"ଉଇକିପିଡ଼ିଆ:ଏସିଆ ମାସ ଗଣସମ୍ପାଦନା ୨୦୨୦/ନିମନ୍ତ୍ରଣ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟ୍ୟାଗ: Reverted
ଟିକେ Wrong place Trade (ଆଲୋଚନା) ଙ୍କ ଦେଇ କରାଯାଇଥିବା 415924 ସଙ୍କଳନଟି ପଛକୁ ଫେରାଇନିଆଗଲା
 
୨୮ କ ଧାଡ଼ି: ୨୮ କ ଧାଡ଼ି:
</div>
</div>
</div>
</div>

== [[ଅନାନ୍ ଇସଲାମ]] ==
Would you kindly take care of this spam? {{ping|Jnanaranjan_sahu}}--[[ବ୍ୟବହାରକାରୀ:Trade|Trade]] ([[ବ୍ୟବହାରକାରୀଙ୍କ ଆଲୋଚନା:Trade|ମୋ ଆଲୋଚନା]]) ୧୩:୪୫, ୬ ନଭେମ୍ବର ୨୦୨୦ (IST)

୧୪:୩୪, ୬ ନଭେମ୍ବର ୨୦୨୦ ହୋଇଥିବା ରିଭିଜନ

ଏସିଆ ମାସ ଗଣସମ୍ପାଦନା, ୨୦୨୦ରେ ଭାଗ ନେବାକୁ ନିମନ୍ତ୍ରଣ[ସମ୍ପାଦନା]

ଏସିଆ ମାସ ଗଣସମ୍ପାଦନା, ୨୦୨୦
ନମସ୍କାର,
ଏସିଆ ମାସ ଗଣ-ସମ୍ପାଦନା, ୨୦୨୦ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୨୦୧୬ ମସିହାରୁ ଏହି ଗଣ-ସମ୍ପାଦନା ଆରମ୍ଭ ହୋଇଥିଲା ଏବଂ ପୂର୍ବ ବର୍ଷମାନଙ୍କ ଭଳି ଏହିଥର ମଧ୍ୟ ଓଡ଼ିଆ ଉଇକିପିଡ଼ିଆ ଉଇଜର ଗ୍ରୁପ ଏହି ଗଣ-ସମ୍ପାଦନାରେ ଅଂଶଗ୍ରହଣ କରୁଛି, ଯାହାକି ନଭେମ୍ବର ୩୦ ଯାଏଁ ଗୋଟେ ମାସ ଧରି ଚାଲିବ । ଏହି ଗଣ-ସମ୍ପାଦନାରେ ଏସିଆ ମହାଦେଶ ଅନ୍ତର୍ଗତ ବିଭିନ୍ନ ପ୍ରସଙ୍ଗମାନ ଲେଖାଯାଏ, ମାତ୍ର ସେହି ପ୍ରସଙ୍ଗଗୁଡ଼ିକ ନିଜ ଦେଶର ହୋଇନଥିବ । ଯେମିତିକି ଆମେ ଭାରତ ବାହାରେ ଥିବା ଅନ୍ୟାନ୍ୟ ଦେଶମାନଙ୍କର ଭିନ୍ନ ଭିନ୍ନ ବିଷୟରେ ପ୍ରସଙ୍ଗମାନ ଲେଖିପାରିବା ।
ଏହି ଗଣ-ସମ୍ପାଦନାର ମୂଳ ଲକ୍ଷ ହେଉଛି ଉଇକିପିଡ଼ିଆ ସମୂଦାୟସ‌ହ ଏକ ବନ୍ଧୁତ୍ୱପୂର୍ଣ୍ଣ ଭାବର ଆଦାନପ୍ରଦାନ । ଆମେ ଏହି ଗଣ-ସମ୍ପାଦନା ଫଳରେ ଅନ୍ୟ ଦେଶର ଚାଲିଚଳନି, ପରମ୍ପରା, ସଭତ୍ୟା, ସଂସ୍କୃତି, ଖାଦ୍ୟପେୟ, ସ୍ଥାନ, ଲୋକ ଆଦି ବିଷୟରେ ସମ୍ୟକ ସୂଚନା ପାଇପାରିବା । ଏହି ଗଣ-ସମ୍ପାଦନାରେ ଭାଗ ନେଉଥିବା ଉଇକିଆଳିମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ପୁରସ୍କାର ରହିଛି । ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ସ‌ହାୟତା ପୃଷ୍ଠା ଦେଖିପାରିବେ ।