"ଚଢ଼େଇଆ ନାଚ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
୧୨ କ ଧାଡ଼ି: ୧୨ କ ଧାଡ଼ି:
[[category:ଲୋକନାଟ]]
[[category:ଲୋକନାଟ]]
[[category:ନୃତ୍ୟ]]
[[category:ନୃତ୍ୟ]]
[[ବିଭାଗ:ଓଡ଼ିଶାର ନାଟ ଓ ସଙ୍ଗୀତ]]

୧୪:୧୪, ୧ ଅଗଷ୍ଟ ୨୦୧୧ ଅନୁସାରେ କରାଯାଇଥିବା ବଦଳ

ଚଢ଼େଇଆ ନାଟ ବା ଚଢ଼େଇଆ ନାଚ ଏକ ପାରମ୍ପାରିକ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହା ଏକ ବାଲେଶ୍ଵରୀ ଲୋକ କଳା । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି ।

ଗୀତ

ଚଢ଼େଇଆ ନାଟବେଳେ ବୋଲାଯାଉଥିବା ଗୀତକୁ ଚଢ଼େଇଆ ସଙ୍ଗୀତ କୁହାଯାଏ ।

ସୁସଙ୍ଗୀ, ସୁରଙ୍ଗୀ, ସୁରସ, ପ୍ରେମାଂଶ

ଭଙ୍ଗା ସଂଗିନୀ ମୋ ଗଳାର ହାର ରସିକା ରମଣୀ ରସ ବିଲାସିନୀ

ଚାଷୀ-ମୋହିନୀ ମୋ ପ୍ରୀତି ସୁଧାର ॥