"ବୀଣାପାଣି ମହାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ →‎ଯୋଗସୂତ୍ର ପେଡ଼ି: +ସାହିତ୍ୟ ଭାରତୀ ସମ୍ମାନ
୪୫ କ ଧାଡ଼ି: ୪୫ କ ଧାଡ଼ି:
ବୀଣାପାଣି, ଜଣେ କବି ଭାବରେ ଲେଖାଲେଖି ଆରମ୍ଭ କରି, ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା "ତନ୍ଦ୍ରାହତ" [[ପ୍ରଜାତନ୍ତ୍ର]] ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ "ଗୋଟିଏ ରାତ୍ରୀର କାହାଣୀ" ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ମସିହାରେ ତାଙ୍କ ଗଳ୍ପ "ନାଉଗଛ" ତାଙ୍କୁ ବହୁ ପାଠକୀୟ ସ୍ୱୀକୃତି ଆଣି ଦେଇଥିଲା ଓ ସେ କବିତା ଛାଡି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ଚଳନ୍ତି ଜୀବନରୁ ସତସତିକା ଘଟଣାକୁ ସାଉଁଟି ନେଇ ତାହାକୁ ଗପ ରୂପ ଦେଇଥାନ୍ତି ବୀଣାପାଣି । "ନାଉଗଛ" ଗଳ୍ପଟି [[ବାଲେଶ୍ୱର]] କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖାଯାଇଥିଲା । କଲେଜରେ ଆପେ ଆପେ ମାଡିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି [[ଭୁବନେଶ୍ୱର]]ର ରସୁଲଗଡ଼ ଛକରେ ବସରେ ଯୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।

== ରଚନାବଳୀ ==
== ରଚନାବଳୀ ==
{{Multicol}}
=== ଗପ ===
=== ଗପ ===
{{div col|colwidth=20em}}
* କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ
* କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ
* [[ପାଟଦେଇ]]
* [[ପାଟଦେଇ]]
୭୨ କ ଧାଡ଼ି: ୭୨ କ ଧାଡ଼ି:
* ଖେଳନା
* ଖେଳନା
* ଚରିତ୍ର ହସୁଛି
* ଚରିତ୍ର ହସୁଛି
{{div col end}}

{{Multicol-break}}

=== ଉପନ୍ୟାସ ===
=== ଉପନ୍ୟାସ ===
୮୧ କ ଧାଡ଼ି: ୮୦ କ ଧାଡ଼ି:
=== ଆତ୍ମଜୀବନୀ ===
=== ଆତ୍ମଜୀବନୀ ===
* ବିତିଯାଇଥିବା ଦିନ (ପ୍ରକାଶନ ଅପେକ୍ଷାରେ)
* ବିତିଯାଇଥିବା ଦିନ (ପ୍ରକାଶନ ଅପେକ୍ଷାରେ)

{{Multicol-end}}
== ସମ୍ମାନ ଓ ପୁରସ୍କାର ==
== ସମ୍ମାନ ଓ ପୁରସ୍କାର ==
* [[ଶାରଳା ପୁରସ୍କାର]], ୨୦୧୦ <ref>{{cite web |url= http://www.hindu.com/2010/06/16/stories/2010061652550300.htm |title=The Hindu : Other States / Orissa News : Sarla Puraskar presented to Binapani Mohanty |first= |last=|work=hindu.com |year=2010|quote=Celebrated writer Binapani Mohanty was conferred the coveted literary award - Sarala Puraskar - for 2010 |accessdate=8 January 2013}}</ref>
* [[ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର]], ୧୯୬୯ ([[କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ]] ପାଇଁ)<ref>{{cite web|title=ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ|url=http://odishasahityaakademi.org/sahitya-award1.php|publisher=ଓଡ଼ିଶା ସାହିତ୍ୟ ଏକାଡେମୀ|accessdate=10 March 2017}}</ref>
* [[କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର]] ([[ପାଟଦେଇ]] ପାଇଁ ୧୯୯୦ରେ)<ref>[http://orissa.gov.in/e-magazine/orissaannualreference/ORA-2005/pdf/recipients_of_kendra_sahitya.pdf କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକ]</ref>

