"ଦିଲ୍ଲୀପ କୁମାର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଅଧିକ ତଥ୍ୟ ଦିଆଗଲା ଟ୍ୟାଗ: 2017 source edit |
ଅଧିକ ତଥ୍ୟ ଦିଆଗଲା ଟ୍ୟାଗ: 2017 source edit |
||
୨୩ କ ଧାଡ଼ି: | ୨୩ କ ଧାଡ଼ି: | ||
ଦିଲୀପ କୁମାରଙ୍କ ବ୍ୟକ୍ତିଗତ ଜୀବନ ସର୍ବଦା ମିଡ଼ିଆ ଚର୍ଚ୍ଚାରେ ରହୁଥିଲା । ଅଭିନେତ୍ରୀ ଓ ସହ-ଅଭିନେତ୍ରୀ ମଧୁବାଲାଙ୍କ [[:en:Madhubala|Madhubala]] ସାଥିରେ ଦୀର୍ଘକାଳର ସମ୍ପର୍କ ନୟାଦୌର ([[:en:Naya Daur (1957 film)#Production|''Naya Daur'' court case]]) ଚଳଚ୍ଚିତ୍ର ପରେ ୧୯୫୭ ମସିହାରେ ସମାପ୍ତ ହୋଇଯାଇଥିଲା ।<ref>{{Cite web|date=18 March 2016|title=Mid-day: When Dilip Kumar and Madhubala dragged each other to court|url=https://www.mid-day.com/entertainment/bollywood-news/article/when-dilip-kumar-and-madhubala-dragged-each-other-to-court-17052172|url-status=live|access-date=9 July 2021|website=www.mid-day.com|language=en}}</ref> ସେ ୧୯୬୬ ମସିହାରେ ଅଭିନେତ୍ରୀ ସାଇରା ବାନୁଙ୍କ ([[:en:Saira Banu|Saira Banu]]) ସହିତ ବିବାହ କରିବା ପରେ ତାଙ୍କର ବାନ୍ଦ୍ରା ବାସଭବନରେ ([[:en:Bandra|Bandra]]) ମୃତ୍ୟୁ ପର୍ଯ୍ୟନ୍ତ (୨୦୨୧ ମସିହା) ରହୁଥିଲେ । ଚଳଚ୍ଚିତ୍ର ଜଗତକୁ ତାଙ୍କର ଅବଦାନ ନିମନ୍ତେ ଭାରତ ସରକାର ତାଙ୍କୁ ୧୯୯୧ ମସିହାରେ ପଦ୍ମ ଭୂଷଣ ([[:en:Padma Bhushan|Padma Bhushan]]) ଓ ୨୦୧୫ ମସିହାରେ ପଦ୍ମ ବିଭୂଷଣ ([[:en:Padma Vibhushan|Padma Vibhushan]]) ପଦବୀରେ ସମ୍ମାନିତ କରିଥିଲେ ଯାହାକି ଦେଶର ଦ୍ଵିତୀୟ ଓ ତୃତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ । ଚଳଚ୍ଚିତ୍ର ଜଗତକୁ ଅବଦାନ ନିମନ୍ତେ ଭାରତର ସର୍ବୋଚ୍ଚ ସମ୍ମାନ ଦାଦାସାହେବ ଫାଲକେ ପୁରସ୍କାର ([[:en:Dadasaheb Phalke Award|Dadasaheb Phalke Award]]) ୧୯୯୪ ମସିହାରେ ତାଙ୍କୁ ଦିଆଯାଇଥିଲା । ପାକିସ୍ଥାନ ସରକାର ୧୯୯୮ ମସିହାରେ ସେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ନିଶାନ-ଏ-ଇମତିଆଜ ([[:en:Nishan-e-Imtiaz|Nishan-e-Imtiaz]]) ଦିଲ୍ଲୀପଙ୍କୁ ଦେଇ ସମ୍ମାନିତ କରିଥିଲେ ଓ ସେ ଏକମାତ୍ର ଭାରତୀୟ ଯିଏ କି ସେହି ସମ୍ମାନର ଅଧିକାରୀ ହୋଇଛନ୍ତି । |

