"ଇଣ୍ଟରନେଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
୧ କ ଧାଡ଼ି: ୧ କ ଧାଡ଼ି:
{{stub}}
{{stub}}
{{Infobox general
{{Infobox general
|name =ଇଁଟରନେଟ‎
|name =ଇଣ୍ଟରନେଟ‎
|image =Internet map 1024.jpg
|image =Internet map 1024.jpg
|caption =ଇଁଟରନେଟ‎
|caption =ଇଣ୍ଟରନେଟ‎
}}
}}
ଇଣ୍ଟରନେଟ (Internet) ହେଉଛି ଏକ ଆନ୍ତର୍ଜାତିକ ମେଳଣ ଯେଉଁଠି ନିଜନିଜ ଭିତରେ ଗୁଡ଼ାଏ [[କମ୍ପୁଟର]] ଯୋଡି ହୋଇ ରହିଥାଁତି ,ଯାହାକି [[କମ୍ପୁଟର]] ବ୍ୟବହାର କରୁଥିବା ଓ ଅଲଗା ଅଲଗା ଜାଗାରେ ଥିବା ଲୋକମାନଙ୍କୁ ଜ୍ଞାନ, ଭାବ ଆଦିର ଦେବା ନେବା କରିବାରେ ସାହାଜ୍ୟ କରେ ।


'''ଇଣ୍ଟରନେଟ''' (Internet) ହେଉଛି ଏକ ଆନ୍ତର୍ଜାତିକ ମେଳଣ ଯେଉଁଠି ନିଜନିଜ ଭିତରେ ଅନେକ [[କମ୍ପୁଟର]] ଯୋଡି ହୋଇ ରହିଥାନ୍ତି, ଯାହାକି [[କମ୍ପୁଟର]] ବ୍ୟବହାର କରୁଥିବା ଓ ଅଲଗା ଅଲଗା ଜାଗାରେ ଥିବା ଲୋକମାନଙ୍କୁ ଜ୍ଞାନ, ଭାବ ଆଦିର ଦେବା ନେବା କରିବାରେ ସାହାଜ୍ୟ କରେ ।
ପ୍ରଥମେ ଇଣ୍ଟରନେଟର ବ୍ୟବହାର୍ ଏକ୍ ବୈଗ୍ୟାନିକ୍ କର୍ମଶାଳାରେ ପରସ୍ପର ସହ ସଂପର୍କ ରଖିବା ପାଇଁ କରାଯାାଇଥିଲା | ହେଲେ ପରେ ପରେ ଏହାକୁ ବିଶ୍ବବ୍ୟାପୀ ଇଣ୍ଟରନେଟରେ ପରିଣତ୍ କରି ଦିଆଗଲା |


ପ୍ରଥମେ ଇଣ୍ଟରନେଟର ବ୍ୟବହାର ଏକ ବୈଜ୍ଞାନିକ କର୍ମଶାଳାରେ ପରସ୍ପର ସହ ସଂପର୍କ ରଖିବା ପାଇଁ କରାଯାଇଥିଲା | ହେଲେ ପରେ ପରେ ଏହାକୁ ବିଶ୍ଵବ୍ୟାପୀ ଇଣ୍ଟରନେଟରେ ପରିଣତ କରି ଦିଆଗଲା |
ବର୍ତ୍ତମାନ ଇଣ୍ଟରନେଟ ମାଧ୍ୟମରେ [[ଇମେଲ]] ପ୍ଠାଇବା, [[ଚାଟିଙ୍ଗ]], ଆଦି କାମ ସହଜରେ ହୋଇ ପାରୁଥିବା ବେଳେ ସୂଚନା ଆଦାନ ପ୍ରଦାନ ମଧ୍ୟ ହୋଇ ପାରୁଛି | ଇଣ୍ଟରନେଟ ପରିବର୍ତ୍ତନଶୀଳ, ତେଣୁ ଦିନକୁ ଦିନ ଏଥିରେ ନୁଆ ନୁଆ ଜ୍ଞାନ କ୍ଔଶଳର ବ୍ୟବହାର୍ ହେଉଛି | ଏବେ ଆମେ ନିଜ ଘରେ ବସି ଇଣ୍ଟରନେଟ ମାଧ୍ୟମରେ ବିଶ୍ବରେ ଘଟୁଥିବା ଅଗଣିତ ଘଟଣା ବିଷୟରେ ଜାଣିପାରୁଛେ ଏବ୍ଂ ଦେଖିପାରୁଛେ |