* ସାହିତ୍ୟ ଭାରତୀ ସମ୍ମାନ
* [[ଶାରଳା ପୁରସ୍କାର]], ୨୦୧୦ <ref>{{cite web |url= http://www.hindu.com/2010/06/16/stories/2010061652550300.htm |title=The Hindu : Other States / Orissa News : Sarla Puraskar presented to Binapani Mohanty |first= |last=|work=hindu.com |year=2010|quote=Celebrated writer Binapani Mohanty was conferred the coveted literary award - Sarala Puraskar - for 2010 |accessdate=8 January 2013}}</ref>
* ସାହିତ୍ୟ ଭାରତୀ ସମ୍ମାନ, ୨୦୦୧
* ଧରିତ୍ରୀ ସମ୍ମାନ, ୧୯୮୦<ref>{{cite web|title=ଅନୁଭୂତିରେ ଜର୍ଜରିତ ହେଲେ ଯାଇ ଗଳ୍ପରେ ତାକୁ ରୂପ ଦିଏ|url=http://www.dharitri.com/sahityayan/261215/p7.htm|publisher=ଧରିତ୍ରୀ, ସାହିତ୍ୟାୟାନ|accessdate=10 March 2017|date=26 December 2015}}</ref>

୯୩ କ ଧାଡ଼ି: ୯୨ କ ଧାଡ଼ି:
{{ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (କ୍ଷୁଦ୍ରଗଳ୍ପ)}}
{{ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (କ୍ଷୁଦ୍ରଗଳ୍ପ)}}
{{ଶାରଳା ପୁରସ୍କାର}}
{{ଶାରଳା ପୁରସ୍କାର}}
{{ସାହିତ୍ୟ ଭାରତୀ ସମ୍ମାନ}}
{{Authority control}}
{{Authority control}}
[[ଶ୍ରେଣୀ:୧୯୩୬ ଜନ୍ମ]]
[[ଶ୍ରେଣୀ:୧୯୩୬ ଜନ୍ମ]]

୧୫:୦୦, ୧୧ ଜାନୁଆରୀ ୨୦୧୯ ଅନୁସାରେ କରାଯାଇଥିବା ବଦଳ

ବୀଣାପାଣି ମହାନ୍ତି
ଜନ୍ମ ଓ ଜନ୍ମସ୍ଥାନ (1936-11-11) ୧୧ ନଭେମ୍ବର ୧୯୩୬ (ବୟସ ୮୭)
ବ୍ରହ୍ମପୁର, ଗଞ୍ଜାମ
ବୃତ୍ତିଅଧ୍ୟାପିକା
ଭାଷାଓଡ଼ିଆ, ଇଂରାଜୀ
ନାଗରିକତାଭାରତୀୟ
ଶିକ୍ଷାସ୍ନାତକୋତ୍ତର (ଅର୍ଥନୀତି)[୧]
ଶିକ୍ଷାନୁଷ୍ଠାନରେଭେନ୍ସା ମହାବିଦ୍ୟାଳୟ
ସାହିତ୍ୟ କୃତିପାଟଦେଇ
କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ
ପୁରସ୍କାରକେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଶାରଳା ପୁରସ୍କାର

ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬)[୨] ଜଣେ ଓଡ଼ିଆ ଆଧୁନିକ ଗାଳ୍ପିକା । ତାଙ୍କ ପୌତୃକ ଗ୍ରାମ ଅବିଭକ୍ତ କଟକ ଜିଲ୍ଲାର ଚାନ୍ଦୋଳ ହୋଇଥିଲେ ମଧ୍ୟ, ସେ ବ୍ରହ୍ମପୁରଠାରେ ଜନ୍ମଗ୍ରହଣ କରିଥିଲେ । ବୃତ୍ତିରେ ଥିଲେ ସେ ଅର୍ଥନୀତି ଅଧ୍ୟାପିକା ।

ପ୍ରାରମ୍ଭିକ ଜୀବନ

ବୀଣାପାଣି ମହାନ୍ତିଙ୍କ ଜନ୍ମ ୧୯୩୬ ମସିହାରେ ବ୍ରହ୍ମପୁରରେ ହୋଇଥିଲା । ମାତ୍ର ତାଙ୍କ ପୈତୃକ ଗୃହ କେନ୍ଦ୍ରାପଡା ନିକଟସ୍ଥ ଚାନ୍ଦୋଳଠାରେ ଥିଲା ଓ ତାଙ୍କର ବହୁ ବାଲ୍ୟ ସ୍ମୃତି ଏହି ଗାଁ ସହ ଜଡ଼ିତ । ସେ ୧୯୫୩ ମସିହାରେ ମାଟ୍ରିକ, ୧୯୫୭ରେ ଅର୍ଥନୀତିରେ ସ୍ନାତକ ଓ ୧୯୫୯ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ । ତାଙ୍କର ସାହିତ୍ୟିକ ଜୀବନ କବିତା ଲେଖାରୁ ଆରମ୍ଭ ହୋଇ ଥିଲା। ୧୯୬୦ ମସିହାରେ ସେ ଜଣେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଓ ୧୯୯୨ରେ ଅବସର ଗ୍ରହଣ କରିଥିଲେ । ସେ ସାରା ଜୀବନ ଅବିବାହିତ ରହିଛନ୍ତି । [୩]

