"ଚଢ଼େଇଆ ନାଚ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) "'''ଚଢ଼େଇଆ ନାଟ''' ବା '''ଚଢ଼େଇଆ ନାଚ''' ଏକ ପାରମ୍ପାରିକ [[ଓଡ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ |
Psubhashish (ଆଲୋଚନା | ଅବଦାନ) |
||
୩ କ ଧାଡ଼ି: | ୩ କ ଧାଡ଼ି: | ||
==ଗୀତ== |
==ଗୀତ== |
||
ଚଢ଼େଇଆ ନାଟବେଳେ ବୋଲାଯାଉଥିବା ଗୀତକୁ [[ଚଢ଼େଇଆ ସଙ୍ଗୀତ]] କୁହାଯାଏ । |
ଚଢ଼େଇଆ ନାଟବେଳେ ବୋଲାଯାଉଥିବା ଗୀତକୁ [[ଚଢ଼େଇଆ ସଙ୍ଗୀତ]] କୁହାଯାଏ । |
||
{{Cquote|ସୁସଙ୍ଗୀ, ସୁରଙ୍ଗୀ, ସୁରସ, ପ୍ରେମାଂଶ |
{{Cquote|ସୁସଙ୍ଗୀ, ସୁରଙ୍ଗୀ, ସୁରସ, ପ୍ରେମାଂଶ</br> |
||
ଭଙ୍ଗା ସଂଗିନୀ ମୋ ଗଳାର ହାର |
ଭଙ୍ଗା ସଂଗିନୀ ମୋ ଗଳାର ହାର</br> |
||
ରସିକା ରମଣୀ ରସ ବିଲାସିନୀ |
ରସିକା ରମଣୀ ରସ ବିଲାସିନୀ</br> |
||
ଚାଷୀ-ମୋହିନୀ ମୋ ପ୍ରୀତି ସୁଧାର ॥ |[[ଚଢ଼େଇ ସଙ୍ଗୀତ]], [[ବାଲେଶ୍ଵର ଜିଲା]]}} |
ଚାଷୀ-ମୋହିନୀ ମୋ ପ୍ରୀତି ସୁଧାର ॥ |[[ଚଢ଼େଇ ସଙ୍ଗୀତ]], [[ବାଲେଶ୍ଵର ଜିଲା]]}} |
||
୧୨:୦୭, ୨୭ ଜୁନ ୨୦୧୧ ଅନୁସାରେ କରାଯାଇଥିବା ବଦଳ
ଚଢ଼େଇଆ ନାଟ ବା ଚଢ଼େଇଆ ନାଚ ଏକ ପାରମ୍ପାରିକ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହା ଏକ ବାଲେଶ୍ଵରୀ ଲୋକ କଳା । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି ।
ଗୀତ
ଚଢ଼େଇଆ ନାଟବେଳେ ବୋଲାଯାଉଥିବା ଗୀତକୁ ଚଢ଼େଇଆ ସଙ୍ଗୀତ କୁହାଯାଏ ।
ସୁସଙ୍ଗୀ, ସୁରଙ୍ଗୀ, ସୁରସ, ପ୍ରେମାଂଶ
ଭଙ୍ଗା ସଂଗିନୀ ମୋ ଗଳାର ହାର
ରସିକା ରମଣୀ ରସ ବିଲାସିନୀ
ଚାଷୀ-ମୋହିନୀ ମୋ ପ୍ରୀତି ସୁଧାର ॥