"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ 2401:4900:313D:9130:0:33:F79E:3201 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ 117.237.242.135ଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
ଲିଖନଶୈଳୀର ଉଇକିକରଣ
୩୦ କ ଧାଡ଼ି: ୩୦ କ ଧାଡ଼ି:
}}
}}


'''ଗୋପବନ୍ଧୁ ଦାସ''' (୯ ଅକ୍ଟୋବର ୧୮୭୭ - ୧୭ ଜୁନ ୧୯୨୮) ଉତ୍କଳମଣି (ଓଡ଼ିଶାର ମଣି) ନାମରେ ଖ୍ୟାତ । [[ଓଡ଼ିଶା]]ର ଜଣେ ସ୍ୱାଧିନତା ସଂଗ୍ରାମୀ, କବି, ଲେଖକ ଓ ଦୈନିକ ଖବର କାଗଜ [[ସମାଜ (ଖବରକାଗଜ)|ସମାଜ]] ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ ।<ref>http://thesamaja.com/home.php</ref>
ଉତ୍କଳମଣି '''ଗୋପବନ୍ଧୁ ଦାସ''' (୯ ଅକ୍ଟୋବର ୧୮୭୭ - ୧୭ ଜୁନ ୧୯୨୮) [[ଓଡ଼ିଶା]]ର ଜଣେ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଲେଖକ ଥିଲେ । ସେ ଦୈନିକ ଓଡ଼ିଆ ଖବର କାଗଜ [[ସମାଜ (ଖବରକାଗଜ)|''ସମାଜ'']] ଓ ''ସତ୍ୟବାଦୀ'' ପତ୍ରିକାର ପ୍ରତିଷ୍ଠାତା ଥିଲେ ।<ref>http://thesamaja.com/home.php</ref>


== ଜୀବନୀ ==
== ପିଲାବେଳ ଓ ଛାତ୍ରାବସ୍ଥା ==
ଗୋପବନ୍ଧୁ, ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ [[ପୁରୀ ଜିଲ୍ଲା]]ର [[ସୁଆଣ୍ଡୋ]] ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ମାତାଙ୍କ ମୃତ୍ୟୁ ପରେ, ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର [[ରାମଚନ୍ଦ୍ର ଦାସ]]ଙ୍କ ସହିତ ପରିଚୟ ହେଲା, ଯାହଙ୍କ ଠାରୁ ପରେ ସେ ଦେଶ ସେବାର ଶିକ୍ଷା ପାଇଲେ । ଗୋପବନ୍ଧୁଙ୍କଦ୍ୱାରା ହିଁ [[ପୁରୀ]]ରେ ସେତେବେଳେ, ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ [[ପୁରୀ ସେବା ସମିତି]] ପ୍ରତିଷ୍ଠା କରାଯାଇଥିଲାପୁରୀ ସେବା ସମିତି ଗଠନ କରି, ସେ ଆପଣା ଜୀବନକୁ ବିପନ୍ନ କରି ସାଥୀମାନଙ୍କ ସହ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମରେ ଲାଗିପଡ଼ିଥିଲେ ।<ref name="ପୁରୀ ସେବା ସମିତି">{{cite news|url=https://sambad.in/editorial/abhimata-1-04-2020-499937/|title=ଓଡ଼ିଶାର କେତେକ ରଚନାତ୍ମକ ଅନୁଷ୍ଠାନ|last=|first=|date=31 March 2020|work=ସମ୍ବାଦ|accessdate=27 September 2020|archiveurl=https://web.archive.org/web/20200927161644/https://sambad.in/editorial/abhimata-1-04-2020-499937/|archivedate=27 September 2020|publisher=sambad.in|location=[[ଭୁବନେଶ୍ୱର]]|language=[[ଓଡ଼ିଆ ଭାଷା|ଓଡ଼ିଆ]]|url-status=live}}</ref>
[[ଫାଇଲ:Gopabandhu_Das_OSM.jpg|thumb|ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ]]


=== ପ୍ରାରମ୍ଭିକ ଜୀବନ ===
ପଣ୍ଡିତେ ମାତ୍ର ୧୨ ବର୍ଷ ବୟସରେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ବିବାହ ପରେ ମଧ୍ୟ ସେ ପାଠ ପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ [[କଟକ]]ର [[ରେଭେନ୍ସା ମହାବିଦ୍ୟାଳୟ]]ରେ ଅଧ୍ୟୟନ କଲେ । ଏହି ସମୟରେ ତାଙ୍କର ପିତୃବିୟୋଗ ଘଟିଥିଲା । କଟକରେ ଅଧ୍ୟୟନ ସମୟରେ [[ଓଡ଼ିଆ ଭାଷା]]ର ବିଲୋପ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଗୋପବନ୍ଧୁ, 'କର୍ତ୍ତବ୍ୟ ବୋଧିନୀ ସମିତି' ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କଲେ । ତାଙ୍କର ଆହ୍ୱାନ ଥିଲା, 'ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ ।' [[ରମ୍ଭା]]ଠାରେ ରାମଚନ୍ଦ୍ର ଦାଶ ଓ ଗୋପବନ୍ଧୁଙ୍କ ଉଦ୍ୟମରେ [[ଉତ୍କଳ ସମ୍ମିଳନୀ]]ର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେଲା । ୧୯୦୩ରେ ଉତ୍କଳ ଗୌରବ [[ମଧୁସୂଦନ ଦାସ]]ଙ୍କଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ଗୋପବନ୍ଧୁ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହି ସମୟରେ, ତାଙ୍କର ପ୍ରଥମ ପୁତ୍ରସନ୍ତାନଟିର ମୃତ୍ୟୁ ଘଟିଥିଲା । ଏହିପରି ନାନାଦି ବାଧାବିଘ୍ନ ସତ୍ତ୍ୱେ ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ [[କଲିକତା]]ରେ ବିଏଲ ପଢ଼ିଲେ ।<ref>{{cite web |url= http://www.123orissa.com/person/person.asp?sno=31&cat=f |title=UTKALAMANI PUNDIT GOPABANDHU DAS|first= |last= |work=123orissa.com |quote=He passed his B.A from Revenshaw College in 1904 and later passed B.L. from Calcutta University in 1906. |accessdate=9 October 2012}}</ref> ସେଠାରେ ପ୍ରବାସୀ ଓଡ଼ିଆଙ୍କ ଦୁଃଖଦୁର୍ଦ୍ଦଶାରେ ବ୍ୟଥିତ ହୋଇ, ସେ 'ଓଡ଼ିଆ ଶ୍ରମିକ ସଂଘ' ଓ 'ସାନ୍ଧ୍ୟ ବିଦ୍ୟାଳୟ' ପ୍ରତିଷ୍ଠା କରିଥିଲେ । ଇତି ମଧ୍ୟରେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏପରିକି, ଯେଉଁଦିନ ସେ ବିଏଲ ପାସ କରିଛନ୍ତି ବୋଲି ଖବର ପାଇଥିଲେ, ସେହିଦିନ ତାଙ୍କୁ ନିଜ ପତ୍ନୀଙ୍କର ମୃତ୍ୟୁ ସମ୍ବାଦ ମଧ୍ୟ ମିଳିଥିଲା । ଏତେ ସବୁ ଦୁଃଖ କିନ୍ତୁ ତାଙ୍କୁ ନିଜ କର୍ମରୁ ବିଚ୍ୟୁତ କରିପାରିନଥିଲା । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଯୋଗଦାନ ଅତୁଳନୀୟ ରହିଥିଲା ।
ଗୋପବନ୍ଧୁ ଦାସ ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ [[ପୁରୀ ଜିଲ୍ଲା]]ର [[ସୁଆଣ୍ଡୋ]] ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ଖୁବ ଅଳ୍ପ ବୟସ ହୋଇଥିବା ବେଳେ ତାଙ୍କ ମାତାଙ୍କର ମୃତ୍ୟୁ ହୋଇଯାଇଥିଲା ।
:-ଧୃତି ବଲ୍ଲଭ ପଣ୍ଡା