ସାହିତ୍ୟ ସର୍ଜନା

ବୀଣାପାଣି, ଜଣେ କବି ଭାବରେ ଲେଖାଲେଖି ଆରମ୍ଭ କରି, ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା "ତନ୍ଦ୍ରାହତ" ପ୍ରଜାତନ୍ତ୍ର ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ "ଗୋଟିଏ ରାତ୍ରୀର କାହାଣୀ" ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ମସିହାରେ ତାଙ୍କ ଗଳ୍ପ "ନାଉଗଛ" ତାଙ୍କୁ ବହୁ ପାଠକୀୟ ସ୍ୱୀକୃତି ଆଣି ଦେଇଥିଲା ଓ ସେ କବିତା ଛାଡି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ଚଳନ୍ତି ଜୀବନରୁ ସତସତିକା ଘଟଣାକୁ ସାଉଁଟି ନେଇ ତାହାକୁ ଗପ ରୂପ ଦେଇଥାନ୍ତି ବୀଣାପାଣି । "ନାଉଗଛ" ଗଳ୍ପଟି ବାଲେଶ୍ୱର କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖାଯାଇଥିଲା । କଲେଜରେ ଆପେ ଆପେ ମାଡିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି ଭୁବନେଶ୍ୱରର ରସୁଲଗଡ଼ ଛକରେ ବସରେ ଯୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।

ରଚନାବଳୀ

ଗପ

  • କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ
  • ପାଟଦେଇ
  • ବସ୍ତ୍ର ହରଣ
  • ଆରୋହଣ
  • ଇଣ୍ଟରଭିଉ
  • ଏକାକୀ ପରାଶର
  • ନବ ତରଙ୍ଗ
  • ଅନ୍ଧକାରର ଛାଇ
  • ମଧ୍ୟାନ୍ତର
  • ପାଟଦେଈ
  • ବହ୍ନି ବଳୟ
  • ଉତ୍ତରାୟଣ
  • ସାୟାହ୍ନର ସ୍ୱର
  • ତଟିନୀର ତୃଷ୍ଣା
  • କାଳାନ୍ତର
  • ମଧ୍ୟାନ୍ତର
  • ଜନ୍ମାନ୍ତର
  • ଅଶ୍ରୁଅନଳ
  • ଶକୁନିର ଚକା
  • ଅପହଞ୍ଚ ଆକାଶ
  • ପାଚେରୀ ସେପଟେ ନଈ
  • ଖେଳ ଚାଲିଛି
  • ଦୃଶ୍ୟାନ୍ତର
  • ଖେଳନା
  • ଚରିତ୍ର ହସୁଛି

ଉପନ୍ୟାସ

  • ସୀତାର ଶୋଣିତ
  • ମନସ୍ୱିନୀ
  • କୁନ୍ତି କୁନ୍ତଳା ଶକୁନ୍ତଳା

ଆତ୍ମଜୀବନୀ

  • ବିତିଯାଇଥିବା ଦିନ (ପ୍ରକାଶନ ଅପେକ୍ଷାରେ)

ସମ୍ମାନ ଓ ପୁରସ୍କାର

ଆଧାର

  1. "Women's Writing". womenswriting.com. Retrieved 8 January 2013. She graduated from Ravenshaw College with a master's degree in economics in 1959
  2. "BINAPANI MOHANTY". orissadiary.com. Retrieved 10 March 2017. Smt. Binapani Mohanty was born on November 11, 1936.
  3. Binapani Mohanty - Sahitya Akademi
  4. କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକ
  5. "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". ଓଡ଼ିଶା ସାହିତ୍ୟ ଏକାଡେମୀ. Retrieved 10 March 2017.
  6. "The Hindu : Other States / Orissa News : Sarla Puraskar presented to Binapani Mohanty". hindu.com. 2010. Retrieved 8 January 2013. Celebrated writer Binapani Mohanty was conferred the coveted literary award - Sarala Puraskar - for 2010
  7. "ଅନୁଭୂତିରେ ଜର୍ଜରିତ ହେଲେ ଯାଇ ଗଳ୍ପରେ ତାକୁ ରୂପ ଦିଏ". ଧରିତ୍ରୀ, ସାହିତ୍ୟାୟାନ. 26 December 2015. Retrieved 10 March 2017.