ବର୍ତ୍ତମାନ ଇଣ୍ଟରନେଟ ମାଧ୍ୟମରେ [[ଇମେଲ]] ପାଇବା/ପଠାଇବା, [[ଚାଟିଙ୍ଗ]] କରିବା, ଆଦି କାମ ସହଜରେ ହୋଇ ପାରୁଥିବା ବେଳେ ସୂଚନା ଆଦାନ ପ୍ରଦାନ ମଧ୍ୟ ହୋଇ ପାରୁଛି | ଇଣ୍ଟରନେଟ ପରିବର୍ତ୍ତନଶୀଳ, ତେଣୁ ଦିନକୁ ଦିନ ଏଥିରେ ନୁଆ ନୁଆ ଜ୍ଞାନ କୌଶଳର ବ୍ୟବହାର ହେଉଛି | ଏବେ ଆମେ ନିଜ ଘରେ ବସି ଇଣ୍ଟରନେଟ ମାଧ୍ୟମରେ ବିଶ୍ଵରେ ଘଟୁଥିବା ଅଗଣିତ ଘଟଣା ବିଷୟରେ ଜାଣିପାରୁଛେ ଏବଂ ଦେଖିପାରୁଛେ |


[[ବିଭାଗ:ବିଜ୍ଞାନ]]
[[ବିଭାଗ:ବିଜ୍ଞାନ]]

୦୯:୨୪, ୨୧ ମଇ ୨୦୧୧ ଅନୁସାରେ କରାଯାଇଥିବା ବଦଳ

ଇଣ୍ଟରନେଟ‎
ଇଣ୍ଟରନେଟ‎

ଇଣ୍ଟରନେଟ (Internet) ହେଉଛି ଏକ ଆନ୍ତର୍ଜାତିକ ମେଳଣ ଯେଉଁଠି ନିଜନିଜ ଭିତରେ ଅନେକ କମ୍ପୁଟର ଯୋଡି ହୋଇ ରହିଥାନ୍ତି, ଯାହାକି କମ୍ପୁଟର ବ୍ୟବହାର କରୁଥିବା ଓ ଅଲଗା ଅଲଗା ଜାଗାରେ ଥିବା ଲୋକମାନଙ୍କୁ ଜ୍ଞାନ, ଭାବ ଆଦିର ଦେବା ନେବା କରିବାରେ ସାହାଜ୍ୟ କରେ ।

ପ୍ରଥମେ ଇଣ୍ଟରନେଟର ବ୍ୟବହାର ଏକ ବୈଜ୍ଞାନିକ କର୍ମଶାଳାରେ ପରସ୍ପର ସହ ସଂପର୍କ ରଖିବା ପାଇଁ କରାଯାଇଥିଲା | ହେଲେ ପରେ ପରେ ଏହାକୁ ବିଶ୍ଵବ୍ୟାପୀ ଇଣ୍ଟରନେଟରେ ପରିଣତ କରି ଦିଆଗଲା |

ବର୍ତ୍ତମାନ ଇଣ୍ଟରନେଟ ମାଧ୍ୟମରେ ଇମେଲ ପାଇବା/ପଠାଇବା, ଚାଟିଙ୍ଗ କରିବା, ଆଦି କାମ ସହଜରେ ହୋଇ ପାରୁଥିବା ବେଳେ ସୂଚନା ଆଦାନ ପ୍ରଦାନ ମଧ୍ୟ ହୋଇ ପାରୁଛି | ଇଣ୍ଟରନେଟ ପରିବର୍ତ୍ତନଶୀଳ, ତେଣୁ ଦିନକୁ ଦିନ ଏଥିରେ ନୁଆ ନୁଆ ଜ୍ଞାନ କୌଶଳର ବ୍ୟବହାର ହେଉଛି | ଏବେ ଆମେ ନିଜ ଘରେ ବସି ଇଣ୍ଟରନେଟ ମାଧ୍ୟମରେ ବିଶ୍ଵରେ ଘଟୁଥିବା ଅଗଣିତ ଘଟଣା ବିଷୟରେ ଜାଣିପାରୁଛେ ଏବଂ ଦେଖିପାରୁଛେ |