"ରାଇମୋହନ ପରିଡ଼ା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
୩୭ କ ଧାଡ଼ି: ୩୭ କ ଧାଡ଼ି:


== ଜନ୍ମ, ପରିବାର ଓ ଶିକ୍ଷା ==
== ଜନ୍ମ, ପରିବାର ଓ ଶିକ୍ଷା ==
ରାଇମୋହନ ୧୯୬୩ ମସିହାର ଜୁଲାଇ ୧୦ ତାରିଖରେ [[କେନ୍ଦୁଝର ଜିଲ୍ଲା]]<nowiki/>ର ଉଦୟପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ତୈଲୋକନାଥ ପରିଡ଼ା ଓ ମାତା ତିଳୋତ୍ତମା ପରିଡ଼ାଙ୍କର ପାଞ୍ଚ ସନ୍ତାନ ମଧ୍ୟରୁ ଏକମାତ୍ର ପୁତ୍ର ଥିଲେ ସେ । କରଞ୍ଜିଆ ମହାବିଦ୍ୟାଳୟରୁ ପାଠପଢ଼ା ଶେଷ କରି ସେ [[ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ]]<nowiki/>ରୁ ଅଭିନୟ କଳାରେ ସ୍ନାତକ ଡୀଗ୍ରୀ ହାସଲ କରିଥିଲେ ।
ରାଇମୋହନ ୧୯୬୩ ମସିହାର ଜୁଲାଇ ୧୦ ତାରିଖରେ [[କେନ୍ଦୁଝର ଜିଲ୍ଲା]]<nowiki/>ର ଉଦୟପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ତୈଲୋକନାଥ ପରିଡ଼ା ଓ ମାତା ତିଳୋତ୍ତମା ପରିଡ଼ାଙ୍କର ପାଞ୍ଚ ସନ୍ତାନ ମଧ୍ୟରୁ ଏକମାତ୍ର ପୁତ୍ର ଥିଲେ ସେ । କରଞ୍ଜିଆ ମହାବିଦ୍ୟାଳୟରୁ ପାଠପଢ଼ା ଶେଷ କରି ସେ [[ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ]]<nowiki/>ରୁ ଅଭିନୟ କଳାରେ ସ୍ନାତକ ଡୀଗ୍ରୀ ହାସଲ କରିଥିଲେ ।<ref name="ଅବସାନ" />


==ଅଭିନୟ ଜୀବନ ==
==ଅଭିନୟ ଜୀବନ ==

୧୦:୪୩, ୨୫ ଜୁନ ୨୦୨୨ ଅନୁସାରେ କରାଯାଇଥିବା ବଦଳ

ରାଇମୋହନ ପରିଡ଼ା
ଜନ୍ମ(1963-07-10)୧୦ ଜୁଲାଇ ୧୯୬୩
ମୃତ୍ୟୁ୨୪ ଜୁନ ୨୦୨୨(2022-06-24) (ବୟସ ୫୮)
ମୃତ୍ୟୁର କାରଣଆତ୍ମହତ୍ୟା
ଶିକ୍ଷାନୁଷ୍ଠାନଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ
ବୃତ୍ତିଅଭିନେତା
ସକ୍ରିୟ ବର୍ଷ୧୯୮୪- ୨୦୨୨
ବୈବାହିକ-ସାଥୀରଞ୍ଜିତା ପରିଡ଼ା
ପିତାମାତାତ୍ରୈଲୋକନାଥ ପରିଡ଼ା
ତିଳୋତ୍ତମା ପରିଡ଼ା
ପୁରସ୍କାରରାଜ୍ୟ ଚଳଚ୍ଚିତ୍ର ପୁରସ୍କାର

ରାଇମୋହନ ପରିଡ଼ା (୧୦ ଜୁଲାଇ ୧୯୬୩[୧] - ୨୪ ଜୁନ ୨୦୨୨) ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଓ ଯାତ୍ରା ଜଗତର ଜଣେ ଜଣେ ଖଳ ଅଭିନେତା ।[୨] 'ସାଗର' ଚଳଚ୍ଚିତ୍ରଦ୍ୱାରା ସେ ଓଡ଼ିଆ ସିନେମା ଜଗତରେ ପାଦ ରଖିଥିଲେ ।[୩][୪] ୧୯୯୧-୯୨ରେ ସେ ପ୍ରଥମେ ଅଶ୍ରୁମୋଚନ ମହାନ୍ତିଙ୍କ ସହ ମିଶି ତାରିଣୀ ଗଣନାଟ୍ୟର ନାଟକ ଭଙ୍ଗା ଆଇନାରେ ନିର୍ଦ୍ଦେଶନା ଦେଇଥିଲେ ।[୫] ୨୪ ଜୁନ ୨୦୨୨ରେ ସେ ଆତ୍ମହତ୍ୟା କରିଥିଲେ ।[୬]

