"ବସନ୍ତ କୁମାରୀ ଦେବୀ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
No edit summary |
No edit summary |
||
୪୭ କ ଧାଡ଼ି: | ୪୭ କ ଧାଡ଼ି: | ||
ତାଙ୍କର ପ୍ରଥମ ଉପନ୍ୟାସ ""ଆରତି" ପ୍ରକାଶିତ ହୋଇଥିଲା ଜେତେବେଳେ ତାଙ୍କୁ ମାତ୍ର ୧୮ ବର୍ଷ ହୋଇଥିଲା । ସେତେବେଳର ସାମାଜିକ ପରିସ୍ଥିତି ଓ ନାରୀର ଅବସ୍ଥା ଏହି ଉପନ୍ୟାସରେ ପ୍ରତିଫଳିତ ହୋଇଥିଲା । |
ତାଙ୍କର ପ୍ରଥମ ଉପନ୍ୟାସ ""ଆରତି" ପ୍ରକାଶିତ ହୋଇଥିଲା ଜେତେବେଳେ ତାଙ୍କୁ ମାତ୍ର ୧୮ ବର୍ଷ ହୋଇଥିଲା । ସେତେବେଳର ସାମାଜିକ ପରିସ୍ଥିତି ଓ ନାରୀର ଅବସ୍ଥା ଏହି ଉପନ୍ୟାସରେ ପ୍ରତିଫଳିତ ହୋଇଥିଲା । |
||
ବସନ୍ତ କୁମାରୀଙ୍କ ରଚିତ ଅନ୍ୟ କେତୋଟି ଉପନ୍ୟାସ:- |
|||
* ସୁରମା (([[କଳାହାଣ୍ଡି]] ବ୍ରଜମୋହନ ସାହିତ୍ୟ ସମିତିର ୧୯୪୮ ମସିହା ଉପନ୍ୟାସ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ) |
|||
୧୪:୪୭, ୨୦ ଜାନୁଆରୀ ୨୦୧୯ ଅନୁସାରେ କରାଯାଇଥିବା ବଦଳ
ବସନ୍ତ କୁମାରୀ ଦେବୀ | |
---|---|
ଜନ୍ମ ଓ ଜନ୍ମସ୍ଥାନ | ପାର୍ବତୀପୁର, ଆନ୍ଧ୍ର ପ୍ରଦେଶ | ମାର୍ଚ୍ଚ ୧୨, ୧୯୩୧
ମୃତ୍ୟୁ | ୧୪ ମଇ ୧୯୯୮ | (ବୟସ ୬୭)
ବୃତ୍ତି | ଗାଳ୍ପିକା, ଅନୁବାଦିକା |
ଭାଷା | ଓଡ଼ିଆ |
ଜାତୀୟତା | ଭାରତୀୟ |
ନାଗରିକତା | ଭାରତୀୟ |
ସାହିତ୍ୟ କୃତି | ଆରତି (ଉପନ୍ୟାସ)[୧] ଶତାବ୍ଦୀର ପ୍ରତିଧ୍ୱନି (ଗଳ୍ପ ସଂକଳନ)[୨] |
ସମ୍ପର୍କୀୟ | ପଣ୍ଡିତ ସତ୍ୟନାରାୟଣ ରାଜଗୁରୁ (ପିଉସା) |
ବସନ୍ତ କୁମାରୀ ଦେବୀ ଜଣେ ବିଂଶ ଶତବ୍ଦୀର ଦ୍ୱିତୀୟାର୍ଦ୍ଧ ସମୟର ଜଣେ ଓଡ଼ିଆ ଲେଖିକା ଥିଲେ ।
ଆଦ୍ୟ ଜୀବନ
ବସନ୍ତ କୁମାରୀ ଦେବୀ ଓଡ଼ିଆ ବିଛିନ୍ନାଂଚଳ ପାର୍ବତୀପୁର (ବର୍ତ୍ତମାନ ଆନ୍ଧ୍ର ପ୍ରଦେଶର ବିଜୟନଗର ଜିଲ୍ଲାରେ) ୧୯୩୧ ମସିହା ମାର୍ଚ୍ଚ ମାସ ୧୨ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଂକର ପିଉସା ଥିଲେ ଐତିହାସିକ ତଥା ସାହିତିକ୍ୟ ପଣ୍ଡିତ ସତ୍ୟନାରାୟଣ ରାଜଗୁରୁ । ଏହି ପିଉସାଂକ ଉତ୍ସାହ ଓ ପ୍ରେରଣାରେ ଅନୁପ୍ରାଣିତ ହୋଇ ନିଜର ସାହିତ୍ୟ ଜୀବନ ଆରମ୍ଭ କରିଥିଲେ ବୋଲି ବସନ୍ତ କୁମାରୀ ନିଜର ପ୍ରଥମ ଉପନ୍ୟାସର ମୁଖବଂଧରେ ଲେଖିଛନ୍ତି[୩] । ଏହି ମୁଖବଂଧରୁ ମଧ୍ୟ ଜଣାଯାଏ ଯେ ସେ ମାତ୍ର ପଂଦର ବର୍ଷ ବୟସରୁ (୧୯୪୬ରୁ) ସାହିତ୍ୟ ସୃଷ୍ଟି ଆରମ୍ଭ କରିଥିଲେ ।
ସାହିତ୍ୟ କୃତି
ବସନ୍ତ କୁମାରୀଙ୍କ ପ୍ରଥମ ଗଳ୍ପ "ମାତୃ ସ୍ନେହ" ସେତେବେଳର ବିଶିଷ୍ଟ ସାହିତ୍ୟ ପତ୍ରିକା "ସହକାର"ରେ ୧୯୪୭ ମସିହାରେ [୪]। ଏହି ପତ୍ରିକାରେ ତାଙ୍କ ନାମ ଶ୍ରୀମତୀ ବସନ୍ତଲତା ଦେବୀ ବୋଲି ଉଲ୍ଲେଖ ହୋଇଛି ।
ତାଙ୍କର ପ୍ରଥମ ଉପନ୍ୟାସ ""ଆରତି" ପ୍ରକାଶିତ ହୋଇଥିଲା ଜେତେବେଳେ ତାଙ୍କୁ ମାତ୍ର ୧୮ ବର୍ଷ ହୋଇଥିଲା । ସେତେବେଳର ସାମାଜିକ ପରିସ୍ଥିତି ଓ ନାରୀର ଅବସ୍ଥା ଏହି ଉପନ୍ୟାସରେ ପ୍ରତିଫଳିତ ହୋଇଥିଲା ।
ବସନ୍ତ କୁମାରୀଙ୍କ ରଚିତ ଅନ୍ୟ କେତୋଟି ଉପନ୍ୟାସ:-
- ସୁରମା ((କଳାହାଣ୍ଡି ବ୍ରଜମୋହନ ସାହିତ୍ୟ ସମିତିର ୧୯୪୮ ମସିହା ଉପନ୍ୟାସ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ)
ଆଧାର
- ↑ ଦେବୀ, ବସନ୍ତ କୁମାରୀ (1949). ଆରତି (ପ୍ରଥମ ed.). କଟକ: କଟକ ବୁକ୍ ଏମ୍ପୋରିୟମ. Retrieved 20 January 2019.
- ↑ ବାରିକ, ଡକ୍ଟର କବିତା (2018). ଓଡ଼ିଆ ଲେଖିକାଙ୍କ ଗଳ୍ପ (ପ୍ରଥମ ed.). ବସନ୍ତକୁଞ, ନୂଆ ଦିଲ୍ଲୀ- ୧୧୦୦୭୦: National Book Trust of India. pp. ୩୯୮, ୩୯୯. ISBN 978-81-237-8196-9.
{{cite book}}
: CS1 maint: location (link) - ↑ ଦେବୀ, ବସନ୍ତ କୁମାରୀ (1949). ଆରତି (ଉପନ୍ୟାସ) (ପ୍ରଥମ ed.). କଟକ ଓଡିଶା: କଟକ ବୁକ୍ ଏମ୍ପୋରିୟମ. p. i. Retrieved 20 January 2019.
- ↑ ଦେବୀ, ବସନ୍ତ ଲତା (1947). କର, ବାଳକୃଷ୍ନ (ed.). "ମାତୃସ୍ନେହ (ଗଳ୍ପ)". ସହକାର ଓଡ଼ିଆ ପତ୍ରିକା (in Odia). କଟକ: ସମବାୟ ସେବକ ସମିତି. 25 (6): ୨୮୦, ୩୨୬. Retrieved 20 January 2019.
{{cite journal}}
: CS1 maint: unrecognized language (link)