"ପେଚା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧ କ ଧାଡ଼ି: ୧ କ ଧାଡ଼ି:
{{ଛୋଟ|Owl}}
{{Automatic taxobox
{{Automatic taxobox
| fossil_range = {{fossil range|ଶେଷ ପାଲିଓସିନ|ହୋଲୋସିନ}}
| fossil_range = {{fossil range|ଶେଷ ପାଲିଓସିନ|ହୋଲୋସିନ}}
୨୧ କ ଧାଡ଼ି: ୨୨ କ ଧାଡ଼ି:
}}
}}


'''ପେଚା''' ଷ୍ଟ୍ରିଜିଫୋର୍ମ୍ସ ଗଣର ପକ୍ଷୀଗଣ । ଏହି ଗଣରେ ପ୍ରାୟ ୨୦୦ରୁ ଅଧିକ ଜାତିର ପକ୍ଷୀ ଅଛନ୍ତି । ଏହି ପକ୍ଷୀଗୁଡ଼ିକ ସାଧାରଣତଃ [[ଅଣସାମାଜିକ]] [[ରାତ୍ରିଚର]] ଏବଂ [[ଶିକାରୀ ପକ୍ଷୀ|କାରୀ]] । ତାଙ୍କର ସ୍ୱତନ୍ତ୍ର ଗୁଣଗୁଡିକ ହେଲା, ସେମାନଙ୍କର ସିଧା ଛିଡା ହେବା, ବଡ ଓ ଚଉଡା ମୁଣ୍ଡ, ବାଇନୋକୁଲୀୟ ଦୃଷ୍ଟି, [[ଦ୍ୱିତକର୍ଣ୍ଣୀୟତା]] ଧାର ପଞ୍ଝା ଏବଂ ଧୀର ଉଡାଣ ପାଇଁ ବିକଶିତ ଡେଣା । ବ୍ଯତିକ୍ରମ - ଦିନଚାରୀ [[ଉତ୍ତରୀୟ ଚିଲ-ପେଚା]] ଏବଂ [[ସାମାଜିକ]] [[ଗାତଖୋଳା ପେଚା]] ।
'''ପେଚା''' ଏକ ନିଶାଚର ପକ୍ଷୀ ଓ ଅନ୍ୟ ପକ୍ଷୀଙ୍କ ତୁଳନାରେ ପେଚାର ମସ୍ତିଷ୍କ ଏବଂ ଆଖି ସାମନାକୁ ଥାଏ,ଠେକୁଆ ପରି କର୍ଣଦ୍ୱୟ ଠିଆ ହୋଇ ରହିଥାଏ । ଏମାନେ ଆଣ୍ଟାର୍କଟିକା ବ୍ୟତୀତ ସବୁସ୍ଥାନରେ ଦେଖିବାକୁ ମିଳନ୍ତି ଓ ଏମାନଙ୍କର ପାଖାପାଖି ୨୦୦ ପ୍ରଜାତି ଅଛନ୍ତି । ପେଚା ମାନେ ଦୂର –ଦର୍ଶୀ ଅଟନ୍ତି ଅର୍ଥାତ ଆଖିର ନିକଟତର ଜିନିଷ ଦେଖିପାରନ୍ତି ନାହିଂ ଏତଦବ୍ୟତୀତ ଦ୍ୱିତ-କର୍ଣୀ ଅର୍ଥାତ କୌଣସି ଶବ୍ଦକୁ ବୁଝିବା ବା ଦିଗ ନିର୍ଣୟ କରିବାପାଇଁ ଦୁଇକର୍ଣ ଏକ ସାଙ୍ଗରେ ବ୍ୟବହାର କରନ୍ତି ।
ପେଚାମାନଙ୍କୁ ୨ଟି ପରିବାରରେ ବିଭକ୍ତ କରାଯାଇଅଛି:


ପେଚାଗଣ ସାଧାରଣତଃ ଛୋଚ ସ୍ତନ୍ଯପାୟୀ, କୀଟ, ଅନ୍ୟ ପକ୍ଷୀ ତଥା ମାଛ ଆଦି ଶିକାର କରିଥାନ୍ତି । ମେରୁସ୍ଥ ହିମାଞ୍ଚଳକୁ ଛାଡି ଦେଲେ ସେମାନେ ପୃଥିବୀର ସମସ୍ତ ଅଞ୍ଚଳରେ ଦେଖାଯାନ୍ତି ।
*ପ୍ରକୃତ ପେଚା (True Owl) ବା ଷ୍ଟ୍ରିଙ୍ଗିଡାଏ (Strigidae) ଓ
*ଚୋକଡ ପେଚା (Bran-Owl) ବା ଟାଇଟୋଡାଏ(Tytonidae ) ।
ପେଚାମାନଙ୍କୁ ମୁଖ୍ଯତଃ ୨ଟି [[କୁଳ(ଜୀବବିଜ୍ଞାନ)|କୁଳ]]ରେ ବିଭକ୍ତ କରାଯାଇଅଛି:
*ପ୍ରକୃତ ପେଚା କୁଳ: [[ଷ୍ଟ୍ରିଙ୍ଗିଡେ]] ଏବଂ
*ଚୋକଡ ପେଚା କୁଳ: [[ଟାଇଟୋନିଡେ]] ।