=== ସ୍କୁଲ ===
== କର୍ମଜୀବନ ==
ମାତାଙ୍କ ମୃତ୍ୟୁ ପରେ ସେ ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର [[ରାମଚନ୍ଦ୍ର ଦାସ]]ଙ୍କ ସହିତ ପରିଚୟ ହୋଇଥିଲା ଓ ତାଙ୍କଠାରୁ ପରେ ସେ ଦେଶସେବା ବାବଦରେ ଶିକ୍ଷା ପାଇଥିଲେ । ୧୨ ବର୍ଷ ବୟସରେ ବିବାହ କରି ତାହା ପରେ ମଧ୍ୟ ସେ ପାଠପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ [[କଟକ]]ର [[ରେଭେନ୍ସା ମହାବିଦ୍ୟାଳୟ]]ରେ ଅଧ୍ୟୟନ କଲେ ।
ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରେ ସେ ଅନ୍ୟତମ ଥିଲେ ଭକ୍ତକବି, [[ମଧୁସୂଦନ ରାଓ]]ଙ୍କ ନିଷ୍ପତି କ୍ରମେ, ଗୋପବନ୍ଧୁ [[ସାକ୍ଷୀଗୋପାଳ]]ର ବକୁଳ ଓ ଛୁରିଆନା କୁଞ୍ଜରେ [[ସତ୍ୟବାଦୀ ବନ ବିଦ୍ୟାଳୟ]] ପ୍ରତିଷ୍ଠା କରିଥିଲେ । ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା ।<ref>{{cite web |url= http://independent.academia.edu/KrishanShri/Papers/623017/An_experiment_in_nationalist_education_Satyavadi_school_in_Orissa_1909-1926_ |title=An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu |work=academia.edu |year=2012|quote=Satyavadi was a uniqueexperimental school in the history of modern Orissa. Establishedby Gopabandhu Das (1877-1928), |accessdate=20 June 2012}}</ref>
୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା । ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିଥିଲେ ।
== ସମାଜ ସମ୍ବାଦପତ୍ର , ଓଡ଼ିଆ ଜାତି ପାଇଁ ଏକ ଅନୁଷ୍ଠାନ ==


