"ବେଣୁଧର ନାଏକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ମୃତ୍ୟୁ
୪୧ କ ଧାଡ଼ି: ୪୧ କ ଧାଡ଼ି:
== ରାଜନୈତିକ ଜୀବନ ==
== ରାଜନୈତିକ ଜୀବନ ==
ବେଣୁଧର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।<ref name="Benudhar Naik"/>
ବେଣୁଧର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।<ref name="Benudhar Naik"/>

== ମୃତ୍ୟୁ ==
ବେଣୁଧର ୧୯୯୪ ମସିହାର ଫେବୃଆରୀ ୨୦ ତାରିଖରେ ୫୮ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।<ref name="Benudhar Naik" />


== ଆଧାର ==
== ଆଧାର ==

୦୦:୦୯, ୫ ଡିସେମ୍ବର ୨୦୨୦ ଅନୁସାରେ କରାଯାଇଥିବା ବଦଳ

ବେଣୁଧର ନାଏକ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀହେମେନ୍ଦ୍ର ପ୍ରସାଦ ମହାପାତ୍ର
ପର ଅଧିକାରୀହେମନ୍ତ କୁମାର ସିଂହ ଦଣ୍ଡପାଟ
ନିର୍ବାଚନ ମଣ୍ଡଳୀବଣାଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1936-01-11)୧୧ ଜାନୁଆରୀ ୧୯୩୬
ମୃତ୍ୟୁ୨୦ ଫେବୃଆରୀ ୧୯୯୪(1994-02-20) (ବୟସ ୫୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସାବିତ୍ରୀ ଦେବୀ
ବାପା/ବୋଉପ୍ରାଣକୃଷ୍ଣ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ବେଣୁଧର ନାଏକ (୧୧ ଜାନୁଆରୀ ୧୯୩୬ - ୨୦ ଫେବୃଆରୀ ୧୯୯୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ବେଣୁଧର ୧୯୩୬ ମସିହାର ଜାନୁଆରୀ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରାଣକୃଷ୍ଣ ନାଏକ ଓ ପତ୍ନୀଙ୍କ ନାମ ସାବିତ୍ରୀ ଦେବୀ ।[୧]

ରାଜନୈତିକ ଜୀବନ

ବେଣୁଧର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ

ବେଣୁଧର ୧୯୯୪ ମସିହାର ଫେବୃଆରୀ ୨୦ ତାରିଖରେ ୫୮ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର

  1. ୧.୦ ୧.୧ ୧.୨ "Shri Benudhar Naik". odishaassembly.nic.in. Odisha Assembly. Retrieved 5 December 2020.