==ବିବରଣୀ==
==ବିବରଣୀ==

୧୪:୫୪, ୧୬ ଅକ୍ଟୋବର ୨୦୨୦ ଅନୁସାରେ କରାଯାଇଥିବା ବଦଳ

ପେଚା
ଜୀବାଶ୍ମ କାଳ: ଶେଷ ପାଲିଓସିନ–ହୋଲୋସିନ
ପ୍ରକାଶନରେ ଅସୁବିଧା: ଅଜଣା < ଯୁକ୍ତାକ୍ଷର ।

ପ୍ରକାଶନରେ ଅସୁବିଧା: ଅଜଣା < ଯୁକ୍ତାକ୍ଷର ।

ଛୋଟ ପେଚା (ଆଥେନେ ନୋକ୍ଚୁଆ)
ଓଟୁସ ଯୋଲାନ୍ଦେ ଡାକ
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ e
ସାମ୍ରାଜ୍ୟ: ପ୍ରାଣୀ ସାମ୍ରାଜ୍ୟ
ଗୋଷ୍ଠୀ: ବାଇଲାଟେରିଆ
ପର୍ବ: କୋର୍ଡାଟା
ଶ୍ରେଣୀ: ଏଭସ
ଗୋଷ୍ଠୀ: ଆଫ୍ରୋଏଭସ
ବର୍ଗ: ଷ୍ଟ୍ରିଜିଫୋର୍ମ୍ସ
ୱାଗ୍ଲର, ୧୮୩୯
କୁଳଗୁଡ଼ିକ

ଷ୍ଟ୍ରିଗିଡେ
ଟାଇଟୋନିଡେ
ଓଗିଗୋପ୍ଟିଙ୍ଗିଡେ (ଜୀବାଶ୍ମ)
ପାଲିଓଗ୍ଲୌସିଡେ (ଜୀବାଶ୍ମ)
ପ୍ରୋଟୋଷ୍ଟ୍ରିଗିଡେ (ଜୀବାଶ୍ମ)
ସୋଫିଓର୍ନିଥିଡେ (ଜୀବାଶ୍ମ)

ସମସ୍ତ ପେଚାମାନଙ୍କର ବିସ୍ତାର.
Synonyms

ଷ୍ଟ୍ରିଗିଡେ ସେନ୍ସୁ ସିବ୍ଲେ & ଆଃଲକ୍ୱିଷ୍ଟ

ପେଚା ଷ୍ଟ୍ରିଜିଫୋର୍ମ୍ସ ଗଣର ପକ୍ଷୀଗଣ । ଏହି ଗଣରେ ପ୍ରାୟ ୨୦୦ରୁ ଅଧିକ ଜାତିର ପକ୍ଷୀ ଅଛନ୍ତି । ଏହି ପକ୍ଷୀଗୁଡ଼ିକ ସାଧାରଣତଃ ଅଣସାମାଜିକ ରାତ୍ରିଚର ଏବଂ କାରୀ । ତାଙ୍କର ସ୍ୱତନ୍ତ୍ର ଗୁଣଗୁଡିକ ହେଲା, ସେମାନଙ୍କର ସିଧା ଛିଡା ହେବା, ବଡ ଓ ଚଉଡା ମୁଣ୍ଡ, ବାଇନୋକୁଲୀୟ ଦୃଷ୍ଟି, ଦ୍ୱିତକର୍ଣ୍ଣୀୟତା ଧାର ପଞ୍ଝା ଏବଂ ଧୀର ଉଡାଣ ପାଇଁ ବିକଶିତ ଡେଣା । ବ୍ଯତିକ୍ରମ - ଦିନଚାରୀ ଉତ୍ତରୀୟ ଚିଲ-ପେଚା ଏବଂ ସାମାଜିକ ଗାତଖୋଳା ପେଚା

ପେଚାଗଣ ସାଧାରଣତଃ ଛୋଚ ସ୍ତନ୍ଯପାୟୀ, କୀଟ, ଅନ୍ୟ ପକ୍ଷୀ ତଥା ମାଛ ଆଦି ଶିକାର କରିଥାନ୍ତି । ମେରୁସ୍ଥ ହିମାଞ୍ଚଳକୁ ଛାଡି ଦେଲେ ସେମାନେ ପୃଥିବୀର ସମସ୍ତ ଅଞ୍ଚଳରେ ଦେଖାଯାନ୍ତି ।