=== ସମାଜସେବା ===
ଓଡ଼ିଶା ଲୋକଙ୍କର ଦୁର୍ଦ୍ଦଶା, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅହିଂସା ଆନ୍ଦୋଳନ, [[ମୋହନଦାସ କରମଚାନ୍ଦ ଗାନ୍ଧୀ|ମହାତ୍ମା ଗାନ୍ଧୀ]]ଙ୍କ ବାର୍ତ୍ତା ଓ ଜାତୀୟ କଂଗ୍ରେସର ଆଭିମୁଖ୍ୟ ପ୍ରଚାର ତଥା ଜନସାଧାରଣଙ୍କୁ ଅବଗତ କରାଇବାର ଅଭିପ୍ରାୟରେ, ଗୋପବନ୍ଧୁ ୧୯୧୯ ଅକ୍ଟୋବର ମାସ ୪ ତାରିଖ, ଦଶହରା ତିଥିରେ ପ୍ରକାଶ କଲେ 'ସାପ୍ତାହିକ ସମାଜ' ।<ref>{{cite web |url= http://www.publishyourarticles.org/knowledge-hub/biography/biography-of-utkalmani-gopabandhu-das.html |title=Biography of Utkalmani Gopabandhu Das &#124; Biography &#124; Knowledge Hub|work=publishyourarticles.org |year=2012 |quote= He started the newspaper Samaja |accessdate=23 May 2012}}</ref> ପ୍ରଥମେ ଏହା ସତ୍ୟବାଦୀରୁ, ୧୯୨୪ ମସିହାରେ ପୁରୀରୁ ଓ ୧୯୨୭ ମସିହାରେ କଟକରୁ ପ୍ରକାଶିତ ହେଉଥିଲା । 'ସମାଜ'ର ପ୍ରଥମ ସମ୍ପାଦକୀୟରେ, ମାନବବାଦୀ ଗୋପବନ୍ଧୁ ସମାଜର ସକଳ ଶ୍ରେଣୀ ମାନବଙ୍କର ସ୍ନେହ, ପ୍ରୀତି ଓ ସଦିଚ୍ଛା କାମନା କରିଥିଲେ । ୧୯୩୦ରେ 'ସାପ୍ତାହିକ ସମାଜ', 'ଦୈନିକ ସମାଜ'ରେ ପରିଣତ ହୋଇଥିଲା । 'ସମାଜ'ରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଓ ଇଂରେଜ ସରକାରଙ୍କ ଅବିଚାର ସମ୍ପର୍କରେ ନିର୍ଭୀକ ସମ୍ବାଦ ପରିବେଷଣ କରି, ସେ ୧୯୨୨ ମସିହାରେ କାରାବରଣ କରିଥିଲେ । କାରାଗାରରେ ତାଙ୍କ ଲେଖନୀରୁ ନିଃସୃତ ହୋଇଥିଲା 'କାରାକବିତା''ବନ୍ଦୀର ଆତ୍ମକଥା' ୧୯୨୪ରେ ଜେଲରୁ ଖଲାସ ହେବାପରେ କଟକଠାରେ ଅନୁଷ୍ଠିତ ବିଶାଳ ସମ୍ବର୍ଦ୍ଧନା ସଭାରେ, ବିଶିଷ୍ଟ ବୈଜ୍ଞାନିକ ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟ ତାଙ୍କୁ 'ଉତ୍କଳମଣି' ବୋଲି ସମ୍ବୋଧନ କରିଥିଲେ ।<ref>{{cite web |url= http://www.talentodisha.com/component/k2/item/126-utkalamani-pandit-gopabandhu-das.html |title=UTKALAMANI PANDIT GOPABANDHU DAS |first= Chandra Sekhar |last=Biswal|work=talentodisha.com |quote=Acharya Prafulla Chandra Ray on 28.6.1924 the veteran scientist and patriot of Bengal assigned the title of Utkalamani, (Jewel of Utakala) to his name. |accessdate=9 October 2012}}</ref>
ଗୋପବନ୍ଧୁ ଦାସ [[ପୁରୀ]]ରେ ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ [[ପୁରୀ ସେବା ସମିତି]] ପ୍ରତିଷ୍ଠା କରିଥିଲେଏହି ସଂଗଠନର ସାଥୀମାନଙ୍କ ସହ ସେ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମ କରୁଥିଲେ ।<ref name="ପୁରୀ ସେବା ସମିତି">{{cite news|url=https://sambad.in/editorial/abhimata-1-04-2020-499937/|title=ଓଡ଼ିଶାର କେତେକ ରଚନାତ୍ମକ ଅନୁଷ୍ଠାନ|last=|first=|date=31 March 2020|work=ସମ୍ବାଦ|accessdate=27 September 2020|archiveurl=https://web.archive.org/web/20200927161644/https://sambad.in/editorial/abhimata-1-04-2020-499937/|archivedate=27 September 2020|publisher=sambad.in|location=[[ଭୁବନେଶ୍ୱର]]|language=[[ଓଡ଼ିଆ ଭାଷା|ଓଡ଼ିଆ]]|url-status=live}}</ref>
ସମବେତ ଜନତା କରତାଳି ମାଧ୍ୟମରେ ଏହି ଉପାଧିକୁ ସ୍ୱିକୃତି ଦେଇଥିଲେ । ଗୋପବନ୍ଧୁଙ୍କ ସେବା, ତ୍ୟାଗ ଓ ଦରଦୀ ହୃଦୟରେ ପ୍ରୀତ ହୋଇ, [[ଲାଲା ଲାଜପତ ରାୟ]], ତାଙ୍କୁ [[ଲୋକସେବକ ମଣ୍ଡଳ]]ର ସଦସ୍ୟ ରୂପେ ଗ୍ରହଣ କରିଥିଲେ । ପରେ, ସେ ଏହି ଅନୁଷ୍ଠାନର ଉପାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ ।
===ଗୋପବନ୍ଧୁଙ୍କ ଅନ୍ତିମ ଜୀବନ ===


=== ସତ୍ୟବାଦୀ ବନ ବିଦ୍ୟାଳୟ ===
୧୯୨୮ ମସିହାରେ ଲୋକସେବକ ମଣ୍ଡଳର ବୈଠକରେ ଯୋଗଦାନ କରିବା ପାଇଁ, [[ଲାହୋର]] ଯିବାବାଟରେ, ଗୋପବନ୍ଧୁ କଲିକତାଠାରେ [[ଆନ୍ତ୍ରିକ ଜ୍ୱର]]ରେ ଆକ୍ରାନ୍ତ ହୋଇ ସତ୍ୟବାଦୀ ଫେରିଆସିଥିଲେ । ଦିନକୁ ଦିନ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ମୃତ୍ୟୁ ପୂର୍ବରୁ, ସେ ନିଜର ଇଚ୍ଛାପତ୍ରରେ, 'ସମାଜ' ଓ 'ସତ୍ୟବାଦୀ ପ୍ରେସ'ର ପରିଚାଳନା ଭାର ଲୋକସେବକ ମଣ୍ଡଳକୁ ଅର୍ପଣ କରିଥିଲେ । ଇଚ୍ଛାପତ୍ର ସମ୍ପାଦନର ଦୁଇ ଘଣ୍ଟାପରେ ୧୯୨୮ ମସିହା ଜୁନ ୧୭ ତାରିଖ, ରବିବାର ସନ୍ଧ୍ୟା ଘ.୭-୨୫ମିନିଟରେ, ଗୋପବନ୍ଧୁ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ ।<ref>{{cite web |url= http://www.odisha360.com/infopedia/odia-personalities/utkalmani-gopabandhu-das/ |title=Utkalmani Gopabandhu Das |work=odisha360.com |year=2009 |quote=He died on 17th June, 1928 |accessdate=23 May 2012}}</ref><ref>ଦୈନିକ ସମାଜ ୦୯/୧୦/୨୦୧୨ରେ ପ୍ରକାଶିତ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କ ଲେଖା</ref>
ଗୋପବନ୍ଧୁ ଦାସ ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରୁ ଅନ୍ୟତମ । [[ମଧୁସୂଦନ ରାଓ]]ଙ୍କ ନିଷ୍ପତି କ୍ରମେ ତାଙ୍କ ନେତୃତ୍ୱରେ ପଞ୍ଚସଖାମାନେ ମିଶି [[ସାକ୍ଷୀଗୋପାଳ]]ର ବକୁଳ ଓ ଛୁରିଆନା କୁଞ୍ଜରେ [[ସତ୍ୟବାଦୀ ବନ ବିଦ୍ୟାଳୟ]] ପ୍ରତିଷ୍ଠା କରିଥିଲେ । ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା ।<ref>{{cite web|url=http://independent.academia.edu/KrishanShri/Papers/623017/An_experiment_in_nationalist_education_Satyavadi_school_in_Orissa_1909-1926_|title=An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu|year=2012|work=academia.edu|accessdate=20 June 2012|quote=Satyavadi was a uniqueexperimental school in the history of modern Orissa. Establishedby Gopabandhu Das (1877-1928),}}</ref> ୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା । ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିଥିଲେ ।
[[ଫାଇଲ:Gopabandhu_Das_OSM.jpg|thumb|ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି]]


