"ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ Bot: Automated text replacement (- ଟି +ଟି ) |
No edit summary ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
||
୨୩ କ ଧାଡ଼ି: | ୨୩ କ ଧାଡ଼ି: | ||
| followed_by = |
| followed_by = |
||
}} |
}} |
||
'''ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ''' ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର [[ଓଡ଼ିଆ ଭାଷା|ଓଡ଼ିଆ]] [[ଭାଷାକୋଷ]] ଯାହା ମୁଖ୍ୟତଃ [[ଗୋପାଳ ଚନ୍ଦ୍ର ପ୍ରହରାଜ]] (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର |
'''ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ''' ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର [[ଓଡ଼ିଆ ଭାଷା|ଓଡ଼ିଆ]] [[ଭାଷାକୋଷ]] ଯାହା ମୁଖ୍ୟତଃ [[ଗୋପାଳ ଚନ୍ଦ୍ର ପ୍ରହରାଜ]] (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିନ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।<ref>http://www.orissadiary.com/personality/writer/GOPAL%20CHANDRA%20PRAHARAJ%20.asp</ref> |
||
ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ । |
ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ । |
୨୩:୫୯, ୨ ଅପ୍ରେଲ ୨୦୨୨ ଅନୁସାରେ କରାଯାଇଥିବା ବଦଳ
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ | |
---|---|
ଲେଖକ | ଗୋପାଳ ପ୍ରହରାଜ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ବିଭାଗ | ଭାଷାକୋଷ |
ପ୍ରକାଶ ତାରିଖ | ୧୯୩୦ |
ମାଧ୍ୟମ ପ୍ରକାର | ପ୍ରିଣ୍ଟ (ବନ୍ଧାଇ) |
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିନ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।[୧]
ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ବିଶେଷତା
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଓଡ଼ିଆ ଭାଷାର ୧,୮୫,୦୦୦ଟି ଶବ୍ଦରେ ଭରା । ଏଥିରେ ଶବ୍ଦର ଓଡ଼ିଆ, ହିନ୍ଦୀ, ଇଂରାଜୀ ଓ ବଙ୍ଗଳା ଅର୍ଥ ମଧ୍ୟ ଅଛି । ତାହା ସହିତ ନାନାଦି ବର୍ଣ୍ଣନା ଓ ପୁରାଣରେ ବ୍ୟବହାର ମଧ୍ୟ ଏଥିରେ ଅଛି । ଏଥିରେ ସ୍ଥାନୀୟ ଗଛଲଟା, ଓଡ଼ିଶାର ଇତିହାସ, ଖାଦ୍ୟ ଓ ଚଳଣି ସମ୍ପର୍କରେ ଅନେକ ଲେଖା ସବିଶେଷ ବର୍ଣ୍ଣନା ସହ ଦେଖିବାକୁ ମିଳିଥାଏ ।[୨]
ଇ-ଭାଷାକୋଷ
ସୃଜନିକା ତରଫରୁ ଏହି ୭ ଖଣ୍ଡ ବହିକୁ ଏକ ସିଡ଼ି (କମ୍ପ୍ୟୁଟର)ରେ ରଖାଯାଇ ମାଗଣା ଲାଇସେନ୍ସ ଜରିଆରେ ବଣ୍ଟନ କରାଯାଉଛି ।[୩]