==ପ୍ରାରମ୍ଭିକ ଜୀବନ== |
|||
ଦିଲ୍ଲୀପଙ୍କ ପ୍ରଥମ ନାମ ଥିଲା ମୋହମ୍ମଦ ୟୁସୁଫ ଖାନ''' ମୋହମ୍ମଦ ୟୁସୁଫ ଖାନ'''<ref>TNN (1 December 2017), [https://timesofindia.indiatimes.com/entertainment/hindi/bollywood/photo-features/veteran-actor-dilip-kumar-to-have-a-quiet-95th-birthday-celebration/photostory/61878351.cms "Dilip Kumar: Interesting chapters of the actor's life"] {{Webarchive|url=https://web.archive.org/web/20201011133816/https://timesofindia.indiatimes.com/entertainment/hindi/bollywood/photo-features/dilip-kumar-interesting-chapters-of-the-actors-life/Veteran-actor-Dilip-Kumar-to-have-a-quiet-95th-birthday-celebration/photostory/61878351.cms|date=11 October 2020}}, ''[[The Times of India]]''. Retrieved 23 June 2018.</ref> ଓ ସେ ୧୧ ଡିସେମ୍ବର ୧୯୨୨ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ଘର ବ୍ରିଟିଶ ରାଜରେ ଥିବା ପେଷାୱାରର ([[:en:Peshawar|Peshawar]]) କିସ ଖବାଣୀ ବଜାରରେ ([[:en:Qissa Khawani Bazaar|Qissa Khawani Bazaar]]) ଥିଲା ଓ ସେ ଏକ ହିଣ୍ଡକୋ ଭାଷାଭାଷୀ ଆବାନ ପରିବାରର ([[:en:Hindko|Hindko]]-speaking [[:en:Awan (tribe)|Awan]]) ନିଜସ୍ଵ ବାସସ୍ଥାନରେ ଜନ୍ମ ଗ୍ରହଣ କରିଥିଲେ ଯାହା ଏବେ ପାକିସ୍ଥାନର ଖାଇବର ପାଖତୁନଖ୍ଵାରେ ([[:en:Khyber Pakhtunkhwa|Khyber Pakhtunkhwa]]) ଅଛି । <ref>{{cite web|url=https://www.ndtv.com/entertainment/dilip-kumar-the-grand-old-man-of-indian-cinemas-legendary-life-2480932|title=Dilip Kumar: The Grand Old Man Of Indian Cinema's Legendary Life|publisher=NDTV}}</ref> ଲାଲା ଗୁଲାମ ସର୍ବର ଖାନ ଓ ଆୟେସା ବେଗମଙ୍କ ଔରସରୁ ଜାତ ୧୨ ଜଣ ପିଲାଙ୍କ ମଧ୍ୟରୁ ସେ ଜଣେ ଥିଲେ । ତାଙ୍କ ପିତା ଜଣେ ଫଳ ବେପାରୀ ଥିଲେ ।<ref>{{Cite web|title=Dilip Kumar, Bollywood's 'Tragedy King', dies aged 98|url=https://www.aljazeera.com/news/2021/7/7/dilip-kumar-india-cinema-legend-dies-bollywood|access-date=7 July 2021|website=www.aljazeera.com|language=en}}</ref> |