=== ଓଡ଼ିଆ ଭାଷା ଆନ୍ଦୋଳନ ===
==ରାଜନୀତି ଜୀବନ==
କଟକରେ ଅଧ୍ୟୟନ ସମୟରେ [[ଓଡ଼ିଆ ଭାଷା]]ର ବିଲୋପ ଚକ୍ରାନ୍ତ ବିରୋଧରେ ଗୋପବନ୍ଧୁଙ୍କ ସମେତ ଅନେକ ଓଡ଼ିଆ ନେତା ଆନ୍ଦୋଳନ ଆରମ୍ଭ କରିଥିଲେ । ସେ କର୍ତ୍ତବ୍ୟ ବୋଧିନୀ ସମିତି ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କରିଥିଲେ । ତାଙ୍କର ଆହ୍ୱାନ ଥିଲା "ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ" । ସେ ଓ ରାମଚନ୍ଦ୍ର ଦାଶ [[ରମ୍ଭା]]ଠାରେ [[ଉତ୍କଳ ସମ୍ମିଳନୀ]]ର ପ୍ରଥମ ଅଧିବେଶନ ପରିଚାଳନା କରିଥିଲେ । ସେ ୧୯୦୩ରେ [[ମଧୁସୂଦନ ଦାସ]]ଙ୍କଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ସକ୍ରିୟ ଭାବେ ଭାଗନେଇଥିଲେ । ଏହି ଆନ୍ଦୋଳନ କ୍ରମେ ତୀବ୍ର ହୋଇ ୧୯୩୬ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିଗକୁ ମୁହାଁଇଥିଲା ।
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରରୋଚନାରେ ଗୋପବନ୍ଧୁ ୧୯୧୭ରୁ ୧୯୨୧ ପର୍ଯ୍ୟନ୍ତ ବିହାର-ଓଡ଼ିଶା ବିଧାନ ସଭାର ସଦସ୍ୟ ରୂପେ ନିର୍ବାଚିତ ହୋଇଥିଲେ । ୧୯୨୧ ମସିହାରେ ଗୋପବନ୍ଧୁ ଦାସ [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ।

=== କଲେଜ ===
ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ ତାହାପରେ [[କଲିକତା]]ରେ ବିଏଲ ପଢ଼ିଲେ ।<ref>{{cite web|url=http://www.123orissa.com/person/person.asp?sno=31&cat=f|title=UTKALAMANI PUNDIT GOPABANDHU DAS|last=|first=|work=123orissa.com|accessdate=9 October 2012|quote=He passed his B.A from Revenshaw College in 1904 and later passed B.L. from Calcutta University in 1906.}}</ref>

=== କଲିକତାରେ ଶ୍ରମିକ ପାଇଁ କାର୍ଯ୍ୟ ===
କଲିକତାରେ ବିଏଲ ପଢ଼ିବା ସମୟରେ ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କ ସହାୟତା ନିମନ୍ତେ ସେ "ଓଡ଼ିଆ ଶ୍ରମିକ ସଂଘ" ଓ "ସାନ୍ଧ୍ୟ ବିଦ୍ୟାଳୟ" ପ୍ରତିଷ୍ଠା କରିଥିଲେ ।

=== ପରିବାର ===
ମାତ୍ର ୧୨ ବର୍ଷ ବୟସରେ ସେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରେ ପଢ଼ୁଥିବା ସମୟରେ ତାଙ୍କ ପିତାଙ୍କ ଦେହାନ୍ତ ହୋଇଥିଲା । ୧୯୦୩ରେ ଉତ୍କଳ ସମ୍ମିଳନୀରେ ସକ୍ରିୟ ଭାବେ ଭାଗ ନେଇ ଓଡ଼ିଆ ଭାଷା ଆନ୍ଦୋଳନରେ ଯୋଗଦାନ ସମୟରେ ସମୟରେ ତାଙ୍କର ପ୍ରଥମ ପୁତ୍ରଙ୍କର ମୃତ୍ୟୁ ଘଟିଥିଲା । କଲିକତାରେ ବିଏଲ ପଢ଼ୁଥିବା ବେଳେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏହା ପରେପରେ ସେ ବିଏଲ ପାସ କରିବା ଖବର ପାଇବା ଦିନ ତାଙ୍କ ପତ୍ନୀଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା ।

