"ବେଙ୍ଗ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
"200px|thumb|right|ଭିନ୍ନ ଭିନ୍ନ ପ୍ରକାରର ବେଙ୍ଗ" ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
ନୂତନ ପୃଷ୍ଠା
୧ କ ଧାଡ଼ି: ୧ କ ଧାଡ଼ି:
[[file:Anoures.jpg|200px|thumb|right|ଭିନ୍ନ ଭିନ୍ନ ପ୍ରକାରର ବେଙ୍ଗ]]
[[file:Anoures.jpg|200px|thumb|right|ଭିନ୍ନ ଭିନ୍ନ ପ୍ରକାରର ବେଙ୍ଗ]]

'''ବେଙ୍ଗ''' ଏକ ଉଭୟଚର ପ୍ରାଣୀ ଅଟେ ଯିଏ ଜଳ ଓ ସ୍ଥଳ ଉଭୟ ସ୍ଥାନରେ ରହିପାରେ । ଏହା ଏକ ଶୀତରକ୍ତୀ ପ୍ରାଣୀ ଅଟେ ଅର୍ଥାତ ଏହାର ଶରୀରର ତାପମାନ ବାତାବରଣ ତାପମାନ ଅନୁଶାରେ ଛାଲିଥାଏ । ଶିତକାଳରେ ଥଣ୍ଡାରୁ ବଞ୍ଚିବା ପାଇଁ ବର୍ଷାପାଣିରେ ଜମିରହିଥିବା କାଦୁଅ ଆଦି ସ୍ଥାନରେ ଦୁଇ ଫୁଟ ଭିତର ପର୍ଯ୍ୟନ୍ତ ଖୋଳି ସେଠାରେ ବାସ କରିଥାଏ, ଏହା ସହିତ କିଛି ଖାଦ୍ୟ ମଧ୍ୟ ଖାଇ ନଥାଏ । ଏହି ପକ୍ରୀୟାକୁ ଶୀତନିଦ୍ରା କିମ୍ବା "ଶୀତସୁଷୁପ୍ତାବସ୍ଥା" କୁହାଯାଏ । ଏହିପ୍ରକାର କ୍ରୀୟା ଗରମ ଦିନେ ମଧ୍ୟ ହୋଇଥାଏ । ଗ୍ରୀଷ୍ମକାଳରେ ଏହି ପକ୍ରୀୟାକୁ ଗ୍ରୀଷ୍ମୀୟ ଅବସ୍ଥା କିମ୍ବା "ଗ୍ରୀଷ୍ମସୁଷୁପ୍ତାବସ୍ଥା" କୁହାଯାଏ ।

ବେଙ୍ଗର ଚାରୋଟି ଗୋଡ ରହିଥାଏ । ପଛ ଦୁଇ ଗୋଡ ଆଗ ଦୁଇ ଗୋଡ ଠାରୁ ବଡ ହୋଇଥାଏ, ସେଥିପାଇଁ ସେ ଅଧିକ ଲମ୍ବା ପର୍ଯ୍ୟନ୍ତ ଡେଇଁପାରେ । ଆଗ ଦୁଇ ପାଦରେ ଚାରି-ଚାରି ଆଙ୍ଗୁଠି ଓ ପଛ ପାଦରେ ପାଞ୍ଚ-ପାଞ୍ଚ ଆଙ୍ଗୁଠି ରହିଥାଏ, ଯାହା ତାକୁ ପହଁରିବାରେ ସାହାଯ୍ୟ କରିଥାଏ । ବେଙ୍ଗର ଆକାର ସାଧାରଣତଃ ୯.୮ ମିଲିମିଟର (୦.୪ ଇଞ୍ଚ) ରୁ ୩୦ ସେଣ୍ଟିମିଟର (୧୨ ଇଞ୍ଚ) ପର୍ଯ୍ୟନ୍ତ ହୋଇଥାଏ । ଅଣ୍ଡିରା ବେଙ୍ଗ ମାଇ ବେଙ୍ଗ ଠାରୁ ଆକାରରେ ଛୋଟ ହୋଇଥାଏ । ବେଙ୍ଗର ତ୍ୱଚାରେ ନିସୃତ ବିଷ ରହିଥାଏ, ପରନ୍ତୁ ସେମାନେ ଶିକାରୀ ସ୍ତନ୍ୟପାୟୀ, ପକ୍ଷୀ ତଥା ସାପ ମାନଙ୍କ ଠାରୁ ଏମାନଙ୍କ ସୁରକ୍ଷା କରି ପାରନ୍ତି ନାହିଁ ।

୨୧:୩୩, ୧୬ ଅକ୍ଟୋବର ୨୦୧୯ ଅନୁସାରେ କରାଯାଇଥିବା ବଦଳ

ଭିନ୍ନ ଭିନ୍ନ ପ୍ରକାରର ବେଙ୍ଗ

ବେଙ୍ଗ ଏକ ଉଭୟଚର ପ୍ରାଣୀ ଅଟେ ଯିଏ ଜଳ ଓ ସ୍ଥଳ ଉଭୟ ସ୍ଥାନରେ ରହିପାରେ । ଏହା ଏକ ଶୀତରକ୍ତୀ ପ୍ରାଣୀ ଅଟେ ଅର୍ଥାତ ଏହାର ଶରୀରର ତାପମାନ ବାତାବରଣ ତାପମାନ ଅନୁଶାରେ ଛାଲିଥାଏ । ଶିତକାଳରେ ଥଣ୍ଡାରୁ ବଞ୍ଚିବା ପାଇଁ ବର୍ଷାପାଣିରେ ଜମିରହିଥିବା କାଦୁଅ ଆଦି ସ୍ଥାନରେ ଦୁଇ ଫୁଟ ଭିତର ପର୍ଯ୍ୟନ୍ତ ଖୋଳି ସେଠାରେ ବାସ କରିଥାଏ, ଏହା ସହିତ କିଛି ଖାଦ୍ୟ ମଧ୍ୟ ଖାଇ ନଥାଏ । ଏହି ପକ୍ରୀୟାକୁ ଶୀତନିଦ୍ରା କିମ୍ବା "ଶୀତସୁଷୁପ୍ତାବସ୍ଥା" କୁହାଯାଏ । ଏହିପ୍ରକାର କ୍ରୀୟା ଗରମ ଦିନେ ମଧ୍ୟ ହୋଇଥାଏ । ଗ୍ରୀଷ୍ମକାଳରେ ଏହି ପକ୍ରୀୟାକୁ ଗ୍ରୀଷ୍ମୀୟ ଅବସ୍ଥା କିମ୍ବା "ଗ୍ରୀଷ୍ମସୁଷୁପ୍ତାବସ୍ଥା" କୁହାଯାଏ ।