|||
== ଆଧାର == |
== ଆଧାର == |
୧୦:୦୦, ୧୧ ଜୁଲାଇ ୨୦୨୧ ଅନୁସାରେ କରାଯାଇଥିବା ବଦଳ
ଦିଲ୍ଲୀପ କୁମାର | |
---|---|
ଜନ୍ମ | |
ବୃତ୍ତି(ସମୂହ) | ଅଭିନେତା, ପ୍ରଯୋଜକ |
ସକ୍ରିୟ ବର୍ଷ | ୧୯୬୯- ଏପର୍ଯ୍ୟନ୍ତ |
ବୈବାହିକ-ସାଥୀ | ସାଏରା ବାନୁ (୧୯୬୬- ଏପର୍ଯ୍ୟନ୍ତ) ଅସମା ସାହିବା (୧୯୭୯-୧୯୮୨) |
ଦସ୍ତଖତ | |
ଦିଲୀପ କୁମାର (ଜନ୍ମ ନାମ ନାମ ମୋହମ୍ମଦ ୟୁସୁଫ ଖାନ; ୧୧ ଡିସେମ୍ବର ୧୯୨୨ – ୭ ଜୁଲାଇ ୨୦୨୧) ଜଣେ ଭାରତୀୟ ଅଭିନେତା ଓ ଚଳଚିତ୍ର ନିର୍ମାତା ଥିଲେ ତଥା ହିନ୍ଦୀ ଚଳଚିତ୍ରରେ ଅଭିନୟ ନିମନ୍ତେ ଜଣାଶୁଣା ଥିଲେ ।[୧] ଅଧିକ ଦୁଃଖାତ୍ମକ ଅଭିନୟ କରୁଥିବା ଯୋଗୁ ତାଙ୍କୁ ଟ୍ରାଜେଡ଼ି କିଙ୍ଗ ନାମରେ ଅନେକ ସମ୍ବୋଧିତ କରୁଥିଲେ ।[୨] ସେ ବଲିଉଡ ଜଗତରେ ଥିବା ପ୍ରଥମ ଖାନ ("The First Khan") ଥିଲେ[୩][୪] ଚଳଚ୍ଚିତ୍ର ଜଗତର ସେ ସର୍ବପ୍ରଥମ ସଫଳ ଅଭିନେତା ଥିଲେ ଯିଏ କି ଏକ ସ୍ୱତନ୍ତ୍ର ଧରଣର ଅଭନୟ କରୁଥିଲେ । ସେ ପ୍ରଥମ ଓ ସର୍ବାଧିକ ଫିଲିମ ଫେୟାର ଆୱାର୍ଡ ପାଇ ରେକର୍ଡ଼ କରିଥିଲେ ଯାହାକୁ ପରବର୍ତ୍ତୀ ସମୟରେ ଶାହରୁଖ ଖାନ ସମତୁଲ କରିଥିଲେ । [୫][୬]
ଦିଲୀପ କୁମାରଙ୍କର ପ୍ରଥମ ଥର ନିମନ୍ତେ ଅଭିନୟ କରିଥିବା ଚଳଚ୍ଚିତ୍ର ନାମ ଥିଲା ଜୁଆର ଭଟା (Jwar Bhata) - ୧୯୪୪), ଯାହା ବମ୍ବେ ଟକିଜ ( Bombay Talkies) ନିର୍ମାଣ କରିଥିଲେ । ପଚାଶ ବର୍ଷର ଅଭିନୟ ଜୀବନରେ ସେ ୬୫ଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ସେ ଅଭିନୟ କରିଥିବା କେତେକ ଚଳଚ୍ଚିତ୍ରମାନଙ୍କ ନାମ ଅନ୍ଦାଜ (Andaz – ୧୯୪୯), ଆନ (Aan – ୧୯୫୨), ସାମାଜିକ ନାଟକ ଦାଗ (Daag – ୧୯୫୨), ନାଟକୀୟ ଦେବଦାସ (Devdas – ୧୯୫୫), ହାସ୍ୟରସାତ୍ମକ ଆଜାଦ (Azaad – ୧୯୫୫), ଐତିହାସିକ ମୁଗଳ-ଏ-ଆଜମ (Mughal-e-Azam – ୧୯୬୦), ସାମାଜିକ ଡକାୟତ (dacoit crime) ନାଟକ ଗଙ୍ଗା ଯମୁନା ( Gunga Jamuna – ୧୯୬୧) ଓ ହାସ୍ୟ ରସାତ୍ମକ ରାମ ଅଉର ଶ୍ୟାମ ( Ram Aur Shyam - 1967) । ମୁଦ୍ରାସ୍ଫୀତି ହିସାବକୁ ନେଲେ ତାଙ୍କ ଅଭିନୀତ ମୁଗଳ-ଏ-ଆଜମ ଚଳଚ୍ଚିତ୍ର ଅଦ୍ୟାବଧି ସର୍ବାଧିକ ଆୟକାରୀ ମାନ୍ୟତା ପାଇଛି (highest-grossing film in India) ।