=== ସମାଜ ସମ୍ବାଦପତ୍ର ===

ଓଡ଼ିଶା ଲୋକଙ୍କର ଦୁର୍ଦ୍ଦଶା, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅହିଂସା ଆନ୍ଦୋଳନ, [[ମୋହନଦାସ କରମଚାନ୍ଦ ଗାନ୍ଧୀ|ମହାତ୍ମା ଗାନ୍ଧୀ]]ଙ୍କ ବାର୍ତ୍ତା ଓ [[ଭାରତୀୟ ଜାତୀୟ କଂଗ୍ରେସ]]<nowiki/>ର ଆଭିମୁଖ୍ୟ ପ୍ରଚାର ତଥା ଜନସାଧାରଣଙ୍କୁ ଅବଗତ କରାଇବା ନିମନ୍ତେ ସେ ୧୯୧୯ ଅକ୍ଟୋବର ମାସ ୪ ତାରିଖ ଦଶହରା ତିଥିରେ ସାପ୍ତାହିକ ''"ସମାଜ''" ଖବରକାଗଜ ପ୍ରକାଶ କରିଥିଲେ ।<ref>{{cite web |url= http://www.publishyourarticles.org/knowledge-hub/biography/biography-of-utkalmani-gopabandhu-das.html |title=Biography of Utkalmani Gopabandhu Das &#124; Biography &#124; Knowledge Hub|work=publishyourarticles.org |year=2012 |quote= He started the newspaper Samaja |accessdate=23 May 2012}}</ref> ପ୍ରଥମେ ଏହା ୧୯୧୯ ମସିହାରେ ସତ୍ୟବାଦୀରୁ, ୧୯୨୪ ମସିହାରେ ପୁରୀରୁ ଓ ଶେଷରେ ୧୯୨୭ ମସିହାରେ କଟକରୁ ପ୍ରକାଶିତ ହେଉଥିଲା । ''ସମାଜ''ର ପ୍ରଥମ ସମ୍ପାଦକୀୟରେ ସେ ସମାଜର ସକଳ ଶ୍ରେଣୀ ମାନବଙ୍କର ସ୍ନେହ, ପ୍ରୀତି ଓ ସଦିଚ୍ଛା କାମନାକରିଥିଲେ । ୧୯୩୦ରେ "''ସମାଜ''" 'ସାପ୍ତାହିକରୁ ଦୈନିକ ଖବରକାଗଜରେ ପରିଣତ ହୋଇଥିଲା । ଲୋକମାନଙ୍କ ଉପରେ ପୁଲିସର ମାତ୍ରାଧିକ ବଳପ୍ରୟୋଗ ଓ ଇଂରେଜ ସରକାରଙ୍କ ଅବିଚାର ସମ୍ପର୍କରେ ''ସମାଜ''ରେ ସମ୍ବାଦ ପ୍ରକାଶ କରିବା ପରେ ଇଂରେଜ ସରକାର ତାଙ୍କୁ ୧୯୨୨ ମସିହାରେ କାରାବଦ୍ଧ କରିଥିଲେ ।

=== ସାହିତ୍ୟ ରଚନା ===
କାରାଗାରରେ ଥିବା ବେଳେ ସେ "''କାରାକବିତା''" ଓ "''ବନ୍ଦୀର ଆତ୍ମକଥା''" ନାମରେ ଦୁଇଟି କାବ୍ୟଗ୍ରନ୍ଥ ରଚନା କରିଥିଲା । ୧୯୨୪ରେ ଜେଲରୁ ଖଲାସ ହେବାପରେ କଟକଠାରେ ଅନୁଷ୍ଠିତ ଏକ ବିଶାଳ ସମ୍ବର୍ଦ୍ଧନା ସଭାରେ ବୈଜ୍ଞାନିକ [[ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟ]] ତାଙ୍କୁ "ଉତ୍କଳମଣି" ବୋଲି ସମ୍ବୋଧନ କରିଥିଲେ ।<ref>{{cite web |url= http://www.talentodisha.com/component/k2/item/126-utkalamani-pandit-gopabandhu-das.html |title=UTKALAMANI PANDIT GOPABANDHU DAS |first= Chandra Sekhar |last=Biswal|work=talentodisha.com |quote=Acharya Prafulla Chandra Ray on 28.6.1924 the veteran scientist and patriot of Bengal assigned the title of Utkalamani, (Jewel of Utakala) to his name. |accessdate=9 October 2012}}</ref> ସେଠାରେ ଉପସ୍ଥିତ ଜନତା କରତାଳି ମାଧ୍ୟମରେ ଏହି ଉପାଧୀକୁ ସ୍ୱୀକୃତି ଦେଇଥିଲେ ।

=== ଲୋକସେବକ ମଣ୍ଡଳରେ ସଦସ୍ୟତା ===
ଗୋପବନ୍ଧୁ ଦାସଙ୍କ ଦେଶସେବାରେ ଅବଦାନ ପାଇଁ [[ଲାଲା ଲାଜପତ ରାୟ]] ତାଙ୍କୁ [[ଲୋକସେବକ ମଣ୍ଡଳ]]ର ଆଜୀବନ ସଦସ୍ୟ ରୂପେ ଗ୍ରହଣକରିଥିଲେ । ପରେ ସେ ଏହି ଅନୁଷ୍ଠାନର ଉପାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ ।

===ରାଜନୀତିରେ ଅଂଶଗ୍ରହଣ===
[[ମଧୁସୂଦନ ଦାସ|ମଧୁସୂଦନ ଦାସଙ୍କ]] ପ୍ରେରଣାରୁ ସେ ୧୯୧୭ରୁ ୧୯୨୧ ପର୍ଯ୍ୟନ୍ତ ବିହାର-ଓଡ଼ିଶା ବିଧାନ ସଭାର ସଦସ୍ୟ ରୂପେ ନିର୍ବାଚିତ ହୋଇଥିଲେ । ୧୯୨୧ ମସିହାରେ ସେ [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ।
===ମୃତ୍ୟୁ ===