ଜନ୍ମ, ପରିବାର ଓ ଶିକ୍ଷା

ରାଇମୋହନ ୧୯୬୩ ମସିହାର ଜୁଲାଇ ୧୦ ତାରିଖରେ କେନ୍ଦୁଝର ଜିଲ୍ଲାର ଉଦୟପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ତୈଲୋକନାଥ ପରିଡ଼ା ଓ ମାତା ତିଳୋତ୍ତମା ପରିଡ଼ାଙ୍କର ପାଞ୍ଚ ସନ୍ତାନ ମଧ୍ୟରୁ ଏକମାତ୍ର ପୁତ୍ର ଥିଲେ ସେ । କରଞ୍ଜିଆ ମହାବିଦ୍ୟାଳୟରୁ ପାଠପଢ଼ା ଶେଷ କରି ସେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଅଭିନୟ କଳାରେ ସ୍ନାତକ ଡୀଗ୍ରୀ ହାସଲ କରିଥିଲେ ।[୭]

ଅଭିନୟ ଜୀବନ

ଅଭିନେତା ଭାବରେ

ବ୍ୟକ୍ତିଗତ ଜୀବନ

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ପଢ଼ିବା ସମୟରେ ତାଙ୍କ ତଳ ଶ୍ରେଣୀର ଛାତ୍ରୀ ରଞ୍ଜିତାଙ୍କୁ ପ୍ରେମ କରିଥିଲେ ଏବଂ ୧୯୯୨ ମସିହାରେ ସେ ତାଙ୍କୁ ବିବାହ କରିଥିଲେ ।[୮] ଏହି ଦମ୍ପତିଙ୍କର ଶେଫାଳି ଓ ଉଦିତା ନାମରେ ଦୁଇ ଝିଅ ଅଛନ୍ତି ।[୭]

ସମ୍ମାନ ଓ ପୁରସ୍କାର

ମୃତ୍ୟୁ

ରାଇମୋହନ ୨୦୨୨ ମସିହାର ଜୁନ ୨୪ ତାରିଖରେ ଆତ୍ମହତ୍ୟା କରିଥିଲେ ।[୧୧] ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା ।

ଆଧାର

  1. ବେହେରା, ସୁକେଶ. "ରାଇମୋହନ ଗଛ ଯିଏ ମାଟିରୁ ଉଠିଛି, ଲତା ନୁହେଁ". ଧରିତ୍ରୀ. Retrieved 11 September 2016.
  2. Orissa reference: glimpses of Orissa. TechnoCAD Systems. 2001.
  3. "ଓଲିଉଡ୍‌କୁ ରାଇଙ୍କ ଲେଉଟାଣି". Dharitri.com (in Odia). Odisha. Archived from the original on 14 January 2019. Retrieved 14 January 2019.{{cite news}}: CS1 maint: unrecognized language (link)
  4. "ରାଇମୋହନଙ୍କ ଫିପଟି ଫିପଟି ପ୍ରୋଗ୍ରାମ". ନଜର୍ (ନିତିଦିନ). Retrieved 11 September 2016.
  5. "ରୂପେଲି ପରଦାରୁ ଯାତ୍ରା ମଞ୍ଚ: ଯଲିଉଡରେ ରାଇମୋହନଙ୍କ ଜଲୱା". OdishaLIVE. 3 July 2018. Archived from the original on 24 August 2018. Retrieved 24 August 2018.
  6. Das, Haraprasad (24 June 2022). "Ollywood actor Raimohan Parida passes away; Suicide suspected". Pragativadi (in English). Bhubaneswar. Archived from the original on 24 June 2022. Retrieved 24 June 2022.{{cite news}}: CS1 maint: unrecognized language (link)
  7. ୭.୦ ୭.୧ "ଅବୁଝା ଅବସାନ: ଶେଷ ସଂଳାପ". ସକାଳ (in ଓଡ଼ିଆ). 25 June 2022. Archived from the original on 25 June 2022. Retrieved 25 June 2022.{{cite news}}: CS1 maint: unrecognized language (link)
  8. "ଅବୁଝା ଅବସାନ: ଖଳନାୟକଙ୍କ ପ୍ରେମ କାହାଣୀ". ସକାଳ (in ଓଡ଼ିଆ). 25 June 2022. Archived from the original on 25 June 2022. Retrieved 25 June 2022.{{cite news}}: CS1 maint: unrecognized language (link)
  9. http://www.orissadiary.com/CurrentNews.asp?id=30737
  10. http://www.hindu.com/2010/01/23/stories/2010012354460200.htm
  11. "ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆଉ ନାହାନ୍ତି, ନିଜ ଘରେ ଜୀବନ ହାରିଲେ". ସମ୍ବାଦ (in ଓଡ଼ିଆ). ଭୁବନେଶ୍ୱର: sambad.in. 24 June 2022. Archived from the original on 24 June 2022. Retrieved 24 June 2022.{{cite news}}: CS1 maint: unrecognized language (link)

ଅଧିକ ତଥ୍ୟ