"ପାଲା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
No edit summary |
Psubhashish (ଆଲୋଚନା | ଅବଦାନ) No edit summary |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
'''ପାଲା''' ଏକ ପାରମ୍ପାରିକ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । |
|||
⚫ | ପାଲା ଓଡ଼ିଶାର ବିଦଗ୍ଧ କଳା |
||
⚫ | ପାଲା ଓଡ଼ିଶାର ବିଦଗ୍ଧ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ । ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । [[ଓଡ଼ିଶା]]ର ଏହି ସ୍ବତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ବାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ବପୂଣ୍ଣ ଭୂମିକା ରହିଥିଲା । |
||
⚫ | |||
⚫ | |||
[[category:ଓଡ଼ିଆର ଲୋକନାଟ]] |
|||
[[category:ଲୋକନାଟ]] |
|||
[[category:ନୃତ୍ୟ]] |
୧୨:୦୦, ୨୭ ଜୁନ ୨୦୧୧ ଅନୁସାରେ କରାଯାଇଥିବା ବଦଳ
ପାଲା ଏକ ପାରମ୍ପାରିକ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା ।
ପାଲା ଓଡ଼ିଶାର ବିଦଗ୍ଧ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ । ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । ଓଡ଼ିଶାର ଏହି ସ୍ବତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ବାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ବପୂଣ୍ଣ ଭୂମିକା ରହିଥିଲା ।
ପାଲା ହିନ୍ଦୁ ଓ ମୁସଲମାନ ଧର୍ମ ମଧ୍ୟରେ ସମନ୍ବୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।