୧୯୨୮ ମସିହାରେ ଲୋକସେବକ ମଣ୍ଡଳର ବୈଠକରେ ଯୋଗଦାନ କରିବା ପାଇଁ [[ଲାହୋର]] ଯିବା ବାଟରେ ସେ କଲିକତାଠାରେ [[ଆନ୍ତ୍ରିକ ଜ୍ୱର]]ରେ ଆକ୍ରାନ୍ତ ହୋଇ ସତ୍ୟବାଦୀ ଫେରିଆସିଥିଲେ । ଏହାପରେ ଧୀରେଧୀରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ୧୯୨୮ ମସିହା ଜୁନ ୧୭ ତାରିଖ ରବିବାର ସନ୍ଧ୍ୟା ୭ଟା ୨୫ମିନିଟରେ ତାଙ୍କର ମୃତ୍ୟୁ ହୋଇଥିଲା ।<ref>{{cite web|url=http://www.odisha360.com/infopedia/odia-personalities/utkalmani-gopabandhu-das/|title=Utkalmani Gopabandhu Das|year=2009|work=odisha360.com|accessdate=23 May 2012|quote=He died on 17th June, 1928}}</ref><ref>ଦୈନିକ ସମାଜ ୦୯/୧୦/୨୦୧୨ରେ ପ୍ରକାଶିତ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କ ଲେଖା</ref> ମୃତ୍ୟୁର ଦୁଇ ଘଣ୍ଟା ଆଗରୁ ସେ ନିଜ ଇଚ୍ଛାପତ୍ରରେ ''ସମାଜ'' ଓ ସତ୍ୟବାଦୀ ପ୍ରେସର ପରିଚାଳନା ଭାର ଲୋକସେବକ ମଣ୍ଡଳକୁ ଅର୍ପଣ କରିଥିଲେ ।


== ରଚନାବଳୀ ==
== ରଚନାବଳୀ ==

୧୧:୪୭, ୧୮ ସେପ୍ଟେମ୍ବର ୨୦୨୧ ଅନୁସାରେ କରାଯାଇଥିବା ବଦଳ

ଉତ୍କଳମଣି ପଣ୍ଡିତ

ଗୋପବନ୍ଧୁ ଦାସ
ଗୋପବନ୍ଧୁଙ୍କ ଛବି ଥାଇ ପ୍ରକାଶିତ ୧୯୬୪ମସିହାର ଡାକ ଟିକଟ
ଜନ୍ମ(1877-10-09)୯ ଅକ୍ଟୋବର ୧୮୭୭
ସୁଆଣ୍ଡୋ, ପୁରୀ
ମୃତ୍ୟୁ୧୭ ଜୁନ ୧୯୨୮(1928-06-17) (ବୟସ ୫୦)
Satyabadi
ସତ୍ୟବାଦୀ
ଜାତୀୟତା ଭାରତୀୟ
ଅନ୍ୟ ନାମସ୍ୱଦେଶହିତୈଷୀ, ପଣ୍ତିତ ଗୋପବନ୍ଧୁ [୧]
ଶିକ୍ଷାବି.ଏଲ.
ଶିକ୍ଷାନୁଷ୍ଠାନରେଭେନ୍ସା ମହାବିଦ୍ୟାଳୟ
ପ୍ରସିଦ୍ଧିସ୍ୱାଧୀନତା ସଂଗ୍ରାମୀ, କବି,
'ସମାଜ'ର ପ୍ରତିଷ୍ଠାତା
ବୈବାହିକ-ସାଥୀଅପତୀ ଦେବୀ
ପିତାମାତା(s)ଦୈତାରି ଦାସ
ସ୍ୱର୍ଣ୍ଣମୟୀ ଦେବୀ

ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭ - ୧୭ ଜୁନ ୧୯୨୮) ଓଡ଼ିଶାର ଜଣେ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଥିଲେ । ସେ ଦୈନିକ ଓଡ଼ିଆ ଖବର କାଗଜ ସମାଜସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ ।[୨]

ଜୀବନୀ

ପ୍ରାରମ୍ଭିକ ଜୀବନ

ଗୋପବନ୍ଧୁ ଦାସ ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ଖୁବ ଅଳ୍ପ ବୟସ ହୋଇଥିବା ବେଳେ ତାଙ୍କ ମାତାଙ୍କର ମୃତ୍ୟୁ ହୋଇଯାଇଥିଲା ।

ସ୍କୁଲ

ମାତାଙ୍କ ମୃତ୍ୟୁ ପରେ ସେ ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର ରାମଚନ୍ଦ୍ର ଦାସଙ୍କ ସହିତ ପରିଚୟ ହୋଇଥିଲା ଓ ତାଙ୍କଠାରୁ ପରେ ସେ ଦେଶସେବା ବାବଦରେ ଶିକ୍ଷା ପାଇଥିଲେ । ୧୨ ବର୍ଷ ବୟସରେ ବିବାହ କରି ତାହା ପରେ ମଧ୍ୟ ସେ ପାଠପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ କଟକର ରେଭେନ୍ସା ମହାବିଦ୍ୟାଳୟରେ ଅଧ୍ୟୟନ କଲେ ।

ସମାଜସେବା

ଗୋପବନ୍ଧୁ ଦାସ ପୁରୀରେ ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ ପୁରୀ ସେବା ସମିତି ପ୍ରତିଷ୍ଠା କରିଥିଲେ । ଏହି ସଂଗଠନର ସାଥୀମାନଙ୍କ ସହ ସେ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମ କରୁଥିଲେ ।[୩]

ସତ୍ୟବାଦୀ ବନ ବିଦ୍ୟାଳୟ

ଗୋପବନ୍ଧୁ ଦାସ ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରୁ ଅନ୍ୟତମ । ମଧୁସୂଦନ ରାଓଙ୍କ ନିଷ୍ପତି କ୍ରମେ ତାଙ୍କ ନେତୃତ୍ୱରେ ପଞ୍ଚସଖାମାନେ ମିଶି ସାକ୍ଷୀଗୋପାଳର ବକୁଳ ଓ ଛୁରିଆନା କୁଞ୍ଜରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ । ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା ।[୪] ୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା । ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିଥିଲେ ।