ପେଚାମାନଙ୍କୁ ମୁଖ୍ଯତଃ ୨ଟି କୁଳରେ ବିଭକ୍ତ କରାଯାଇଅଛି:

ବିବରଣୀ

ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡକୁ ୨୭୦o କୋଣରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ଟି ଥାଏ ଯେଉଁଠାରେ ମନୁଷ୍ୟର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହରେ କୌଣସି ଅସୁବିଧା ହୁଏନାହିଁ ।

Burrowing owl (Athene cunicularia)

ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ ଦୁଇକାନର ସଂସ୍ପର୍ଶରେ ନ ଆସେ ସେମାନେ ଶବ୍ଦକୁ ସଠିକ ରୂପେ ବୁଝିପାରନ୍ତି ନାଇଁ ।ପେଚାମାନଙ୍କ କର୍ଣ ଓ ଚକ୍ଷୁ ଉନ୍ନତ ନ ହେଇଥିଲେ ମଧ୍ୟ ତାଙ୍କ ଚଞ୍ଚୁ ଏକ କାରିଗରୀ ଅସ୍ତ୍ର ରୂପେ ବିବେଚିତ ହୁଏ । ପେଚମାନଙ୍କ ଚଞ୍ଚୁ ମୁହଁର ତଳ ଆଡକୁ ଥାଏ ଓ ଏହା ଏକ ଧାରୁଆ କରତ ପରି କାମ କରେ । ଚଞ୍ଚୁର ଏପରି ତଳ ଆଡ଼କୁ ଗଠନ ଯାହାକି ପେଚାକୁ ଦେଖିବାରେ କୌଣସି ବାଧା କରେନାହିଁ । ପେଚା ମାନେ ଉଡ଼ିବାରେ କୌଣସି ଶବ୍ଦ ହୁଏନି ହଁ ପବନ ଗତିର ଏକ ଶବ୍ଦ ଆସେ କିନ୍ତୁ ପେଚାର ଡେଣାରୁ କୌଣସି ଶବ୍ଦ ଆସେ ନାହିଁ । ଅଧିକାଂଶ ପେଚା ରାତ୍ରିକାଳରେ ସକ୍ରିୟ ରୁହନ୍ତି ଏବଂ କିଛି ପ୍ରଜାତି ଦିନ ସମୟରେ ମଧ୍ୟ ସକ୍ରିୟ ରହିବାରେ ପରିଲକ୍ଷିତ ହୋଇଛି ।

ପ୍ରଜନନ

ପେଚାମାନଙ୍କ ଅଣ୍ଡା ବୃତ୍ତାକାର ଓ ଧଳା ଏବଂ ଏମାନେ ଏକାଧିକ ଅଣ୍ଡା ଦେଇଥା’ନ୍ତି । ଅଣ୍ଡା ଦେବାରେ ଏମାନେ ୧ରୁ ୩ ଦିନ ସମୟ ନିଅନ୍ତି ଯାହାଫଳରେ ଅଣ୍ଡା ଫୁଟିବାସମୟ ପୃଥକ ପୃଥକ ହୋଇଥାଏ ।

ମନୁଷ୍ୟ ଓ ପେଚା

ପେଚାକୁ ନେଇ ଅନେକ ଅନ୍ଧ ବିଶ୍ୱାସ ରହିଅଛି ଯେପରିକି ହିନ୍ଦୁ ଧର୍ମରେ ଧଳାପେଚାକୁ ଲକ୍ଷ୍ମୀଙ୍କ ବାହାନ ଓ ଶୁଭ ବୋଲି ମଣିନିଆଯାଏ ମାଟିଆ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ମଣିନିଆଯାଏ । ଏତଦବ୍ୟତୀତ ଆମେରିକା,ଆଫ୍ରିକା ଓ ଆରବ ପରିଦେଶମାନଙ୍କରେ ମଧ୍ୟ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ବୋଲି ଧରାଯାଏ । ଫ୍ରାନସ,ବେଲ୍ଜିୟମ,ନେଦରଲ୍ୟାଣ୍ଡ ଆଦି ଦେଶରେ ବୁଦ୍ଦିମାନର ପ୍ରତୀକ ବୋଲି ବିବେଚିତ କରାଯାଏ । ପେଚାର କର୍ଣ ଓ ଚକ୍ଷୁର ଗଠନ ଅନୁଯାଇ ଏପରି ନାମକରଣ କରାଯାଇଛି ଯାହାର ଅର୍ଥ ବୋକା ବା ନିର୍ବୋଧ ।