ପାଞ୍ଚ ବର୍ଷ ଧରି ସେ ଚଳଚ୍ଚିତ୍ର ଦୁନିଆରୁ ବାହାରେ ରହିବା ପରେ ୧୯୭୬ ଖ୍ରୀଷ୍ଟାବ୍ଦରେ ଫେରିଆସି କେତେକ ଚରିତ୍ର ଭୂମିକା ନିର୍ବାହ କରିଥିବା ଚଳଚ୍ଚିତ୍ରମାନଙ୍କ ନାମ ଯଥାକ୍ରମେ କ୍ରାନ୍ତି (Kranti – ୧୯୮୧), ଶକ୍ତି (Shakti – ୧୯୮୨), ମାର୍ଶାଲ (Mashaal – ୧୯୮୪), କର୍ମା (Karma – ୧୯୮୬) ଓ ସୌଦାଗର (Saudagar – ୧୯୯୧) । ତାଙ୍କର ଶେଷ ଅଭିନୀତ ଚଳଚ୍ଚିତ୍ରର ନାମ କିଲା (Qila – ୧୯୯୮) ଯେଉଁଥିରେ ସେ ଏକ ଦ୍ୱୈତ ଚରିତ୍ରରେ ଅଭିନୟ କରିଥିଲେ ।
ଦିଲୀପ କୁମାରଙ୍କ ବ୍ୟକ୍ତିଗତ ଜୀବନ ସର୍ବଦା ମିଡ଼ିଆ ଚର୍ଚ୍ଚାରେ ରହୁଥିଲା । ଅଭିନେତ୍ରୀ ଓ ସହ-ଅଭିନେତ୍ରୀ ମଧୁବାଲାଙ୍କ Madhubala ସାଥିରେ ଦୀର୍ଘକାଳର ସମ୍ପର୍କ ନୟାଦୌର (Naya Daur court case) ଚଳଚ୍ଚିତ୍ର ପରେ ୧୯୫୭ ମସିହାରେ ସମାପ୍ତ ହୋଇଯାଇଥିଲା ।[୭] ସେ ୧୯୬୬ ମସିହାରେ ଅଭିନେତ୍ରୀ ସାଇରା ବାନୁଙ୍କ (Saira Banu) ସହିତ ବିବାହ କରିବା ପରେ ତାଙ୍କର ବାନ୍ଦ୍ରା ବାସଭବନରେ (Bandra) ମୃତ୍ୟୁ ପର୍ଯ୍ୟନ୍ତ (୨୦୨୧ ମସିହା) ରହୁଥିଲେ । ଚଳଚ୍ଚିତ୍ର ଜଗତକୁ ତାଙ୍କର ଅବଦାନ ନିମନ୍ତେ ଭାରତ ସରକାର ତାଙ୍କୁ ୧୯୯୧ ମସିହାରେ ପଦ୍ମ ଭୂଷଣ (Padma Bhushan) ଓ ୨୦୧୫ ମସିହାରେ ପଦ୍ମ ବିଭୂଷଣ (Padma Vibhushan) ପଦବୀରେ ସମ୍ମାନିତ କରିଥିଲେ ଯାହାକି ଦେଶର ଦ୍ଵିତୀୟ ଓ ତୃତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ । ଚଳଚ୍ଚିତ୍ର ଜଗତକୁ ଅବଦାନ ନିମନ୍ତେ ଭାରତର ସର୍ବୋଚ୍ଚ ସମ୍ମାନ ଦାଦାସାହେବ ଫାଲକେ ପୁରସ୍କାର (Dadasaheb Phalke Award) ୧୯୯୪ ମସିହାରେ ତାଙ୍କୁ ଦିଆଯାଇଥିଲା । ପାକିସ୍ଥାନ ସରକାର ୧୯୯୮ ମସିହାରେ ସେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ନିଶାନ-ଏ-ଇମତିଆଜ (Nishan-e-Imtiaz) ଦିଲ୍ଲୀପଙ୍କୁ ଦେଇ ସମ୍ମାନିତ କରିଥିଲେ ଓ ସେ ଏକମାତ୍ର ଭାରତୀୟ ଯିଏ କି ସେହି ସମ୍ମାନର ଅଧିକାରୀ ହୋଇଛନ୍ତି ।
ପ୍ରାରମ୍ଭିକ ଜୀବନ
ଦିଲ୍ଲୀପଙ୍କ ପ୍ରଥମ ନାମ ଥିଲା ମୋହମ୍ମଦ ୟୁସୁଫ ଖାନ ମୋହମ୍ମଦ ୟୁସୁଫ ଖାନ[୮] ଓ ସେ ୧୧ ଡିସେମ୍ବର ୧୯୨୨ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ଘର ବ୍ରିଟିଶ ରାଜରେ ଥିବା ପେଷାୱାରର (Peshawar) କିସ ଖବାଣୀ ବଜାରରେ (Qissa Khawani Bazaar) ଥିଲା ଓ ସେ ଏକ ହିଣ୍ଡକୋ ଭାଷାଭାଷୀ ଆବାନ ପରିବାରର (Hindko-speaking Awan) ନିଜସ୍ଵ ବାସସ୍ଥାନରେ ଜନ୍ମ ଗ୍ରହଣ କରିଥିଲେ ଯାହା ଏବେ ପାକିସ୍ଥାନର ଖାଇବର ପାଖତୁନଖ୍ଵାରେ (Khyber Pakhtunkhwa) ଅଛି । [୯] ଲାଲା ଗୁଲାମ ସର୍ବର ଖାନ ଓ ଆୟେସା ବେଗମଙ୍କ ଔରସରୁ ଜାତ ୧୨ ଜଣ ପିଲାଙ୍କ ମଧ୍ୟରୁ ସେ ଜଣେ ଥିଲେ । ତାଙ୍କ ପିତା ଜଣେ ଫଳ ବେପାରୀ ଥିଲେ ।[୧୦]