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି

ଓଡ଼ିଆ ଭାଷା ଆନ୍ଦୋଳନ

କଟକରେ ଅଧ୍ୟୟନ ସମୟରେ ଓଡ଼ିଆ ଭାଷାର ବିଲୋପ ଚକ୍ରାନ୍ତ ବିରୋଧରେ ଗୋପବନ୍ଧୁଙ୍କ ସମେତ ଅନେକ ଓଡ଼ିଆ ନେତା ଆନ୍ଦୋଳନ ଆରମ୍ଭ କରିଥିଲେ । ସେ କର୍ତ୍ତବ୍ୟ ବୋଧିନୀ ସମିତି ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କରିଥିଲେ । ତାଙ୍କର ଆହ୍ୱାନ ଥିଲା "ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ" । ସେ ଓ ରାମଚନ୍ଦ୍ର ଦାଶ ରମ୍ଭାଠାରେ ଉତ୍କଳ ସମ୍ମିଳନୀର ପ୍ରଥମ ଅଧିବେଶନ ପରିଚାଳନା କରିଥିଲେ । ସେ ୧୯୦୩ରେ ମଧୁସୂଦନ ଦାସଙ୍କଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ସକ୍ରିୟ ଭାବେ ଭାଗନେଇଥିଲେ । ଏହି ଆନ୍ଦୋଳନ କ୍ରମେ ତୀବ୍ର ହୋଇ ୧୯୩୬ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିଗକୁ ମୁହାଁଇଥିଲା ।

କଲେଜ

ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ ତାହାପରେ କଲିକତାରେ ବିଏଲ ପଢ଼ିଲେ ।[୫]

କଲିକତାରେ ଶ୍ରମିକ ପାଇଁ କାର୍ଯ୍ୟ

କଲିକତାରେ ବିଏଲ ପଢ଼ିବା ସମୟରେ ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କ ସହାୟତା ନିମନ୍ତେ ସେ "ଓଡ଼ିଆ ଶ୍ରମିକ ସଂଘ" ଓ "ସାନ୍ଧ୍ୟ ବିଦ୍ୟାଳୟ" ପ୍ରତିଷ୍ଠା କରିଥିଲେ ।

ପରିବାର

ମାତ୍ର ୧୨ ବର୍ଷ ବୟସରେ ସେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରେ ପଢ଼ୁଥିବା ସମୟରେ ତାଙ୍କ ପିତାଙ୍କ ଦେହାନ୍ତ ହୋଇଥିଲା । ୧୯୦୩ରେ ଉତ୍କଳ ସମ୍ମିଳନୀରେ ସକ୍ରିୟ ଭାବେ ଭାଗ ନେଇ ଓଡ଼ିଆ ଭାଷା ଆନ୍ଦୋଳନରେ ଯୋଗଦାନ ସମୟରେ ସମୟରେ ତାଙ୍କର ପ୍ରଥମ ପୁତ୍ରଙ୍କର ମୃତ୍ୟୁ ଘଟିଥିଲା । କଲିକତାରେ ବିଏଲ ପଢ଼ୁଥିବା ବେଳେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏହା ପରେପରେ ସେ ବିଏଲ ପାସ କରିବା ଖବର ପାଇବା ଦିନ ତାଙ୍କ ପତ୍ନୀଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା ।

ସମାଜ ସମ୍ବାଦପତ୍ର

ଓଡ଼ିଶା ଲୋକଙ୍କର ଦୁର୍ଦ୍ଦଶା, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅହିଂସା ଆନ୍ଦୋଳନ, ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ଓ ଭାରତୀୟ ଜାତୀୟ କଂଗ୍ରେସର ଆଭିମୁଖ୍ୟ ପ୍ରଚାର ତଥା ଜନସାଧାରଣଙ୍କୁ ଅବଗତ କରାଇବା ନିମନ୍ତେ ସେ ୧୯୧୯ ଅକ୍ଟୋବର ମାସ ୪ ତାରିଖ ଦଶହରା ତିଥିରେ ସାପ୍ତାହିକ "ସମାଜ" ଖବରକାଗଜ ପ୍ରକାଶ କରିଥିଲେ ।[୬] ପ୍ରଥମେ ଏହା ୧୯୧୯ ମସିହାରେ ସତ୍ୟବାଦୀରୁ, ୧୯୨୪ ମସିହାରେ ପୁରୀରୁ ଓ ଶେଷରେ ୧୯୨୭ ମସିହାରେ କଟକରୁ ପ୍ରକାଶିତ ହେଉଥିଲା । ସମାଜର ପ୍ରଥମ ସମ୍ପାଦକୀୟରେ ସେ ସମାଜର ସକଳ ଶ୍ରେଣୀ ମାନବଙ୍କର ସ୍ନେହ, ପ୍ରୀତି ଓ ସଦିଚ୍ଛା କାମନାକରିଥିଲେ । ୧୯୩୦ରେ "ସମାଜ" 'ସାପ୍ତାହିକରୁ ଦୈନିକ ଖବରକାଗଜରେ ପରିଣତ ହୋଇଥିଲା । ଲୋକମାନଙ୍କ ଉପରେ ପୁଲିସର ମାତ୍ରାଧିକ ବଳପ୍ରୟୋଗ ଓ ଇଂରେଜ ସରକାରଙ୍କ ଅବିଚାର ସମ୍ପର୍କରେ ସମାଜରେ ସମ୍ବାଦ ପ୍ରକାଶ କରିବା ପରେ ଇଂରେଜ ସରକାର ତାଙ୍କୁ ୧୯୨୨ ମସିହାରେ କାରାବଦ୍ଧ କରିଥିଲେ ।

ସାହିତ୍ୟ ରଚନା

କାରାଗାରରେ ଥିବା ବେଳେ ସେ "କାରାକବିତା" ଓ "ବନ୍ଦୀର ଆତ୍ମକଥା" ନାମରେ ଦୁଇଟି କାବ୍ୟଗ୍ରନ୍ଥ ରଚନା କରିଥିଲା । ୧୯୨୪ରେ ଜେଲରୁ ଖଲାସ ହେବାପରେ କଟକଠାରେ ଅନୁଷ୍ଠିତ ଏକ ବିଶାଳ ସମ୍ବର୍ଦ୍ଧନା ସଭାରେ ବୈଜ୍ଞାନିକ ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟ ତାଙ୍କୁ "ଉତ୍କଳମଣି" ବୋଲି ସମ୍ବୋଧନ କରିଥିଲେ ।[୭] ସେଠାରେ ଉପସ୍ଥିତ ଜନତା କରତାଳି ମାଧ୍ୟମରେ ଏହି ଉପାଧୀକୁ ସ୍ୱୀକୃତି ଦେଇଥିଲେ ।

