନ୍ଦ୍ରରୁ ସେ କଥକ ନୃତ୍ୟରେ ମଧ୍ୟ ସ୍ନାତକତା ଲାଭକରିଥିଲେ ।
ଓଡ଼ିଶୀ ଅଭିନୟରେ ନିପୂଣ, ରମଣୀ ରଞ୍ଜନ ପରବର୍ତ୍ତୀ ସମୟରେ, ଦେଶବିଦେଶର ଓଡ଼ିଶୀ ନୃତ୍ୟ ପରିବେଷଣ କରି, ଏହି କ୍ଷେତ୍ରରେ ଜଣେ ପ୍ରତିଷ୍ଠିତ ଶିଳ୍ପୀର ମର୍ଯ୍ୟଦା ଲାଭକରିଥିଲେ । କଟକର କଳାବିକାଶ କେନ୍ଦ୍ରରେ, ସେ ୬ ବର୍ଷ କାଳ ନୃତ୍ୟ ଶିକ୍ଷା ପ୍ରଦାନ କରିଥିଲେ । ୧୯୭୩ ମସିହାରେ ସେ, ରୁକ୍ମିଣୀ ଦେବୀ ଅରୁନ୍ଦଲେ କଳାକ୍ଷେତ୍ରରେ ଓଡ଼ିଶୀ ନୃତ୍ୟଗୁରୁ ଭାବରେ ଯୋଗଦାନ କରିଥିଲେ ଓ ଏଠାରେ ୪ ବର୍ଷ ଶିକ୍ଷାଦାନକରିବା ପରେ, ପୁଣି କଟକ ଫେରିଆସିଥିଲେ । ୧୯୮୩ ମସିହାରେ, କଟକରେ ସେ ନିଜର ନୃତ୍ୟଶିକ୍ଷା ଅନୁଷ୍ଠାନ, କମଳା କଳାପୀଠ ପ୍ରତିଷ୍ଠା କରିଥିଲେ । ପରବର୍ତ୍ତୀ ସମୟରେ, ସେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ମଧ୍ୟ ଶିକ୍ଷାଦାନ କରିଥିଲେ । ୧୯୮୯ ମସିହାରେ, ସେ ଦିଲ୍ଲୀଯାଇ, ପ୍ରଥମେ ସେଠାର ଜଗନ୍ନାଥ ମନ୍ଦିର ଓ ପରେ ତ୍ରିବେଣୀ କଳା ସଙ୍ଗମରେ ଓଡ଼ିଶୀ ନୃତ୍ୟ ଶିକ୍ଷା ପ୍ରଦାନ କରିଥିଲେ । ସେ ବେଙ୍ଗାଳୁରୁସ୍ଥିତ ପ୍ରତିମା ବେଦୀଙ୍କ ନୃତ୍ୟଗ୍ରାମରେ ମଧ୍ୟ ଶିକ୍ଷାଦାନ କରିଛନ୍ତି ।
ନୃତ୍ୟ ନିର୍ଦ୍ଦେଶନା
ନୃତ୍ୟାଭିନୟ
- ପ୍ରେମ ସୂଧାନିଧୀ
- ଋତୁସମ୍ହାର
- ଋତୁରାଜ
- କଲୁରୀ ବେଣ୍ଟ
ଓଡ଼ିଆ କଥାଚିତ୍ର
ସମ୍ମାନ ଓ ପୁରସ୍କାର
- ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର - ୧୯୮୫-୮୬[୩]
- କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର - ୨୦୦୮[୪]
- ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ - ୨୦୦୮[୫]
- ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ମାନ - ୨୦୦୯[୬]
- ଗୁରୁ ରଘୁନାଥ ଦତ୍ତ ସମ୍ମାନ - ୨୦୧୪[୭]
୨୦୧୬ ମସିହା ମାର୍ଚ୍ଚ ୨୬ ତାରିଖରେ ରମଣୀ ରଞ୍ଜନଙ୍କର ମୃତ୍ୟୁ ଘଟିଥିଲା । [୮]
ଆଧାର
- ↑ ବେହେରା, ସୁକେଶ. "ଓଡ଼ିଶୀ ନୃତ୍ୟର ସୂକ୍ଷ୍ମତା ନଷ୍ଟ ହେଉଛି". ଧରିତ୍ରୀ. p. ୧୧. Retrieved 28 April 2016.
- ↑ Mr. Reginald Massey (4 January 2014). India's Dances Their History Technique & Repertoire. Abhinav Publications. pp. 273–. GGKEY:7HZYQ0H4C22.
- ↑ http://orissa.gov.in/e-magazine/orissaannualreference/ORA-2011/pdf/104-108.pdf
- ↑ http://sangeetnatak.gov.in/sna/sna-awards2008/ramani-ranjan-jena.htm
- ↑ http://www.thehindu.com/todays-paper/tp-national/tp-otherstates/kelucharan-mohapatra-awards-announced/article1330139.ece
- ↑ http://www.srjan.com/moreaward.aspx?awardid=34&events=4
- ↑ "ରମଣୀରଞ୍ଜନ ଜେନାଙ୍କୁ ଗୁରୁ ରଘୁନାଥ ଦତ୍ତ ସମ୍ମାନ". ଧରିତ୍ରୀ. p. ୧୨. Retrieved 28 April 2016.
- ↑ ସମ୍ବାଦ ୨୮/୦୩/୨୦୧୬ ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୬ http://sambadepaper.com/Details.aspx?id=242482&boxid=23735434. Retrieved 28 March 2016.
{{cite news}}
: Missing or empty|title=
(help)
ଅଧିକ ତଥ୍ୟ
- ଇଣ୍ଟରନେଟ ମୁଭି ଡାଟାବେସରେ ରମଣୀ ରଞ୍ଜନ ଜେନା