ଆଧାର
- ↑ "Dilip Kumar is my idol and inspiration: Amitabh Bachchan - The Times of India". Timesofindia.indiatimes.com. 11 December 2011. Retrieved 2012-08-06.
- ↑ Bose, Mrityunjay (7 July 2021). "Dilip Kumar: The undisputed 'Tragedy King'". Deccan Herald. Retrieved 7 July 2021.
- ↑ "Tragedy king Dilip Kumar turns 88". The Indian Express. 11 December 2010. Archived from the original on 11 October 2020. Retrieved 21 June 2012.
- ↑ "Happy Birthday Dilip Kumar: As Dilip Kumar turns 94, a look at his titanic reputation as India's finest method actor". Indianexpress.com. 11 December 2016. Retrieved 21 March 2019.
- ↑ Sharma, Vishwamitra (2007). Famous Indians of the 21st Century. Pustak Mahal. p. 196. ISBN 978-81-223-0829-7.
- ↑ Dawar, Ramesh (2006). Bollywood: yesterday, today, tomorrow. Star Publications. p. 8. ISBN 1-905863-01-2.
- ↑ "Mid-day: When Dilip Kumar and Madhubala dragged each other to court". www.mid-day.com (in ଇଂରାଜୀ). 18 March 2016. Retrieved 9 July 2021.
{{cite web}}
: CS1 maint: url-status (link) - ↑ TNN (1 December 2017), "Dilip Kumar: Interesting chapters of the actor's life" Archived 11 October 2020 at the Wayback Machine., The Times of India. Retrieved 23 June 2018.
- ↑ "Dilip Kumar: The Grand Old Man Of Indian Cinema's Legendary Life". NDTV.
- ↑ "Dilip Kumar, Bollywood's 'Tragedy King', dies aged 98". www.aljazeera.com (in ଇଂରାଜୀ). Retrieved 7 July 2021.
ଅଧିକ ତଥ୍ୟ
- ଇଣ୍ଟରନେଟ ମୁଭି ଡାଟାବେସରେ ଦିଲ୍ଲୀପ କୁମାର