ଲୋକସେବକ ମଣ୍ଡଳରେ ସଦସ୍ୟତା

ଗୋପବନ୍ଧୁ ଦାସଙ୍କ ଦେଶସେବାରେ ଅବଦାନ ପାଇଁ ଲାଲା ଲାଜପତ ରାୟ ତାଙ୍କୁ ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ ରୂପେ ଗ୍ରହଣକରିଥିଲେ । ପରେ ସେ ଏହି ଅନୁଷ୍ଠାନର ଉପାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ ।

ରାଜନୀତିରେ ଅଂଶଗ୍ରହଣ

ମଧୁସୂଦନ ଦାସଙ୍କ ପ୍ରେରଣାରୁ ସେ ୧୯୧୭ରୁ ୧୯୨୧ ପର୍ଯ୍ୟନ୍ତ ବିହାର-ଓଡ଼ିଶା ବିଧାନ ସଭାର ସଦସ୍ୟ ରୂପେ ନିର୍ବାଚିତ ହୋଇଥିଲେ । ୧୯୨୧ ମସିହାରେ ସେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ।

ମୃତ୍ୟୁ

୧୯୨୮ ମସିହାରେ ଲୋକସେବକ ମଣ୍ଡଳର ବୈଠକରେ ଯୋଗଦାନ କରିବା ପାଇଁ ଲାହୋର ଯିବା ବାଟରେ ସେ କଲିକତାଠାରେ ଆନ୍ତ୍ରିକ ଜ୍ୱରରେ ଆକ୍ରାନ୍ତ ହୋଇ ସତ୍ୟବାଦୀ ଫେରିଆସିଥିଲେ । ଏହାପରେ ଧୀରେଧୀରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ୧୯୨୮ ମସିହା ଜୁନ ୧୭ ତାରିଖ ରବିବାର ସନ୍ଧ୍ୟା ୭ଟା ୨୫ମିନିଟରେ ତାଙ୍କର ମୃତ୍ୟୁ ହୋଇଥିଲା ।[୮][୯] ମୃତ୍ୟୁର ଦୁଇ ଘଣ୍ଟା ଆଗରୁ ସେ ନିଜ ଇଚ୍ଛାପତ୍ରରେ ସମାଜ ଓ ସତ୍ୟବାଦୀ ପ୍ରେସର ପରିଚାଳନା ଭାର ଲୋକସେବକ ମଣ୍ଡଳକୁ ଅର୍ପଣ କରିଥିଲେ ।

ରଚନାବଳୀ

  • ଅବକାଶ ଚିନ୍ତା (୧୮୯୯)
  • କାରାକବିତା
  • ବନ୍ଦୀର ଆତ୍ମକଥା
  • ଧର୍ମପଦ
  • ବ୍ରହ୍ମତତ୍ତ୍ବ ବା ନଚିକେତା ଉପାଖ୍ୟାନ
  • ଗୋମାହାତ୍ମ୍ୟ
  • ଓଡ଼ିଆର ଜାତୀୟତା (ପ୍ରବନ୍ଧ)

ଆଧାର

  1. ପ୍ରହରାଜ, ଗୋପାଳ ଚନ୍ଦ୍ର. "ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ". dsal.uchicago.edu. Retrieved 14 April 2013. ସ୍ୱଦେଶହିତୈଷୀ ପଣ୍ତିତ ଗୋପବନ୍ଧୁ ଏହି ନାମରେ ପରିଚିତ ହୋଇଥିଲେ
  2. http://thesamaja.com/home.php
  3. "ଓଡ଼ିଶାର କେତେକ ରଚନାତ୍ମକ ଅନୁଷ୍ଠାନ". ସମ୍ବାଦ (in ଓଡ଼ିଆ). ଭୁବନେଶ୍ୱର: sambad.in. 31 March 2020. Archived from the original on 27 September 2020. Retrieved 27 September 2020.{{cite news}}: CS1 maint: unrecognized language (link)
  4. "An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu". academia.edu. 2012. Retrieved 20 June 2012. Satyavadi was a uniqueexperimental school in the history of modern Orissa. Establishedby Gopabandhu Das (1877-1928),
  5. "UTKALAMANI PUNDIT GOPABANDHU DAS". 123orissa.com. Retrieved 9 October 2012. He passed his B.A from Revenshaw College in 1904 and later passed B.L. from Calcutta University in 1906.
  6. "Biography of Utkalmani Gopabandhu Das | Biography | Knowledge Hub". publishyourarticles.org. 2012. Retrieved 23 May 2012. He started the newspaper Samaja
  7. Biswal, Chandra Sekhar. "UTKALAMANI PANDIT GOPABANDHU DAS". talentodisha.com. Retrieved 9 October 2012. Acharya Prafulla Chandra Ray on 28.6.1924 the veteran scientist and patriot of Bengal assigned the title of Utkalamani, (Jewel of Utakala) to his name.
  8. "Utkalmani Gopabandhu Das". odisha360.com. 2009. Retrieved 23 May 2012. He died on 17th June, 1928
  9. ଦୈନିକ ସମାଜ ୦୯/୧୦/୨୦୧୨ରେ ପ୍ରକାଶିତ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କ ଲେଖା

ଅଧିକ ତଥ୍ୟ

  • Gopabandhu in Orissa Review * September - October - 2006 e-magazine published by Govt. of Orissa
  • Online version of 'The Samaja' Originally Founded by Utkalamani Gopabandhu Das in the year 1919
  • Utkalamani Pundit Gopabandhu Das- a life history